ଜାତୀୟ

ଦିଲ୍ଲୀ ବିଧାନସଭା ତଳୁ ମିଳିଲା ସୁଡ଼ଙ୍ଗ, ଲାଲ୍‌କିଲ୍ଲା ପର୍ଯ୍ୟନ୍ତ ଅଛି ଗୁପ୍ତ ରାସ୍ତା

ନୂଆଦିଲ୍ଲୀ,୩ା୯: ଦିଲ୍ଲୀ ବିଧାନସଭାରେ ଗୁରୁବାର ଏକ ସୁଡ଼ଙ୍ଗର ସନ୍ଧାନ ମିଳିଛି। ଦିଲ୍ଲୀ ବିଧାନସଭା ଅଧ୍ୟକ୍ଷ ତଥା ବାଚସ୍ପତି ରାମ ନିବାସ ଗୋଏଲ କହିଛନ୍ତି, ଏହି ସୁଡ଼ଙ୍ଗ ବିଧାନସଭା ତଳୁ ଲାଲ୍‌କିଲ୍ଲା ପର୍ଯ୍ୟନ୍ତ ଯାଇଛି। ବ୍ରିଟିଶମାନେ ସ୍ବାଧୀନତା ସଂଗ୍ରାମୀଙ୍କ ଆନ୍ଦୋଳନ ସମୟରେ ଲୋକଙ୍କ…

ୟୁପିରେ ଡେଙ୍ଗୁ, ଭାଇରାଲ ଜ୍ୱରରେ ଗଲାଣି ୧୦୦ରୁ ଊର୍ଦ୍ଧ୍ୱ ଜୀବନ

ଲକ୍ଷ୍ନୌ,୩।୯: ଉତ୍ତର ପ୍ରଦେଶରେ ଡେଙ୍ଗୁ ଏବଂ ଭାଇରାଲ ଜ୍ୱରର ମାତ୍ରା ବଢିବାରେ ଲାଗିଛି। ଏପର୍ଯ୍ୟନ୍ତ ଏଥିରେ ୧୦୦ରୁ ଊର୍ଦ୍ଧ୍ୱ ରୋଗୀଙ୍କ ମୃତ୍ୟୁ ଘଟିଲାଣି। କେବଳ ଫିରୋଜାବାଦରେ ଏପର୍ଯ୍ୟନ୍ତ ୭୬ ଜଣ ଲୋକ ପ୍ରାଣ ହରାଇଛନ୍ତି। ମଥୁରାରେ ୧୭, ମୌନପୁରୀରେ ତିନି ଜଣ,…

ରେକର୍ଡ ଭାଙ୍ଗିଲା ସେନସେକ୍ସ

ନୂଆଦିଲ୍ଲୀ,୩।୯:ଭାରତୀୟ ଷ୍ଟକ ମାର୍କେଟ କ୍ରମାଗତ ରେକର୍ଡ ଭାଙ୍ଗିବାରେ ଲାଗିଛି। ପ୍ରଥମ ଥର ପାଇଁ ସେନସେକ୍ସ ୫୮ ହଜାର ଅତିକ୍ରମ କରିଛି। ଶୁକ୍ରବାର ପ୍ରାରମ୍ଭିକ ଅଧିବେଶନରେ ସେନସେକ୍ସ ୨୧୭ ପଏଣ୍ଟ ବୃଦ୍ଧି ପାଇ ୫୮,୦୬୯ରେ ପହଞ୍ଚିଛି। ଅନ୍ୟପକ୍ଷରେ, ନିଫ୍ଟି ୬୬.୨୦ ପଏଣ୍ଟ ବୃଦ୍ଧି…

ଅନ୍ତଃବସ୍ତ୍ର ପିନ୍ଧି ଟ୍ରେନ୍‌ ଭିତରେ ବୁଲିଲେ ବିଧାୟକ: ଆଉ ତା’ପରେ

ପାଟନା,୩।୯: ବିହାରର ଶାସକ ଦଳ ଜେଡିୟୁ ବିଧାୟକ ଗୋପାଳ ମଣ୍ଡଳ ଏବେ ଚର୍ଚ୍ଚାରେ ଅଛନ୍ତି। ସେ ଏବେ ଏଭଳି କାର୍ଯ୍ୟ କରିଛନ୍ତି ଯେ ଲୋକେ ତାଙ୍କୁ ଗାଳି ଦେବାକୁ ପଛାଉନାହାନ୍ତି। ଆଜିକାଲି ତାଙ୍କର ଏକ ଫଟୋ ବହୁତ ଭାଇରାଲ ହେବାରେ ଲାଗିଛି,…

ବଢୁଛି ସଂକ୍ରମଣ

ନୂଆଦିଲ୍ଲୀ,୩।୯: ଦେଶରେ କରୋନା ସଂକ୍ରମିତଙ୍କ ଧୀରେ ଧୀରେ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୫,୩୫୨ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩୬୬ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା…

ଆମାଜନକୁ ଏମିତି କରି ଲକ୍ଷାଧିକ ଟଙ୍କାର ଚୁନ ଲଗାଉଥିଲେ

ନୋଏଡା,୩।୯: ଇ-କମର୍ସ କମ୍ପାନୀ ଆମାଜନ୍‌କୁ ଲକ୍ଷାଧିକ ଟଙ୍କାର ଚୁନା ଲଗାଇ ଗିରଫ ହୋଇଛନ୍ତି ହରିୟାଣାର ୩ ଯୁବକ। ସେମାନଙ୍କ ମଧ୍ୟରୁ ଦୁଇ ଜଣ ଫତେହାବାଦ ଓ ଜଣେ ହିସାର ଅଞ୍ଚଳର ବୋଲି ଉତ୍ତରପ୍ରଦେଶ ସାଇବର ପୋଲିସ ପକ୍ଷରୁ କୁହାଯାଇଛି। ଅଭିଯୁକ୍ତମାନେ ଆମାଜନ…

ଦଶହରା, ଦୀପାବଳି ପାଇଁ କେନ୍ଦ୍ରର ପରାମର୍ଶ

ନୂଆଦିଲ୍ଲୀ, ୨।୯: ପାର୍ବଣ ଋତୁରେ ଜନ ସମାଗମ ଯେପରି ନ ହୁଏ, ସେଥିପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସତର୍କ କରାଇଛି। ସମାବେଶରେ ଯୋଗଦେବା ଜରୁରୀ ଥିଲେ, ଏଥିପାଇଁ କୋଭିଡ୍‌ ଟିକାର ସମ୍ପୂର୍ଣ୍ଣ ଡୋଜ୍‌ ନେବା ଆବଶ୍ୟକ ବୋଲି କୁହାଯାଇଛି। କରୋନା ମହାମାରୀର…

ସ୍ତ୍ରୀକୁ ଛାଡ଼ି ପ୍ରେମିକା ସହ ରହିବା ପାଇଁ ଏମିତି ଷଡ଼ଯନ୍ତ୍ର କରିଥିଲେ ସ୍ବାମୀ

ଲକ୍ଷ୍ନୌ,୨।୯: ଉତ୍ତର ପ୍ରଦେଶର ପଶ୍ଚିମାଞ୍ଚଳ କାସଗଞ୍ଜ ଜିଲାରେ ଜଣେ ବିବାହିତ ବ୍ୟକ୍ତି ପ୍ରେମିକାଙ୍କ ସହ ରହିବା ପାଇଁ ସ୍ତ୍ରୀ ଓ ଛୁଆଙ୍କୁ ହତ୍ୟା କରି ଘରେ ପୋତି ଦେଇଥିଲେ। କେବଳ ଏତିକି ନୁହେଁ ଅଭିଯୁକ୍ତ ଜଣଙ୍କ ପୋଲିସ ହାତରୁ ବଞ୍ଚିବା ପାଇଁ…

୬ରେ ଆସୁଛି ଆଉ ଏକ ଲଘୁଚାପ

ନୂଆଦିଲ୍ଲୀ,୨।୯: ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ଆସନ୍ତା ୬ତାରିଖରୁ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର କୁହାଯାଇଛି। ଏଥର ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧିପାରିବ ବୋଲି…

ଆଫଗାନ ମାଟି ଆତଙ୍କବାଦ ପାଇଁ ବ୍ୟବହାର ନ ହେଉ: ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨ ।୯: କତରର ରାଜଧାନୀ ଦୋହାରେ ଭାରତୀୟ ରାଷ୍ଟ୍ରଦୂତ ଦିପକ ମିତ୍ତଲଙ୍କ ସହ ତାଲିବାନ ନେତା ଶେର ମହମ୍ମଦ ଅବ୍ୱାସ ଷ୍ଟାନେକଜଇଙ୍କର କଥାବାର୍ତ୍ତା ହୋଇଥିଲା । ଏବେ ଏହାକୁ ନେଇ ପ୍ରଶ୍ନ ଉଠୁଛି । ଏହାପରେ ଗୁରୁବାର ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା…

ପଞ୍ଜାବରେ କରୋନାର ନୂଆ ଗାଇଡଲାଇନ୍‌: ବିନା ଆର୍‌ଟିପିସିଆର ଟେଷ୍ଟରେ ରାଜ୍ୟକୁ ପ୍ରବେଶ ମନା

ଚଣ୍ଡିଗଡ଼,୨ ।୯: ଦେଶରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ତୃତୀୟ ଲହରର ସୂଚନା ଦେଉଛି । ଏହାକୁ ନେଇ ବିଭିନ୍ନ ରାଜ୍ୟ ସରକାର ଏବେଠାରୁ ସତର୍କତା ଆରମ୍ଭ କଲେଣି । ଏହାକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର କରୋନାର…

‘ମୁଁ ସବୁକିଛି ଠିକ୍‌ ଅଛି ବୋଲି କହିପାରିବି ନାହିଁ’

ଚଣ୍ଡିଗଡ଼,୨।୯: ପଞ୍ଜାବ କଂଗ୍ରେସରେ ଏବେ ବି ସବୁ ଠିକ ଚାଲିନାହିଁ। ଦଳର ପଞ୍ଜାବର ଦାୟିତ୍ୱରେ ଥିବା ତଥା ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ ଏହା ପ୍ରମାଣ କରିଛନ୍ତି। ପଞ୍ଜାବ କଂଗ୍ରେସରେ ଚାଲିଥିବା ବିବାଦର ସମାଧାନ କାର୍ଯ୍ୟ ଚାଲିଛି ବୋଲି ରାୱତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?