ଆଜମଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର
ଲକ୍ଷ୍ନୌ,୧୬।୬: ଉତ୍ତରପ୍ରଦେଶର ସାମଜବାଦୀ ପାର୍ଟି (ଏସ୍ପି)ର ବରିଷ୍ଠ ନେତା ତଥା ଲୋକ ସଭା ଏମ୍ପି ଆଜମ ଖାଁଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ବିଗିଡ଼ିବାରେ ଲାଗିଛି। ଗତ କିଛି ଦିନରୁ ଆଜମଙ୍କୁ ଲକ୍ଷ୍ନୌ ସ୍ଥିତ ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା…
ଇନ୍ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍ବୁକ ଦେଲା ପୁରସ୍କାର
ମୁମ୍ବାଇ,୧୬।୬: ଭାରତୀୟ ହ୍ୟାକରଙ୍କୁ ଫେସ୍ବୁକ ଦେଲା ୨୨ଲକ୍ଷ ଟଙ୍କା ପୁରସ୍କାର ରାଶି। ପୁରସ୍କାର ରାଶି ପଛରେ ଥିବା କାରଣ ଜାଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯିବେ। ସୂଚନା ମୁତାବକ ମହାରାଷ୍ଟ୍ରରେ ରହୁଥିବା ୨୧ବର୍ଷୀୟ ମୟୁର ନାମକ ଜଣେ ଭାରତୀୟ ଡେଭଲପର ଫେସ୍ବୁକର ପ୍ଲାଟଫର୍ମ…
ଜୁଲାଇ ୧ରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ସ୍କୁଲ
ଲକ୍ଷ୍ନୌ,୧୬।୬: କରୋନାର ଦ୍ୱିତୀୟ ଲହର ଉତ୍ତରପ୍ରଦେଶରେ ତାଣ୍ଡବ ରଚିଥିବା ବେଳେ ବର୍ତ୍ତମାନ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ତେବେ କିଛି ଜିଲାକୁ ଛାଡ଼ିଦେଲେ ଅନ୍ୟ ସମସ୍ତ ସ୍ଥାନରେ ଜୁନ ୧ରୁ ଅନ୍ଲକ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ଯୋଗୀ ସରକାର…
ଟୁଇଟର ପରେ ଏବେ ଇନ୍ଷ୍ଟାଗ୍ରାମ ବିରୋଧରେ ଏଫ୍ଆଇଆର
ନୂଆଦିଲ୍ଲୀ,୧୬।୬: ମୋଇକ୍ରୋ ବ୍ଲଗିଙ୍ଗ୍ ସାଇଟ୍ ଟୁଇଟର ପରେ ଏବେ ଫଟୋ ଓ ଭିଡ଼ିଓ ନେଟଓ୍ବାର୍କିଂ ସାଇଟ ଇନ୍ଷ୍ଟାଗ୍ରାମ ବି ଯାଞ୍ଚ ଘେରକୁ ଆସିଛି। ଦିଲ୍ଲୀ ପୋଲିସର ଏକ ସ୍ପେଶାଲ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଇନ୍ଷ୍ଟାଗ୍ରାମ ବିରୋଧରେ ମାମଲା…
କୋଭାକ୍ସିନ୍ରେ ନବଜାତ ବାଛୁରୀ ସିରମ୍: ଗୋହତ୍ୟା ଅଭିଯୋଗ ଆଣିଲା କଂଗ୍ରେସ…
ନୂଆଦିଲ୍ଲୀ,୧୬।୬: ଭାରତ ବାୟୋଟକ୍ ଦ୍ୱାରା ତିଆରି ହୋଇଥିବା କୋଭାକ୍ସିନ୍ ଟିକାକୁ ନେଇ ବିବାଦ ସୃଷ୍ଟି ହୋଇଛି। ସୂଚନା ଅଧିକାର ଆଇନ ଅନ୍ତର୍ଗତ ପଚରା ଯାଇଥିବା ଏକ ପ୍ରଶ୍ନର ଉତ୍ତରରୁ ଜଣାପଡ଼ିଛି ଯେ, କୋଭାକ୍ସିନ୍ରେ ୩ରୁ ୨୦ ଦିନର ନବଜାତ ବାଛୁରୀ ସିରମ୍…
ଇନ୍ଦୋରରେ ଗ୍ରୀନ୍ ଫଙ୍ଗସ୍
ଇନ୍ଦୋର,୧୬।୬: କରୋନା ସଂକ୍ରମଣରୁ ଠିକ୍ ହେବା ପରେ ବ୍ୟକ୍ତିଙ୍କ ନିକଟରେ ଏବେ ବ୍ଲାକ୍, ହ୍ବାଇଟ ଓ ୟେଲୋ ଫଙ୍ଗସ୍ ପରେ ଏବେ ଗ୍ରୀନ୍ ପଙ୍ଗସ୍ ଲକ୍ଷଣ ଚିହ୍ନଟ ହୋଇଛି। ଯାହାକୁ ନେଇ ବିଶେଷଜ୍ଞ ଏବେ ଚିନ୍ତାରେ ପଡ଼ିଯାଇଛନ୍ତି। ପୂର୍ବରୁ ଦେଶରେ ବ୍ଲାକ୍,…
ତୃତୀୟ ଲହର ମୁକାବିଲା ପ୍ରସ୍ତୁତି: ୫ହଜାର ସ୍ବାସ୍ଥ୍ୟସହାୟକଙ୍କୁ ଦିଆଯିବ ତାଲିମ୍
ନୂଆଦିଲ୍ଲୀ,୧୬।୫: କରୋନାର ସମ୍ଭାବ୍ୟ ତୃତୀୟ ଲହର ସହ ମୁକାବିଲା ନେଇ ଦିଲ୍ଲୀ ସରକାର ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଡାକ୍ତରୀ କର୍ମଚାରୀଙ୍କ ଅଭାବକୁ ଧ୍ୟାନରେ ରଖି ସରକାର ୫ହଜାର ସ୍ବାସ୍ଥ୍ୟସହାୟକଙ୍କୁ ତାମିଲ ଦେବା ପାଇଁ ଯୋଜନା କରିଛନ୍ତି। ଏନେଇ ବୁଧବାର ଆୟୋଜିତ…
ଚଢ଼େଇ ମଣିଷ ସହିତ ଗୋଟିଏ ଥାଳିରେ କରୁଛି ଭୋଜନ: ଭିଡ଼ିଓ ଭାଇରାଲ…
ନୂଆଦିଲ୍ଲୀ,୧୬।୬: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ହୋଟେଲରେ ଜଣେ ଲୋକଙ୍କ ସହିତ ଗୋଟିଏ ଥାଳିରେ ଚଢ଼େଇ ଭୋଜନ କରୁଥିବାର ଦେଖିବାକୁ ମିଳୁଛି। ଲୋକ ଜଣକ ଏଥିରେ ବିରକ୍ତ ନ ହୋଇ ଆନନ୍ଦରେ ଚଢ଼େଇ…
ଗୋଟିଏ ଆମ୍ବର ଦାମ୍ ୨୧ ହଜାର: ସୁରକ୍ଷା ଦାୟିତ୍ୱରେ ୪ ସୁରକ୍ଷାକର୍ମୀ, ୬ କୁକୁର…
ଜବଲପୁର,୧୬।୬: ଗୋଟିଏ ଆମ୍ବର ଦାମ୍ ପୁଣି ୨୧ ହଜାର ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ମଧ୍ୟପ୍ରାଦେଶର ଜବଲପୁରରେ ବାସ କରୁଥିବା ଚାଷୀ ଦମ୍ପତି ସଂକଳ୍ପ ପରିହାର ଏବଂ ରାନୀ ପରିହାରଙ୍କ ବଗିଚାରେ ଏହି ଆମ୍ବ ଫଳିଛି।…
ଏଠି ମାରିବି ଶ୍ମଶାନରେ ପଡ଼ିବ
କୋଲକାତା,୧୬।୬: ଭାଜପା ନେତା ତଥା ବଲିଉଡ୍ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ବୁଧବାର ମିଥୁନ ଦା’ଙ୍କ ଜନ୍ମଦିନ ଥିବା ବେଳେ ମାନିକତଲା ପୋଲିସ ଭର୍ଚୁଆଲରେ ତାଙ୍କୁ ପଚରାଉଚରା କରୁଛି। ସକାଳ ୧୦ଟା୦୫ରୁ ଏଯାଏ ପୋଲିସ ତାଙ୍କୁ ଭାଜପା…
ମିଛ ଟିକାକରଣ ଅଭିଯାନ: ଟିକା ନେଇଥିବା ୩୯୦ ଲୋକଙ୍କଠାରେ ନାହିଁ କୌଣସି ଲକ୍ଷଣ…
ମୁମ୍ବାଇ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍ର ଡୋଜ୍ ନେବା ପରେ ମୁମ୍ବାଇର ୩୯୦ ଲୋକଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ…
ବିବାହରେ ବରଣମାଳା ବଦଳରେ ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ମାସ୍କ: ଲୋକେ କହିଲେ…
ନୂଆଦିଲ୍ଲୀ,୧୬।୬: ପ୍ରାୟ ସମୟରେ ସୋସିଆଲ ମିଡିଆରେ ବିବାହକୁ ନେଇ କେତେକ ମଜାଳିଆ ଭିଡିଓମାନ ଭାଇରାଲ ହୋଇଥାଏ। ଆଉ ଏସବୁ ଭିଡିଓକୁ ଲୋକମାନେ ମଧ୍ୟ ବେଶ୍ ପସନ୍ଦ କରିଥାନ୍ତି। ବର୍ତ୍ତମାନ ଦେଶରେ କରୋନା ସଙ୍କଟ ଜାରି ରହିଛି। ଏହାର ଅଧିକ ପଭାବ ବିବାହ…
Archives


