ରାହୁଲଙ୍କ ପାଇଁ ବରିଷ୍ଠ କଂଗ୍ରେସ ନେତା କ୍ଷୁବ୍ଧ
ନୂଆଦିଲ୍ଲୀ, ୬।୯: ୨୦୧୯ ସାଧାରଣ ନିର୍ବାଚନ ସମେତ ଏକାଧିକ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ରାହୁଲ ଗାନ୍ଧୀ ଦଳ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ସେବେଠାରୁ ଦଳର ମଙ୍ଗ ଧରିଛନ୍ତି ସୋନିଆ ଗାନ୍ଧୀ। ଏବେ ସୋନିଆ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ…
କୃଷକଙ୍କ ସପକ୍ଷରେ ଭାଜପା ଏମ୍ପି
ନୂଆଦିଲ୍ଲୀ,୫।୯: କୃଷି ଆଇନକୁ ବିରୋଧ କରି ଉତ୍ତରପ୍ରଦେଶର ମୁଜାଫାନଗରଠାରେ କୃଷକମାନେ ରବିବାର ପ୍ରତିବାଦ କରି ମହାପଞ୍ଚାୟତରେ ବସିଥିଲେ। ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲା ସମ୍ୟୁକ୍ତ କିଷାନ ମୋର୍ଚ୍ଚା। ଚାଷୀଙ୍କୁ ସମର୍ଥନ କରି ଆନ୍ଦୋଳନରେ ସାମିଲ ହୋଇଥିଲେ ଭାଜପା ଏମ୍ପି ବରୁଣ ଗାନ୍ଧୀ।…
ଝିଅକୁ ବଳାତ୍କାର କଲେ ବାପା, ଜାଣିବା ପରେ ଏମିତି କଲେ ଭାଇ
ଯୋଧପୁର,୫।୯: ରାଜସ୍ଥାନର ଜାଲୋର ଜିଲାରେ ଜଣେ ବ୍ୟକ୍ତି ତାଙ୍କ ନାବାଳିକା ଝିଅକୁ ବଳାତ୍କାର କରିଥିଲେ। ଏହା ଜାଣିବା ପରେ ପୀଡ଼ିତାଙ୍କ ଭାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି। ବଳାତ୍କାର ସମ୍ପର୍କରେ ପୀଡ଼ିତା ତାଙ୍କ ମାଉସିଙ୍କୁ ଫୋନରେ ଜଣାଇଥିଲେ। ଏହି ଭଏସ…
ବିଲ୍ଡିଂର ଉଚ୍ଚତା କମାଇବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୫।୯: ବେସାମରିକ ବିମାନ ଚଳାଚଳର ମହାନିର୍ଦ୍ଦେଶକ (ଡିଜିସିଏ) ରାଜଧାନୀର କିଛି ବିଲ୍ଡିଂର ଉଚ୍ଚତା କମାଇବା ପାଇଁ ଦିଲ୍ଲୀର ଡେଭଲପମେଣ୍ଟ ଅଥରିଟି (ଡିଡିଏ)କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥି ଯୋଗୁ କିଛି ବିଲ୍ଡିଂର ଉପର ୪ ମହଲାର ଉଚ୍ଚତା କମାଇବାକୁ ପଡ଼ିବ। ଇନ୍ଦିରା ଗାନ୍ଧୀ…
ୟୁପିରେ ଭାଇରାଲ ଫିଭର ଆତଙ୍କ
ପ୍ରୟାଗରାଜ,୫।୯: ଉତ୍ତରପ୍ରଦେଶରେ ଏନ୍ସେଫାଲିଟିସ୍ ଓ ନିମୋନିଆ ଭଳି ପୁରୁଣା ରୋଗ ଏବଂ ଭାଇରାଲ ଫିଭରରେ ଆକ୍ରାନ୍ତ ହୋଇ ୧୭୧ ପିଲା ପ୍ରୟାଗରାଜର ମୋତିଲାଲ ନେହେରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ପାଇଁ ଅକ୍ସିଜେନ୍ ଜରୁରୀ ହୋଇପଡ଼ିଥିବା ପ୍ରୟାଗରାଜ ସିଏମ୍ଓ ଡ. ନାନକ…
ଭବାନୀପୁର ଆସନରୁ ଉପ-ନିର୍ବାଚନ ଲଢିବେ ମମତା
କୋଲକତା,୫।୯: ପଶ୍ଚିମବଙ୍ଗରେ ଉପ-ନିର୍ବାଚନ ଘୋଷଣା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି। ଭବାନୀପୁର ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ପ୍ରାର୍ଥୀପତ୍ର ଉପସ୍ଥାପନ କରିବେ। ମୁଖ୍ୟମନ୍ତ୍ରୀଙ୍କ ଚେୟାରରେ ରହିବାକୁ ମମତାଙ୍କୁ ଯେକୌଣସି ଭାବେ ଉପ-ନିର୍ବାଚନରେ ଜିତିବାକୁ ପଡିବ। ଅନ୍ୟ…
‘ଦୁର୍ନୀତି ସାବ୍ୟସ୍ତ ହେଲେ, ସର୍ବସମ୍ମୁଖରେ ମୁଁ ଫାଶୀ ଦେବି’
କୋଲକାତା,୫।୯: ଯଦି କୌଣସି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ମୋ ବିରୋଧରେ ଦୁର୍ନୀତି ପ୍ରମାଣ କରି ଦିଅନ୍ତି, ତେବେ ମୁଁ ସର୍ବସମ୍ମୁଖରେ ଫାଶୀରେ ଝୁଲିବି। କୋଇଲା ଦୁର୍ନୀତି ମାମଲାରେ ନୋଟିସ କ୍ରମେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର କାର୍ଯ୍ୟାଳୟରେ ହାଜର ହେବାକୁ ଯାଉଥିବା ବରିଷ୍ଠ…
ବାପା ହେଲେ କ’ଣ ହେଲା, ଆଇନ ଊର୍ଦ୍ଧ୍ୱରେ କେହି ନୁହନ୍ତି
ରାୟପୁର,୫।୯: ବ୍ରାହ୍ମଣମାନଙ୍କୁ ବାସନ୍ଦ କରିବା ନେଇ ବିବାଦୀୟ ମନ୍ତବ୍ୟ ଦେଇଥିଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କ ବାପା ନନ୍ଦ କୁମାର ବାଘେଲ। ଏଥି ଯୋଗୁ ତାଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ନିକଟରେ ଉତ୍ତରପ୍ରଦେଶ ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶଙ୍କ ବାପା…
ଭାଜପା ଉପରେ ବର୍ଷିଲେ ଉଦ୍ଧବ
ମୁମ୍ବାଇ,୫।୯: ମହାରାଷ୍ଟ୍ରରେ ମନ୍ଦିର ଖୋଲିବା ଏବଂ ଧାର୍ମିକ କାର୍ଯ୍ୟକ୍ରମ ପାଇଁ ଅନୁମତି ଦେବାକୁ ପ୍ରଦର୍ଶନ କରୁଥିବା ଭାଜପା ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନାଙ୍କୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, କିଛି ଲୋକ ମନ୍ଦିର ଏବଂ ଅନ୍ୟାନ୍ୟ…
ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ପାଇଁ ତାଲିବାନକୁ ଦାୟୀ କଲେ ଭାଜପା ବିଧାୟକ
ନୂଆଦିଲ୍ଲୀ,୫।୯: କିଛ ଦିନ ହେଲା ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଅହେତୁକ ବୃଦ୍ଧି ଘଟିଛି। ଅନେକ ସହରରେ ପେଟ୍ରୋଲ ମୂଲ୍ୟ ଲିଟର ପିଛା ୧୦୦ ଟଙ୍କାରୁ ଅଧିକ ହୋଇଛି। ଡିଜେଲ ମଧ୍ୟ ମହଙ୍ଗା ହୋଇଛି। ଏଥିସହ କର୍ନାଟକର ଭାଜପା ବିଧାୟକ…
କିଭଳି ଖୋଲା ଯିବ ସ୍କୁଲ, ସୂଚନା ଦେଲେ ଏମ୍ସ୍ ନିର୍ଦ୍ଦେଶକ…
ନୂଆଦିଲ୍ଲୀ,୫।୯: କରୋନା ମହାମାରୀର ଦ୍ୱିତୀୟ ଲହର ଥମିବା ପରେ ପ୍ରାୟ ବହୁ ରାଜ୍ୟରେ ପିଲାମାନଙ୍କ ପାଇଁ ସ୍କୁଲ ଖୋଲା ଯାଇଛି। ତେବେ ଦେଶରେ ଦୈନିକ ସଂକ୍ରମଣ ୪୦ ହଜାରରୁ ଅଧିକ ରହିଛି। ସରକାରଙ୍କ ସ୍କୁଲ ଖୋଲା ନିଷ୍ପତ୍ତିକୁ ନେଇ ଏକ ନୂଆ…
୨୭ ସେପ୍ଟେମ୍ବର ଭାରତ ବନ୍ଦ, ଚାଷୀ ସଂଗଠନର ଡାକରା…
ଲକ୍ଷ୍ନୌ,୫।୯: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାର ଜିଆଇସି ଗ୍ରାଉଣ୍ଡରେ କିଷାନ ମହାପଞ୍ଚାୟତରେ ସେପ୍ଟେମ୍ବର ୨୭ରେ ଭାରତ ବନ୍ଦ ଡାକରା ଦିଆଯାଇଛି। କିଷାନ ମହାପଞ୍ଚାୟତରେ ୩୦୦ରୁ ଅଧିକ ଚାଷୀ ସଂଗଠନ ଯୋଗଦେଇଛନ୍ତି। ପୂର୍ବରୁ ସେପ୍ଟେମ୍ବର ୨୫ରେ ଭାରତ ବନ୍ଦ ପାଇଁ ମିଳିତ କୃଷକ ମୋର୍ଚ୍ଚା…

