ପଞ୍ଜାବ, ହରିୟାଣାରେ ପ୍ରବଳ ବର୍ଷା: ନେଲାଣି ୫ ଜୀବନ
ଚଣ୍ଡିଗଡ଼,୧୧।୬: ପଞ୍ଜାବ ଏବଂ ହରିୟାଣାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଏଭଳିସ୍ଥିତିରେ ପଞ୍ଜାବର ପଟିଆଲା ଜିଲାରେ ଗୋଟିଏ ପରିବାରର ୪ ଜଣ ଏବଂ ଅନ୍ୟ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ବର୍ଷା ଯୋଗୁ ସୈଦଖେରି ଗ୍ରାମରେ ଏକ…
୧୦ ବର୍ଷ ଧରି ପ୍ରେମିକାଙ୍କୁ ରୁମ୍ରେ ଲୁଚାଇ ରଖିଥିଲେ ପ୍ରେମିକ, ଜାଣିପାରିଲେ ନାହିଁ ପରିବାର ଲୋକ
ପଲକ୍କଡ (କେରଳ), ୧୧।୬: କେରଳର ଜଣେ ଯୁବକ ନିଜ ପ୍ରେମିକାଙ୍କୁ ୧୦ ବର୍ଷ ଧରି ରୁମ୍ରେ ଲୁଚାଇ ରଖିଥିଲେ। ଆଉ ଏ ସମ୍ପର୍କରେ ଟେର ପାଇ ନ ଥିଲେ ଯୁବକଙ୍କ ପରିବାର ଲୋକେ। ନିଖୋଜ ହେବାର ୧୦ ବର୍ଷ ପରେ ମିଳିଛି…
ସ୍କୁଲରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର
ଚଣ୍ଡିଗଡ଼,୧୧।୬ : ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ହରିୟାଣାର ଏକ ସ୍କୁଲରେ ଜଣେ ବ୍ୟକ୍ତି ଓ ୮ ନାବାଳକ ଗଣବଳାତ୍କାର କରିଛନ୍ତି। ଘଟଣାର ଭିଡିଓ ଭାଇରାଲ ହେବା ପରେ ମାମଲା ରୁଜୁ ହୋଇଛି। ଭିଡିଓ ଭାଇରାଲ ହେବାର ୨ ସପ୍ତାହ ପରେ…
ଏନ୍ସିପି ମୁଖ୍ୟଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର
ମୁମ୍ବାଇ,୧୧।୬: ରାଜନୀତି ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଶୁକ୍ରବାର ଏନ୍ସିପି ମୁଖ୍ୟ ଶରଦ ପାୱାରଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ଏହାକୁ ନେଇ ରାଜନୈତିକ ଉସ୍ମତା ଦେଖାଦେଇଛି। ଏହା ମିଶନ ୨୦୨୪ କିମ୍ବା ଲୋକ ସଭା ନିର୍ବାଚନକୁ ନେଇ ରଣନୀତି ପ୍ରସ୍ତୁତ ହେଉଥିବା ଚର୍ଚ୍ଚା…
‘ ଭାଜପାରେ କେହି ରହିବେ ନାହିଁ ’
ନୂଆଦିଲ୍ଲୀ,୧୧।୬ : ବର୍ତ୍ତମାନ ଭାଜପାରେ ଯେଉଁଭଳି ସ୍ଥିତି କେହି ରହିବାକୁ ଚାହୁଁନାହାନ୍ତି। ଭାଜପାରୁ ବାହାରିବା ପରେ ଚିହ୍ନା ଚେହେରା ଦେଖି ଭଲ ଲାଗୁଛି। ଦୀର୍ଘ ୪ ବର୍ଷର ବ୍ୟବଧାନ ପରେ ତୃଣମୂଳ କଂଗ୍ରେସ (ଟିଏମ୍ସି)କୁ ଫେରିଥିବା ପଶ୍ଚିମବଙ୍ଗ ରାଜନୀତିର ଟାଣୁଆ ନେତା…
ଦିଗ୍ବିଜୟ-ପି.ସି ଶର୍ମା ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ
ଭୋପାଳ,୧୧।୬: କଂଗ୍ରେସ ନେତା ଦିଗ୍ବିଜୟ ସିଂହ ଓ ପି.ସି ଶର୍ମାଙ୍କ ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ। ସରକାରଙ୍କ ଆଦେଶକୁ ଉଲ୍ଲଂଘନ ଓ ରାଲି ବାହାର କରିବା ଅଭିଯୋଗରେ ଆଇପିସି ଧାରା ୧୮୮ ଓ ୧୪୫ ଆଧାରରେ ଏହି ମାମଲା ରୁଜୁ…
ଘରର ପୁଅ ଘରକୁ ଫେରିଲେ: ମମତା
କୋଲକାତା,୧୧।୬: ପଶ୍ଚିମବଙ୍ଗରେ ନିର୍ବାଚନ ହାରିବା ପରେ ଭାଜପାକୁ ପୁଣି ଥରେ ଏକ ବଡ଼ ଝଟ୍କା ଲାଗିଛି। ଭାଜପାର ବରିଷ୍ଠ ନେତା ମୁକୁଲ ରୟ ପୁଅ ଶୁଭ୍ରାଂଶୁଙ୍କ ସହ ତୃଣମୂଳ କଂଗ୍ରେସ (ଟିଏମ୍ସି)ରେ ସାମିଲ ହୋଇଛନ୍ତି। ପ୍ରାୟ ୪ବର୍ଷ ପରେ ମୁକୁଲ ଓ…
ନୁଶରତ୍ ଜାହାଁ ଠକ; ବିବାହ କରି ନଥିଲେ ତ ସିନ୍ଦୁର କାହିଁକି ଲଗାଇଲେ
କୋଲକାତା,୧୧।୬: ତୃଣମୂଳ କଂଗ୍ରେସ ଏମ୍ପି ନୁଶରତ୍ ଜାହାଁଙ୍କ ବିବାହକୁ ନେଇ ଉପୁଜିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏଥିଯୋଗୁ ଭାଜପା ନେତାମାନେ ତାଙ୍କୁ ଟାର୍ଗେଟ କରୁଛନ୍ତି। ଭାଜପା ନେତା ଅମିତ ମାଲଭିଆଙ୍କ ପରେ ବର୍ତ୍ତମାନ ପଶ୍ଚିମବଙ୍ଗ ଭାଜପା ସଭାପତି ଦିଲୀପ ଘୋଷ…
ତେନ୍ଦୁଲକର ସହ କଥା ହୋଇଥିବେ, ମୋ ସହ ନୁହେଁ : ପାଇଲଟ
ଜୟପୁର,୧୧।୬: ରାଜନୈତିକ ଦଳରେ ଏବେ ମିଶ୍ରଣ ପର୍ବ ଚାଲିଛି। ପୂର୍ବତନ ସହଯୋଗୀ ତଥା କଂଗ୍ରେସ ନେତା ଜିତିନ ପ୍ରସାଦ ଭାଜପାରେ ସାମିଲ ହେବା ପରେ କଂଗ୍ରେସ ନେତା ସଚିନ ପାଇଲଟ ମଧ୍ୟ ଦଳରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଥିଲା। ଖୁବ୍ଶୀଘ୍ର…
ପୁଣି ଥରେ ସିଦ୍ଧାର୍ଥ ହେଲେ ‘ମୋଷ୍ଟ ଡିଜାରେବଲ ମ୍ୟାନ-୨୦୨୦’
ମୁମ୍ବାଇ,୧୧।୬: ଟେଲି ପପୁଲାର ଶୋ’ ବିଗ୍ ବସ୍-୧୩ର ବିଜେତା ତଥା ଅଭିନେତା ସିଦ୍ଧାର୍ଥ ଶୁକ୍ଲା ପୁଣି ଥରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ପ୍ରଶଂସକଙ୍କ ମନକୁ ଜିଣିପାରି ସେ ପୁଣି ଥରେ ଶ୍ରେଷ୍ଠ ଅଭିନେତା ତାଲିକାରେ ସାମିଲ ହୋଇଛନ୍ତି। ନିକଟରେ ‘ଦ ଟାଇମ୍ସ…
ହସ୍ପିଟାଲରୁ ଘରକୁ ଫେରିିଲେ ଦିଲ୍ଲୀପ କୁମାର: ସାୟରା କହିଲେ, ପ୍ରଶଂସକ ପ୍ରାର୍ଥନା ପାଇଁ…
ମୁମ୍ବାଇ,୧୧।୬: ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୁକ୍ରବାର ଦିଲ୍ଲୀପ କୁମାରଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି। ଗତ ୫ ଦିନ ପୂର୍ବରୁ ନିଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ମୁମ୍ବାଇ…
କଳା କାର୍ବନ ହିମାଳୟ ପାଇଁ ବଡ଼ ବିପଦ, ଜାଣନ୍ତୁ କାହିଁକି
ଉତ୍ତରାଖଣ୍ଡ,୧୧ା୬: ହିମାଳୟ ପ୍ରତି କଳା କାର୍ବନ ବଡ଼ ବିପଦ ସୃଷ୍ଟି କରିବ। କାରଣ କଳା କାର୍ବନ ଯୋଗୁ ଗ୍ଲେସିୟର ଦ୍ରୁତ ଗତିରେ ତରଳିବାର ଭୟ ରହିଛି। ୧.୧୭ ଲକ୍ଷ ବର୍ଗ କିଲୋମିଟର ବିଶିଷ୍ଟ କେନ୍ଦ୍ରୀୟ ହିମାଳୟ ଅଞ୍ଚଳରେ ଏହା ମାତ୍ର ଦୁଇରୁ…
Archives


