ଜାତୀୟ

ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍‌ : ସାକ୍ଷୀ କଲେ ଭିଡ଼ିଓ ଶେୟାର…

ରାଞ୍ଚି,୧୩।୬: ଆପିଏଲ୍‌ ସ୍ଥଗିତ ହେବା ପରେ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍‌.ଏସ୍‌. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍‌ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ ପୋଷା ପ୍ରାଣୀଙ୍କ ସହିତ ଅଧିକ ସମୟ ବିତାଉଥିବାର ଦେଖିବାକୁ ମିଳୁଛି। ଶନିବାର ଧୋନୀ ଫାର୍ମରେ…

ବିଦେଶୀ ମିଡ଼ିଆକୁ ଜବାବ୍‌: ୭ ଗୁଣା ନୁହେଁ କରୋନା ମୃତ୍ୟୁ ସଂଖ୍ୟା, କହିଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହା ସରକାରୀ ରିପୋର୍ଟଠାରୁ ୭ ଗୁଣା ଅଧିକ ବୋଲି ବିଦେଶୀ ମିଡ଼ିଆ ଦ ଇକୋନମିଷ୍ଟ୍‌ରେ ଏକ ଆର୍ଟିକିଲ୍‌ ପ୍ରକାଶ ପାଇଥିଲା। ତେବେ ଏହାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ…

କରୋନା ଯୋଗୁ ଚାକିରୀ ହରାଇ ନାଳ ସଫା କରୁଛନ୍ତି ଆଇଟି ଇଞ୍ଜିନିୟର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ମମ୍ବ୍ରା,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଘୋଷଣା ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ଚାକିରୀ ହରାଇ ବହୁ ଆଇଟି ଇଞ୍ଜିନିୟର ଏବଂ ସାଧାରଣ ଗ୍ରାଜୁଏଟ୍‌ଙ୍କ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସେମାନେ ବାଧ୍ୟ ହୋଇ ଏବେ ବର୍ଷା ଦିନେ ନାଳ ସଫା କାର୍ଯ୍ୟ…

ଭାଜପାରେ ଫାଟ: ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ବସୁନ୍ଧରା ହଟିଲେ…

ଜୟପୁର,୧୩।୬: ରାଜସ୍ଥାନ ଭାଜପାରେ ଧୀରେ ଧୀରେ ଫାଟ ବଢ଼ିବାରେ ଲାଗିଛି। ଗତ ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରାରାଜେ ସିନ୍ଧିଆଙ୍କୁ ହଟା ଯାଇଛି। ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଏଭଳି ଘଟିଛି। ଦଳୀୟ…

ପାଣି ପାଇଁ କରୋନା ସଂକ୍ରମଣ ଅବା ମୃତ୍ୟୁକୁ ନାହିଁ ଭୟ…

ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ଯୋଗୁ ଭୟଙ୍କର ସ୍ଥିତି ଦେଖାଦେଇଛି। ତେବେ ରାଜଧାନୀରେ ପାଣିର ଅଭାବ ଯୋଗୁ ଲୋକେ କରୋନା ମାର୍ଗଦର୍ଶିକାକୁ ଭୁଲିଯାଇ ପାଣି ପାଇଁ ଭିଡ଼…

କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍‌ଡୋଜର…

ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିପୂଜା କରିବା ନେଇ ଖବର ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହୋଇଥିଲା।…

ମୋଦିଙ୍କ କ୍ୟାବିନେଟ୍‌ରେ ସିନ୍ଧିଆ ପାଇବେ ସ୍ଥାନ: ମିଳିପାରେ ରେଳ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୧୩।୬: ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ର ସମ୍ପ୍ରସାରଣ କରାଯିବ। ଏଥିରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ସ୍ଥାନ ମିଳିବା ପ୍ରାୟ ନିଶ୍ଚିତ ହୋଇଛି। କଂଗ୍ରେସ ଛାଡ଼ି ଭାଜପାରେ ଯୋଗ ଦେବାର ୧୫ ମାସ ପରେ ସିନ୍ଧିଆଙ୍କୁ ମୋଦିଙ୍କ କ୍ୟାବିନେଟ୍‌ରେ…

ସୋମବାରଠାରୁ ଏହି ସହରରେ ଘର ଘର ବୁଲି ହେବ ଟିକାଦାନ…

ବିକାନେର୍‌,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଦେଶରେ ପ୍ରଥମ ଥର ପାଇଁ ରାଜସ୍ଥାନ ବିକାନେର୍‌ ସହରରେ ଘର ଘର ବୁଲି ଟିକାଦାନ କରାଯିବ।…

ଅଢ଼େଇ ମାସ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ଅଢ଼େଇ ମାସ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ରବିବାର ସର୍ବନିମ୍ନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ…

୨୬ରେ ରାଜଭବନ ଆଗରେ ଚାଷୀଙ୍କ ବିକ୍ଷୋଭ

ନୂଆଦିଲ୍ଲୀ, ୧୩।୬(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀମାନଙ୍କ ଆନ୍ଦୋଳନ ପ୍ରାୟ ୨୦୦ ଦିନରେ ପହଞ୍ଚତ୍ଥିବାବେଳେ ଏହାକୁ ଆହୁରି ଜୋର୍‌ଦାର କରିବା ଲାଗି ଆସନ୍ତା ୨୬ ତାରିଖରେ ସବୁ ରାଜ୍ୟର ରାଜଭବନ ସମ୍ମୁଖରେ ଧାରଣା ଦେବା ପାଇଁ କୃଷକ…

ସାର୍ବଜନୀନ ହେବ ଯୁଦ୍ଧ ଇତିହାସ

ନୂଆଦିଲ୍ଲୀ, ୧୩।୬(ପି.ଟି.): ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ଯୁଦ୍ଧ ଇତିହାସର ସଂଗ୍ରହ, ଗୁପ୍ତ ସୂଚୀରୁ ହଟାଇବା ଓ ସଂକଳନ ନୀତିକୁ ଅନୁମୋଦନ କରିଛନ୍ତି। ଫଳରେ ଦେଶର ଯୁଦ୍ଧ ଇତିହାସ ସମ୍ପର୍କରେ ଜନସାଧାରଣ ଠିକ୍‌ ତଥ୍ୟ ପାଇବା ସହ ଶୈକ୍ଷିକ ଗବେଷଣା…

ଲାକ୍ଷାଦ୍ୱୀପର ୧୫ ଭାଜପା ନେତାଙ୍କ ଇସ୍ତଫା

କୋଚି, ୧୩।୬: ଅଭିନେତ୍ରୀ ତଥା ମଡେଲ ଆଇଶା ସୁଲତାନାଙ୍କ ବିରୋଧରେ ଦେଶଦ୍ରୋହ ମାମଲାକୁ ବିରୋଧ କରି ଲାକ୍ଷାଦ୍ୱୀପ ଭାଜପା ସାଧାରଣ ସମ୍ପାଦକ ଅବଦୁଲ ହମିଦ ମୁଲ୍ଲିପୁଝାଙ୍କ ନେତୃତ୍ୱରେ ୧୫ ଜଣ ନେତା ଇସ୍ତଫା ଦେଇଛନ୍ତି। ଭାଜପା ଲାକ୍ଷାଦ୍ୱୀପ ଶାଖା ସଭାପତି ଅବଦୁଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri