କମୁନି ଲୋକପ୍ରିୟତା: ୧୩ଟି ଦେଶର ମୁଖ୍ୟଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପସନ୍ଦର ନେତା ହେଲେ ମୋଦି
ନୂଆଦିଲ୍ଲୀ,୧୮।୬: କରୋନା କାଳରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁନିଆର ସବୁଠାରୁ ଅଧିକ ଲୋକପ୍ରିୟ ନେତାଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ଅଛନ୍ତି। ଆମେରିକାର ଡାଟା ଇଣ୍ଟେଲିଜେନ୍ସ ଫାର୍ମ ମର୍ନିଂ କନ୍ସଲ୍ଟ ଦ୍ୱାରା କରାଯାଇଥିବା ଏକ ସର୍ଭେରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନ୍ୟ…
ସାବରମତି ନଦୀରେ କୋଭିଡ-୧୯ ଭାଇରସ୍
ଅହମଦାବାଦ,୧୮।୭: କରୋନା ଭାଇରସ୍ର ଦ୍ୱିତୀୟ ଲହରର ସ୍ଥିତି ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଦେଶରେ କରୋନା ସଙ୍କଟ ଏବେ ବି ଜାରି ରହିଛି। କରୋନାକୁ ନେଇ ପ୍ରତିଦିନ କିଛି ନୂଆ ନୂଆ ତଥ୍ୟା ସାମ୍ନାକୁ ଆସୁଛି। ଇତିମଧ୍ୟରେ ଗୁଜରାଟରୁ…
୫୩ ଦିନ ପରେ ମୃତ୍ୟୁ ସଂଖ୍ୟା ୨ ହଜାର ତଳକୁ ଖସିଲା
ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୬୨,୪୮୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୧୫୮୭ ଜଣଙ୍କର…
ସେପ୍ଟେମ୍ବରରେ ନୋଭାଭାକ୍ସ
ନୂଆଦିଲ୍ଲୀ, ୧୮।୬:ଆମେରିକୀୟ ବାୟୋଟେକ୍ନୋଲୋଜି କମ୍ପାନୀ ନୋଭାଭାକ୍ସ ପ୍ରସ୍ତୁତ କରିଥିବା କୋଭିଡ୍ ଟିକା ୯୦ ପ୍ରତିଶତ ଫଳପ୍ରଦ ଏବଂ ନିରାପଦ ବୋଲି ପ୍ରାରମ୍ଭିକ ଫଳାଫଳରୁ ସ୍ପଷ୍ଟ ହୋଇଛି। ଭାରତରେ ସିରମ୍ ଇନ୍ଷ୍ଟିଚ୍ୟୁଟ୍ ଏହି ଟିକା ଉତ୍ପାଦନ କରିବାକୁ ଥିବାବେଳେ ଆସନ୍ତା ସେପ୍ଟେମ୍ବର ସୁଦ୍ଧା…
ସୋସିଆଲ ମିଡିଆକୁ ଟାର୍ଗେଟ
ନୂଆଦିଲ୍ଲୀ,୧୮ା୬:ଗଣମାଧ୍ୟମର ସ୍ବାଧୀନତା ପାଇଁ ଲଢ଼ୁଥିବା ରିପୋଟର୍ସ ଓ୍ବିଦାଉଟ୍ ବର୍ଡର୍ସ (ଆର୍ଏସ୍ଏଫ୍) ମତରେ ବିଶ୍ୱ ପ୍ରେସ୍ ଫ୍ରିଡମ୍ ସୂଚକାଙ୍କରେ ୧୮୦ ଦେଶ ମଧ୍ୟରୁ ଭାରତର ସ୍ଥାନ ୧୪୨। ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ସଂଖ୍ୟାଲଘୁ ବୃଦ୍ଧଙ୍କ ଉପରେ ଆକ୍ରମଣର ରିପୋର୍ଟିଂ କରିଥିବା ଖବରଦାତାମାନଙ୍କ…
ତୃତୀୟ ଲହର ଆସିବାକୁ ବେଶୀ ସମୟ ଲାଗିବ ନାହିଁ
ମୁମ୍ବାଇ, ୧୭।୬: ଆଗାମୀ ୨ରୁ ୪ ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରେ ସଂକ୍ରମଣର ତୃତୀୟ ଲହର ଦେଖାଦେଇପାରେ ବୋଲି ରାଜ୍ୟ କୋଭିଡ୍-୧୯ ଟାସ୍କଫୋର୍ସ ପକ୍ଷରୁ ସତର୍କ କରିଦିଆଯାଇଛି। ଗତ ୩ ଦିନ ହେଲା ଯେଉଁଭଳି ଗହଳି ଲାଗି ରହିଛି, ତାହା ଜାରି ରହିଲେ,…
ସ୍ବିସ୍ ବ୍ୟାଙ୍କ୍ରେ ୨୦ ହଜାର କୋଟି ଟପିଲା ଭାରତୀୟଙ୍କ ଜମାରାଶି
ନୂଆଦିଲ୍ଲୀ,୧୭।୬: ସ୍ବିସ୍ ବ୍ୟାଙ୍କରେ ଗଚ୍ଛିତ ଥିବା ଭାରତୀୟଙ୍କ ଜମାରାଶି ୨୦୨୦ ବର୍ଷ ସୁଦ୍ଧା ୨୦,୭୦୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ଏଥିରେ ଦେଶର ବ୍ୟକ୍ତିବିଶେଷ ଓ ଫାର୍ମ କମ୍ପାନୀଙ୍କ ଆକାଉଣ୍ଟରେ ଥିବା ଅର୍ଥ ମଧ୍ୟ ସାମିଲ ରହିଛି। ସୁଇଜରଲାଣ୍ଡର ସେଣ୍ଟ୍ରାଲ ବ୍ୟାଙ୍କ୍…
କାର୍ରୁ ମିଳିଲା ୪୩ କେଜି ସୁନା ବିସ୍କୁଟ୍
ନୂଆଦିଲ୍ଲୀ,୧୭।୬: ମଣିପୁର ଇମ୍ଫାଲରେ ରାଜସ୍ବ ଅଧିକାରୀଙ୍କ ଚଢ଼ାଉବେଳେ ଗୋଟିଏ କାର୍ରୁ ଜବତ ହୋଇଛି ୪୩ କେଜି ସୁନା ବିସ୍କୁଟ। ଏହାର ଆନୁମାନିକ ମୂଲ୍ୟ ୨୧ କୋଟି ଟଙ୍କା ହେବ। ଟିପ୍ ଅପ୍ ପାଇବା ପରେ ଇମ୍ଫାଲରେ କାରକୁ ଅଟକାଇଥିଲେ ରାଜସ୍ବ ବିଭାଗର…
‘ନିୟନ୍ତ୍ରଣ କରିବାରେ ବିଫଳ ହେବାରୁ ଟୁଇଟର ଉପରେ ଚାପ ପକାଉଛି କେନ୍ଦ୍ର’
କୋଲକାତା,୧୭।୬: ସବୁକିଛିକୁ ନିୟନ୍ତ୍ରଣ କରିବାକୁ ଚାହୁଁଛି ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର। ଏଥିରେ ବିଫଳ ହେଲେ ସରକାରୀ ସଂସ୍ଥା ମାଧ୍ୟମରେ ଚାପ ପ୍ରୟୋଗ କରାଯାଉଛି। ଟୁଇଟର କ୍ଷେତ୍ରରେ ସମାନ ଦେଖିବାକୁ ମିଳିଛି। ନିୟନ୍ତ୍ରଣ କରିବାରେ ବିଫଳ ହେବାରୁ ଏହି ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମକୁ…
ମୁସଲିମ ବୃଦ୍ଧଙ୍କୁ ମାଡ଼: ଅଭିନେତ୍ରୀ ସ୍ବରା, ଟୁଇଟର ଇଣ୍ଡିଆ ମୁଖ୍ୟଙ୍କ ନାମରେ ମାମଲା
ନୂଆଦିଲ୍ଲୀ,୧୭।୬: ଉତ୍ତର ପ୍ରଦେଶର ଗାଜିଆବାଦରେ ମୁସଲିମ ବୃଦ୍ଧଙ୍କୁ ମାଡ଼ ଘଟଣାରେ ବିବାଦୀୟ ଟୁଇଟ୍କୁ ନେଇ ବଲିଉଡ୍ ଅଭିନେତ୍ରୀ ସ୍ବରା ଭାସ୍କର ଓ ଟୁଇଟର ଇଣ୍ଡିଆର ମ୍ୟାନେଜିଂ ଡିରେକ୍ଟରଙ୍କ ସମେତ ଅନ୍ୟ ୨ ଜଣଙ୍କ ନାମରେ ଦିଲ୍ଲୀରେ ମାମଲା ରୁଜୁ ହୋଇଛି। ଗାଜିଆବାଦ୍…
ମୁଣ୍ଡ ପିଟି ବାହୁନି କାନ୍ଦିଲେ ମା’: ଜୀବନ ଫେରି ପାଇଲେ ୭ ବର୍ଷର ବାଳକ…
ବାହାଦୂରଗଡ଼,୧୭।୬: କୁହାଯାଏ ମା’ ଡାକରେ ଅମୃତ ରହିଛି। ମା’ ଡାକରେ ପିଲା ଆପଣା ଛାଏଁ ଟାଣି ହୋଇ ଚାଲି ଆସିଥାଏ। ଏହାର ସଦ୍ୟତମ ଉଦାହରଣ ହରିୟାଣାର ବାହାଦୂରଗଡ଼ ଅଞ୍ଚଳରେ ଘଟିଛି। ଜଣେ ୭ ବର୍ଷ ବାଳକଙ୍କୁ ଟାଇଫଏଡ୍ ହୋଇଥିଲା। ସେ ଦିଲ୍ଲୀରେ…
ବଳଦ ସହ ମିଶି ହଳ ଟାଣୁଛନ୍ତି କୁନି ବାଳକ, କାରଣ ଜାଣିଲେ…
ହାଇଦ୍ରାବାଦ,୧୭ା୬: ମଣିଷ ହଳ ଟାଣୁଥିବାର ବଲିଉଡ୍ର କିଛି ପୁରୁଣା ଫିଲ୍ମରେ ନିଶ୍ଚିତ ଦେଖିଥିବେ। ମାତ୍ର ବାସ୍ତବରେ ମଧ୍ୟ ବଳଦ ନ ଥିଲେ ମଣିଷ ହଳ ଟାଣେ। ସ୍ବାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ଆଜି ବି ବଳଦ ଅଭାବ ଯୋଗୁ ମଣିଷ…
Archives


