ମୋଦିଙ୍କ ଲୁହ-ରାମଦାସଙ୍କ କବିତା ଦେଲା ବାଡ଼ ଡ଼େଇଁବାର ସଙ୍କେତ
ନୂଆଦିଲ୍ଲୀ,୯।୨: ରାଜ୍ୟ ସଭାର ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ୍ଙ୍କ କାର୍ଯ୍ୟକାଳ ଫେବୃୟାରୀ ୧୫ରେ ଶେଷ ହେଉଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ସଭିଏଁ ଗୁଲାମ ନବୀଙ୍କୁ ତାଙ୍କର କାର୍ଯ୍ୟ ପାଇଁ ପ୍ରଶଂସା କରିଛନ୍ତିି। ସୋମବାର...
ତପୋବନ ସୁଡ଼ଙ୍ଗ ଖୋଲିବାରେ ଉଦ୍ଧାରକାରୀ ଦଳ ଅସଫଳ: ଅନ୍ୟ ରାସ୍ତାର ସନ୍ଧାନ ଜାରି
ଡେରାଡୁନ୍,୯।୨: ଉତ୍ତରାଖଣ୍ଡ ଚାମୋଲିରେ ଘଟିଥିବା ହିମସ୍ଖଳନ ବିତ୍ପାତ ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଛି। ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିିରେ ଜାରି ରହିଛି। ତେବେ ତପୋବନ ଟନେଲରେ ଅଟକିଥିବା ଲୋକଙ୍କ ପାଖରେ ପହଞ୍ଚିବାରେ ଉଦ୍ଧାରକାରୀ ଦଳ ଅସଫଳ ହୋଇଛନ୍ତି। ଏଠାରେ ମାଟି କାଦୁଅ...
ରବି ଶଙ୍କରଙ୍କୁ ବିଶ୍ୱ ନାଗରିକତା ରାଜଦୂତ ସମ୍ମାନ
ନୂଆଦିଲ୍ଲୀ,୯।୨: ଆଧ୍ୟାତ୍ମିକ ଗୁରୁ ରବିଶଙ୍କରଙ୍କୁ ଆମେରିକାର ଏକ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ବିଶ୍ୱ ନାଗରିକତା ରାଜଦୂତ ସମ୍ମାନରେ ସମ୍ମାନୀତ କରାଯାଇଛି। ବିଶ୍ୱବାସୀଙ୍କ ପାଇଁ ରବିଶଙ୍କରଙ୍କ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଏହି ସମ୍ମାନ ପ୍ରଦାନ କରାଯାଇଥିବା ପ୍ରକାଶିତ ଏକ ବିଜ୍ଞପ୍ତିରେ ସୂଚନା...
ପଚା ପରିବାରୁ ଉତ୍ପନ୍ନ ହେଉଛି ବିଜୁଳି
ହାଇଦ୍ରାବାଦ,୯ ।୨: ପଚିଯାଇଥିବା ପନିପରିବାକୁ ସାଧାରଣତଃ ଆମେ ଫିଙ୍ଗି ଦେଇଥାଉ କି ଗଛମୂଳେ ଦେଇ ଦେଇଥାଉ । ହେଲେ ହାଇଦ୍ରାବାଦରେ ଏମିତି ଏକ ପରିବା ମଣ୍ଡି ରହିଛି ଯେଉଁଠି ପଚି ଯାଇଥିବା ପରିବାରୁ ବିଜୁଳି ଶକ୍ତି ଉତ୍ପାଦନ କରାଯାଉଛି ।...
ରାଜ୍ୟ ସଭାରୁ ବିଦାୟ ନେଲେ ଗୁଲାମ ନବି ଆଜାଦ: ଭାବୁକ ହେଲେ ମୋଦି
ନୂଆଦିଲ୍ଲୀ,୯ ।୨: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବି ଆଜାଦ ମଙ୍ଗଳବାର ରାଜ୍ୟ ସଭାରୁ ବିଦାୟ ନେଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ତାଙ୍କ ସମ୍ପର୍କରେ କିଛି କହୁ କହୁ କାନ୍ଦି ପକାଇଥିବା ଦେଖାଯାଇଛି । ମୋଦି ଯେତେବେଳେ ଗୁଜରାଟର...
ଆଫଗାନିସ୍ତାନ ରାଷ୍ଟ୍ରପତିଙ୍କ ସହ କଥା ହେବେ ମୋଦି
ନୂଆଦିଲ୍ଲୀ,୯ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଆଫଗାନିସ୍ତାନ ରାଷ୍ଟ୍ରପତି ଅଶରଫ ଘନିଙ୍କ ସହ ଶେହତୁତ ଡ୍ୟାମକୁ ନେଇ ହେବାକୁ ଥିବା ଚୁକ୍ତିକୁ ନେଇ ଆଲୋଚନା କରିବେ ବୋଲି ସୂଚନା ମିଳିଛି । ଏହି ଡ୍ୟାମରୁ କାବୁଲର ୨୦ ଲକ୍ଷ...
ସୂଚନା ପ୍ରସାରଣ ମନ୍ତ୍ରୀଙ୍କ ସହିତ ଆଲୋଚନା ପାଇଁ ଟୁଇଟର ଆଗ୍ରହୀ
ନୂଆଦିଲ୍ଲୀ,୯।୨: ଜାନୁୟାରୀ ୨୬ରେ ଟାକ୍ଟର ରାଲି ସମୟରେ ଘଟିଥିବା ହିଂସାକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପାକିସ୍ତାନ ଏବଂ ଖଲିସ୍ତାନ ସହିତ ସମ୍ପର୍କିତ ୧୧୭୮ ଆକାଉଣ୍ଟ୍ ହଟାଇବା ପାଇଁ ଟୂଇଟର୍କୁ କୁହାଯାଇଥିଲା। ଏହାକୁ ନେଇ ଟୁଇଟର ନିଜର ପ୍ରତିକ୍ରିୟା ରଖିଛି।...
ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁ ଗିରଫ
ନୂଆଦିଲ୍ଲୀ,୯ ।୨: ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର ଲାଲକିଲାରେ ହୋଇଥିବା ବ୍ୟାପକ ହିଂସା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଦୀପ ସିଦ୍ଧୁଙ୍କୁ ଗିରଫ କରିଛି । ଦିଲ୍ଲୀ ପୋଳିସର ସ୍ପେଶାଲ ସେଲ ତାଙ୍କୁ ଗିରଫ କରିଥିବା ସୂଚନା...
ସେଲିବ୍ରିଟିଙ୍କ ଟୁଇଟ୍ ଯାଞ୍ଚ ହେବ
ମୁମ୍ବାଇ, ୯ା୨: ନୂଆ କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଆନ୍ଦୋଳନରତ ଚାଷୀଙ୍କ ସମର୍ଥନରେ ଅନ୍ତର୍ଜାତୀୟ ସେଲିବ୍ରିଟି ବାହାରିବା ପରେ କେନ୍ଦ୍ର ସରକାରଙ୍କ ସପକ୍ଷରେ ମତ ରଖିଥିଲେ ଭାରତର ପ୍ରମୁଖ ଚେହେରା। ବିଭିନ୍ନ କ୍ଷେତ୍ରର ଜଣାଶୁଣା ବ୍ୟକ୍ତିତ୍ୱମାନେ କିପରି ସମାନ...
ଆନ୍ଦୋଳନରୁ ଓହରିବାକୁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ
ନୂଆଦିଲ୍ଲୀ, ୯।୨: କେନ୍ଦ୍ରର ୩ ନୂଆ କୃଷି ଆଇନ ବିରୋଧରେ ନଭେମ୍ବର ମାସରୁ ଆନ୍ଦୋଳନ ଚଳାଇଥିବା ଚାଷୀମାନଙ୍କୁ ଓହରିଯିବା ପାଇଁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁରୋଧ କରିଛନ୍ତି। ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ବ୍ୟବସ୍ଥା ଜାରି ରହିବ ବୋଲି...
ଗ୍ଲେସିୟର ବିତ୍ପାତ ମୃତ୍ୟୁସଂଖ୍ୟା ୨୬
ଡେରାଡୁନ୍, ୯।୨(ପି.ଟି.): ଉତ୍ତରାଖଣ୍ଡର ଚାମୋଲି ଜିଲାରେ ଗ୍ଲେସିୟରଜନିତ ବନ୍ୟାରେ ମୃତ୍ୟୁସଂଖ୍ୟା ୨୬ରେ ପହଞ୍ଚତ୍ଥିବାବେଳେ ୧୯୭ ଜଣ ଏବେ ବି ନିଖୋଜ ଅଛନ୍ତି। ସେମାନଙ୍କୁ ଖୋଜି ବାହାର କରିବା ଲାଗି ଉଦ୍ୟମ ଜାରି ରହିଛି। ବିଦ୍ୟୁତ୍ ପ୍ରକଳ୍ପ ନିକଟରେ ଥିବା ଏକ...
ସ୍ବାମୀଙ୍କ ହତ୍ୟାକାରୀ ସ୍ତ୍ରୀର ଷଡ଼ଯନ୍ତ୍ର ଜାଣି ଚକିତ ହୋଇଗଲା ପୋଲିସ
ଫରିଦାବାଦ୍, ୮ା୨- ଏକ ସୁପରିକଳ୍ପିତ ହତ୍ୟାକାଣ୍ଡର ପର୍ଦ୍ଦା ଫାସ କରିଛି ଡାବୁଆ ପୋଲିସ। ଜାନୁୟାରୀ ୨୮ ତାରିଖରେ ଦିଲ୍ଲୀ ଏନ୍ସିଆର ସିଟିର ଡାବୁଆ ଅଞ୍ଚଳର ଡ୍ରେନରୁ ମିଳିଲା ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ। ନିଖୋଜ ବ୍ୟକ୍ତିଙ୍କ ସମ୍ପର୍କରେ କୌଣସି ଅଭିଯୋଗ...
Archives


