ଜାତୀୟ

କରୋନା ଟିକାର ଦ୍ୱିତୀୟ ଡୋଜ ନେଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨ ।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରୋନା ଟିକାର ଦ୍ୱିତୀୟ ଡୋଜ ସୋମବାର ନେଇଛନ୍ତି । ଏହାପରେ ସେ ସମସ୍ତଙ୍କୁ କରୋନା ଟିକା ନେବାକୁ ଅପିଲ କରିଛନ୍ତି । ଆଉ କହିଛନ୍ତି କରୋନା ଟିକାର ଦ୍ୱିତୀୟ ଡୋଜ ନେଇ…

ଆଜୀବନ ଜେଲ ଦଣ୍ଡ ଭୋଗୁଥିବା ୬୧ ପୁରୁଷ, ୨ ମହିଳା କଏଦୀଙ୍କୁ ମୁକ୍ତ କରିବେ ପଶ୍ଚିମବଙ୍ଗ ସରକାର

କୋଲକାତା,୨ ।୮: ପଶ୍ଚିମବଙ୍ଗ ସରକାର ମାନବିକତା ଦୃଷ୍ଟିରୁ ଜେଲ୍‌ରେ ଆଜୀବନ କାରାଦଣ୍ଡ ଭୋଗୁଥିବା ୬୧ ଜଣ ପୁରୁଷ ଓ ୨ ଜଣ ମହିଳା କଏଦୀଙ୍କୁ ମୁକ୍ତ କରିବାକୁ ସ୍ଥିର କରିଛନ୍ତି । ପୁରୁଷ କଏଦୀଙ୍କ ବୟସ ୬୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ…

କେନ୍ଦ୍ର ଟାର୍ଗେଟରେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ, ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ…

ନୂଆଦିଲ୍ଲୀ,୨।୮: ଦୁର୍ନୀତି ବିରୋଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରୁଛନ୍ତି। ସିବିଆଇର ପୂର୍ବତନ ନିର୍ଦ୍ଦେଶକ ଆଲୋକ ବର୍ମାଙ୍କ ବିରୋଧରେ ଦୁର୍ନୀତି ବିରୋଧି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ସିବିଆଇର ପୂର୍ବତନ ନିର୍ଦ୍ଦେଶକ…

ଶ୍ରୀନଗର ଗୁଲମର୍ଗ ରାସ୍ତାରେ ମିଳିଲା ୪ ପ୍ରେସର କୁକର

ଜମ୍ମୁ,୨ ।୮: କଶ୍ମୀରରେ ସୋମବାର ଶ୍ରୀନଗର ଗୁଲମର୍ଗ ରାସ୍ତାରେ ଭିନ୍ନ ଭିନ୍ନ ସ୍ଥାନରେ ଏକ ଟିଫିନ୍ ବକ୍ସ ସହ ୪ଟି ପ୍ରେସର କୁକର ପଡିଥିବା ଦେଖାଯାଇଥିଲା । ଏହା ଦେଖିବା ପରେ ଉକ୍ତ ରାସ୍ତାରେ କିଛି ସମୟ ପାଇଁ ଯାନବାହାନ ଚଳାଚଳ…

୪ଦିନିଆ ଚେନ୍ନାଇ ଗସ୍ତରେ ରାଷ୍ଟ୍ରପତି

ଚେନ୍ନାଇ,୨।୮: ସୋମବାର ଚେନ୍ନାଇରେ ପହଞ୍ଚିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ୪ଦିନିଆ ତାମିଲନାଡୁରେ ଗସ୍ତରେ ଅଛନ୍ତି ରାଷ୍ଟ୍ରପତି କୋବିନ୍ଦ। ସୋମବାର ସେ ତାମିଲନାଡୁ ବିଧାନସଭାର ଶତବାର୍ଷିକୀ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟସୂଚୀ ଅନୁଯାୟୀ ରାମନାଥ କୋବିନ୍ଦ ଦ୍ୱିପ୍ରହର ୧୨.୪୫ରେ ଚେନ୍ନାଇରେ ପହଞ୍ଚି…

ନିକଟରେ ହେବ ଭାଜପାର ଅନ୍ତ: ଶିବସେନା

ମୁମ୍ବାଇ,୨ ।୮: ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ପ୍ରସାଦ ଲାଡ ଶିବସେନା ଭବନ ଭାଙ୍ଗିବା କଥା କହିବାକୁ ନେଇ ଏବେ ରାନୈତିକ ଝଡ ସୃଷ୍ଟି ହୋଇଛି । ଭାଜପା ନେତାଙ୍କ ଏହି ବୟାନ ପରେ ଆକ୍ରମଣ ମୁଡରେ ରହିଛି ଶିବସେନା…

ପେଗାସସ୍‌ ତାତି,ସଂସଦ ଅଚଳ…

ନୂଆଦିଲ୍ଲୀ,୨।୮: ବିରୋଧୀ ଦଳଙ୍କ ପକ୍ଷରୁ ପେଗାସସ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଜାରି ରହିଛି। ଫଳରେ ମୌସୁମୀ ଅଧିବେଶନରେ ଲୋକ ସଭା ଏବଂ ରାଜ୍ୟ ସଭାର ସାଧାରଣ କାର୍ଯ୍ୟ ସମ୍ଭବ ହୋଇପାରୁ ନାହିଁ। ସୋମବାର ବିରୋଧୀଦଳ ସଦସ୍ୟଙ୍କ ହଟ୍ଟଗୋଳ…

ସାମ୍ବା ସେକ୍ଟରରେ ୪ ସନ୍ଦିଗ୍ଧ ଡ୍ରୋନ୍‌…

ଶ୍ରୀନଗର,୨।୮: ସୀମାରେ ଅନୁପ୍ରବେଶ ଉଦ୍ୟମରେ ବିଫଳ ହେବା ପରେ ପାକିସ୍ତାନ ଏବେ ଡ୍ରୋନ ଷ୍ଟ୍ରାଇକ ଷଡ଼ଯନ୍ତ୍ର କରୁଛି। ତେଣୁ ଲଗାତାର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲ୍‌ଓସି) ନିକଟରେ ସନ୍ଦେହଜନକ ଡ୍ରୋନ ଉଡ଼ି ବୁଲୁଥିବା ଘଟଣା ଘଟୁଛି। ରବିବାର ଦିନ ଜମ୍ମୁର ସାମ୍ବା…

ପୁଣି ବିପଦ, ଅକ୍ଟୋବରରେ ତୃତୀୟ ଲହର ପହଞ୍ଚିବ ଶୀର୍ଷରେ…

ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀର ତୃତୀୟ ଲହର ଚଳିତ ଅଗଷ୍ଟମାସରେ ଆସିବାର ଆଶଙ୍କା ରହିଛି। ଏନେଇ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ରିପୋର୍ଟରେ ଏହା ମଧ୍ୟ ଦାବି କରାଯାଇଛି ଯେ, ତୃତୀୟ ଲହରରେ ପ୍ରତିଦିନ ପ୍ରାୟ ଏକ ଲକ୍ଷ ନୂଆ…

ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ୧୩୪ ରେ ପହଞ୍ଚିଛି। ସେହିପରି…

ଜମ୍ମୁ-କଶ୍ମୀର, ଲଦାଖ ଯିବ ସଂସଦୀୟ କମିଟି

ନୂଆଦିଲ୍ଲୀ, ୨।୮: ସ୍ବରାଷ୍ଟ୍ର ବ୍ୟାପାର ସମ୍ପର୍କିତ ସଂସଦୀୟ ଷ୍ଟାଣ୍ଡିଂ କମିଟି ଅଗଷ୍ଟ ୧୭ରୁ ୨୧ ପର୍ଯ୍ୟନ୍ତ ଜମ୍ମୁ-କଶ୍ମୀର ଏବଂ ଲଦାଖ ଗସ୍ତରେ ଯିବ। ଦୁଇ କେନ୍ଦ୍ରଶାସିତ ଅଞ୍ଚଳର ଶାସନ, ବିକାଶ ଏବଂ ଜନସାଧାରଣଙ୍କ କଲ୍ୟାଣ ପାଇଁ କ’ଣ ସବୁ ପଦକ୍ଷେପ ନିଆଯାଇପାରିବ,…

୫ରେ ପେଗାସସ୍‌ ଶୁଣାଣି

ନୂଆଦିଲ୍ଲୀ, ୨ା୮: ଇସ୍ରାଏଲର ଏନ୍‌ଏସ୍‌ଓ ଗ୍ରୁପ୍‌ ଦ୍ୱାରା ପ୍ରସ୍ତୁତ ସ୍ପାଏଓ୍ବେର ପେଗାସସ୍‌ ଦ୍ୱାରା ନେତା, ଖବରଦାତା, ବିଚାରବିଭାଗୀୟ କାର୍ଯ୍ୟକର୍ତ୍ତା ପ୍ରମୁଖଙ୍କ ଉପରେ ଗୁପ୍ତଚରଗିରି ଘଟଣାର ସ୍ବତନ୍ତ୍ର ତଦନ୍ତ ପାଇଁ ସୁପ୍ରିମକୋର୍ଟରେ ଆଗତ ପିଟିଶନର ଶୁଣାଣି ଆସନ୍ତା ଗୁରୁବାର ହେବ। ଭାରତର ପ୍ରଧାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri