ଜାତୀୟ

କରୋନା ହାହାକାର : ମୃତ୍ୟୁ ସଂଖ୍ୟା ୫ ହଜାର ଟପିଲା

ନୂଆଦିଲ୍ଲୀ,୧୪।୪: ଦେଶରେ ଏପ୍ରିଲ୍‌ ୭ ଠାରୁ ୧୩ ମଧ୍ୟରେ ମୋଟ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭୨ ହଜାର ୫୫୦ରେ ପହଞ୍ଚିଛି। ପ୍ରତିଦିନ ଲକ୍ଷେରୁ ଅଧିକ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ସେହିପରି ଏହି ସମୟ ମଧ୍ୟରେ ମୃତ୍ୟୁ ସଂଖ୍ୟା ୫…

ବେଲଗାମ୍‌ କରୋନା: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ବହୁ ଅଫିସର ସଂକ୍ରମିତ

ଲକ୍ଷ୍ନୌ,୧୪।୪: ଉତ୍ତରପ୍ରଦେଶରେ କରୋନା ରେକର୍ଡ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ରାଜ୍ୟରେ ଗୋଟିଏ ଦିନରେ ୧୮ହଜାରରୁ ଊର୍ଦ୍ଧ୍ୱ ନୂଆ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ରାଜଧାନୀ ଲକ୍ଷ୍ନୌରୁ ସର୍ବାଧିକ ୫,୩୦୦ ଓ ପ୍ରୟାଗରାଜରୁ ୧୮୦୦ ରହିଛନ୍ତି। ଇତିମଧ୍ୟରେ ୟୁପି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର…

ମୁଁ ରାଜନୀତି ଛାଡିଦେବି, କାନ ଧରି ଉଠ୍‌-ବସ୍‌ ହେବେ ମୋଦି: କାହିଁକି ଏମିତି କହିଲେ ଦିଦି

କୋଲକତା,୧୪।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୧ ପାଇଁ ଏବେ ରାଜନୀତି ସରଗରମ ଅଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନ ଆୟୋଗ ଦ୍ୱାରା ନିଷେଧାଦେଶ ପାଳନ କରିବା ପରେ ବାରସାତରେ ଏକ ନିର୍ବାଚନ ରାଲି କରିଥିଲେ। ଏହି ଅବସରରେ ଟିଏମସି ସୁପ୍ରିମୋ ମମତା…

ଶ୍ମଶାନରେ ଲିଭୁନି ନିଆଁ: ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ

ଭୋପାଳ,୧୪।୪: କରୋନା ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଧ୍ୟପ୍ରଦେଶର ଭୋପାଳରେ ମୃତକଙ୍କ ସଂଖ୍ୟା ସରକାର ଲୁଚାଉଥିବା ଅଭିଯୋଗ ହୋଇଛି। ସରକାରୀ ରିପୋର୍ଟରେ ମୃତ୍ୟୁ ସଂଖ୍ୟା…

କୁମ୍ଭ ମେଳାରେ କରୋନା ମାଡ: ପୁଣି ୧୦୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ, ୨୦ ସାଧୁସନ୍ଥ କରୋନା ପଜିଟିଭ୍‌‌‌

ଲକ୍ଷ୍ନୌ,୧୪।୪: ଦେଶରେ କରୋନା ପରିସ୍ଥିତି ପୁଣି ବିଗିଡିବାରେ ଲାଗିଛି। କୁମ୍ଭ ମେଳାରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବୁଧବାର ପୁଣି ୧୦୦ରୁ ଅଧିକ ଶ୍ରଦ୍ଧାଳୁ ଏବଂ ୨୦ ସାଧୁସନ୍ଥ କରୋନା ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ଏହି ମେଳାରେ ଭାଗ ନେଇଥିବା ୧୮୦୦ରୁ…

ଅଖିଳେଶ କରୋନା ଆକ୍ରାନ୍ତ

ଲକ୍ଷ୍ନୌ,୧୪।୪: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ଅଧ୍ୟକ୍ଷ ଅଖିଳେଶ ଯାଦବ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ବୁଧବାର ସକାଳେ ଅଖିଳେଶ ଟୁଇଟ କରି ସୂଚନା ଦେଇଛନ୍ତି। ପଜିଟିଭ ଚିହ୍ନଟ ହେବା ପରେ ଅଖିଳେଶ ନିଜକୁ ହୋମ୍‌ ଆଇସୋଲେଶନ୍‌ କରିନେଇଛନ୍ତି।…

ମହାରାଷ୍ଟ୍ରରେ ଜନତା କର୍ଫ୍ୟୁ

ମୁମ୍ବାଇ,୧୪ା୪: ମହାରାଷ୍ଟ୍ରରେ କରୋନା ଭୂତାଣୁର ଉଗ୍ରରୂପକୁ ଦେଖି ‘ଜନତା କର୍ଫ୍ୟୁ’ ଜାରି କରିଛନ୍ତି ଉଦ୍ଧବ ସରକାର। ମଙ୍ଗଳବାର ୬୦,୨୧୨ ସଂକ୍ରମିତ ହୋଇଥିବାବେଳେ ୨୮୧ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ କେତେକ ନୂଆ କଟକଣା ଘୋଷଣା…

ଆମ୍ବେଦକରଙ୍କୁ ମନେପକାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୪: ଆଜି ଦେଶର ସମ୍ବିଧାନ ରଚୟତା ଡକ୍ଟର ବାବାସାହେବ ଆମ୍ବେଦକରଙ୍କ ୧୩୦ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।  ପ୍ରଧାନମନ୍ତ୍ରୀ ଟୁଇଟରେ ଲେଖିଛନ୍ତି, ଆମ୍ବେଦକର ଜୟନ୍ତୀ ଅବସରରେ ମୁଁ ଡା. ବାବାସାହେବ ଆମ୍ବେଦକରଙ୍କୁ…

ପ୍ରବାସୀ ଶିଶୁଙ୍କ ସଂଖ୍ୟା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୪: ଦେଶବ୍ୟାପୀ କୋଭିଡ୍‌-୧୯ ମହାମାରୀ ସଂକ୍ରମଣ ବଢ଼ିଚାଲିଥିବାବେଳେ ପ୍ରବାସୀ ଶ୍ରମିକମାନଙ୍କ ଦୁଃଖ ବହୁଗୁଣିତ ହେବାରେ ଲାଗିଛି। ଗତବର୍ଷ ଲକ୍‌ଡାଉନ୍‌ ବେଳେ ମହାମାରୀ ପ୍ରବାସୀ ପରିବାରଗୁଡ଼ିକର ଦୁର୍ଦ୍ଦଶା ବଢ଼ାଇଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ପ୍ରବାସୀଙ୍କ ଛୋଟ ଛୋଟ ପିଲାଙ୍କ ସଂଖ୍ୟା କେତେ ଓ…

ଭୂତାଣୁ ବାଣ୍ଟିଲା କୁମ୍ଭମେଳା

ନୂଆଦିଲ୍ଲୀ, ୧୪ା୪: ଭାରତରେ କରୋନା ସଂକ୍ରମଣ ବ୍ରାଜିଲକୁ ଟପି ଦ୍ୱିତୀୟ ସ୍ଥାନକୁ ଉଠିଥିବାବେଳେ ଭୂତାଣୁ ବାଣ୍ଟିବାରେ ଲାଗିଛି ଉତ୍ତରାଖଣ୍ଡର ହରିଦ୍ୱାର କୁମ୍ଭମେଳା। ଲକ୍ଷ ଲକ୍ଷ ସଂଖ୍ୟାରେ ଶ୍ରଦ୍ଧାଳୁ ଗୋଟିଏ ସ୍ଥାନରେ ଏକାଠି ହେବା ଯୋଗୁ କଟକଣା ବାଟହୁଡ଼ା ହୋଇଛି। ଆଗାମୀ ଦିନରେ…

ପ୍ରଶ୍ନ ଘେରରେ ନିର୍ବାଚନ ଆୟୋଗ

କୋଲକାତା/ନୂଆଦିଲ୍ଲୀ,୧୪ା୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ‘ଗଣତନ୍ତ୍ରର ଉତ୍ସବ’ ରୂପେ ଉତ୍ସାହଜନକ ହୋଇନାହିଁ। ଶାସକ ତୃଣମୂଳ କଂଗ୍ରେସ ଏବଂ ବିରୋଧୀ ଭାଜପା ନେତାଙ୍କ ବୟାନବାଜି ସମଗ୍ର ପ୍ରଚାରକୁ ତିକ୍ତ ଓ ଅରୁଚିକର କରିଦେଇଛି। ମୁଖ୍ୟ ଦୁଇ ଦଳ ପରସ୍ପର ବିରୋଧରେ ହିଂସା ଭିଆଇବା…

କରୋନା ୨ ଲକ୍ଷ ମୁହାଁ: ୨୪ ଘଣ୍ଟାରେ ୧୦୦୦ରୁ ଅଧିକ ଜୀବନ ନେଲା

ନୂଆଦିଲ୍ଲୀ,୧୪।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨ ଲକ୍ଷ ମୁହାଁ ହେବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri