ଜାତୀୟ

୧୦ ହଜାରରୁ ଅଧିକ ଘର ଉପରେ ଚାଲିବ ବୁଲ୍‌ଡୋଜର: ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ଚଣ୍ଡିଗଡ଼,୧୭।୬: ହରିୟାଣାର ଫରିଦାବାଦ୍‌ ଏବଂ ଆରାବଳୀ ଜଙ୍ଗଲ ଅଞ୍ଚଳରେ ଥିବା ୧୦ ହଜାରରୁ ଅଧିକ ଘର ଉପରେ ବୁଲ୍‌ଡୋଜର ଚଳାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର ରୋକ ପାଇଁ କରାଯାଇଥିବା ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ଫରିଦାବାଦ୍‌ ନଗର ନିଗମର ଲକଡ଼ପୁର-ଖୋରି ଗାଁରେ…

ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ତାଣ୍ଡବ ରଚିବା ଆଶଙ୍କା …

ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା ପ୍ଲସ୍‌ ଚିହ୍ନଟ କରାଯାଇଛି। ଏହି ନୂଆ ଭାରିଆଣ୍ଟ୍‌ ଯୋଗୁ ତୃତୀୟ ଲହର ସୃଷ୍ଟି ହୋଇ…

ଘର ବାହୁଡ଼ା ପରେ ହଟିଲା ଜେଡ୍‌ ସିକ୍ୟୁରିଟି

କୋଲକାତା,୧୭।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ ଛାଡ଼ି ଭାଜପାର ହାତ ଧରିଥିଲେ ମୁକୁଲ ରୟ। ହେଲେ ନିକଟରେ ପୁଣି ଥରେ ତାଙ୍କର ଘର ବାହୁଡ଼ା ହୋଇଛି। ଅର୍ଥାତ୍‌ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଟିଏମ୍‌ସିର ବିଜୟ ହାସଲ ପରେ ମୁକୁଲ…

ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା। ସିବିଏସ୍‌ଇ ପକ୍ଷରୁ ଭାଲ୍ୟଏଶନ୍‌ ଫର୍ମୂଲା ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଛି। ଫର୍ମୂଲା ଅନୁସାରେ ଦଶମ, ଏକାଦଶ…

ଖୁସି ଖବର: କରୋନାକୁ ହରାଇବ କୋର୍ବେଭାକ୍ସ୍‌ ଭାକ୍ସିନ୍‌…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଏବେ ଦିଲ୍ଲୀରୁ ଖୁସି ଖବର ଆସିଛି। ବାୟୋଲୋଜିକାଲ-ଇ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା…

୭୦ କୋଭି୍‌ଡ ଅନାଥଙ୍କ ଦାୟିତ୍ୱ ନେଲା ଲକ୍ଷ୍ନୌ ୟୁନିଭର୍ସିଟି

ଲକ୍ଷ୍ନୌ, ୧୭ା୬: ଉତ୍ତରପ୍ରଦେଶ ସ୍ଥିତ ଲକ୍ଷ୍ନୌ ୟୁନିଭର୍ସିଟି କରୋନାରେ ରୋଜଗାରିଆ ମାତାପିତାଙ୍କୁ ହରାଇଥିବା ୭୦ ଅନାଥ ପିଲାଙ୍କ ଦାୟିତ୍ୱ ନେଇଛି। ଏଥିସହ ଲକ୍ଷ୍ନୌ, ବାରାଣସୀ, ପ୍ରୟାଗରାଜ, ସୁଲତାନପୁର ସମେତ ଅନ୍ୟ ଜିଲାଗୁଡ଼ିକର ଶିକ୍ଷକମାନେ ପ୍ରାୟ ୧ ହଜାର ପିଲାଙ୍କ ଖର୍ଚ୍ଚ ବହନ…

ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିନେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିଲେ ପୁଣି ଏହା ବଢୁଛି। ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨…

ପାସପୋର୍ଟ ନ ମିଳିବାରୁ କୋର୍ଟରେ ଅଭିନେତ୍ରୀ

ମୁମ୍ବାଇ,୧୬।୬: ମୁମ୍ବାଇ ପୋଲିସ ପକ୍ଷରୁ ଦାୟର କରାଯାଇଥିବା ଏଫ୍‌ଆଇଆର ଯୋଗୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ପାସପୋର୍ଟ ରିନ୍ୟୁ କରିବାକୁ ମନା କରି ଦେଇଛନ୍ତି ପାସପୋର୍ଟ କର୍ତ୍ତୃପକ୍ଷ। ଏହା ବିରୋଧରେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି କଙ୍ଗନା। ଜଷ୍ଟିସ ପିବି ଭାରାଲେ ଓ…

ମୁଁ ସିଂହର ପୁଅ: ଚିରାଗ

ନୂଆଦିଲ୍ଲୀ, ୧୬।୬: ମୁଁ ଅସୁସ୍ଥ ଥିଲା ବେଳେ ମୋ ପଛରେ ଷଡ଼ଯନ୍ତ୍ର ଚାଲିଥିଲା। ଦଳରେ ଫାଟ ସୃଷ୍ଟି ହେବା ପରେ ପ୍ରଥମ ଥର ପାଇଁ ବୁଧବାର ଗଣମାଧ୍ୟମ ଆଗରେ ଏଭଳି ଦାବି କରିଛନ୍ତି ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ର ନେତା ଚିରାଗ ପାଶ୍ୱାନ।…

ବଳାତ୍କାର ପରେ ଚିରି ଦେଲେ ମହିଳାଙ୍କ ପେଟ

ନୂଆଦିଲ୍ଲୀ,୧୬।୬: ବଳାତ୍କାର ପରେ ଛୁରା ମାରି ୬୨ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ରାଜଧାନୀ ଦିଲ୍ଲୀର ମୟୁର ବିହାର ଫେଜ ୩ ନିକଟସ୍ଥ ଦାଲୁପୁରା ଗ୍ରାମରେ ଘଟିଛି ଏଭଳି ବର୍ବର କାଣ୍ଡ। ଏହି ଘଟଣାରେ ବୃଦ୍ଧାଙ୍କ ପଡୋଶୀଙ୍କୁ ଗିରଫ କରିଛି ପୋଲିସ।…

‘ଜୟ ଶ୍ରୀ ରାମ’ ନ କହିବାରୁ ମାଡ଼ ଘଟଣା, ମିଛ କହୁଛି ୟୁପି ପୋଲିସ

ନୂଆଦିଲ୍ଲୀ,୧୬।୬: ‘ଜୟଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଘଟଣା ବୁଧବାର ନୂଆ ମୋଡ଼ ନେଇଛି। ଟୁଇଟର ଓ ଜର୍ନାଲିଷ୍ଟ, କଂଗ୍ରେସ ନେତାଙ୍କ ସମେତ ୮ ଜଣଙ୍କ ବିରୋଧରେ ମିଥ୍ୟା ଖବର ପ୍ରଚାର ମାମଲା ଦାୟର କରିଛି ଗାଜିଆବାଦ…

ମହିଳାଙ୍କୁ ଧରା ପକାଇ ଦେଲା ସିସିଟିଭି

ନୂଆଦିଲ୍ଲୀ,୧୬।୬: ଜଣେ ମହିଳାଙ୍କୁ ଆକ୍ରମଣ କରି ମୋବାଇଲ ଛଡ଼ାଇବା ନେବା ଘଟଣାରେ ଦିଲ୍ଲୀ ପୋଲିସ ଜଣେ ମହିଳାଙ୍କୁ ଗିରଫ କରିଛି। ସିସିଟିଭି ଆଧାରରେ ଅଭିଯୁକ୍ତା ଜ୍ୟୋତିଙ୍କୁ ଧରିବାରେ ସଫଳ ହୋଇଛି ପୋଲିସ।     दिल्ली के सुल्तानपुरी में एक…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri