ଅନାଥଙ୍କ ରିପୋର୍ଟ ବିଳମ୍ବ କରନି
ନୂଆଦିଲ୍ଲୀ, ୨୮ା୭: କରୋନା ମହାମାରୀ ଯୋଗୁ ଦେଶରେ ମାର୍ଚ୍ଚ ୨୦୨୦ ପରେ ଅନାଥ ହୋଇଥିବା ପିଲାମାନଙ୍କ ସଂଖ୍ୟା ବିଷୟରେ ସବିଶେଷ ରିପୋର୍ଟ ତୁରନ୍ତ ଦାଖଲ କରିବାକୁ ମଙ୍ଗଳବାର ସୁପ୍ରିମକୋର୍ଟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଅନାଥ ପିଲାମାନଙ୍କୁ ଚିହ୍ନଟ…
କାହିଁକି ହେଉନି ପେଗାସସ୍ ତଦନ୍ତ
ନୂଆଦିଲ୍ଲୀ,୨୮ା୭ :ଇସ୍ରାଏଲ କମ୍ପାନୀ ଏନ୍ଏସ୍ଓ ଗ୍ରୁପ୍ ପକ୍ଷରୁ ବିକଶିତ ସ୍ପାଏଓ୍ବେରକୁ ନେଇ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି ହୋଇଛି। ନେତା, ଖବରଦାତା, ମାନବାଧିକାର କର୍ମୀ ଓ ବିଜ୍ନେସମ୍ୟାନଙ୍କ ଭିତିରି କଥା ଜାଣିବା ପାଇଁ ଏହାକୁ ଗୁପ୍ତଚର ଭାବେ ବ୍ୟବହାର କରାଯାଇଛି। ବିଶେଷକରି ଶାସକ…
ପ୍ରବାସୀଙ୍କୁ ଦେଇପାରିଲେନି ଦକ୍ଷତା ତାଲିମ
ନୂଆଦିଲ୍ଲୀ, ୨୮ା୭: କରୋନା ମହାମାରୀ ଯୋଗୁ ୨୦୨୦ ମାର୍ଚ୍ଚ ୨୫ରେ କେନ୍ଦ୍ର ସରକାର ହଠାତ୍ ଦେଶବ୍ୟାପୀ ଲକ୍ଡାଉନ ଘୋଷଣା କରିଥିଲେ। କଳକାରଖାନା ଓ ଅନ୍ୟ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକରେ ତାଲା ପଡ଼ିବାରୁ କୋଟିଏରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ ଜୀବିକା ହରାଇଥିଲେ। ବିଭିନ୍ନ ରାଜ୍ୟରେ…
‘ମାନବାଧିକାର ରିପୋର୍ଟରେ ସତ୍ୟତା ନାହିଁ’
କୋଲକାତା,୨୮।୭: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରବର୍ତ୍ତୀ ହିଂସା ଉପରେ କାଲକୁତା ହାଇକୋର୍ଟଙ୍କୁ ରିପୋର୍ଟ ଦେଇଥିଲା ଜାତୀୟ ମାନବ ଅଧିକାର କମିଶନ (ଏନ୍ଏଚ୍ଆର୍ସି)। ସେହି ରିପୋର୍ଟରେ କୌଣସି ସତ୍ୟତା ନାହିଁ ବୋଲି କହି ଦେଇଛି ମମତା ବାନାର୍ଜୀଙ୍କ ସରକାର। ମାନାବଧିକାର ରିପୋର୍ଟରେ କୌଣସି…
କର୍ନାଟକରେ ପୁଣି ଜଣେ ମୁଖ୍ୟମନ୍ତ୍ରୀଙ୍କ ପୁଅ ହେଲେ ମୁଖିଆ
ବାଙ୍ଗାଲୁରୁ,୨୭।୭: ମଙ୍ଗଳବାର କର୍ନାଟକକୁ ମିଳିଛି ନୂଆ ମୁଖ୍ୟମନ୍ତ୍ରୀ। ଭାଜପା ବିଧାୟକଙ୍କ ବୈଠକରେ ବାସବରାଜ ବୋମାଇଙ୍କୁ ନୂଆ ମୁଖ୍ୟମନ୍ତ୍ରୀ ଭାବେ ବଛାଯାଇଛି। ସୋମବାର ଇସ୍ତଫା ଦେଇଥିବା ବି ଏସ୍ ୟେଦୁରପ୍ପାଙ୍କ ନେତୃତ୍ୱାଧୀନ ସରକାରରେ ବୋମାଇ ଗୃହମନ୍ତ୍ରୀ ଦାୟିତ୍ୱରେ ଥିଲେ। ସୋମବାର ୟେଦୁରପ୍ପାଙ୍କ ଇସ୍ତଫା…
ବାପାଙ୍କ ହତ୍ୟାର ପ୍ରତିଶୋଧ ନେଲା ପୁଅ
ଭଦୋହି (ଉତ୍ତରପ୍ରଦେଶ),୨୭।୭: ଜଣେ ଯୁବକ ତାଙ୍କ ବାପାଙ୍କ ହତ୍ୟାକାରୀଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ଉତ୍ତରପ୍ରଦେଶର ସୁରଓ୍ବାୟାନ ଅଞ୍ଚଳର ମଧୁପୁର ଗାଁରେ। ମୁଖ୍ୟ ଅଭିଯୁକ୍ତ ରମେଶ ଦୁଇ ସାଙ୍ଗ ସନ୍ତୋଷ ଓ ଶିବମଙ୍କ ସହ ମିଶି ରାଜେନ୍ଦ୍ର ଗୌତମଙ୍କୁ ଧାରୁଆ…
ମୋଦିଙ୍କ ସହ ନିର୍ବାଚନକୁ ନେଇ ନୁହେଁ କରୋନାକୁ ନେଇ ହେଲା ଚର୍ଚ୍ଚା: ମମତା
ନୂଆଦିଲ୍ଲୀ,୨୭ ।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କର ୫ ଦିନିଆ ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମରେ ସୋମବାର ସନ୍ଧ୍ୟାରେ ରାଜଧାନୀରେ ପହଞ୍ଚିଥିଲେ । ମଙ୍ଗଳବାର ସେ ରାଜନୀତିର ଚାଣକ୍ୟ କୁହାଯାଉଥିବା ବା ରାଜନୀତି ପରାମର୍ଶଦାତା ପ୍ରଶାନ୍ତ କିଶୋରଙ୍କୁ ଭେଟିଥିଲେ । ଏହାସହ…
ବୁଲାଇ ନେବା ବାହାନାରେ ସ୍ତ୍ରୀଙ୍କୁ ପାହାଡ଼ରୁ ଦେଲେ ଠେଲି
ନୂଆଦିଲ୍ଲୀ,୨୭।୭: ସ୍ତ୍ରୀଙ୍କୁ ଉତ୍ତରାଖଣ୍ଡର ନେନିତାଲର ଏକ ପାହାଡ଼ରୁ ଠେଲି ଦେବା ଅଭିଯୋଗରେ ୨୪ ବର୍ଷୀୟ ସେଲ୍ସମ୍ୟାନଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ। ମହିଳାଙ୍କ ମୃତଦେହକୁ ଉଦ୍ଧାର କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ଗତ ବର୍ଷ ଜୁନରେ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର…
ଉତ୍ତର ପ୍ରଦେଶ ନିର୍ବାଚନ ୨୦୨୨: ଏସ୍ପି ସହ ମେଣ୍ଟ କରିବ ଏନ୍ସିପି!
ଲକ୍ଷ୍ନୌ,୨୭ ।୭: ଉତ୍ତର ପ୍ରଦେଶରେ ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି । ଏଠାରେ ଏବେ ଭାରତୀୟ ଜନତା ପାର୍ଟି(ଭାଜପା) ଶାସନ କ୍ଷମତାରେ ଥିବା ବେଳେ ଆସନ୍ତା ନିର୍ବାଚନରେ ଅନ୍ୟ ଦଳମାନେ ନିଜର…
ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ଗୁରୁତର
ଲକ୍ଷ୍ନୌ,୨୭ ।୭: ସଞ୍ଜୟ ଗାନ୍ଧୀ ଆୟୁର୍ବେଦ ସଂସ୍ଥାନରେ ସଂକ୍ରମଣ ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିବା ଉତ୍ତର ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ଏବେ ଗୁରୁତର ହୋଇ ପଡିଛନ୍ତି । ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିବର୍ତ୍ତେ ଅବନତି ହେବାରେ…
ବିଧାୟକ ଦଳ ବୈଠକ ପରେ ଘୋଷଣା ହେବ କର୍ନାଟକ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ
ବେଙ୍ଗାଲୁରୁ,୨୭ ।୭: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ନିଷ୍ପତି ହୋଇଯିବ । କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସୋମବାର ବିଏସ୍ ୟେଦୁରପ୍ପା ଇସ୍ତଫା ଦେବା ପରେ ଏବେ ନୂଆ ଚେହେରାକୁ ନେଇ ଚାଲିଛି ରାଜନୈତିକ ଅଙ୍କକଷା । ମଙ୍ଗଳବାର…
ଟିକାକରଣରେ ମହାରାଷ୍ଟ୍ର ଆଗରେ
ନୂଆଦିଲ୍ଲୀ,୨୭ ।୭: କରୋନା ମହାମାରୀ ଏବେ ସାରା ବିଶ୍ୱର ମେରୁଦଣ୍ଡକୁ ଏକ ପ୍ରକାର ଦୋହଲାଇ ଦେଇଛି କହିଲେ ଚଳେ । ଏହି ମହାମାରୀଠାରୁ ଦୂରେଇ ରହିବାର ଗୋଟିଏ ମାଧ୍ୟମ ହେଉଛି ଟିକାକରଣ । ଦିନେ କରୋନା ମହାମାରୀରେ ଦେଶରେ ସବୁଠାରୁ ଅଧିକ…
Archives


