ସେନା ଶିବିରରେ ଭୂସ୍ଖଳନ: ୩ ମୃତ, ୯ ଯବାନ ନିଖୋଜ
ଗ୍ୟାଙ୍ଗଟକ୍,୨।୬: ଉତ୍ତର-ପୂର୍ବ ଭାରତର ରାଜ୍ୟଗୁଡ଼ିକରେ ବର୍ଷା ଏବଂ ଭୂସ୍ଖଳନ ତାଣ୍ଡବ ରଚିଛି। ସିକ୍କିମର ଏକ ସେନା ଶିବିରରେ ଭୂସ୍ଖଳନ ହୋଇଛି। ଏହି ଦୁର୍ଘଟଣାରେ କିଛି ସୈନିକଙ୍କ ସମେତ ତିନି ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ। କୁହାଯାଉଛି ଯେ,…
ଆମେରିକା ଉପରେ ବଡ଼ ଆକ୍ସନ ନେବ ଭାରତ! ଫସିଲେ ଟ୍ରମ୍ପ…
ନୂଆଦିଲ୍ଲୀ, ୨।୬: ଆମେରିକା ସଂଯୁକ୍ତ ରାଷ୍ଟ୍ର ଭାରତର ବିଶ୍ୱ ବାଣିଜ୍ୟ ସଂଗଠନ (ଡବ୍ଲୁଟିଓ) ନୋଟିସକୁ ପ୍ରତ୍ୟାଖ୍ୟାନ କରିଛି, ଯେଉଁଥିରେ ଭାରତ ଆମେରିକାର ଇସ୍ପାତ ଓ ଆଲୁମିନିୟମ ଆମଦାନି ଶୁଳ୍କ ବିରୋଧରେ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତାବ ଦେଇଥିଲା। ଆମେରିକା ଏହି ଶୁଳ୍କଗୁଡ଼ିକୁ…
ଭାରତ ଠାରୁ ୨ଲକ୍ଷ କୋଟି ଟଙ୍କାର ଋଣ ନେଇଛନ୍ତି ଟ୍ରମ୍ପ, ଚାଞ୍ଚଲ୍ୟକର ଖୁଲାସା…
ନୂଆଦିଲ୍ଲୀ, ୨।୬: ଆମେରିକା ସଂଯୁକ୍ତ ରାଷ୍ଟ୍ର ଭାରତକୁ ପ୍ରାୟ ଦୁଇ ଲକ୍ଷ କୋଟି ଟଙ୍କା (୨୧୬ ବିଲିୟନ ଡଲାର) ଦେବ ଏବଂ ତାହା ପୁଣି ଋଣ ପରିଶୋଧ ପାଇଁ। ଏନେଇ ଜାତୀୟ ଗଣମାଧ୍ୟମରେ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ ପାଇଛି। ଆମେରିକା ଟ୍ରେଜୁରୀ…
JEE ଆଡଭାନ୍ସଡ୍ ରେଜଲ୍ଟ ପ୍ରକାଶ, ରଜିତ୍ ଗୁପ୍ତା ଟପ୍ପର
ନୂଆଦିଲ୍ଲୀ,୨ା୬: JEE ଆଡଭାନ୍ସଡ ରେଜଲ୍ଟ ୨୦୨୫ ସୋମବାର ପ୍ରକାଶ ପାଇଛି। IIT ଦିଲ୍ଲୀ ଜୋନ୍ର ରଜିତ୍ ଗୁପ୍ତା ପ୍ରଥମ ସ୍ଥାନ ହାସଲ କରିଛନ୍ତି। ରଜିତ୍ ୩୬୦ ମାର୍କରୁ ୩୩୨ ମାର୍କ ପାଇ କମନ ରାଙ୍କ ଲିଷ୍ଟ (CRL)ରେ ଶୀର୍ଷ ସ୍ଥାନ ଅଧିକାର…
କର୍ଣ୍ଣେଲ ସୋଫିଆ କୁରେଶୀ, ୱିଙ୍ଗ କମାଣ୍ଡର ବ୍ୟୋମିକା ସିଂହଙ୍କୁ ଭାଜପା କରିବାକୁ ଚାହୁଁଛି ଦଳୀୟ ପ୍ରଚାରର ମୁହଁ? ଜାଣନ୍ତୁ ଏହାର ସତ୍ୟତା
ନୂଆଦିଲ୍ଲୀ,୨।୬: ଭାରତୀୟ ଜନତା ପାର୍ଟି (ଭାଜପା) ରବିବାର (ଜୁନ ୧, ୨୦୨୫) କର୍ଣ୍ଣେଲ ସୋଫିଆ କୁରେଶୀ ଏବଂ ୱିଙ୍ଗ କମାଣ୍ଡର ବ୍ୟୋମିକା ସିଂହଙ୍କୁ ଦଳର ନିର୍ବାଚନ ପ୍ରଚାରର ଚେହେରା ଭାବରେ ବ୍ୟବହାର କରିବାର ଯୋଜନା ସମ୍ପର୍କରେ ରିପୋର୍ଟକୁ ସ୍ପଷ୍ଟ ଭାବରେ ପ୍ରତ୍ୟାଖ୍ୟାନ…
ବଢି ଚାଲିଛି କରୋନା ସଂକ୍ରମଣ, ପଜିଟିଭ ସଂଖ୍ୟା ୩ ହଜାର ଟପିଲା, ଜାଣନ୍ତୁ କେତେ ଜଣଙ୍କର ହେଲାଣି ମୃତ୍ୟୁ
ନୂଆଦିଲ୍ଲୀ,୨।୬: ସାରା ଦେଶରେ କୋଭିଡ-୧୯ର ସକ୍ରିୟ ମାମଲା ସଂଖ୍ୟା ୩୭୫୮କୁ ବୃଦ୍ଧି ପାଇଛି, ଯେତେବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୦ଟି ନୂଆ ମାମଲା ରିପୋର୍ଟ ହୋଇଛି। ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ (MoHFW) ରବିବାର (ଜୁନ ୧, ୨୦୨୫)…
ଭାଇରାଲ ପୋଷ୍ଟରୁ ଗିରଫଦାରି: ବଢୁଛି ବିବାଦ
ନୂଆଦିଲ୍ଲୀ, ୨।୬: ପୁଣେ ଆଇନ ବିଶ୍ୱବିଦ୍ୟାଳୟର ୨୨ ବର୍ଷୀୟା ଛାତ୍ରୀ ତଥା ସୋସିଆଲ ମିଡିଆ ଇନ୍ଫ୍ଲୁଏନ୍ସର ଶର୍ମିଷ୍ଠା ପନୋଲିଙ୍କୁ ଗତ ଶୁକ୍ରବାର କୋଲକାତା ପୋଲିସ ଗୁରୁଗ୍ରାମରୁ ଗିରଫ କରିଥିଲା। ଭାରତର ‘ଅପରେଶନ ସିନ୍ଦୂର’କୁ ନେଇ ବଲିଉଡ୍ର ଏକ ନିର୍ଦ୍ଦିଷ୍ଟ ଧର୍ମର ଅଭିନେତାମାନେ ଚୁପ୍…
ଉତ୍ତରପୂର୍ବାଞ୍ଚଳ ସ୍ଥିତି ସଙ୍ଗିନ
ଗୁଆହାଟୀ,୨ା୬: ଉତ୍ତରପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ଲଗାଣ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରିଛି। ପ୍ରବଳ ବର୍ଷାଜନିତ ଅଚାନକ ବନ୍ୟା ଓ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ୩୧ରେ ପହଞ୍ଚତ୍ଥିବାବେଳେ ସ୍ଥିତି ସଙ୍ଗିନ ରହିଛି। ଗତ ୪୮ ଘଣ୍ଟା ମଧ୍ୟରେ ଆସାମ ଓ ଅରୁଣାଚଳପ୍ରଦେଶରେ ୯ ଜଣ ଲେଖାଏ ପ୍ରାଣ…
ହଠାତ୍ କାହିଁକି ହୋଇଥିଲା ଅସ୍ତ୍ରବିରତି, ସାମ୍ନାକୁ ଆସିଲା ଅସଲ ସତ, ଚାଞ୍ଚଲ୍ୟକର ଖୁଲାସା…
ନୂଆଦିଲ୍ଲୀ,୨।୬: ଅପରେଶନ ସିନ୍ଦୂର ଚରମ ସମୟରେ ଥିବାବେଳେ, ୧୦ ମଇ ସଂଧ୍ୟାରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହଠାତ ଯୁଦ୍ଧବିରତି ଘୋଷଣା କରାଯାଇଥିଲା। ଏହି ନିଷ୍ପତ୍ତିରେ ଅନେକ ଲୋକ ଆଶ୍ଚର୍ଯ୍ୟ ହୋଇଥିଲେ। ଲୋକଙ୍କ ମନରେ ପ୍ରଶ୍ନ ଉଠିଥିଲା ଯେ ଏତେ ଶୀଘ୍ର…
ମେ ୨୦୨୫ ରେ GST ସଂଗ୍ରହ ୧୬.୪% ବୃଦ୍ଧି, ଦ୍ରୁତ ଗତିରେ ଆଗେଇ ଚାଲିଛି ଭାରତୀୟ ଅର୍ଥନୀତି
ନୂଆଦିଲ୍ଲୀ,୧ା୬: ଭାରତର ଅର୍ଥନୀତି ମେ ୨୦୨୫ ମାସରେ ଏକ ଶକ୍ତିଶାଳୀ ପ୍ରଦର୍ଶନ ଦେଖାଇଛି, ଯେଉଁଥିରେ ସାମଗ୍ରୀ ଓ ସେବା କର (GST) ସଂଗ୍ରହ ୧୬.୪% ବୃଦ୍ଧି ପାଇ ରୁ. ୨.୦୧ ଲକ୍ଷ କୋଟିରେ ପହଞ୍ଚିଛି। ଅର୍ଥ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ…
ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ “ଅପରେଶନ ସିନ୍ଦୂର” ଉପରେ ପ୍ରବନ୍ଧ ପ୍ରତିଯୋଗିତା ଆରମ୍ଭ; ବିଜେତାଙ୍କୁ ମିଳିବ…
ନୂଆଦିଲ୍ଲୀ,୧।୬: ଭାରତ ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ “ଅପରେଶନ ସିନ୍ଦୂର” ଉପରେ ଏକ ଜାତୀୟ ସ୍ତରୀୟ ପ୍ରବନ୍ଧ ପ୍ରତିଯୋଗିତାର ଆୟୋଜନ କରାଯାଇଛି। ଏହି ପ୍ରତିଯୋଗିତାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଯୁବପିଢ଼ିଙ୍କ ମଧ୍ୟରେ ଭାରତୀୟ ସେନାର ଐତିହାସିକ କାର୍ଯ୍ୟକଳାପ ଏବଂ ଦେଶର ସୁରକ୍ଷା…
୧୫ ବର୍ଷୀୟା ନାବାଳିକାକୁ ୬ ଜଣଙ୍କ ଗଣବଳାତ୍କାର, ଭିଡିଓ ଦେଖାଇ ବ୍ଲାକମେଲ୍
ନୂଆଦିଲ୍ଲୀ,୧।୬: କର୍ଣ୍ଣାଟକର ବେଲାଗାଭିରେ ଜଣେ ନାବାଳିକାଙ୍କୁ ବାରମ୍ବାର ଗଣବଳାତ୍କାର ଶିକାର ହେବାକୁ ପଡ଼ିଛି। ସ୍ଥାନୀୟ ପୋଲିସ କହିବା ଅନୁସାରେ ଡିସେମ୍ବର ମାସରେ ଛଅ ଜଣ ଅପରାଧୀ ତାଙ୍କୁ ଏକ ନିଛାଟିଆ ସ୍ଥାନରେ ଗଣବଳାତ୍କାର କରିଥିଲେ ଏବଂ ଘଟଣାଟିକୁ ସେମାନେ ନିଜ ମୋବାଇଲରେ…
Archives


