ତିହାର ଜେଲ୍ରେ କରୋନା ବୋମା: ୧୯୦କଏଦୀ କରୋନା ପଜିଟିଭ୍
ନୂଆଦିଲ୍ଲୀ,୧୪।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀର ସବୁଠାରୁ ବଡ଼ ତିହାର ଜେଲ୍ରେ ଏଯାଏଁ ୧୯୦ କଏଦୀ କରୋନାରେ…
ବିମାନବନ୍ଦରରେ ଦେଖାଇବାକୁ ପଡ଼ିବ ଆରଟି-ପିସିଆର ନେଗେଟିଭ ରିପୋର୍ଟ
କୋଲକାତା,୧୪।୪: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। ଦିନକୁ ଦିନ କରୋନା ମାମଲା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଯାହା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପାଇଁ ଚିନ୍ତା ବଢ଼ାଇ ଦେଇଛି। ଇତିମଧ୍ୟରେ ପଶ୍ଚିମବଙ୍ଗରେ…
ପୋଲିସ ବାବୁଙ୍କ କଡ଼ା ପଦକ୍ଷେପ: ୫୦୦୦ ଅମାନିଆଙ୍କ ବିରୋଧରେ ମାମଲା ରୁଜୁ…
ନୂଆଦିଲ୍ଲୀ,୧୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ପୁଣି କୋକୁଆ ଭୟ ସୃଷ୍ଟି ହୋଇଛି। କରୋନା ମାର୍ଗଦର୍ଶିକା ପାଳନ କରୁ ନ ଥିବା ଅମାନିଆଙ୍କ ପାଇଁ ଦିଲ୍ଲୀ ପୋଲିସ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ମାସ୍କ ପିନ୍ଧି ନ ଥିବା…
ଲକ୍ଡାଉନ୍କୁ ମୁଖ୍ୟମନ୍ତ୍ରୀଙ୍କ ଭୟ: ଜାରି ହେଉଛି ଜନତା କର୍ଫ୍ୟୁ-କରୋନା କର୍ଫ୍ୟୁ…
ନୂଆଦିଲ୍ଲୀ,୧୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଲକ୍ଡାଉନ୍ ଘୋଷଣା କରିବାକୁ ପଛାଉଛନ୍ତି। ତେବେ ମହାରାଷ୍ଟ୍ର, ଦିଲ୍ଲୀ, ମଧ୍ୟପ୍ରଦେଶ, ରାଜସ୍ଥାନ, ଉତ୍ତରପ୍ରଦେଶ ଆଦି ରାଜ୍ୟ ସରକାର ଲକ୍ଡାଉନ୍ ଭଳି ବିଭିନ୍ନ କଟକଣା ଜାରି କରିଥିଲେ…
ପୁଣି ଫେରିବ ରାମାୟଣ
ନୂଆଦିଲ୍ଲୀ,୧୪।୪: ରାମାନନ୍ଦ ସାଗରଙ୍କ ‘ରାମାୟଣ’ ପୁଣି ଥରେ ପରଦାକୁ ଫେରୁଛି। ପ୍ରତିଦିନ ସନ୍ଧ୍ୟା ୭ଟାରେ ଷ୍ଟାର ଭାରତରେ ଏହାକୁ ପ୍ରସାରିତ କରାଯିବ। ଏନେଇ ବୁଧବାର ଷ୍ଟାର ଭାରତ ଟୁଇଟ କରି ଶୋ’ ବିଷୟରେ ସୂଚନା ଦେଇଛି। ସୂଚନାଯୋଗ୍ୟ, ଗତବର୍ଷ ଲକ୍ଡାଉନ ସମୟରେ…
ଏହି ରାଜ୍ୟରେ ୩୨୦ କୋଭାକ୍ସିନ୍ ଡୋଜ୍ ଚୋରି…
ଜୟପୁର,୧୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ ପ୍ରଥମ କରୋନା ଟିକା ଚୋରି ଘଟଣା ଘଟିଛି। ରାଜସ୍ଥାନର ଜୟପୁରରେ…
ସିବିଏସ୍ଇ ଦଶମ ପରୀକ୍ଷା ରଦ୍ଦ, ଦ୍ୱାଦଶ ପରୀକ୍ଷା ସ୍ଥଗିତ
ନୂଆଦିଲ୍ଲୀ,୧୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସିବିଏସ୍ଇ ବୋର୍ଡ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ରମେଶ ପୋଖରିଓ୍ବାଲଙ୍କ ସହିତ ବୈଠକ କରିବା ପରେ…
ଲୋକେ ମାସ୍କ୍ ନ ପିନ୍ଧିଲେ ପୋଲିସ ପାଇବେ ଦଣ୍ଡ…
ଲକ୍ଷ୍ନୌ,୧୪।୪: କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ମାସ୍କ୍ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଆଦି ଉପରେ ଗୁରୁତ୍ୱାରୋପ କରାଯାଉଛି। ଏନେଇ ଉତ୍ତରପ୍ରଦେଶର ଆହ୍ଲାବାଦ୍ ହାଇକୋର୍ଟ ପକ୍ଷରୁ ମାସ୍କ୍ ପିନ୍ଧି…
ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍: ଟୁଇଟ୍ କରି ଦେଲେ ସୂଚନା
ଲକ୍ଷ୍ନୌ,୧୪।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏନେଇ ସେ ନିଜ ଟୁଇଟର ହ୍ୟାଣ୍ଡେଲରୁ ଟୁଇଟ୍ କରି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶ ଏବଂ କେରାନା ମାର୍ଗଦର୍ଶିକା ପାଳନ କରି ସେ ନିଜକୁ ସେଲଫ୍…
କୁଚ୍ବିହାର ଗୁଳିକାଣ୍ଡ: ମୃତକଙ୍କ ପରିଜନଙ୍କୁ ଭେଟିଲେ ମମତା, ଦେଲେ ପ୍ରତିଶ୍ରୁତି
କୋଲକାତା,୧୪।୪: ପଶ୍ଚିମବଙ୍ଗର କୁଚ୍ବିହାର ଗୁଳିକାଣ୍ଡରେ ଚାରି ଜଣଙ୍କ ମୃତ୍ୟୁପରେ ପଶ୍ଚିମବଙ୍ଗର ରାଜନୀତି ସରଗରମ ହୋଇପଡିଛି। ଏହି ଘଟଣାକୁ ନେଇ ଭାଜପା ଏବଂ ତ୍ରୁଣମୂଳ କଂଗ୍ରେସ ମଧ୍ୟ ଆରୋପ-ପ୍ରତ୍ୟାରୋପ ଚାଲିଛି। ବୁଧବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୁଚ୍ ବେହାର ହିଂସାରେ ମୃତ୍ୟୁ ଘଟିଥିବା…
ଅଟକିବନି ସିରିଏଲ୍ ଶୁଟିଂ
ମୁମ୍ବାଇ,୧୪।୪: ମହାରାଷ୍ଟ୍ରରେ କରୋନାର ବର୍ଦ୍ଧିତ ମାମଲାକୁ ଦୃଷ୍ଟିରେ ରଖି ରାଜ୍ୟସରକାର ୧୫ ଦିନିଆ ଜନତା କର୍ଫ୍ୟୁ ପାଇଁ ଘୋଷଣା କରିଛନ୍ତି। ଏହି ସମୟରେ ଫିଲ୍ମ, ଟିଭି ସିରିଏଲ୍ ଓ ବିଜ୍ଞାପନ ଶୁଟିଂ ଉପରେ ପୁଣି ଥରେ ରୋକୋ ଲଗାଯାଇଛି। କିନ୍ତୁ ଏହାରି…
ମାସେ ପାଇଁ ସ୍ଥଗିତ ହେଲା ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା
ଭୋପାଳ,୧୪।୪: ମଧ୍ୟପ୍ରଦେଶରେ କରୋନା ସଂକ୍ରମଣର ପ୍ରକୋପ ଜାରି ରହିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ମାସେ ପାଇଁ ସ୍ଥଗିତ ରଖାଯାଇଛି।…
Archives


