ଜାତୀୟ

ଦରଦାମ ବୃଦ୍ଧିକୁ ନେଇ ବିରୋଧ ପ୍ରଦର୍ଶନ: ଶଗଡ଼ ଗାଡିରେ ବିଧାନସଭା ପହଞ୍ଚିଲେ ଡିକେ ଶିବକୁମାର, ସିଦ୍ଧରମୈୟା

ବେଙ୍ଗାଲୁରୁ,୧୩ ।୯: କର୍ନାଟକ କଂଗ୍ରେସର ବଡ ବଡ ନେତାମାନେ ପେଟ୍ରୋଲ-ଡିଜେଲ ଓ ରୋଷେଇ ଗ୍ୟାସର ଦରବୃଦ୍ଧିକୁ ବିରୋଧ କରି ସୋମବାର ଶାସକ ଭାରତୀୟ ଜନତା ପାର୍ଟି(ଭାଜପା) ବିରୋଧରେ ପ୍ରଦର୍ଶନ କରିଛନ୍ତି । କର୍ନାଟକ ପ୍ରଦେଶ କଂଗ୍ରେସ କମିଟି(କେପିସିସି)ର ଅଧ୍ୟକ୍ଷ ଡିକେ ଶିବକୁମାର…

ଦେବାଳିଆ ମାମଲାର ବିଚାର ୩୩୦ ଦିନ ମଧ୍ୟରେ ଶେଷ କରିବାକୁ ଏସ୍‌ସିଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧୩।୯: ଦେବାଳିଆ ମାମଲାର ବିଚାର ୩୩୦ ଦିନ ମଧ୍ୟରେ ଶେଷ କରିବାକୁ ସୁପ୍ରିମ୍‌କୋର୍ଟ (ଏସ୍‌ସି) ସୋମବାର କହିଛନ୍ତି। ନ୍ୟାଶନାଲ କମ୍ପାନୀ ଲ ଆପେଲେଟ୍‌ ଟ୍ରିବ୍ୟୁନାଲକୁ ଏନେଇ କଡ଼ା ପଦକ୍ଷେପ ଗ୍ରହଣ କରିବା ଉପରେ ଶୀର୍ଷ କୋର୍ଟ ଗୁରୁତ୍ୱରୋପ କରିଛନ୍ତି। ଆଇନଗତ ବ୍ୟବସ୍ଥା…

ସୀମା ଉପରେ ରହିଛି କଡ଼ା ନଜର, ସୂଚନା ଦେଲା ବିଏସ୍‌ଏଫ୍‌…

ଶ୍ରୀନଗର,୧୩।୯: ଆଫଗାନିସ୍ତାନରେ ତାଲିବାନ୍‌ କ୍ଷମତା ଦଖଲ ପରେ ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ କଡ଼ା ନଜର ରଖାଯାଇଛି। ଏନେଇ ବିଏସ୍‌ଏଫ୍‌ ପକ୍ଷରୁ କୁହାଯାଇଛି। ଭାରତରେ ଅନୁପ୍ରବେଶ ପାଇଁ ପାକିସ୍ତାନର ଷଡ଼ଯନ୍ତ୍ରକୁ ରୋକିବା ପାଇଁ ମିଳିତ ସୁରକ୍ଷା କର୍ମୀ ସଜାଗ ରହିଛନ୍ତି।…

ସନ୍ଦିଗ୍ଧ ବ୍ୟାଗ୍‌ରୁ ୪ ଗ୍ରେନେଡ୍‌ ଜବତ…

ଶ୍ରୀନଗର,୧୩।୯: ଜମ୍ମୁ-କଶ୍ମୀରର ଶ୍ରୀନଗରରୁ ଏକ ସନ୍ଦିଗ୍ଧ ବ୍ୟାଗ୍‌ରୁ ୪ ଗ୍ରେନେଡ୍‌ ଜବତ ହୋଇଛି। ସିଆର୍‌ପିଏଫ୍‌ ଟିମ୍‌ ପକ୍ଷରୁ ସ୍ଥାନୀୟ ବେମିନା ଅଞ୍ଚଳରେ ଥିବା ଏକ ପବ୍ଲିକ୍‌ ସ୍କୁଲ୍‌ ପରିସରରୁ ବ୍ୟାଗ୍‌ଟି ମିଳିଛି। ସ୍କୁଲ୍‌ ନିକଟରେ ଥିବା ରୋଡ୍‌ ଡିଭାଇଡରଠାରେ ବ୍ୟାଗ୍‌ ପଡ଼ିଥିବା…

୨ ଦିନ ଧରି ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨ ଦିନ ଧରି ଦୈନିକ ସଂକ୍ରମଣ…

ଏସ୍‌ପି ସହ ମେଣ୍ଟ ଚାହାନ୍ତି ମମତା

ଲକ୍ଷ୍ନୌ, ୧୩।୯(ଆଇଏଏନ୍‌ଏସ୍‌): ଆସନ୍ତାବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସମାଜବାଦୀ ପାର୍ଟି ସହ ମେଣ୍ଟ କରିବାକୁ ଲକ୍ଷ୍ୟ ରଖିଛି। ଆଗାମୀ ସପ୍ତାହରେ ଦୁଇ ଦଳର ନେତା ଏହା ଉପରେ ନିଷ୍ପତ୍ତି ନେବେ ବୋଲି ଆଶା…

ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

କୋଏମ୍ବାଟୁର, ୧୩।୯: ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି) ରବିବାର ଅନୁଷ୍ଠିତ ହୋଇଥିବାବେଳେ ଏହାର ମାତ୍ର କେଇଘଣ୍ଟା ପୂର୍ବରୁ ତାମିଲନାଡୁର ସାଲେମ ଜିଲାରେ ଜଣେ ୧୯ ବର୍ଷୀୟ ଆଶାୟୀ ଛାତ୍ର ଆତ୍ମହତ୍ୟା କରିଛନ୍ତି। ଶନିବାର ରାତି ୩ଟା ୪୫ରେ ସେ…

ନିର୍ଦ୍ଦିଷ୍ଟ ସ୍ଥାନକୁ ବଦଳି ପାଇଁ କର୍ମଚାରୀ ଚାପ ପକାଇପାରିବେନି

ନୂଆଦିଲ୍ଲୀ, ୧୩।୯(ପି.ଟି.): ନିର୍ଦ୍ଦିଷ୍ଟ ସ୍ଥାନକୁ ବଦଳି ପାଇଁ କର୍ମଚାରୀ ଚାପ ପକାଇପାରିବେ ନାହିଁ। ଆବଶ୍ୟକତାକୁ ବିଚାର କରି ନିଯୁକ୍ତିଦାତା କର୍ମଚାରୀଙ୍କୁ ଯେକୌଣସି ସ୍ଥାନକୁ ବଦଳି କରିପାରିବେ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଆଲ୍ଲାହାବାଦ ହାଇକୋର୍ଟଙ୍କ ଏ ସମ୍ପର୍କିତ ୨୦୧୭ ଅକ୍ଟୋବରର ଏକ ରାୟକୁ…

‘ପାଇଲଟଙ୍କ ତ୍ରୁଟିରୁ ହୋଇଥିଲା ଦୁର୍ଘଟଣା’

ମୁମ୍ବାଇ, ୧୩।୯: ପାଇଲଟଙ୍କ ତ୍ରୁଟି ଏବଂ ସମ୍ଭବତଃ ସୁରକ୍ଷା ଗାଇଡ୍‌ଲାଇନ ଅନୁପାଳନ କରିବାରେ ବିଫଳତାରୁ ଗତବର୍ଷ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ୨୧ ଜଣ ପ୍ରାଣ ହରାଇଥିଲେ। ୧୦ ବର୍ଷ ମଧ୍ୟରେ ଏହା ଭାରତରେ ସବୁଠୁ ମର୍ମନ୍ତୁଦ ଦୁର୍ଘଟଣା…

ୟୁପିରେ ମେଣ୍ଟ କରିବ ନାହିଁ କଂଗ୍ରେସ, ପ୍ରିୟଙ୍କାଙ୍କ ନେତୃତ୍ୱରେ ଲଢିବ ନିର୍ବାଚନ: ଖୁର୍ଶିଦ

ଲକ୍ଷ୍ନୌ,୧୩ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସଲମାନ ଖୁର୍ଶିଦ କହିଛନ୍ତି ଉତ୍ତର ପ୍ରଦେଶରେ ନିର୍ବାଚନ ରାଷ୍ଟ୍ରୀୟ ମହାସଚିବ ତଥା ରାଜ୍ୟ ପ୍ରଭାରୀ ପ୍ରିୟଙ୍କା ଗାନ୍ଧୀଙ୍କ ନେତୃତ୍ୱରେ ଲଢିବ କଂଗ୍ରେସ । କଂଗ୍ରେସ କୌଣସି ଦଳ ସହ ମେଣ୍ଟ…

କରୋନାର ତୃତୀୟ ଲହର ପୂର୍ବରୁ ଚିନ୍ତା ବଢାଇଲାଣି ନିପା ଭାଇରସ, ଡେଙ୍ଗୁ , ମ୍ୟାଲେରିଆ

ନୂଆଦିଲ୍ଲୀ,୧୩ ।୯: କରୋନାର ତୃତୀୟ ଲହରକୁ ନେଇ ଚିନ୍ତା ବଢୁଥିବା ବେଳେ ଏପଟେ କିନ୍ତୁ ଡରାଇଲାଣି ଡେଙ୍ଗୁ, ନିପା ଓ ମ୍ୟାଲେରିଆ । କରୋନା ଟିକାକରଣକୁ ବଢାଇ ଦିଆଯାଇଛି । ହେଲେ ଡେଙ୍ଗୁ, ନିପା ଓ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟା ଏତେ…

ବାୟୁର ଆର୍ଦ୍ରତାରୁ ତିଆରି ହେବ ପାଣି, ପିଇବେ ରେଳଯାତ୍ରୀ: ଷ୍ଟେଶନରେ ଲାଗିବ ମେଘଦୂତ ମେଶିନ

ଚଣ୍ଡିଗଡ଼,୧୩ ।୯: ଚଣ୍ଡିଗଡ଼ ରଲୱେ ଷ୍ଟେଶନରେ ଖୁବଶୀଘ୍ର ଶୁଦ୍ଧ ପିଇବା ପାଣି ମିଳିଯିବ ବୋଲି ଆଶା କରାଯାଉଛି । ଏଥିପାଇଁ କାମ ଇଣ୍ଡିଆନ ରେଲୱେ ଷ୍ଟେଶନ ଡେଭଲପମେଣ୍ଟ କର୍ପୋରେଶନ(ଆଇଆର୍‌ଏସ୍‌ଡିସି) ଆରମ୍ଭ କରି ସାରିଛନ୍ତି । ପବନରୁ ପାଣି ପ୍ରସ୍ତୁତ ପାଇଁ ଲଗାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?