ଜାତୀୟ

ଉତ୍ତରାଖଣ୍ଡର ଚାମୋଲିରେ ପୁଣି ହିମସ୍ଖଳନ : ରିଷି ଗଙ୍ଗା ନଦୀରେ ବଢ଼ିଲା ଜଳସ୍ତର

ଚାମୋଲି,୨୩।୪: ଭାରତ-ଚାଇନା ସୀମାକୁ ଲାଗିଥିବା ଉତ୍ତରାଖଣ୍ଡର ଚାମୋଲି ଜିଲାର ସୁମନା ଗାଁରେ ପୁଣି ଥରେ ଘଟିଛି ହିମସ୍ଖଳନ। ତେବେ ଏହି ଘଟଣାରେ କୌଣସି ମୃତାହତ ହୋଇଥିବା ଏ ପର୍ଯ୍ୟନ୍ତ ଖବର ମିଳି ନାହିଁ। ଏହି ଅଞ୍ଚଳରେ ଗତ କିଛି ଦିନ ହେଲା…

ଭାରତରୁ ବିମାନ ବାତିଲ କଲା ଏହି ଦେଶ

ନୂଆଦିଲ୍ଲୀ,୨୩।୪: କରୋନା ସଂକ୍ରମଣ ବର୍ତ୍ତମାନ ଚିନ୍ତା ବଢ଼ାଇଛି। ଏଭଳିସ୍ଥତିରେ ଭାରତରୁ ଯାଉଥିବା ସବୁ ଫ୍ଲାଇଟକୁ କାନାଡା ବାତିଲ କରିଦେଇଛି। କାନାଡା ଭାରତ ଉପରେ ୩୦ ଦିନର ବ୍ୟାନ୍‌ ଲଗାଇଛି। ଏପରି କି ପାକିସ୍ତାନରୁ ଯାଉଥିବା ବିମାନ ଉପରେ ମଧ୍ୟ କାନାଡା କଟକଣା…

ମୁମ୍ବାଇରେ ପହଞ୍ଚିଲା ପ୍ରଥମ ଅକ୍ସିଜେନ ଏକ୍ସପ୍ରେସ

ମୁମ୍ବାଇ,୨୩।୪: ବିଶାଖାପାଟଣାରୁ ଗୁରୁବାର ବାହାରିଥିବା ‘ଅକ୍ସିଜେନ ଏକ୍ସପ୍ରେସ’ ଶୁକ୍ରବାର ସନ୍ଧ୍ୟାରେ ମହାରାଷ୍ଟ୍ରର ନାଗପୁରରେ ପହଞ୍ଚିଛି। ଏଥିରେ ୭ଟି ଜୀବନ ରକ୍ଷାକାରୀ ମେଡିକାଲ ଗ୍ୟାସ ଭର୍ତ୍ତି ଟ୍ୟାଙ୍କ ରହିଛି। ୩ଟି ଟ୍ୟାଙ୍କର୍ସ ନାଗପୁର ଜଙ୍କଶନ ରେଲଓ୍ବେ ଷ୍ଟେଶନରେ ଅନ୍‌ଲୋଡ୍‌ କରାଯାଇଥିବା ଜଣାପଡ଼ିଛି। ପ୍ରତ୍ୟେକ…

ରେଳ ଧାରଣାରୁ ଶିଶୁକୁ ଉଦ୍ଧାର କରିଥିବା ରେଲ୍‌ଓ୍ବେ କର୍ମୀଚାରୀଙ୍କୁ ମିଳିଲା ଜାଓ୍ବା ମୋଟରସାଇକେଲ

ମୁମ୍ବାଇ,୨୩।୪: ଭଙ୍ଗାନୀ ରେଲଓ୍ବେ ଷ୍ଟେଶନର ରେଳ ଧାରଣରୁ ନିଜ ଜୀବନକୁ ବାଜି ଲଗାଇ ଶିଶୁକୁ ଉଦ୍ଧାର କରିଥିବା ପଏଣ୍ଟସମ୍ୟାନ ମୟୂର ଶେଲକେଙ୍କୁ ଶୁକ୍ରବାର ମିଳିଛି ଏକ ନୂଆ ଜାଓ୍ବା ମୋଟରସାଇକେଲ। ଉକ୍ତ ଘଟଣାର ଭିଡିଓ ଭାଇରାଲ ହେବା ପରେ ରାତାରାତି ସୋସିଆଲ…

ଜର୍ମାନୀରୁ ଭାରତ ମଗାଇବ ୨୩ ଅକ୍ସିଜେନ ପ୍ରଦାନକାରୀ ପ୍ଲାଣ୍ଟ

ନୂଆଦିଲ୍ଲୀ,୨୩।୪: ପ୍ରତିରକ୍ଷା ମନ୍ତ୍ରଣାଳୟ ଜର୍ମାନୀରୁ ୨୩ଟି ମୋବାଇଲ ଅକ୍ସିଜେନ ପ୍ରଦାନକାରୀ ପ୍ଲାଣ୍ଟ (ଉଦ୍ଭିଦ) ମଗାଇବାକୁ ନିଷ୍ପତ୍ତି ନେଇଛି। ପ୍ରତ୍ୟେକ ପ୍ଲାଣ୍ଟ ମିନିଟ୍‌ ପିଛା ୪୦ ଲିଟର ଅକ୍ସିଜେନ ପ୍ରଦାନ କରିବ। ଯାହା ଫଳରେ ମେଡିକାଲକୁ ଘଣ୍ଟା ପ୍ରତି ୨,୪୦୦ ଲିଟର ଅକ୍ସିଜେନ…

ଶେଷ ହେଲା ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୨୩।୪: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଏସ୍‌.ଏ. ବୋବଡେଙ୍କ କାର୍ଯ୍ୟକାଳ ଶୁକ୍ରବାର ଶେଷ ହୋଇଛି। ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ ଏବଂ ସୁପ୍ରିମକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ ଦିଆଯାଇଛି। ଶନିବାର ଜଷ୍ଟିସ ଏନ୍‌. ଭି. ରମନ୍ନା ସୁପ୍ରିମକୋର୍ଟର…

ନବଜାତ କନ୍ୟାକୁ ଘରକୁ ଆଣିବା ପାଇଁ ହେଲିକପ୍ଟର ଡକାଇଲେ ବାପା

ନାଗପୁର,୨୩।୪: ରାଜସ୍ଥାନର ନାଗପୁର ଜିଲାରେ ଜଣେ ବ୍ୟକ୍ତି ନିଜ ନବଜାତ କନ୍ୟାକୁ ଘରକୁ ଆଣିବା ପାଇଁ ହେଲିକପ୍ଟର ବ୍ୟବହାର କରିଛନ୍ତି। ହନୁମାନ ପ୍ରଜାପତଙ୍କ ପତ୍ନୀ ଚୁକି ଦେବୀ ଗତ ୩ ତାରିଖରେ ନାଗପୁର ଜିଲା ହସ୍ପିଟାଲରେ ଶିଶୁକନ୍ୟା(ରିୟା)କୁ ଜନ୍ମ ଦେଇଥିଲେ। ସେଠାରୁ…

ଦୁଇ ମାସ ମାଗଣାରେ ମିଳିବ ରାସନ

ନୂଆଦିଲ୍ଲୀ,୨୩।୪: ଭାରତରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ଏଥିରେ ପ୍ରଭାବିତ ହେଉଥିବା ରାଜ୍ୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି କଟକଣା ଲଗାଯାଇଛି। ଫଳରେ ଗରିବ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ…

ଆଉ ଏକ କରୋନା ଔଷଧକୁ ଭାରତରେ ମିଳିଲା ସବୁଜ ସଙ୍କେତ: ଡାକ୍ତରଙ୍କ ପରାମର୍ଶ କ୍ରମେ ବ୍ୟବହାର କରିବେ ରୋଗୀ

ନୂଆଦିଲ୍ଲୀ,୨୩।୪: ଦିନକୁ ଦିନ ଚିନ୍ତା ବଢ଼ାଇବାରେ ଲାଗିଛି କରୋନାର ଦ୍ୱିତୀୟ ଲହର। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଡାକ୍ତରଖାନାରେ ଅକ୍ସିଜେନ୍‌ ଅଭାବ ପରିଲକ୍ଷିତ ହେଉଛି। ଏପରିସ୍ଥଳେ କୋଭିଡ୍‌ ରୋଗୀଙ୍କ ଚିକିତ୍ସା ପାଇଁ ଆବଶ୍ୟକୀୟ ଔଷକ୍ଷ ମହଜୁଦ ରଖିବା ଚ୍ୟାଲେଞ୍ଜ ପାଲଟିଛି।…

୧୩ ମାସ ମଧ୍ୟରେ ଏହି ଗାଁରୁ ବାହାରି ନାହାନ୍ତି ଗୋଟିଏ ବି କରୋନା ପଜିଟିଭ୍‌

ବର୍ତ୍ତମାନ ଆମ ଦେଶରେ କରୋନାର ଦ୍ୱିତୀୟ ଲହର ଚାଲିଛି। ଏପରି ସ୍ଥିତିରେ କେତେକ ରାଜ୍ୟରେ ଅକ୍ସିଜେନର ଅଭାବ ପରିଲକ୍ଷିତ ହୋଇଛି। ରୋଗୀମାନଙ୍କୁ ବେଡ୍‌ ବି ମିଳୁନି। ଏପଟେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି ଭୟାବହ ପରିସ୍ଥିତିରେ ଏମିତି ଏକ ଗାଁ ଅଛି,…

ଗଙ୍ଗା ନଦୀକୁ ଖସିପଡିଲା ଜିପ୍‌: ୯ ଜଣଙ୍କ ଜୀବନ ଗଲା

ପାଟନା,୨୩।୪: ବିହାରର ରାଜଧାନୀ ପାଟନା ଦାନାପୁରରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏଠାରେ ପିପା ବ୍ରିଜ ଦେଇ ଯାଉଥିବା ଏକ ଜିପ ଗଙ୍ଗା ନଦୀକୁ ଖସିପଡିଛି। ଏହି ଜିପ୍‌ରେ ୨୫ ଯାତ୍ରୀ ଥିଲେ। ଏକ ବିବାହ ଉତ୍ସବ ସାରି ଫେରୁଥିବାବେଳେ ଏହି…

ମୋଦିଙ୍କୁ ଅନୁରୋଧ କଲେ କେଜ୍‌ରିଓ୍ବାଲ: ସେନା ହାତକୁ ଦିଆଯାଉ ସବୁ ଅକ୍ସିଜେନ୍‌ ପ୍ଲାଣ୍ଟ

ନୂଆଦିଲ୍ଲୀ,୨୩।୪: କରୋନା ମହାମାରୀ ସାରା ଦେଶରେ ଆତଙ୍କ ସୃଷ୍ଟି କରିଛି। ଦିଲ୍ଲୀ ସମେତ ଅନେକ ରାଜ୍ୟର ଡାକ୍ତରଖାନାରେ ଆଜିକାଲି ଅମ୍ଳଜାନ ଅଭାବ ଦେଖାଯାଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛନ୍ତି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri