ରାଜ୍ୟ ସରକାର-ରାଜ୍ୟପାଳଙ୍କ ମଧ୍ୟରେ ବଢ଼ିଲା ବିବାଦ
ମୁମ୍ବାଇ,୧୧।୨: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାର ଏବଂ ରାଜ୍ୟପାଳ ଭଗତ ସିଂ କୋଶୟାରିଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟ ସରକାର ଏବଂ ରାଜ୍ୟପାଳଙ୍କ ବିବାଦରେ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି। ଉତ୍ତରାଖଣ୍ଡ ଯିବାକୁ ଚାହୁଁଥିବା...
୫୦ରୁ ଅଧିକ ଯୁବତୀଙ୍କୁ ଲୁଟିଲେ ୧୯ ବର୍ଷ ବୟସ୍କ ଯୁବକ
ଫରିଦାବାଦ,୧୧।୨: ହରିୟାଣାର ଫରିଦାବାଦରେ ବାସ କରୁଥିବା ଜଣେ ୧୯ ବର୍ଷ ବୟସ୍କ ଯୁବକ ଅନ୍ଲାଇନ୍ରେ ୫୦ରୁ ଅଧିକ ଯୁବତୀ, ମହିଳା ତଥା ନାବାଳିକାଙ୍କୁ ଲୁଟିଥିବା ଅଭିଯୋଗ ହୋଇଛି। ଦିଲ୍ଲୀ ପୋଲିସର ସାଇବର ଆପରାଧିକ ଶାଖା ପକ୍ଷରୁ ଅଭିଯୁକ୍ତ ଯୁବକଙ୍କୁ ଗିରଫ...
ଲୁହ ହେବନି ବେକାର, ଗୁଲାମନବୀଙ୍କୁ ଗୁରୁଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା
ନୂଆଦିଲ୍ଲୀ,୧୧।୨: କଂଗ୍ରେସର ରାଜ ସଭା ଏମ୍ପି ଗୁଲାମ ନବୀ ଆଜାଦ୍ଙ୍କୁ ବିଦାୟ ଦେବା ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଖିରେ ଲୁହ ଆସିବା ନେଇ ଏବେ ରାଜନୈତିକ ମହଲରେ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇବାରେ ଲାଗିଛି। ସେହିପରି ଗୁଲାମ...
ଏମ୍ପି କି ମନ୍ତ୍ରୀ ହେବାକୁ ଚାହୁଁନାହାନ୍ତି ଗୁଲାମ ନବି
ନୂଆଦିଲ୍ଲୀ,୧୧ ।୨: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବି ଆଜାଦ ରାଜ୍ୟ ସଭାରୁ ବିଦାୟ ନେଇଛନ୍ତି । ଏହାପରେ ସେ କହିଛନ୍ତି ଲୋକେ ଏବେ ତାଙ୍କୁ ବିଭିନ୍ନ ସ୍ଥାନରେ ଦେଖି ପାରିବେ । କାରଣ ଏବେ ସେ ସମ୍ପୂର୍ଣ୍ଣ ମୁକ୍ତ...
ସୋସିଆଲ ମିଡ଼ିଆର ଦୂରୁପୋଯୋଗ ଗ୍ରହଣୀୟ ନୁହେଁ: ରବିଶଙ୍କର ପ୍ରସାଦ
ନୂଆଦିଲ୍ଲୀ,୧୧।୨: ସୋସିଆଲ୍ ମିଡ଼ିଆରେ ଗୁଜବ ତଥା ମିଥ୍ୟ ଖବର ପ୍ରସାର କରିବା ସହ୍ୟ କରାଯିବ ନାହିଁ। ସମାଲୋଚନା ସ୍ବୀକାର୍ଯ୍ୟ। ମାତ୍ର ସୋସିଆଲ ମିଡ଼ିଆର ଦୂରୁପୋଯୋଗ ଗ୍ରହଣୀୟ ନୁହେଁ ବୋଲି କେନ୍ଦ୍ରୀୟ ସୂଚନା ପ୍ରସାରଣ ସ ପ୍ରଯୁକ୍ତି ମନ୍ତ୍ରୀ ରବି ଶଙ୍କର...
୫ ମାସର ଶିଶୁକୁ ଦିଆଯିବ ୨୨ କୋଟି ଟଙ୍କାର ଇଞ୍ଜେକସନ, ନଚେତ୍…
ମୁମ୍ବାଇ,୧୧।୨: ପାଞ୍ଚ ମାସର କୁନି ଶିଶୁକୁ ଦିଆଯିବ ୨୨ କୋଟି ଟଙ୍କାର ଇଞ୍ଜେକସନ୍। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ତିରା କାମତ ନାମକ ଏହି ଶିଶିଶୁ କନ୍ୟା ଏବେ ମୁମ୍ବାଇର ଏକ ଡାକ୍ତରଖାନାରେ ଜୀବନ ଓ ମୃତ୍ୟୁ ସହ...
ମିଶନ ବଙ୍ଗାଲ ପାଇଁ ପାଗ ଭିଡିଛନ୍ତି ଶାହା
ନୂଆଦିଲ୍ଲୀ,୧୧ ।୨: ପଶ୍ଚିମବଙ୍ଗ ନିର୍ବାଚନ ଜିତିବା ଲାଗି ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ସମସ୍ତ ଶକ୍ତି ଲାଗାଇବାରେ ବ୍ୟସ୍ତ । ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପଶ୍ଚିମବଙ୍ଗ ଗସ୍ତ ସାରି ଫେରିବା ପରେ ଏବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ...
ଇଞ୍ଚେ ଜମି ବି ଦେବ ନାହିଁ ଭାରତ: ରାଜନାଥ
ନୂଆଦିଲ୍ଲୀ,୧୧।୨: ପୂର୍ବ ଲଦାଖର ଏଲ୍ଏସିରେ ଭାରତୀୟ ସେନା ଚାଇନା ସୈନ୍ୟ ବାହିନୀଙ୍କୁ କଡ଼ା ଜବାବ ଦେଇଛନ୍ତି। ଏ ସମ୍ପର୍କରେ ରାଜ୍ୟ ସଭାରେ ପ୍ରତିରକ୍ଷାମନ୍ତ୍ରୀ ପ୍ରକାଶ କରିଛନ୍ତି। ଗତବର୍ଷ ଚାଇନା ଏଲ୍ଏସିରେ ବିପୁଳ ପରିମାଣର ଗୋଳାବାରୁଦ ଠୁଳ କରୁଥିଲା। ତେବେ ଏବେ...
ସ୍ତ୍ରୀଙ୍କ ପ୍ରତାରଣା ସହି ନ ପାରି ସ୍ବାମୀ ନେଲେ ଏମିତି ପଦକ୍ଷେପ
ଅହମ୍ମଦାବାଦ,୧୧।୨: ପାରିବାରିକ ହିଂସା ମାମଲା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଫଳସ୍ବରୂପ ଅନେକ ଲୋକ ଆତ୍ମହତ୍ୟା କରୁଛନ୍ତି। ଅହମ୍ମଦାବାଦ ସହରରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ପ୍ରତାରାଣା ସହି ନ ପାରି ସ୍ବାମୀ ଆତ୍ମହତ୍ୟା କରିଛନ୍ତି।...
ଟୁଇଟର ବିରୋଧରେ ପାତର ଅନ୍ତର ଅଭିଯୋଗ ଆଣିଲା ଭାରତ
ନୂଆଦିଲ୍ଲୀ,୧୧।୨: ଭାରତ ସରକାର ଏବଂ ଟୁଇଟର ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଟୁଇଟର ପାତର ଅନ୍ତର କରୁଥିବା ଅଭିଯୋଗ ସରକାରଙ୍କ ପକ୍ଷରୁ କରାଯାଇଛି। ଜାନୁୟାରୀ ୨୬ରେ ଦିଲ୍ଲୀରେ ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ହୋଇଥିବା ଟ୍ରାକ୍ଟର ରାଲି ହିଂସା ପରେ ଭାରତ...
ଗ୍ଲେସିୟର ବିପତ୍ତିକୁ ଦୈବୀ ଦଣ୍ଡ କହିଲେ ରାଇନି ଗ୍ରାମବାସୀ
ନୂଆଦିଲ୍ଲୀ, ୧୧।୨: ଗ୍ଲେସିୟର ଭାଙ୍ଗି ଉତ୍ତରାଖଣ୍ଡର ଚାମୋଲିରେ ବିପର୍ଯ୍ୟୟ ସୃଷ୍ଟି କରିଥିବାବେଳେ ରାଇନି ଗ୍ରାମର ସ୍ଥାନୀୟ ଲୋକେ ଓ ବରିଷ୍ଠ ବ୍ୟକ୍ତିମାନେ ଏହାକୁ ଦୈବୀ ଦଣ୍ଡ କହିଛନ୍ତି। ଗାଁ ମନ୍ଦିର ଉଚ୍ଛେଦରୁ ଏଭଳି ବିପର୍ଯ୍ୟୟ ହେଲା ବୋଲି ସେମାନେ ମତ...
ପାଙ୍ଗୋଙ୍ଗ୍ରୁ ସେନା ପ୍ରତ୍ୟାହାର ଆରମ୍ଭ
ନୂଆଦିଲ୍ଲୀ, ୧୧।୨(ପି.ଟି.): ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି)ରେ ସୀମା ବିବାଦକୁ ନେଇ ୯ ମାସ ହେଲା ଅଚଳାବସ୍ଥା ଲାଗି ରହିଥିବା ବେଳେ ବୁଧବାର ପାଙ୍ଗୋଙ୍ଗ୍ ହ୍ରଦ ଉଭୟ ପାର୍ଶ୍ୱରୁ ଭାରତ ଓ ଚାଇନା ସେମାନଙ୍କ ସୈନ୍ୟ...
Archives


