ଭାଜପାକୁ ଝଟ୍କା: ଟିଏମ୍ସିକୁ ଫେରିପାରନ୍ତି ମୁକୁଲ ରାୟ
କୋଲକତା,୧୧।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ହାରିବା ପରେ ଭାଜପାକୁ ଆଉ ଏକ ଝଟକା ଲାଗିଛି। ଭାଜପା ବଡ ନେତା ମୁକୁଲ ରାୟ ନିଜ ପୁଅ ଶୁଭ୍ରାଂଶୁଙ୍କ ସହ ଦଳ ଛାଡି ତୃଣମୂଳ କଂଗ୍ରେସରେ ଯୋଗଦେବେ ବୋଲି କୁହାଯାଉଛି। ଉଭୟ ଆଜି ସନ୍ଧ୍ୟାରେ…
କରୋନା ସଙ୍କଟ ମଧ୍ୟରେ ବୈଜ୍ଞାନିକ ତିଆରି କଲେ ପକେଟ ଭେଣ୍ଟିଲେଟର
କୋଲକାତା,୧୧।୬: ବର୍ତ୍ତମାନ ଦେଶରେ ଦୈନିକ ସଂକମ୍ରଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। କରୋନା କାଳରେ ଦେଶରେ ଭେଣ୍ଟିଲେଟରର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ଲୋକମାନେ ହାହାକାର ହେଉଥିବା ବେଳେ ସେମାନଙ୍କର ଚିକିତ୍ସାରେ ବାଧା…
ଖୁସି ଖବର ଦେଲେ ଚହଲ: ଶେୟାର କଲେ ଫଟୋ
ନୂଆଦିଲ୍ଲୀ,୧୧।୬: ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲ ଏବେ ପରିବାର ସହ ସମୟ ବିତାଉଛନ୍ତି। ସେ ଗୁରୁବାର ପ୍ରଶଂସକଙ୍କ ସହ ଏକ ଖୁସି ଖବର ଶେୟାର କରିଛନ୍ତି। ଚହଲ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ସେ ତାଙ୍କ ପରିବାର ସହିତ…
ଚଳନ୍ତା ଟ୍ରେନ୍ର ଟଏଲେଟ୍ ସାମ୍ନାରେ ବିବାହିତା ମହିଳାଙ୍କ ମୁଣ୍ଡରେ ସିନ୍ଦୁର ଦେଲେ ଯୁବକ, କାରଣ ଜାଣିଲେ…
ପାଟଣା,୧୧ା୬: ବିହାରର ସୁଲତାନଗଞ୍ଜରୁ ଏମିତି ଏକ ବିବାହ ଖବର ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ ଘଟଣା। ଜଣେ ବିବାହିତା ମହିଳା ଟ୍ରେନ୍ର ଟଏଲେଟ୍ ସାମ୍ନାରେ ପ୍ରେମିକଙ୍କୁ ବିବାହ କରିଛନ୍ତି। ଏହି ଘଟଣା ଭୀରଖୁର୍ଦର ଉଧାଡିହ ଗାଁର।…
ସ୍ତ୍ରୀ-ସ୍ବାମୀ ଏକାଠି ମିଶି ପିଉଥିଲେ ମଦ, ଆସିଲା ଫୋନ୍ କଲ୍; ଆଉ ତା’ପରେ ସବୁ ବଦଳି ଗଲା
ମିରୁଟ୍,୧୧।୬: ଉତ୍ତରପ୍ରଦେଶର ମିରୁଟ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀ ତୀକ୍ଷ୍ଣ ଅସ୍ତ୍ରରେ ନିଜ ସ୍ତ୍ରୀଙ୍କ ବେକକୁ କାଟି ଦେଇଛନ୍ତି। ଆକ୍ରମଣ ସମୟରେ ମହିଳା ଜଣକ ମଧ୍ୟ ମଦ୍ୟପାନ କରି ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଅନୈତିକ…
ରାଜ୍ୟର ପ୍ରଥମ ମୁସଲିମ୍ ମହିଳା ଡିଏସ୍ପି
ପାଟନା,୧୧।୬: ନିକଟରେ ବିହାର ପବ୍ଲିକ ସର୍ଭିସ କମିଶନ(ବିପିଏସ୍ସି)ର ୬୪ତମ କମ୍ପିଟେଟିଭ୍ ଏକ୍ସାମର ପରୀକ୍ଷା ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ପ୍ରଥମ ଥରେ ଜଣେ ମୁସଲିମ ମହିଳା ଉତ୍ତୀର୍ଣ୍ଣ ହେବା ସହ ଡିଏସ୍ପି ଭାବେ ମନୋନୀତ ହୋଇଛନ୍ତି। ଯାହାକୁ ନେଇ ସାରା…
ରାଗିଛନ୍ତି ପାଇଲଟ୍: ମନାଇବା ପାଇଁ ଫୋନ୍ କଲେ ପ୍ରିୟଙ୍କା
ନୂଆଦିଲ୍ଲୀ,୧୧।୬: ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସଚିନ ପାଇଲଟ ଗତ କିଛି ଦିନ ହେବା ଦଳୀୟ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଦଳର କିଛି ବିଧାୟକଙ୍କ ସହ ଏକ ବୈଠକ କରି ରାଜ୍ୟରେ ରାଜନୈତିକ କାର୍ଯ୍ୟକଳାପକୁ ତୀବ୍ର ପ୍ରତିକ୍ରିୟା…
ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଯୋଗୀ: ବିଧାନସଭା ନିର୍ବାଚନ-କ୍ୟାବିନେଟ ସମ୍ପ୍ରସାରଣକୁ ନେଇ ହୋଇପାରେ ଆଲୋଚନା
ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଲକ୍ଷ୍ନୌରୁ ଦିଲ୍ଲୀ ପର୍ଯ୍ୟନ୍ତ ସବୁଠି ଏବେ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ଏଥିପାଇଁ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ସଂଗଠନରେ ପରିବର୍ତ୍ତନ ହେବା ନେଇ କେତେକ କଳ୍ପନା ଜଳ୍ପନା ଲାଗି…
କୋଭିଶିଲ୍ଡ ଟିକା ବ୍ୟବଧାନ ହ୍ରାସ: ଜାଣନ୍ତୁ କାହାକୁ ଦିଆଯିବ ପ୍ରାଥମିକତା
ନୂଆଦିଲ୍ଲୀ,୧୧।୬: କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ କୋଭିଶିଲ୍ଡର ପ୍ରଥମ ଏବଂ ଦ୍ୱିତୀୟ ଡୋଜ ମଧ୍ୟରେ ବ୍ୟବଧାନକୁ ପୁଣି ଥରେ ହ୍ରାସ କରିଛି। ଏହା କେବଳ ସେହିମାନଙ୍କ ପାଇଁ, ଯେଉଁମାନେ ବିଦେଶ ଯାତ୍ରା କରିବାକୁ ଯାଉଛନ୍ତି। ନୂତନ ଗାଇଡଲାଇନ ପରେ,…
ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୧୧।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୯୨,୭୦୨ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩,୪୦୩ ଜଣଙ୍କର…
ବେଆଇନ ଟେଲିଫୋନ୍ ଏକ୍ସଚେଞ୍ଜକୁ କଲ୍
ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୧ା୬(ପି.ଟି.):ପାକିସ୍ତାନର ଗୁପ୍ତଚର ସଂସ୍ଥାଠାରୁ ପୂର୍ବ ଭାରତରେ ଥିବା ଏକ ସାମରିକ ପ୍ରତିଷ୍ଠାନକୁ ନେଇ ଫୋନ୍ କଲ୍ କରାଯିବା ପରେ ଏବେ ବେଙ୍ଗାଲୁରୁସ୍ଥିତ ଏକ ଅବୈଧ ଟେଲିଫୋନ୍ ଏକ୍ସଚେଞ୍ଜ ପଦାକୁ ଆସିଛି। ଫଳରେ ଦେଶର ଅନ୍ୟ ଭାଗରେ ମଧ୍ୟ ଏପରି ବ୍ୟବସ୍ଥା ଚାଲିଥିଲା…
ଦିଲ୍ଲୀରେ ଡ୍ୟାମେଜ୍ କଣ୍ଟ୍ରୋଲ୍
ନୂଆଦିଲ୍ଲୀ,୧୧ା୬:ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହାଙ୍କୁ ଭେଟିଛନ୍ତି। ସେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ବିଧାନସଭା ନିର୍ବାଚନକୁ କିଛି ମାସ ବାକି ଥିବାବେଳେ ଭାଜପା ଓ କେନ୍ଦ୍ର…
Archives


