ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…
ମୁମ୍ବାଇ,୬।୬: ବଲିଉଡ୍ ଅଭିନେତା ଦିଲ୍ଲୀପ୍ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ରବିବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତର ଜଲିଲ୍ ପାରକର ତାଙ୍କର…
ପୁଣି ବିପଦ ମାଡ଼ି ଆସୁଛି: ଭାରତରେ ମାରାତ୍ମକ ନୂଆ ଭାରିଆଣ୍ଟ୍ ଚିହ୍ନଟ…
ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଥିବାବେଳେ ବିପଦ ଉପରେ ପୁଣି ବିପଦ ମାଡ଼ି ଆସୁଛି। ଭାରତରେ ଆଲ୍ଫା, ବିଟା, ଗାମା ଏବଂ ଡେଲ୍ଟା ଭାରିଆଣ୍ଟ୍ ପରେ…
ଶୁଭେନ୍ଦୁଙ୍କ ବିରୋଧରେ ଚୋରି ଅଭିଯୋଗ…
କୋଲକାତା,୬।୬: ପଶ୍ଚିମବଙ୍ଗ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏବଂ ତାଙ୍କ ଭାଇ ସୌମେନ୍ଦୁ ଅଧିକାରୀଙ୍କ ବିରୋଧରେ ଚୋରି ଅଭିଯୋଗ ହୋଇଛି। ସେମାନେ ସ୍ଥାନୀୟ କାଣ୍ଠି ମ୍ୟୁନିସିପାଲିଟି କାର୍ଯ୍ୟାଳୟରୁ ଲକ୍ଷାଧିକ ଟଙ୍କାର ରିଲିଫ୍ ସାମଗ୍ରୀ ଚୋରି କରିଥିବା ନେଇ ଏକ ମାମଲା କାଣ୍ଠି…
୬୦ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ…
ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳିଲେ ଚାଷୀ
ନୂଆଦିଲ୍ଲୀ,୬।୬: କେନ୍ଦ୍ରର କୃଷି ଆଇନ ବିରୋଧରେ ଦୀର୍ଘଦିନ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀ ଶନିବାରଦେଶବ୍ୟାପୀ ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳନ କରିଛନ୍ତି। ସେମାନେ ଭାଜପା ଏମ୍ପି ଏବଂ ବିଧାୟକମାନଙ୍କ ଘର ଆଗରେ କୃଷି ଆଇନର ନକଲ ପୋଡ଼ିଥିଲେ। ୨୦୨୦ ଜୁନ୍ ୫ରେ…
ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି
ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ମିସ୍ ଟ୍ରାନ୍ସ ଗ୍ଲୋବାଲ ସୁନ୍ଦରୀ ପ୍ରତିଯୋଗିତାରେ ସେ ଭାରତର ପ୍ରତିନିଧିତ୍ୱ…
ଟୁଇଟର-କେନ୍ଦ୍ର ଶୀତଳଯୁଦ୍ଧ
ନୂଆଦିଲ୍ଲୀ,୬।୬: ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ବେଳେ କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଲାଟ୍ଫର୍ମ ଟୁଇଟର ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଏବେ ଚରମସୀମାରେ ପହଞ୍ଚତ୍ଛି। ସେତେବେଳେ କୃଷକଙ୍କ ଧାରଣାସ୍ଥଳକୁ ଦିଲ୍ଲୀ ପୋଲିସ କଣ୍ଟକିତ ତାରବାଡ଼ରେ…
ନାଇଜେରିଆରେ ଟୁଇଟରର ଜାଗା ନେବ ‘କୁ’
ନୂଆଦିଲ୍ଲୀ,୫।୬: ଆଫ୍ରିକୀୟ ଦେଶ ନାଇଜେରିଆ ଶୁକ୍ରବାର ଟୁଇଟରକୁ ବନ୍ଦ କରିଦେବା ପରେ ଭାରତୀୟ ସୋସିଆଲ ନେଟ୍ଓ୍ବର୍କିଂ କମ୍ପାନୀ ‘କୁ’ ଏବେ ସେଠାରେ ପ୍ରବେଶ ଲାଗି ବିଚାର କରୁଛି। ନିୟମ ଉଲ୍ଲଂଘନ ନେଇ ଟୁଇଟର କମ୍ପାନୀ ନାଇଜେରିଆ ରାଷ୍ଟ୍ରପତି ମୁହମ୍ମଦୁ ବୁହାରିଙ୍କ ଆକାଉଣ୍ଟକୁ…
୨ ଭଉଣୀଙ୍କୁ ଗଣବଳାତ୍କାର
ଜୟପୁର,୫।୬: ରାଜସ୍ଥାନର ଜୟପୁରରେ ଦୁଇ ଭଉଣୀଙ୍କୁ ନିସ୍ତୁକ ମାଡ଼ ମାରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରାଜ୍ୟ ପୋଲିସ ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ, ଜୟପୁରର ଏକ ଆପାର୍ଟମେଣ୍ଟରେ ରହୁଥିବା ୧୯ ଓ ୨୦…
ମମତାଙ୍କ ପୁତୁରା ଅଭିଷେକ ହେଲେ ତୃଣମୂଳ କଂଗ୍ରେସର ସାଧାରଣ ସମ୍ପାଦକ
କୋଲକାତା,୫।୬: ତୃଣମୂଳ କଂଗ୍ରେସ(ଟିଏମ୍ସି)ର ସାଂଗଠନିକସ୍ତରରେ ଶୁକ୍ରବାର ଏକ ବଡଧରଣର ଅଦଳବଦଳ କରାଯାଇଛି। ଟିଏମ୍ସି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଏମ୍ପି ଅଭିଷେକ ବାନାର୍ଜୀଙ୍କୁ ଦଳର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି କରାଯାଇଛି। ନିର୍ବାଚନ ପରେ ପ୍ରଥମ ଥର ପାଇଁ…
ଟୁଇଟରକୁ ମୋଦି ସରକାରଙ୍କ ଶେଷ ଚେତାବନୀ…
ନୂଆଦିଲ୍ଲୀ,୫।୬: ଦେଶରେ ପ୍ରଚଳିତ ଆଇଟି ନିୟମର ପାଳନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଟୁଇଟର୍କୁ ଶେଷ ଚେତାବନୀ ଦିଆଯାଇଛି। ନୂଆ ନିୟମ ପାଳନ ନ କଲେ ପରିଣାମ ଭୋଗିବାକୁ ପଡ଼ିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଭାରତରେ…
ପରିବେଶ ସୁରକ୍ଷା ସହିତ ଆର୍ଥିକ ବିକାଶ ହିଁ ଭାରତର ଲକ୍ଷ୍ୟ: ମୋଦି…
ନୂଆଦିଲ୍ଲୀ,୫।୬: ପୃଥିବୀରେ ଜଳବାୟୁ ପରିବର୍ତ୍ତନ ଯୋଗୁ ସୃଷ୍ଟି ହେଉଥିବା ବହୁବିଧ ସମସ୍ୟା ପ୍ରତି ଭାରତ ସଚେତନ ରହିଛି। ଏକ୍ଷେତ୍ରରେ ଭାରତ ସକ୍ରିୟ ଭାବେ କାର୍ଯ୍ୟ ଜାରି ରଖିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବିଶ୍ୱ ପରିବେଶ ଦିବସ ଅବସରରେ ଏକ…
Archives


