ପୋଲିସ ହାଜତରେ ମରିଛନ୍ତି ୩୪୮ ଜଣ
ନୂଆଦିଲ୍ଲୀ, ୪ା୮: ଗତ ୩ ବର୍ଷ ମଧ୍ୟରେ ପୋଲିସ ହାଜତରେ ଥିବାବେଳେ ୩୪୮ ଅଭିଯୁକ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଆହୁରି ୧,୧୮୯ ଜଣଙ୍କ ଉପରେ ଅତ୍ୟାଚାର ହୋଇଥିବା ମଙ୍ଗଳବାର ଲୋକ ସଭାରେ ସୂଚନା ଦେଇଛନ୍ତି କେନ୍ଦ୍ର ସରକାର। ଜାତୀୟ ମାନବାଧିକାର କମିଶନ…
ସିବିଆଇକୁ ଗଲା ଜଜ୍ ହତ୍ୟା ମାମଲା
ରାଞ୍ଚତ୍, ୪ା୮: ଧାନବାଦ ଜିଲା ଜଜ୍ ଉତ୍ତମ ଆନନ୍ଦଙ୍କ ଉପରେ ଅଟୋ ମଡ଼ାଇ ହତ୍ୟା ମାମଲାର ତଦନ୍ତ କରିବାକୁ ଝାଡ଼ଖଣ୍ଡ ହାଇକୋର୍ଟ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ଶୁଣାଣି ବେଳେ ସିବିଆଇ ପରାମର୍ଶଦାତାଙ୍କ ଜବାବ…
ଦଳିତ ନାବାଳିକାଙ୍କୁ ଗଣବଳାତ୍କାର, ହତ୍ୟା
ନୂଆଦିଲ୍ଲୀ,୪ା୮: ସଭ୍ୟ ସମାଜର ମୁହଁ ତଳକୁ କରିଦେବା ଭଳି ଆଉ ଏକ ଘଟଣା ଘଟିଛି ଜାତୀୟ ରାଜଧାନୀ ଦିଲ୍ଲୀରେ। ନୂଆଦିଲ୍ଲୀର ଦକ୍ଷିଣ ପଶ୍ଚିମାଞ୍ଚଳରେ ରବିବାର ରାତିରେ ଜଣେ ଦଳିତ ନାବାଳିକାଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଛି। ଅପରାଧ ବର୍ବରତା ଏତିକିରେ ସୀମିତ…
ଭାରତକୁ ଆସିବ ହାର୍ପୁନ ମିଶାଇଲ
ନୂଆଦିଲ୍ଲୀ, ୪ା୮: ଭାରତକୁ ଆମେରିକା ବିଶ୍ୱର ସବୁଠୁ ସଫଳ ଆଣ୍ଟାଇ-ଶିପ୍ ହାର୍ପୁନ ମିଶାଇଲ ଦେବ। ଏଥିପାଇଁ ଭାରତ ସହ ୮୨ ମିଲିୟନ ଡଲାର (ପ୍ରାୟ ୬୦୮ କୋଟି ଟଙ୍କା)ର ଚୁକ୍ତିକୁ ଆମେରିକା ମଞ୍ଜୁରୀ ଦେଇଛି। ଏହା ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରିବା…
କଙ୍ଗୋ ନାଗରିକଙ୍କ ହାଜତ ମୃତ୍ୟୁ
ବେଙ୍ଗାଲୁରୁ,୪ା୮: କେନ୍ଦ୍ରୀୟ ଆଫ୍ରିକୀୟ ରାଷ୍ଟ୍ର କଙ୍ଗୋର ଜଣେ ନାଗରିକଙ୍କ ବେଙ୍ଗାଲୁରୁ ପୋଲିସ ହାଜତରେ ମୃତ୍ୟୁ ଘଟିଛି। ଏହାକୁ ନେଇ ମଙ୍ଗଳବାର ବିକ୍ଷୋଭ ଚାଲିଥିବାବେଳେ ପୋଲିସ ଲାଠିଚାର୍ଜ କରିଛି। ଏଥିରେ ଅନେକେ ଆହତ ହୋଇଛନ୍ତି। ହିଂସା ଭିଆଇବା ଅଭିଯୋଗରେ ପୋଲିସ ୫ ବିକ୍ଷୋଭକାରୀଙ୍କୁ…
ମହାମାରୀ ବିଗାଡ଼ିଲା ମହିଳାଙ୍କ ନିଯୁକ୍ତି
ନୂଆଦିଲ୍ଲୀ, ୪ା୮: କରୋନା ମହାମାରୀ ସାରା ବିଶ୍ୱକୁ ସଙ୍କଟ ମଧ୍ୟକୁ ଠେଲିଦେଇଛି। ଏହା ବଜାର ବ୍ୟବସ୍ଥାକୁ କ୍ଷତିଗ୍ରସ୍ତ କରିଥିବାବେଳେ ଲକ୍ଡାଉନ ଯୋଗୁ କଳକାରଖାନା ଏବଂ ଦୋକାନ ବଜାର ତାଲା ଝୁଲିବା ଅବସ୍ଥାକୁ ଚାଲିଆସିଛି। ଅନେକଙ୍କୁ ଚାକିରି ହରାଇବାକୁ ପଡ଼ିଛି। ନୂଆଦିଲ୍ଲୀରେ ସାବିତ୍ରୀ…
ମମତାଙ୍କ ପୁତୁରା ଅଭିଷେକଙ୍କ ଗାଡ଼ି ଉପରେ ଆକ୍ରମଣ ଘଟଣାକୁ ନେଇ ୨ ଭାଜପା କର୍ମୀଙ୍କୁ ହତ୍ୟା
କୋଲକାତା,୩ା୮: ପଶ୍ଚିମବଙ୍ଗରେ ଦୁଇ ଜଣ ଭାଜପା କର୍ମୀଙ୍କୁ ତୃଣମୂଳ କଂଗ୍ରେସ (ଟିଏମ୍ସି) ହତ୍ୟା କରିଛି। ମଙ୍ଗଳବାର ଏଭଳି ଗୁରୁତର ଅଭିଯୋଗ ଆଣିଛି ବିରୋଧୀ ଭାଜପା। ଦିନକ ପୂର୍ବରୁ ସୋମବାର ଏକ ଭିଡିଓ ଶେୟାର କରିଥିଲେ ଟିଏମ୍ସିର ଜାତୀୟ ସାଧାରଣ ସମ୍ପାଦକ ଅଭିଷେକ…
ତେଜସ୍ୱୀ-ଚିରାଗଙ୍କ ମେଣ୍ଟ ଦେଖିବାକୁ ଚାହାନ୍ତି ଲାଲୁ
ପାଟନା,୩ ।୮: ରାଷ୍ଟ୍ରୀୟ ଜନତା ଦଳ ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ମଙ୍ଗଳବାର କହିଛନ୍ତି ବିଗତ ଦିନରେ ଲୋକ ଜନଶକ୍ତି ପାର୍ଟିରେ ଯାହା କିଛି ଘଟିଛି ଏହା ପରେ ବି ସେ ଚିରାଗ ପାଶୱାନଙ୍କୁ ଏଲ୍ଜେପି ନେତା ମାନୁଛନ୍ତି । ଏହାସହ…
ଉତ୍ତରପ୍ରଦେଶରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୨୫ନୂଆ ଆକ୍ରାନ୍ତ ଚିହ୍ନଟ, ୪୮ଜିଲାରେ ନାହିଁ କୌଣସି ନୂଆ ମାମଲା
ଲକ୍ଷ୍ନୌ,୩।୮: ଉତ୍ତରପ୍ରଦେଶରେ ଲଗାତର ଭାବେ କରୋନା ସଂକ୍ରମଣ ମାମଲା ହ୍ରାସ ପାଇବାରେ ଲାଗିଛି। ସୋମବାର ରାଜ୍ୟରେ କେବଳ ୨୫ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ଜଣ ସୁସ୍ଥ ଓ ଗୋଟିଏ ବି ମୃତ୍ୟୁସଂଖ୍ୟା ସାମ୍ନାକୁ ଆସିନାହିଁ। ତେବେ ଏହି ନୂଆ…
କେବଳ ବିବାହ ପାଇଁ ଧର୍ମ ପରିବର୍ତ୍ତନ ନୁହେଁ ଠିକ୍, ଟିପ୍ପଣୀ ଦେଲେ କୋର୍ଟ…
ପ୍ରୟାଗରାଜ,୩।୮: ଉତ୍ତରପ୍ରଦେଶରେ ଲଭ ଜିହାଦ ଘଟଣା ବଢ଼ିବାରେ ଲାଗିଛି। ସମ୍ପ୍ରତି ଏଭଳି ମାମଲାଗୁଡ଼ିକରେ ଐତିହାସିକ ଚିରିତ୍ର ଆକବର ଏବଂ ଯୋଧାବାଈଙ୍କ କାହାଣୀକୁ ଅନ୍ତର୍ଭୁକ୍ତ କରାଯାଇଛି। ଆହ୍ଲାବାଦ ହାଇକୋର୍ଟ ମଙ୍ଗଳବାର ବିବାହ ପାଇଁ ଧର୍ମ ପରିବର୍ତ୍ତନକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। କେବଳ…
ଶାହାଙ୍କୁ ଭେଟିଲେ ଶରଦ ପାୱାର
ନୂଆଦିଲ୍ଲୀ,୩ ।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ଏନ୍ସିପି ମୁଖ୍ୟ ଶରଦ ପାୱାର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି । ହେଲେ କେଉଁ ବିଷୟକୁ ନେଇ ଏମାନଙ୍କ ମଧ୍ୟରେ କଥା ହୋଇଛି ତାହା ଏପର୍ଯ୍ୟନ୍ତ ଜଣାପଡି ନାହିଁ । ତେଣୁ…
ଅଲିମ୍ପିକ୍ ଟିମ୍ ଅଗଷ୍ଟ ୧୫ରେ ଯିବେ ଲାଲ୍ କିଲ୍ଲା, ନିମନ୍ତ୍ରଣ କରିବେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୩।୮: ଟୋକିଓ ଅଲିମ୍ପିକ୍ରେ ଯୋଗଦେବାକୁ ଯାଇଥିବା ଭାରତୀୟ ଟିମ୍ ଅଗଷ୍ଟ ୧୫ରେ ସ୍ବାଧୀନତା ଦିବସ ଅବସରରେ ସ୍ବତନ୍ତ୍ର ଅତିଥି ଭାବେ ଲାଲ୍ କିଲ୍ଲାରେ ଯିବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ଟିମ୍କୁ ନିମନ୍ତ୍ରଣ କରାଯିବ। ପ୍ରଧାନମନ୍ତ୍ରୀ ଏହି…
Archives


