ସାନିଟାଇଜର ପିଇ ୭ ମୃତ
ୟବତମାଲ, ୨୫ା୪: ମହାରାଷ୍ଟ୍ରରେ କର୍ଫ୍ୟୁ ଯୋଗୁ ମଦ ଦୋକାନ ବନ୍ଦ ଥିବାବେଳେ ସାନିଟାଇଜର ପିଇ ୟବତମାଲ ଜିଲାର ୭ ଜଣଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସମସ୍ତଙ୍କ ବୟସ ୩୫ରୁ ୪୭ ବର୍ଷ ମଧ୍ୟରେ ହେବ। ରାତିରେ ପାର୍ଟି କରିବାକୁ ଏକାଠି ହୋଇଥିବାବେଳେ…
ସାବାଳକଙ୍କୁ ଟିକା ପାଇଁ ଗାଇଡ୍ଲାଇନ
ନୂଆଦିଲ୍ଲୀ, ୨୫।୪: ଆସନ୍ତା ମାସ ୧ ତାରିଖରୁ ସମସ୍ତ ସାବାଳକଙ୍କୁ କୋଭିଡ୍ ଟିକା ଦିଆଯିବ। ତୃତୀୟ ପର୍ଯ୍ୟାୟ ଟିକାକରଣକୁ ସଫଳ କରାଇବା ପାଇଁ କେନ୍ଦ୍ର ସରକାର ଶନିବାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ପାଇଁ ଗାଇଡ୍ଲାଇନ ଜାରି କରିଛନ୍ତି। ୧୮ ବର୍ଷରୁ…
ଦେଶମୁଖଙ୍କ ନାଁରେ ମାମଲା ରୁଜୁକଲା ସିବିଆଇ
ନୂଆଦିଲ୍ଲୀ, ୨୫ା୪: ଉଦ୍ୟୋଗପତି ମୁକେଶ ଅମ୍ବାନୀଙ୍କ ମୁମ୍ବାଇସ୍ଥିତ ବାସଭବନ ଆଣ୍ଟିଲିଆ ନିକଟରେ ବିସ୍ଫୋରକ ଭର୍ତ୍ତି ଗାଡ଼ି ରଖାଯିବା ଘଟଣାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ବିରୋଧରେ ଶନିବାର ମାମଲା ରୁଜୁ କରିଛି। ମାସିକ ବଟି…
ପୁଣି ୩୧ ରୋଗୀଙ୍କ ମୃତ୍ୟୁ
ନୂଆଦିଲ୍ଲୀ, ୨୫।୪: ରାଜଧାନୀ ଦିଲ୍ଲୀ ସମେତ କେତେକ ରାଜ୍ୟର ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ସଙ୍କଟ ଦେଖାଯାଇଛି। ଦିଲ୍ଲୀର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଗତ ୫ ଦିନ ହେଲା ଅକ୍ସିଜେନ ଅଭାବରୁ ବହୁ ଚିକିତ୍ସାଧୀନ ରୋଗୀଙ୍କ ମୃତ୍ୟୁ ଘଟିଲାଣି। ସାର୍ ଗଙ୍ଗାରାମ ହସ୍ପିଟାଲ (ଏସ୍ଜିଆର୍ଏଚ୍)ରେ…
କରୋନା ସମୟରେ ମିଳିଲାନି ଛୁଟି, ଥାନାରେ ହେଲା ମହିଳା କନଷ୍ଟେବଳଙ୍କ ହଳଦୀ ସେରିମନି
ଜୟପୁର,୨୫।୪: ପୋଲିସ ଯେତେ ସମସ୍ୟାରେ ଥିଲେ ବି ନିଜର ଡ୍ୟୁଟି ପାଳନ କରିବାକୁ ବାଧ୍ୟ ହୋଇଥାଏ। କର୍ତ୍ତବ୍ୟ ଆଗରେ ସବୁକିଛି ତୁଚ୍ଛ ହୋଇଥାଏ। ସେମିତି ଜଣେ ମହିଳା କନଷ୍ଟେବଳଙ୍କ କ୍ଷେତ୍ରରେ ଘଟିଛି। ୩୦ ଏପ୍ରିଲରେ ଏହି ମହିଳା କନଷ୍ଟେବଳଙ୍କ ବିବାହ ହେବ।…
ରାଜ୍ୟକୁ ୬୦୦ ଟଙ୍କାରେ ମିଳିବ କୋଭାକ୍ସିନ
ନୂଆଦିଲ୍ଲୀ, ୨୪।୪: ଭାରତ ବାୟୋଟେକ୍ କୋଭାକ୍ସିନ ଟିକା ଦାମ୍ ଶନିବାର ଘୋଷଣା କରିଛି। ରାଜ୍ୟ ସରକାରଙ୍କୁ ଏହି ଭାକ୍ସିନ ଡୋଜ୍ ପ୍ରତି ୬୦୦ ଟଙ୍କାରେ ଯୋଗାଇ ଦିଆଯିବ। ଘରୋଇ ହସ୍ପିଟାଲଗୁଡ଼ିକ ୧,୨୦୦ ଟଙ୍କାରେ ଉକ୍ତ ଟିକା କିଣିପାରିବେ ବୋଲି କମ୍ପାନୀ ପକ୍ଷରୁ…
ଗ୍ରାମାଞ୍ଚଳକୁ ସୁରକ୍ଷା ଦିଅ
ନୂଆଦିଲ୍ଲୀ, ୨୪।୪: କରୋନାର ଦ୍ୱିତୀୟ ଲହର ଯେପରି ଗ୍ରାମାଞ୍ଚଳକୁ ନ ବ୍ୟାପେ ସେଥିପାଇଁ ସବୁ ପ୍ରକାର ପଦକ୍ଷେପ ନେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆହ୍ବାନ ଦେଇଛନ୍ତି। ଗତବର୍ଷ ତୁଳନାରେ ଏଥର ମହାମାରୀ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ତେଣୁ…
‘ଅକ୍ସିଜେନ ଦିଅ’ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ହାତ ପାତିଲେ କେଜ୍ରିୱାଲ
ନୂଆଦିଲ୍ଲୀ,୨୪।୪: ଦିଲ୍ଲୀରେ ଅକ୍ସିଜେନ ସଙ୍କଟ ଦେଖାଯାଇଛି। ଅକ୍ସିଜେନ ଅଭାବରୁ ବିଭିନ୍ନ ହସ୍ପିଟାଲରେ ରୋଗୀଙ୍କ ମୃତ୍ୟୁ ଘଟୁଛି। ଏଭଳି ସ୍ଥିତିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀବାସୀଙ୍କ ପାଇଁ ଅକ୍ସିଜେନ ଯୋଗାଇ ଦେବାକୁ ଦେଶର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଶନିବାର ଚିଠି ଲେଖିଛନ୍ତି।…
କେନ୍ଦ୍ରମନ୍ତ୍ରୀ ସୋମପ୍ରକାଶ ଆଇସିୟୁରେ ଭର୍ତ୍ତି
ଚଣ୍ଡୀଗଡ଼,୨୪।୪: କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ସୋମପ୍ରକାଶ କରୋନା ସଂକ୍ରମିତ ହୋଇଛନ୍ତି। ଏହି ସମ୍ପର୍କରେ ଟୁଇଟ୍ କରି ସେ ସୂଚନା ଦେଇଛନ୍ତି। ଶରୀରରେ ଅମ୍ଳଜାନ ଅଭାବ ଦେଖାଦେବାରୁ ତାଙ୍କୁ ମୋହାଲିର ଫୋର୍ଟିସ୍ ହସ୍ପିଟାଲର ଆଇସିୟୁରେ ଶନିବାର ଭର୍ତ୍ତି କରାଯାଇଛି। ତାଙ୍କର ଚିକିତ୍ସା…
ଶସ୍ତାରେ ମିଳିବ କରୋନା ଟିକା
ନୂଆଦିଲ୍ଲୀ,୨୪।୪: କୋଭିଡ୍ -୧୯ ଟିକା ଆମଦାନୀ ଉପରେ କଷ୍ଟମ୍ ଡ୍ୟୁଟି ଛାଡ଼ କଲେ କେନ୍ଦ୍ର ସରକାର। ଅକ୍ସିଜେନ ଉପରୁ ମଧ୍ୟ ସ୍ବାସ୍ଥ୍ୟ ସେସ୍ ଛାଡ଼ କରାଯାଇଥିବା ଶନିବାର କେନ୍ଦ୍ର ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ…
କରୋନା ଯୋଗୁ ଶରୀରରେ ଅମ୍ଳଜାନସ୍ତର କମ୍ ହେଉଛି କି? ନ ଡ଼ରି ଏଭଳି କରନ୍ତୁ; ମିଳିବ ଲାଭ…
ନୂଆଦିଲ୍ଲୀ: ବର୍ତ୍ତମାନ କରୋନାର ଦ୍ୱିତୀୟ ଲହରର ସାମ୍ନା କରୁଛି ଭାରତ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଆବଶ୍ୟକୀୟ ଚିକିତ୍ସାକୁ ନେଇ ଅସୁବିଧା ପରିଲକ୍ଷିତ ହେଉଛି। ଦେଶର ବିଭିନ୍ନ ସହରରେ ଥିବା ଡାକ୍ତରଖାନାଗୁଡ଼ିକରେ ଅମ୍ଳଜାନ ସିଲିଣ୍ଡରର ଅଭାବ ଦେଖାଦେଇଛି। ଫଳରେ ନିଃଶ୍ୱାସପ୍ରଶ୍ୱାସ…
ମା’ଙ୍କ ଅନ୍ତିମସଂସ୍କାର କରିବାକୁ ମନା କଲେ ସିଙ୍ଗାପୁରରେ ଥିବା ପୁଅ; କୋକେଇକୁ କାନ୍ଧ ଦେଲା ପୋଲିସ; ଆଉ…
ନୂଆଦିଲ୍ଲୀ,୨୪।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ଦିନ କେଇଟାରେ ଦୈନିକ ସଂକ୍ରମଣ ରେକର୍ଡସ୍ତରରେ ପହଞ୍ଚୁଥିବା ଅନେକଙ୍କୁ ଚିନ୍ତାରେ ପକାଇଛି। ସେହିଭଳି ମୃତକଙ୍କ ସଂଖ୍ୟା ମଧ୍ୟ ଲଗାତାର ଭାବେ ବଢ଼ୁଛି। କେହି କେହି ନିଜ ପରିଜନଙ୍କୁ ହରାଇ ଭାବବିହ୍ବଳ ହେଉଥିବା…
Archives


