ଜାତୀୟ

ଭାକ୍ସିନ୍‌ର ଗୋଟିଏ ଡୋଜ୍‌ ରୋଗପ୍ରତିରୋଧକ ଶକ୍ତି ସୃଷ୍ଟି ପାଇଁ ପର୍ଯ୍ୟାପ୍ତ !…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏ ରିସ୍ଥଳେ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ଭାକ୍ସିନ୍‌ର ଗୋଟିଏ ଡୋଜ୍‌ ଶରୀରରେ…

ରାମଦେବ ଭର୍ସେସ ଡାକ୍ତର: ବେକରେ ପୋଷ୍ଟର-ପିପିଇ କିଟ୍‌ ପିନ୍ଧି ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୧।୬: ଏଲୋପାଥି ଚିକିତ୍ସା ଓ ଡାକ୍ତରଙ୍କୁ ନେଇ ଯୋଗଗୁରୁ ବାବା ରାମଦେବ ଦେଇଥିବା ବୟାନର ବିବାଦ ଥମିବାର ନା ନେଉନି। ଏହି ମାମଲାରେ ବାବା ରାମଦେବ ନିଜର ସଫେଇ ରଖିଥିଲେ ମଧ୍ୟ ଏଥିରେ ଡାକ୍ତର ଅସନ୍ତୁଷ୍ଟ ଅଛନ୍ତି। ଏଥିପାଇଁ ମଙ୍ଗଳବାର ସାରା…

ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ,୧।୬: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। କରୋନାରେ ଆକ୍ରାନ୍ତ ହେବାର ପରବର୍ତ୍ତୀ ସମସ୍ୟା ଯୋଗୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।…

ଏନ୍‌ଏଚ୍‌ଆରସିର ନୂଆ ଅଧ୍ୟକ୍ଷ ବିଚାରପତି ଅରୁଣ ମିଶ୍ରା

ନୂଆଦିଲ୍ଲୀ,୧।୬: ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରା ଜାତୀୟ ମାନବଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି ଏହି ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛି। ଏଥିସହ ମହେଶ…

ଘର ବାହୁଡ଼ିବାକୁ ଦିଦିଙ୍କ ଅନୁମତି ଲୋଡିଲେ ଦିପେନ୍ଦୁ, କହିଲେ ଭାଜପାରେ ଯୋଗଦେବା ଥିଲା ଭୁଲ୍‌ ନିଷ୍ପତ୍ତି…

କୋଲକାତା,୧।୬: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଛାଡ଼ି ବହୁ ନେତା ଭାଜପାରେ ଯୋଗଦେଇଥିଲେ। ଏବେ ନିର୍ବାଚନ ଶେଷ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଗଠନ ହୋଇଛି। ଭାଜପାରେ ଯୋଗଦେଇଥିବା ନେତା ଏବେ ତୃଣମୂଳ କଂଗ୍ରେସ ମୁହାଁ ହୋଇଛନ୍ତି।…

ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ

ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍‌ରେ କାମ କରି ବେଶ୍‌ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର କରନ ତାଙ୍କ ପତ୍ନୀ ନିଶା ରାଓ୍ବଲଙ୍କ ସହ ଘରୋଇ ହିଂସା ଘଟାଇଥିବା ଅଭିଯୋଗରେ ମୁମ୍ବାଇ…

ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ମିଳୁନି ଦୁଇମୁଠା ଖାଦ୍ୟ: ଏକ କୋଟିରୁ ଅଧିକ ବେରୋଜଗାର…

ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। କରୋନା ମହାମାରୀ ଯୋଗୁ ଦେଶରେ ୯୭ ପ୍ରତିଶତ ଲୋକଙ୍କ ରୋଜଗାର ହ୍ରାସ ପାଇଛି। ଏନେଇ ପ୍ରକାଶିତ ଏକ ରିପୋର୍ଟରେ…

ମେ’ ମାସ ସାଜିଲା ଘାତକ: ୯୯ ହଜାର ୬୮୦ କରୋନା ଆକ୍ରାନ୍ତଙ୍କ ଜୀବନ ନେଲା…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। ଏହି ମାସରେ ଦେଶରେ ସର୍ବାଧିକ ୯୯ ହଜାର ୬୮୦ କରୋନା ଆକ୍ରାନ୍ତ ଜୀବନ ଯାଇଛି। ଏହା ପୂର୍ବରୁ ୨୦୨୦…

ରାଜଧାନୀରେ ଲୋକଙ୍କୁ ଘରେ ଯୋଗାଇ ଦିଆଯିବ ମଦ: ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ…

ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବେ ଲୋକଙ୍କ ଘରେ ମଦ ପହଞ୍ଚାଇବା ପ୍ରସ୍ତାବକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ମିଳିଛି। ଫଳରେ ଏଣିକି ରାଜଧାନୀରେ ଗ୍ରାହକଙ୍କୁ ଆଉ ମଦ ଦୋକାନ ଆଗରେ ଭିଡ଼ ଜମାଇବାକୁ…

ବାୟୋମେଟ୍ରିକ୍ସକୁ ଲକ୍‌ କରିପାରିବେ କାର୍ଡଧାରୀ

ନୂଆଦିଲ୍ଲୀ, ୧।୬: ଆଧାର ନିୟମାବଳୀରେ କେତେକ ପରିବର୍ତ୍ତନ ହେବାକୁ ଯାଉଛି। ଏଥିପାଇଁ ଭାରତର ବିଶିଷ୍ଟ ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) ଏକ ଚିଠା ନିୟମାବଳୀ ପ୍ରସ୍ତୁତ କରିଛନ୍ତି। ଏହି ଚିଠା ଆଧାର (ପ୍ରମାଣୀକରଣ ଓ ଅଫ୍‌ଲାଇନ ଯାଞ୍ଚ) ନିୟମାବଳୀ, ୨୦୨୧ ଅନୁଯାୟୀ ଜଣେ…

ବାସ୍ତବତାକୁ ଦୃଷ୍ଟି ଦିଅ

ନୂଆଦିଲ୍ଲୀ, ୧ା୬: କରୋନା ସଂକ୍ରମଣରୁ ବର୍ତ୍ତିବା ଲାଗି ଜନସାଧାରଣ ଟିକା ଉପରେ ଭରସା କରୁଥିବାବେଳେ ଯୋଗାଣ ଅଭାବରୁ ଟିକାକରଣ ଅଭିଯାନ ଆଗେଇ ପାରୁନାହିଁ। ଲୋକେ ଅନ୍‌ଲାଇନରେ ସ୍ଲଟ୍‌ ବୁକ୍‌ କରିବା ସତ୍ତ୍ୱେ ଟିକା ପାଇପାରୁନାହାନ୍ତି। ଅନେକ କୋଓ୍ବିନ୍‌ ଆପ୍‌ରେ ନାମ ପଞ୍ଜୀକରଣ…

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା ପୁଣି କମିଲା…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଲଗାତାର ୫ ଦିନ ଧରି ୨ ଲକ୍ଷରୁ କମ୍‌ ରହିଛି। ଲକ୍‌ଡାଉନ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri