ମିଶନ ପଶ୍ଚିମବଙ୍ଗ: ମେଗା ରାଲିରେ ଯୋଗଦେବେ ମୋଦି
କୋଲକାତା, ୩।୨: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ । ଏନେଇ ଭାଜପା ପକ୍ଷରୁ ଏକ ମେଗା ରାଲିର ଆୟୋଜନ କରାଯାଉଛି। ଶାସକ ତୃଣମୂଳ କଂଗ୍ରେସକୁ କ୍ଷମତା ଚ୍ୟୁତ କରିବା ଲାଗି ମାର୍ଚ୍ଚ ପ୍ରଥମ ସପ୍ତାହରେ ରାଲି ହେବ। ମାର୍ଚ୍ଚ ୫...
ଚାଷୀଙ୍କ ସହିତ ନୁହେଁ ଚାଇନା-ପାକିସ୍ତାନ ସହ ଯୁଦ୍ଧ କଲେ ମିଳିବ ଲାଭ: ଗୁଲାମ୍ ନବୀ
ନୂଆଦିଲ୍ଲୀ, ୩।୨: କୃଷି ଆଇନ ନେଇ କଂଗ୍ରେସ ରାଜ୍ୟ ସଭା ଏମ୍ପି ଗୁଲାମ୍ ନବୀ ଆଜାଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଚାଷୀଙ୍କ ସହିତ ଲଢ଼ିଲେ ସରକାରଙ୍କୁ କୌଣସି ଲାଭ ମିଳିବ ନାହିଁ। ଦେଶର ୧୩୦ କୋଟି...
କ୍ଷେତ୍ରୀୟ ଅଖଣ୍ଡତା ବଜାୟ ରଖିବା ପାଇଁ ଭାରତ ସର୍ବଦା ପ୍ରସ୍ତୁତ: ରାଜନାଥ
ବେଙ୍ଗାଲୁରୁ, ୩।୨: କ୍ଷେତ୍ରୀୟ ଅଖଣ୍ଡତା ବଜାୟ ରଖିବା ପାଇଁ ଭାରତ ସର୍ବଦା ପ୍ରସ୍ତୁତ ରହିଛି। ଦେଶବାସୀଙ୍କ ସୁରକ୍ଷା ଲାଗି ଯେ କୌଣସି ସ୍ଥିତିର ମୁକାବିଲା କରାଯିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୁଧବାର ଏରୋ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ଏୟାର...
ଲାଲ୍ କିଲ୍ଲା ହିଂସା: ଦୀପ୍ ସିଦ୍ଧୁଙ୍କ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
ନୂଆଦିଲ୍ଲୀ, ୩।୨: ଲାଲ୍ କିଲ୍ଲା ହିଂସା ନେଇ ଦିଲ୍ଲୀ ପୋଲିସ ପକ୍ଷରୁ ଦୀପ୍ ସିଦ୍ଧୁଙ୍କୁ ଧରାଇଦେଲେ ଲକ୍ଷେ ଟଙ୍କାର ପୁରସ୍କାର ପ୍ରଦାନ କରାଯିବ ବୋଲି ବୁଧବାର ଘୋଷଣା କରାଯାଇଛି। ଦୀପ୍ଙ୍କ ସହିତ ଜୁଗରାଜ ସିଂ, ଗୁଜରୋଟ ସିଂ ଏବଂ ଗୁଜରୋଣ୍ଟ୍...
ହାଲ୍ ଯୋଗାଇବ ୮୩ ତେଜସ୍ ଯୁଦ୍ଧ ବିମାନ
ବେଙ୍ଗାଲୁରୁ, ୩।୨: କର୍ନାଟକର ବେଙ୍ଗାଲୁରୁରେ ଜାରି ରହିଥିବା ଏରୋ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ଏୟାର ଶୋରେ ହିନ୍ଦୁସ୍ଥାନ ଏରୋନ୍ୟୁଟିକ୍ସ୍ ଲିମିଟେଡ୍(ହାଲ୍)କୁ ୮୩ ତେଜସ୍ ଯୁଦ୍ଧ ବିମାନ ଯୋଗାଇବା ପାଇଁ ଠିକା ମିଳିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଏନେଇ ୪୮, ୦୦୦କୋଟି...
୨ ମହିଳାଙ୍କ ସାଇକେଲ ଅଭିଯାନ: ଅତିକ୍ରମ କରିବେ ୫,୦୦୦ କିମି
ଅମୃତସର, ୩।୨: ପ୍ରଦୂଷଣ ମୁକ୍ତ ପରିବେଶ ବାର୍ତ୍ତା ନେଇ ୨ ମହିଳା ଓ୍ବାଘା ବର୍ଡରଠାରୁ ଅରୁଣାଚଳପ୍ରଦେଶ ପର୍ଯ୍ୟନ୍ତ ସାଇକେଲ ଅଭିଯାନ ଆରମ୍ଭ କରିଛନ୍ତି। ବିହାରର ସାଓ୍ବିତା ମାହତାଭ ଏବଂ ଉତ୍ତରାଖଣ୍ଡ ଉତ୍ତରକାଶୀ ଜିଲାର ସୃଷ୍ଟି ରାଓ୍ବତ ଏହି ଅଭିଯାନରେ ସାମିଲ୍...
ରାଜ୍ୟସଭାରେ ହଙ୍ଗାମା: ଏଏପିର ୩ ଏମ୍ପିଙ୍କୁ ବାହାର କଲେ ମାର୍ଶଲ
ନୂଆଦିଲ୍ଲୀ,୩।୨: କୃଷି ଆଇନକୁ ନେଇ ବୁଧବାର ମଧ୍ୟ ରାଜ୍ୟସଭା ଅଚଳ ହୋଇପଡ଼ିଛି। ବିରୋଧୀ ଦଳ ସଦସ୍ୟ କୃଷି ଆଇନକୁ ନେଇ ଗୃହରେ ହଙ୍ଗାମା ଆରମ୍ଭ କରିଛନ୍ତି। ଗୃହରେ ହଟ୍ଟଗୋଳ ସୃଷ୍ଟି କରି କାର୍ଯ୍ୟରେ ବାଧା ସୃଷ୍ଟି କରୁ ଥିବା ଆମ୍...
ଭାରତୀୟଙ୍କୁ ସତର୍କ କରାଇଲା ଦୂତାବାସ
ନୂଆଦିଲ୍ଲୀ, ୩।୨(ପି.ଟି.): ମ୍ୟାନ୍ମାରରେ ସାମରିକ ବିଦ୍ରୋହ ପରେ ସେଠାରେ ଥିବା ଭାରତୀୟମାନଙ୍କୁ ଦୂତାବାସ ପକ୍ଷରୁ ସତର୍କ କରିଦିଆଯାଇଛି। ଅତି ଜରୁରୀ ନ ଥିଲେ ବାହାରକୁ ନ ବାହାରିବା ଲାଗି ୟାଙ୍ଗୁନ୍ସ୍ଥିତ ଭାରତୀୟ ଦୂତାବାସ ଆଡଭାଇଜରି ଜାରି କରିଛି। ଆବଶ୍ୟକ ପଡ଼ିଲେ...
ଗିରଫ ଚାଷୀଙ୍କୁ ନ ଛାଡ଼ିଲେ ଆଲୋଚନା ହେବନି
ନୂଆଦିଲ୍ଲୀ, ୩।୨(ପି.ଟି.): ପୋଲିସ ଓ ପ୍ରଶାସନର ନିର୍ଯାତନା ବନ୍ଦ ନ ହେବା ଏବଂ ଗିରଫ ଚାଷୀଙ୍କୁ ମୁକ୍ତ ନ କରିବା ପର୍ଯ୍ୟନ୍ତ ସରକାରଙ୍କ ସହ ଆନୁଷ୍ଠାନିକ ଆଲୋଚନା ଆରମ୍ଭ ହୋଇପାରିବ ନାହିଁ ବୋଲି ମଙ୍ଗଳବାର ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ...
ଏକତରଫା ପ୍ରେମ: ନାବାଳିକାଙ୍କ ଗଳା କାଟିଦେଲେ ଯୁବକ
ବାଲେଶ୍ୱର ଅଫିସ, ୩।୨- ବାଲେଶ୍ବର ସହଦେବଖୁଣ୍ଟା ଥାନା ଅଧୀନ ନୂଆବଜାର ଅଞ୍ଚଳର ଜଣେ ଯୁବକ ଏକ ନାବାଳିକାଙ୍କୁ ବାରମ୍ବାର ପ୍ରେମ ନିବେଦନ କରି ବିଫଳ ହେବା ପରେ ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ସୋମବାର ସାରେ ନାବାଳିକାଜଣକ ଟ୍ୟୁଶନରୁ ଫେରୁଥିବା ବେଳେ ଉକ୍ତ...
ପ୍ରକାଶ ପାଇଲା ସିବିଏସ୍ଇ ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷାର ସୂଚୀ
ନୂଆଦିଲ୍ଲୀ,୨।୨- ସିବିଏସ୍ଇ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବୋର୍ଡ ପରୀକ୍ଷାର ସୂଚୀ। ଆସନ୍ତା ମେ’୪ରୁ ଜୁନ୍ ୧୧ ତାରିଖ ପର୍ଯ୍ୟନ୍ତ ଉଭୟ ଶ୍ରେଣୀର ବୋର୍ଡ ପରୀକ୍ଷା ହେବ। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ...
ଭାରତୀୟ ସେନା ଗାଡ଼ିରେ ଶିଶୁକନ୍ୟା ଜନ୍ମ ଦେଲେ ମହିଳା
ଶ୍ରୀନଗର,୨।୨: କେନ୍ଦ୍ର ଶାସିତ ଅଞ୍ଚଳ କଶ୍ମୀରରେ ଜାରି ରହିଥିବା ତୁଷାର ପାତ ଯୋଗୁ ଜଣେ ଗର୍ଭବତି ମହିଳା ମେଡିକାଲ ଯାଇପାରି ନ ଥିଲେ। ଭାରତୀୟ ସେନା ତାଙ୍କୁ ଉଦ୍ଧାର କରି ମେଡିକାଲ ନେଉଥିବାବେଳେ ଉକ୍ତ ମହିଳା ଜଣକ ସେନା ଗାଡ଼ିରେ...
Archives


