ଜାତୀୟ

ଅଣ୍ଡରଓ୍ବାଲର୍‌ଡ ଡନ୍‌ ଛୋଟା ରାଜନ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ,୨୯।୭: ଅଣ୍ଡରଓ୍ବାଲର୍‌ଡ ଡନ୍‌ ଛୋଟା ରାଜନ ପୁଣି ଥରେ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ତିହାଡ ଜେଲରୁ ଦିଲ୍ଲୀ ଏମ୍ସ ସ୍ଥିତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବୁଧବାର ପେଟରେ ଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସୂଚନା ମୁତାବକ ଛୋଟା ରାଜନ…

କଂଗ୍ରେସରେ ସାମିଲ ହୋଇପାରନ୍ତି ପିକେ

ନୂଆଦିଲ୍ଲୀ,୨୯।୭: ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର କଂଗ୍ରେସରେ ସାମିଲ ହୋଇପାରନ୍ତି। ଗତ କିଛି ଦିନରୁ ଏନେଇ ରାଜନୈତିକ ଚର୍ଚ୍ଚା ଲାଗିରହିଛି। ନିକଟରେ ପ୍ରଶାନ୍ତ କିଶୋର କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କୁ ଏହି ଭେଟିବା ପରେ ଏନେଇ ଲାଗିରହିଥିବା…

ବିଧାନସଭାରେ ହଟ୍ଟଗୋଳ: ଭାଜପା ବିଧାୟକ ସଦନରୁ ନିଲମ୍ବିତ

ନୂଆଦିଲ୍ଲୀ,୨୯।୭: ଦିଲ୍ଲୀ ବିଧାନସଭା ମୌସୁମୀ ଅଧିବେଶନରେ ଗୁରୁବାର ଜୋରଦାର ହଟ୍ଟଗୋଳ ହୋଇଛି। ବିରୋଧୀ ଦଳ ସଦସ୍ୟମାନେ ବାଚସ୍ପତିଙ୍କ ସହ ଯୁକ୍ତିତର୍କ ମଧ୍ୟ କରିଛନ୍ତି। ଗୃହରେ ପ୍ରବଳ ହଟ୍ଟଗୋଳ ଯୋଗୁ ବାଚସ୍ପତି ଭାଜପା ବିଧାୟକ ଅନୀଲ ବାଜପେୟୀଙ୍କୁ ମାର୍ଶଲ ଆଉଟ କରିବାକୁ ନିର୍ଦ୍ଦେଶ…

ୟୁପି ବିଧାନସଭା ନିର୍ବାଚନ: ଆଶାୟୀ ପ୍ରାର୍ଥୀ ଘୋଷଣା କଲା ବିଏସ୍‌ପି

ଲକ୍ଷ୍ନୌ,୨୯।୭: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ତଥା ୨୦୨୨ରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ନିର୍ବାଚନୀ ବିଗୁଲ ଆରମ୍ଭ ହୋଇଛି। ସମସ୍ତ ଦଳ ନିଜ ନିଜର ଗୋଟି ଚାଳନାରେ ଲାଗିପଡ଼ିଛନ୍ତି। ଇତିମଧ୍ୟରେ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଉତ୍ତରପ୍ରଦେଶରେ…

ନାବାଳିକା ବଳାତ୍କାର ମାମଲାକୁ ନେଇ ଗୋଆ ମୁଖ୍ୟମନ୍ତ୍ରୀଙ୍କ ବିବାଦୀୟ ବୟାନ

ପଣଜି,୨୯ ।୭: ଗୋଆରେ ନିକଟରେ ୨ ନାବାଳିକାଙ୍କ ବଳାତ୍କାର ଘଟଣା ଚର୍ଚ୍ଚାକୁ ଆସିଥିଲା । ଏହି ଘଟଣାର ନିନ୍ଦା ମଧ୍ୟ କରାଯାଇଥିଲା । ଏବେ ଏହାକୁ ନେଇ ବୁଧବାର ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ବିଧାନସଭାରେ ନିଜର ପ୍ରତିକ୍ରିୟା ରଖିଛନ୍ତି ।…

‘ମୁଁ କ’ଣ ରାଜ କୁନ୍ଦ୍ରା, ମୋର ଫଟୋ ନେଉଛ’

ପୁଣେ,୨୯।୭: ଆଜିକାଲି ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେ ନିଜର ଏକ ମନ୍ତବ୍ୟକୁ ନେଇ ଚର୍ଚ୍ଚାରେ ଅଛନ୍ତି। ରାଜ ଠାକରେ ତିନି ଦିନିଆ ପୁଣେର ଗସ୍ତରେ ଅଛନ୍ତି। ଏହି ସମୟରେ ଗଣମାଧ୍ୟମ ବ୍ୟକ୍ତିମାନେ ରାଜ ଠାକରେଙ୍କ ଫଟୋ ଉଠାଇବା ଆରମ୍ଭ…

କରୋନା ଡୋଜ୍‌ ନଷ୍ଟ, ବିହାର ଆଗରେ…

ନୂଆଦିଲ୍ଲୀ,୨୯।୭: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଦେଶର ବିଭିନ୍ନ ଅଞ୍ଚଳରେ କରୋନା ଭାକ୍ସିନ୍‌ ଡୋଜ୍‌ ଅପଚୟ ହେଉଛି। ଦେଶର କେଉଁ ରାଜ୍ୟରେ କେତେକ ଡୋଜ୍‌ ନଷ୍ଟ ହେଉଛି ତାହାର ସୂଚନା…

ଆସାମ-ମିଜୋରାମ ସୀମା ବିବାଦ: ଅଭିଯୁକ୍ତଙ୍କ ସୂଚନା ଦେଲେ ମିଳିବ ପୁରସ୍କାର

ଗୁଆହାଟି,୨୯ ।୭: ଆସାମ-ମିଜୋରାମ ସୀମା ବିବାଦକୁ ନେଇ ଉପୁଜିଥିବା ହିଂସା ପରିସ୍ଥିତିର ଏବେ ଯାଞ୍ଚ ଆରମ୍ଭ କରାଯାଇଛି । ଜୁଲାଇ ୨୬ରେ ସୀମାରେ ଯେଉଁମାମେ ହିଂସା ପରିସ୍ଥିତି ସୃଷ୍ଟି କରିଥିଲେ ବା ଯେଉଁମାନେ ଗୁଳି ଚଳାଇଥିଲେ ପୋଲିସ ଏବେ ସେମାନଙ୍କୁ ଖୋଜୁଛି…

ରାଜ୍ୟରେ ୨ ଦିନିଆ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌…

ଥିରୁଭାନନ୍ତପୁରମ୍‌,୨୯।୭: ଦେଶରେ କରୋନାର ଦ୍ୱିତୀୟ ଲହର ଥମୁଥିବାବେଳେ କେରଳରେ କ୍ରମାଗତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେରଳର ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନଙ୍କ ସରକାର ୩୧ ଜୁଲାଇ(ଶନିବାର) ଏବଂ ୧ ଅଗଷ୍ଟ(ରବିବାର) ରାଜ୍ୟରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରିବାକୁ…

୨୩ ମିନିଟ୍‌ ୪୮ ସେକେଣ୍ଡରେ ୨୭ଟି ପୁସ୍ତକ ପଢି ଦେଲେ ସାଢେ ତିନି ବର୍ଷର ବାଳକ

ଲୁଧିଆନା, ୨୯।୭: ପଞ୍ଜାବର ଲୁଧିଆନାରେ ରହୁଥିବା ସାଢେ ତିନି ବର୍ଷର ବାଳକ କୁନୱର ପ୍ରତାପ ସିଂ ଏବେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏନେ କମ ବୟସରୁ ତାଙ୍କ ନାମ ଇଣ୍ଡିଆ ବୁକ ଅଫ ରେକର୍ଡସ ଏବଂ ଆନ୍ତର୍ଜାତୀୟ ବୁକ ଅଫ ରେକର୍ଡରେ…

ପ୍ରଧାନମନ୍ତ୍ରୀଙ୍କ ଫଲୋଅର୍ସ ସଂଖ୍ୟା ୭ କୋଟି…

ନୂଆଦିଲ୍ଲୀ,୨୯।୭: ଟୁଇଟର ଯୋଗୁ ସୋସିଆଲ୍‌ ମିଡ଼ିଆରେ ସମଗ୍ର ବିଶ୍ୱର ଲୋକ ଏକାଠି ହୋଇପାରିଛନ୍ତି। ଏହା କେବଳ ଧାରଣା ଆଦାନ ପ୍ରଦାନ ପାଇଁ ଏକ ପ୍ଲାଟଫର୍ମ ହୋଇନାହିଁ ବରଂ ବାସ୍ତବ ସମୟରେ ସୂଚନା ପ୍ରସାରଣ କରିବା କ୍ଷେତ୍ରରେ ସବୁଠାରୁ ଶକ୍ତିଶାଳୀ ମାଧ୍ୟମ ପାଲଟିଛି।…

ସଂସଦର ସମୟ ନଷ୍ଟ ନ କରି ପେଗାସସ୍‌ ଉପରେ ଆଲୋଚନା କରିବାକୁ କହିଲେ ରାହୁଲ…

ନୂଆଦିଲ୍ଲୀ,୨୯।୭: କଂଗ୍ରେସ ପକ୍ଷରୁ ଦରବୃଦ୍ଧି, କୃଷି ଆଇନ ନେଇ ସୃଷ୍ଟି ହୋଇଥିବା ଚାଷୀ ସମସ୍ୟା ଏବଂ ପେଗାସସ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଜାରି ରହିଛି। କେନ୍ଦ୍ର ସରକାର ବିରୋଧୀ ଦଳର କାର୍ଯ୍ୟକୁ ଅନୁମତି ଦେଉ ନ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri