ଜାତୀୟ

ସେପ୍ଟେମ୍ବର ୧ରୁ ଖୋଲିବନି ସ୍କୁଲ, ହାଇକୋର୍ଟ ଲଗାଇଲେ ରୋକ…

ହାଇଦ୍ରାବାଦ୍‌,୩୧।୮: ସେପ୍ଟେମ୍ବର ୧ରୁ ସ୍କୁଲ ଖୋଲିବା ନେଇ ସରକାରଙ୍କ ନିଷ୍ପତ୍ତି ଉପରେ ତେଲେଙ୍ଗାନା ହାଇକୋର୍ଟ ରୋକ ଲଗାଇଛନ୍ତି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓଙ୍କ ସରକାର ସ୍କୁଲ କଲେଜ ସହିତ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ଘୋଷଣା କରିଥିଲେ। ତେବେ ରାଜ୍ୟରେ ମହାମାରୀର ସାମ୍ପ୍ରତିକ କରୋନା…

ଗର୍ଭବତୀଙ୍କ ପାଇଁ ‘ଲଡୁ ବିତରଣ ଯୋଜନ’: ପ୍ରତିମାସରେ ମିଳିବ ୧୫ ଲଡୁ

ଗାନ୍ଧିନଗର,୩୧ ।୮: ଗୁଜରାଟ ଗସ୍ତରେ ଥିବା ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସୋମବାର ତାଙ୍କର ନିର୍ବାଚନ ମଣ୍ଡଳୀ ଗାନ୍ଧିନଗରରେ ଗର୍ଭବତୀଙ୍କ ପାଇଁ ପୌଷ୍ଟିକ ‘ଲଡୁ ବିତରଣ ଯୋଜନା’ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଶାହା କହିଛନ୍ତି କୌଣସି ଦେଶ ଏପର୍ଯ୍ୟନ୍ତ ଅଗ୍ରଗତି…

କିଛି ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ତୃତୀୟ ଲହରର ଲକ୍ଷଣ: ଆଇସିଏମଆର୍‌

ନୂଆଦିଲ୍ଲୀ,୩୧।୮: ଦେଶରେ କରୋନା ଭାଇରସ ସଂକ୍ରମଣର ପ୍ରତିଦିନ କ୍ରମାଗତ ଭାବରେ ଉତ୍‌ଥାନ-ପତନ ଦେଇ ଗତି କରୁଛି। ମଙ୍ଗଳବାର ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦,୯୪୧ଟି ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥି ସହିତ କେତେକ…

ସୁପ୍ରିମକୋର୍ଟ ଇତିହାସରେ ପ୍ରଥମ: ୯ ବିଚାରପତି ନେଲେ ଶପଥ

ନୂଆଦିଲ୍ଲୀ,୩୧।୮: ମଙ୍ଗଳବାର ସୁପ୍ରିମକୋର୍ଟ ଇତିହାସରେ ପ୍ରଥମଥର ପାଇଁ ଏକ ଘଟଣା ଘଟିଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ.ଭି ରମଣ ସୁପ୍ରିମକୋର୍ଟର ବିଚାରପତି ଭାବରେ ତିନିଜଣ ମହିଳା ବିଚାରପତିଙ୍କ ସମେତ ନଅ ଜଣ ନୂତନ ବିଚାରପତିଙ୍କୁ ଶପଥ ଗ୍ରହଣ କରିଛନ୍ତି। ସର୍ବୋଚ୍ଚ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବିଧାୟକଙ୍କ ପୁଅ, ବୋହୂଙ୍କ ସମେତ ଚାଲିଗଲା ୭ ଜୀବନ

ବେଙ୍ଗାଲୁରୁ,୩୧।୮: କର୍ନାଟକର ବେଙ୍ଗାଲୁରୁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ତାମିଲନାଡୁର ହୋସୁରର ବିଧାୟକ ଓ୍ବାଇ. ପ୍ରକାଶଙ୍କ ପୁଅ ଏବଂ ବୋହୂଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ହୋଇଛି। ପୋଲିସର ସୂଚନାନୁସାରେ, କୋରାମଙ୍ଗାଲା ନିକଟ ଦ୍ରୁତ ଗତିରେ ଆସୁଥିବା…

ଶେୟାର ବଜାରରେ ରେକର୍ଡ, ପ୍ରଥମ ଥର ପାଇଁ ସେନସେକ୍ସ୍‌ ଟପିଲା ୫୭ ହଜାର ଅଙ୍କ…

ମୁମ୍ବାଇ,୩୧।୮: ଭାରତୀୟ ଶେୟାର ବଜାରରେ ମଙ୍ଗଳବାର ରେକର୍ଡ ସୃଷ୍ଟି ହୋଇଛି। ପ୍ରଥମ ଥର ପାଇଁ ସେନସେକ୍ସ୍‌ ୫୭ ହଜାର ଅଙ୍କ ଟପିଛି। ପୂର୍ବାହ୍ନ ୯ଟା ୨୪ରେ ସେନସେକ୍ସ୍‌ରେ ୨୩୫ ଅଙ୍କ ବୃଦ୍ଧି ଘଟି ଏହା ୫୭,୧୨୪.୭୮ ଛୁଇଁଛି। ଯାହା ଏପର୍ଯ୍ୟନ୍ତ ଏହାର…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୩୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ…

ଆସିବ ଗତି ଶକ୍ତି ମାଷ୍ଟର ପ୍ଲାନ୍‌

ନୂଆଦିଲ୍ଲୀ,୩୧।୮: ଭିତ୍ତିଭୂମି ଦୃଢ଼ୀକରଣ ଦ୍ୱାରା ସଂଯୋଗୀକରଣ ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବାକୁ କେନ୍ଦ୍ର ସରକାର ଯୋଜନା ରଖିଛନ୍ତି। ଏଥିଲାଗି ଗତି ଶକ୍ତି ମାଷ୍ଟର ପ୍ଲାନ ସେପ୍ଟେମ୍ବରରେ ଶୁଭାରମ୍ଭ ହେବ। ଏଥିରେ ୧୦୦ ଲକ୍ଷ କୋଟି ଟଙ୍କା ବିନିଯୋଗ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହାଦ୍ୱାରା…

ମୃତ୍ୟୁ କ୍ଷେତ୍ର ପାଲଟିଛି ଏଲ୍‌ଓସି

ପୁଣେ, ୩୧।୮: ଭାରତ ଓ ପାକିସ୍ତାନ ମଧ୍ୟରେ ଥିବା ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଏବଂ ଅନ୍ତର୍ଜାତୀୟ ସୀମା ଯବାନ ଏବଂ ସାଧାରଣ ନାଗରିକଙ୍କ ମୃତ୍ୟୁ କ୍ଷେତ୍ରରେ ପରିଣତ ହୋଇଛି। ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ସମୟରେ ସୀମାପାର ଗୁଳିମାଡ଼ରେ ଉଭୟ ପକ୍ଷରୁ…

ଉତ୍ତରାଖଣ୍ଡରେ ଭୂସ୍ଖଳନ: ୭ ମୃତ

ଡେରାଡୁନ, ୩୧।୮: ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ବାଦଲଫଟା ବର୍ଷା ସାଙ୍ଗକୁ ଭୂସ୍ଖଳନ ଯୋଗୁ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ଶିଳାଖଣ୍ଡ ଖସି ସେମାନଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି। ଜୁମ୍ମା ଗ୍ରାମର ଜାମ୍ରି ଏବଂ ତାର୍‌କୋଟଠାରେ ଏହି ବିପର୍ଯ୍ୟୟ…

କର୍ନଲ ଏସ୍‌ଡିଏମ୍‌ଙ୍କୁ ସମର୍ଥନ କଲେ ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼, ୩୧।୮: ହରିୟାଣାର କର୍ନଲ ଜିଲାରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଚାଷୀଙ୍କ ମୁଣ୍ଡ ଫଟାଇବା ଲାଗି ପୋଲିସକୁ ନିର୍ଦ୍ଦେଶ ଦେଇ ସ୍ଥାନୀୟ ଏସ୍‌ଡିଏମ୍‌ ଆୟୁଷ ସିହ୍ନା ବିବାଦ ଘେରକୁ ଆସିଛନ୍ତି। ଏସ୍‌ଡିଏମ୍‌ ଆୟୁଷଙ୍କ କଠୋରତାକୁ ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟର ସମର୍ଥନ କରିଛନ୍ତି।…

ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା

ଡେରାଡୁନ, ୩୦।୮: ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ବାଦଲଫଟା ବର୍ଷା ସାଙ୍ଗକୁ ଭୂସ୍ଖଳନ ଘଟିଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ପଥରଖଣ୍ଡ ଖସି ଲୋକଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି। ଜୁମ୍ମା ଗ୍ରାମର ଜାମ୍ରି ଏବଂ ତାର୍‌କୋଟଠାରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?