ଜାତୀୟ

ଭାରତରୁ ପ୍ରଥମଥର ଲଣ୍ଡନ ରପ୍ତାନୀ ହେଲା ସବୁଠୁ ରାଗ ଲଙ୍କା, ମୋଦି କହିଲେ…

ନୂଆଦିଲ୍ଲୀ,୩୦ା୭: ନାଗାଲାଣ୍ଡର ‘କିଙ୍ଗ୍‌ ଚିଲି’ ବା ଭୂତ ଜ୍ୱାଳା କୁହାଯାଉଥିବା ଲଙ୍କା ପ୍ରଥମଥର ଲଣ୍ଡନକୁ ରପ୍ତାନୀ ହୋଇଛି। ଏହାକୁ ବିଶ୍ୱର ସବୁଠୁ ରାଗ ଲଙ୍କା ବୋଲି କୁହାଯାଏ। ବାଣିଜ୍ୟ ମନ୍ତ୍ରଣାଳୟ ଏନେଇ ସୂଚନା ଦେଇଛି। ମନ୍ତ୍ରଣାଳୟ କହିଛି ‘ରାଜା ଲଙ୍କା’ର ପ୍ରଥମ…

୩୧ ଅଗଷ୍ଟ ଯାଏ ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୩୦।୭: କରୋନାର ସମ୍ଭାବ୍ୟ ତୃତୀୟ ଲହର ଆଶଙ୍କାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପୁଣି ଥରେ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ସେବା ଉପରେ ଥିବା ପ୍ରତିବନ୍ଧକକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଗଷ୍ଟ ୩୧ ଯାଏ ବିମାନ ଉଡାଣ ସେବା ଉପରେ…

ମେଡିକାଲ କଲେଜରେ ସ୍ଥାନ ସଂରକ୍ଷରକୁ ନେଇ ମାୟାବତୀ କହିଲେ ଏହା ସରକାରଙ୍କ ନିର୍ବାଚନୀ ନିଷ୍ପତ୍ତି

ଲକ୍ଷ୍ନୌ,୩୦ ।୭: ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ଅଧ୍ୟକ୍ଷା ମାୟାବତୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ମେଡିକାଲ କଲେଜରେ ଅଦର ବ୍ୟାକୱାର୍ଡ କ୍ଲାସେସ(ଓବିସି)ଙ୍କ ପାଇଁ ୨୭ ପ୍ରତିଶତ ଓ ଇକୋନମିକାଲି ୱିକର ସେକ୍ସନ(ଇଡବ୍ଲୁଏସ୍‌)ଙ୍କ ପାଇଁ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯିବାକୁ…

ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ୱାଦଶ ଫଳାଫଳ: ୯୯.୩୭% ଉତ୍ତୀର୍ଣ୍ଣ

ନୂଆଦିଲ୍ଲୀ,୩୦।୭: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଆଜି ଦ୍ୱାଦଶ ଶ୍ରେଣୀର ଫଳାଫଳ ପ୍ରକାଶ ପାଇଛି। ଏଥର ୯୯.୩୭ ପ୍ରତିଶତ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୯.୬୭ ପ୍ରତିଶତ ଛାତ୍ରୀ ଏବଂ ୯୯.୧୭ ପ୍ରତିଶତ ଛାତ୍ର ପାସ୍‌ କରିଛନ୍ତି। ଛାତ୍ରୀଛାତ୍ରମାନେ…

ବିଚାରପତିଙ୍କ ସନ୍ଦେହ ଜନକ ମୃତ୍ୟୁ: ରାଜ୍ୟ ସରକାରଙ୍କଠାରୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦ ।୭: ଝାଡ଼ଖଣ୍ଡର ଧନବାଦରେ ଜଣେ ବିଚାରପତିଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ସୁପ୍ରିମକୋର୍ଟ ନିଜ ଆଡୁ ନେଇ ବିଚାର କରିବାକୁ ସ୍ଥିର କରିଛନ୍ତି । ମୁଖ୍ୟ ବିଚାରପତି ଏନ ବି ରମଣ ଓ ଜଷ୍ଟିଶ ସୁର୍ଯ୍ୟକାନ୍ତଙ୍କ ଦ୍ୱାରା ଗଠିତ ଏକ ବେଞ୍ଚ…

ମୋଦିଙ୍କ ଅଗଷ୍ଟ-୧୫ ଭାଷଣରେ ସାମିଲ ହେବ ଆପଣଙ୍କ ମତାମତ: ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୩୦।୭: ସ୍ବାଧୀନତା ଦିବସ ୨୦୨୧ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଦେଶକୁ ସମ୍ବୋଧିତ କରିବେ। ଏଥର ପ୍ରଧାନମନ୍ତ୍ରୀଙ୍କ ଭାଷଣ କେମିତି ହେବା ଆବଶ୍ୟକ ସେନେଇ ଆପଣ ମଧ୍ୟ ରାୟ ଦେଇପାରିବେ। ପିଏମ୍‌ଓ ପକ୍ଷରୁ ଟୁଇଟ କରାଯାଇ ଏନେଇ ସୂଚନା ଦିଆଯାଇଛି।…

ବିବାହ ରାତିରେ ଛାତରୁ ଡେଇଁ ପଳାଇଲେ କନ୍ୟା, କାରଣ ଜାଣିଲେ…

ଭୋପାଳ,୩୦ା୭: ମଧ୍ୟପ୍ରଦେଶର ଭିଣ୍ଡ୍‌ ଜିଲାରେ ଜଣେ କନ୍ୟା ବିବାହ ଦିନ ରାତିରେ ହିଁ ଛାତରୁ ଡେଇଁ ପଳାଇଥିଲେ। କାରଣ ବର ଜଣକ ବିବାହ କରିବା ପାଇଁ କନ୍ୟାଙ୍କୁ ୧ ଲକ୍ଷ ଟଙ୍କା ଦେବେ ବୋଲି କହିଥିଲେ। ମାତ୍ର ବର ୯୦ ହଜାର…

କର୍ନାଟକରେ ହେବେ ୫ ଉପମୁଖ୍ୟମନ୍ତ୍ରୀ!

ବେଙ୍ଗାଲୁରୁ,୩୦ ।୭: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ବସବରାଜ ବୋମ୍ମଇ ଶୁକ୍ରବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍ କରିବାର କାର୍ଯ୍ୟକ୍ରମ ରହିଛି । ଲିଙ୍ଗାୟତ ସମ୍ପ୍ରଦାୟ ସହ ମଜଭୁତ ସମ୍ପର୍କ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ଇସ୍ତଫା ଦେବା ପରେ…

‘ମୁଁ ବିହାରୀ ଗୁଣ୍ଡା ନୁହେଁ’

ନୂଆଦିଲ୍ଲୀ,୩୦।୭: ଆଜି ମୌସୁମୀ ଅଧିବେଶନର ଦଶମ ଦିନ। ପେଗାସସ, ମୁଦ୍ରାସ୍ଫୀତି, କରୋନା ଏବଂ କୃଷି ଆଇନକୁ ନେଇ ଲୋକ ସଭା ଓ ରାଜ୍ୟ ସଭାରେ ପ୍ରତିଦିନ ହଟ୍ଟଗୋଳ ଦେଖାଦେଇଛି। ଶୁକ୍ରବାର ମଧ୍ୟ ଉଭୟ ସଦନରେ ହଟ୍ଟଗୋଳ ଜାରି ରହିଥିଲା। ଫଳରେ ଦିନ…

ଆଜି ଅପରାହ୍ନ ୨ଟାରେ ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ଫଳାଫଳ

ନୂଆଦିଲ୍ଲୀ,୩୦।୭: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଆଜି ଦ୍ୱାଦଶ ଶ୍ରେଣୀର ଫଳାଫଳ ପ୍ରକାଶ ପାଇବ ବୋଲି ଜଣାପଡିଛି। ଅପରାହ୍ନ ୨ ଟାରେ ଛାତ୍ରୀଛାତ୍ରମାନେ ସିବିଏସ୍‌ଇର ଅଫିସିଆଲ ୱେବସାଇଟ, cbseresults.nic.in ଏବଂ ଉମଙ୍ଗ ଆପ ମାଧ୍ୟମରେ ସେମାନଙ୍କର ଫଳାଫଳ ଯାଞ୍ଚ କରିପାରିବେ।…

ଜଣେ ବ୍ୟକ୍ତି ନେଇପାରିବେ ଦୁଇ ଟିକାର ଭିନ୍ନ ଡୋଜ୍‌: ପରୀକ୍ଷଣ ପାଇଁ ସରକାର ଦେଲେ ଅନୁମତି

ନୂଆଦିଲ୍ଲୀ,୩୦।୭: କରୋନା ଟିକାକରଣରେ ମିଶ୍ରିତ ମାତ୍ରାର ବୈଜ୍ଞାନିକ ଅଧ୍ୟୟନ ପାଇଁ ସରକାର ଅନୁମତି ଦେଇଛନ୍ତି। ଏହା ସହିତ, ଖୁବଶୀଘ୍ର ଜଣେ ବ୍ୟକ୍ତି ଦୁଇଟି ଭିନ୍ନ ଟିକା ପାଇବାକୁ ସକ୍ଷମ ହେବେ କାରଣ ଅନ୍ୟ କ୍ଲିନିକାଲ ଅଧ୍ୟୟନଗୁଡିକରେ ଏପର୍ଯ୍ୟନ୍ତ ବହୁତ ସକରାତ୍ମକ ଫଳାଫଳ…

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୩୦।୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୪,୨୩୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୫୫୫ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri