୧୫ ଜୁନ୍ରୁ ଲଭ୍ ଜିହାଦ୍ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍…
ଅହମଦାବାଦ,୫।୬: ଲଭ୍ ଜିହାଦ୍ ଆଇନ୍ ଗୁଜରାଟରେ ୧୫ ଜୁନ୍ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡାଦେଶ କରାଯିବ। ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଲଭ୍ ଜିହାଦ୍ ଆଇନ୍କୁ ମଞ୍ଜୁରୀ ଦେଇଛନ୍ତି। ଜବରଦସ୍ତ…
ଆଉ ସପ୍ତାହେ ବଢ଼ିଲା ଲକ୍ଡାଉନ
ଚେନ୍ନାଇ,୫।୬: ତାମଲିନାଡୁରେ ଆଉ ସପ୍ତାହେ ବଢ଼ିଲା ଲକ୍ଡାଉନ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାଲିନ ରାଜ୍ୟରେ କଟକଣା କୋହଳ କରିବା ସହ ଆଉ ସପ୍ତାହେ ଲକ୍ଡାଉନ ଅବଧିକୁ ବୃଦ୍ଧି କରିଛନ୍ତି। ଜୁନ ୧୪ଯାଏ ଏହି ଲକ୍ଡାଉନ ଜାରି ରହିବ ବୋଲି ଶନିବାର ରାଜ୍ୟସରକାରଙ୍କ…
ଅଡ୍ ଇଭିନ୍ରେ ଖୋଲିବ ଦୋକାନ, ୫୦ ପ୍ରତିଶତରେ ଚାଲିବ ମେଟ୍ରୋ…
ନୂଆଦିଲ୍ଲୀ,୫।୬: ରାଜଧାନୀ ଦିଲ୍ଲୀରେ ଲକ୍ଡାଉନ୍ ପରେ ଏବେ ଅନ୍ଲକ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଶନିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି। ତେବେ ସୁରକ୍ଷା ବ୍ୟବସ୍ଥାକୁ ଗ୍ରହଣ କରି ରାଜଧାନୀର ସମସ୍ତ ଦୋକାନକୁ ଇଡ୍ ଇଭିନ୍ରେ ଖୋଲାଯିବ। ସେହିପରି ମେଟ୍ରୋ…
ମୋହନ ଭାଗଓ୍ବତଙ୍କ ସମେତ ବହୁ ଆର୍ଏସ୍ଏସ୍ ନେତାଙ୍କ ଆକାଉଣ୍ଟ୍ରୁ ବ୍ଲୁ ଟିକ୍ ହଟାଇଲା ଟୁଇଟର୍…
ନୂଆଦିଲ୍ଲୀ,୫।୬: ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଆକାଉଣ୍ଟ୍ରୁ ବ୍ଲୁ ଟିକ୍ ହଟାଇ ଏହାକୁ ପୁଣି ରିଷ୍ଟୋର କରିବା ପରେ ଟୁଇଟର୍ ଏବେ ବିବାଦରେ ଘେରରେ ଛନ୍ଦି ହୋଇ ପଡ଼ିଛି। ଟୁଇଟର୍ ପକ୍ଷରୁ ମୋହନ ଭାଗଓ୍ବତଙ୍କ ସମେତ ବହୁ ଆର୍ଏସ୍ଏସ୍ ନେତାଙ୍କ ଆକାଉଣ୍ଟ୍ରୁ…
ଦୁଇ ଡୋଜ୍ ମଧ୍ୟରେ କମ ସମୟ ସୀମା ଦ୍ୱାରା ବଢ଼ିବ ପ୍ରତିରୋଧକ ଶକ୍ତି…
ନୂଆଦିଲ୍ଲୀ,୫।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ଦେଶରେ ଦିଆଯାଉଥିବା କୋଭାକ୍ସିନ୍ ଏବଂ କୋଭିଶିଲ୍ଡ ଟିକାର ପ୍ରଥମ ଡୋଜ୍ ଏବଂ…
ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ୧୮ ମାସ ଜେଲ
ଅହମ୍ମଦାବାଦ: ଗୁଜରାଟ ହାଇକୋର୍ଟର ଜଣେ ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ଜଣେ ବ୍ୟକ୍ତିଙ୍କୁ ଦେଢ଼ବର୍ଷ ପାଇଁ ଜେଲ ଦଣ୍ଡାଦେଶ ହୋଇଛି। ରାଜକୋଟ ଜିଲା ଭୟଭଦର ଚା’ ଦୋକାନୀ ଭବାନୀଦାସ ଭବାଜୀ ଏକ ମାମଲାର ଫଇସଲା ପାଇଁ ହାଇକୋର୍ଟ ଧାଇଁ ଧାଇଁ ନୟାନ୍ତ ହୋଇଯାଇଥିଲେ।…
ଉପ ରାଷ୍ଟ୍ରପତିଙ୍କ ଆକାଉଣ୍ଟ୍ରୁ ବ୍ଲୁ ଟିକ୍ ହଟାଇଲା ଟୁଇଟର୍…
ନୂଆଦିଲ୍ଲୀ,୫।୬: ଟୁଇଟର୍ ଏବେ ବିବାଦରେ ଘେରରେ ପଡ଼ିଛି। ପୂର୍ବରୁ ଭାରତ ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ନିୟମ ପାଳନ କରିବା ନେଇ ଟୁଇଟୁର ବିବାଦରେ ରହିଥିବାବେଳେ ଏବେ ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଆକାଉଣ୍ଟ୍ରୁ ବ୍ଲୁ ଟିକ୍ ହଟାଇଛି। ସାଧାରଣତଃ ବ୍ଲୁ…
ପୁଣି ବଢ଼ିଲା ମୃତକଙ୍କ ସଂଖ୍ୟା, କମିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ…
ସ୍ପୁଟ୍ନିକ-ଭି ଉତ୍ପାଦନ ଲାଗି ସିରମ୍କୁ ଅନୁମତି
ପୁଣେ, ୫।୬: ରୁଷିଆ ଦ୍ୱାରା ବିକଶିତ କୋଭିଡ୍ ଟିକା ସ୍ପୁଟ୍ନିକ-ଭି ଉତ୍ପାଦନ ଲାଗି ସିରମ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (ଏସ୍ଆଇଆଇ)କୁ ଭାରତର ଔଷଧ ନିୟନ୍ତ୍ରକ ଡିସିଜିଆଇ ଅନୁମତି ପ୍ରଦାନ କରିଛନ୍ତି। ଅଦାର ପୁନାଓ୍ବାଲାଙ୍କ କମ୍ପାନୀ ଏହି ଟିକାର ପରୀକ୍ଷା ଓ ବିଶ୍ଳେଷଣ…
ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ମୂଲ୍ୟାୟନ ପଦ୍ଧତି ପାଇଁ କମିଟି ଗଠନ
ନୂଆଦିଲ୍ଲୀ, ୫ା୬: ମହାମାରୀ ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହେବା ପରେ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ ପଦ୍ଧତି ନିରୂପଣ ଲାଗି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଶୁକ୍ରବାର ଏକ ୧୩ ଜଣିଆ କମିଟି ଗଠନ କରିଛି। ଉକ୍ତ କମିଟି…
ସହଜ ନୁହେଁ ୨୦୨୨ ନିର୍ବାଚନ
ନୂଆଦିଲ୍ଲୀ/ଲକ୍ଷ୍ନୌ,୫ା୬ କରୋନା ମହାମାରୀ ମୁକାବିଲାରେ ଉତ୍ତରପ୍ରଦେଶ(ୟୁପି)ର ଯୋଗୀ ଆଦିତ୍ୟନାଥ ସରକାରଙ୍କ ବିଫଳତାକୁ ନେଇ ଭାଜପା ଚିନ୍ତିତ। ୨୦୨୨ ବିଧାନସଭା ନିର୍ବାଚନକୁ ଆଉ କିଛି ମାସ ବାକି ଥିବାବେଳେ ରାଜନୈତିକ ଦୃଷ୍ଟିରୁ ଦେଶର ସବୁଠୁ ଗୁରୁତ୍ୱପୂର୍ଣ୍ଣ ତଥା ଜନବହୁଳ ରାଜ୍ୟରେ ବ୍ୟାକ୍ଫୁଟ୍ରେ ଛିଡ଼ାହୋଇଛି…
ସମାଲୋଚକଙ୍କୁ ନିର୍ବାଚନ ଲଢ଼ିବା ମନା
ମସ୍କୋ, ୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଶୁକ୍ରବାର ଏକ ନୂଆ ବିଲ୍ରେ ସ୍ବାକ୍ଷର କରିଛନ୍ତି। କୌଣସି ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସମାଲୋଚନା କଲେ ଉକ୍ତ ଆଇନ ବଳରେ ସଂସଦୀୟ ନିର୍ବାଚନ ଲଢ଼ିପାରିବେ ନାହିଁ। ଏନେଇ ରୁଷିଆର ଲିଗାଲ ଇନ୍ଫର୍ମେଶନ ପୋର୍ଟାଲରେ ସୂଚନା…
Archives


