ଜାତୀୟ

ସାଧାରଣତନ୍ତ୍ର ଦିବସରେ ମୋଦି ପିନ୍ଧିଲେ କମଳା ରଙ୍ଗର ପଗଡ଼ି: କ’ଣ ଏହାର କାରଣ

ନୂଆଦିଲ୍ଲୀ,୨୬ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣତନ୍ତ୍ର ଦିବସ ଓ ସ୍ୱାଧିନତା ଦିବସରେ ପଗଡି ବାନ୍ଧିବାର ପରମ୍ପରାକୁ ବଜାୟ ରଖିଛନ୍ତି । ଚଳିତବର୍ଷ ଗଣତନ୍ତ୍ର ଦିବସ ଅବସରରେ ସେ କମଳା ରଙ୍ଗର ପଗଡି ପିନ୍ଧିଥିବା ଦେଖାଯାଇଛି । ୭୨ ତମ...

ରାଜପଥରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬ ।୧: ସାରା ଦେଶ ଉତ୍ସାହ ଓ ଉଦ୍ଦିପନା ସହ ପାଳନ କରୁଛି ୭୨ ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜପଥରେ ପହଞ୍ଚି ପତାକା ଉତ୍ତୋଳନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଶକ୍ତି ପ୍ରଦର୍ଶନ କଲେ ତିନି ସେନା: ପରେଡରେ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର ସାମିଲ

ନୂଅ।ଦିଲ୍ଳୀ,୨୬୧: ମଙ୍ଗଳବାର ୭୨ ତମ ଗଣତନ୍ତ୍ର ଦିବସ ପାଳନ ଅବସରରେ ଦିଲ୍ଲୀର ରାଜପଥରେ ତିନି ସେନା ପରେଡ଼ କରିଛନ୍ତି। ଏହି ଅବସରରେ ବିଭିନ୍ନ ସାମରିକ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ କରାଯାଇଛି । ପରେଡ଼ରେ ବ୍ରହ୍ମୋସ୍ ଏବଂ ତେଜସ୍ କ୍ଷେପଣାସ୍ତ୍ରକୁ ସାମିଲ କରାଯାଇଛି...

ଚଳିତ ବର୍ଷ ଗଣତନ୍ତ୍ର ଦିବସରେ ସାମିଲ ହେଲେ ନାହିଁ କେହି ବିଦେଶୀ ଅତିଥି

ନୂଆଦିଲ୍ଲୀ,୨୬ ।୧: ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସଠାରୁ ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ଭିନ୍ନ ହୋଇଛି । କାରଣ ଏବର୍ଷ କେହି ବିଦଶୀ ଅତିଥି ସାଧାରଣତନ୍ତ୍ର ଦିବସରେ ଯୋଗ ଦେଇ ନାହାନ୍ତି । ସାରା ବିଶ୍ୱରେ ବ୍ୟାପିଥିବା ମହାମାରୀ କାରଣରୁ ଏପରି ହୋଇଛି...

ବଜେଟ ଦିନ ଚାଷୀଙ୍କ ସଂସଦ ଭବନ ପଦଯାତ୍ରା

ନୂଅ।ଦିଲ୍ଲୀ, ୨୬।୧ (ପି.ଟି.): ସାଧାରଣତନ୍ତ୍ର ଦିବସରେ ଅ।ନ୍ଦୋଳନରତ ହଜାର ହଜାର ଚାଷୀ ଦିଲ୍ଲୀରେ ଟ୍ରାର ରାଲି କରିବାକୁ ଯାଉଥତ୍ବାବେଳେ ଫେବୃୟାରୀ ୧ ବଜେଟ ଉପସ୍ଥାପନ ଦିନ ସେମାନେ ପାର୍ଲାମେଣ୍ଟ ଭବନ ଅଭିମୁଖେ ପଦଯାତ୍ରାରେ ବାହାରିବେ ବୋଲି ସୋମବାର ଘୋଷଣା କରିଛନ୍ତି।...

ଇ-ଭୋଟର ପରିଚୟପତ୍ର ଜାରି

ନୂଅ।ଦିଲ୍ଲୀ, ୨୬ା୧ (ପି.ଟି.): ଭାରତର ନିର୍ବାଚନ କମିଶନ ସୋମବାର ଭୋଟର ଫଟୋ ପରିଚୟପତ୍ରର ଇଲେ୍ରୋନିକ୍ ଭର୍ସନ (ଇ-ଭୋଟର କାର୍ଡ) ଜାରି କରିଛନ୍ତି। ଏହି ଡିଜିଟାଲ ପରିଚୟପତ୍ରକୁ ଭୋଟର ନିଜ ମୋବାଇଲ ଫୋନ୍ରେ ଷ୍ଟୋର କରିବା ସହ ବ୍ୟକ୍ତିଗତ କମ୍ପୁ୍ୟଟରରେ ଡାଉନ୍ଲେଡ୍...

ସୈନ୍ୟ ପ୍ରତ୍ୟାହାର ଲାଗି ସହମତି

ନୂଆଦିଲ୍ଲୀ, ୨୬ା୧ (ପି.ଟି.): ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି) ଅନ୍ତର୍ଗତ ଅଞ୍ଚଳରେ ଦୀର୍ଘ ୯ ମାସ ହେଲା ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଲାଗି ରହିଥତ୍ବାବେଳେ ଅଚଳାବସ୍ଥା ଦୂର ପାଇଁ ଉଭୟ ପକ୍ଷର...

ହିନ୍ଦୁ ଦେବତାଙ୍କୁ ଥଟ୍ଟା ଅଭିଯୋଗ: ଅଭିନେତା ଗିରଫ

ମୁମ୍ବାଇ, ୨୬ା୧: ହିନ୍ଦୁ ଦେବଦେବୀଙ୍କୁ ଥଟ୍ଟା କରିବା ଅଭିଯୋଗରେ ଭାରତୀୟ ହାସ୍ୟ ଅଭିନେତା ମୁନାଓ୍ବର ଫାରୁକିଙ୍କୁ ଗିରଫ କରାଯାଇଛି। ତେବେ ଯେଉଁ ଶୋରେ ସେ ଏପରି କରିଥତ୍ବା ଅଭିଯୋଗ ହୋଇଛି । ସେଠାରେ ସେ ଅ।ଦୌ ଯୋଗ ଦେଇ ନ...

ରାଷ୍ଟ୍ରପତି ଉନ୍ମୋଚିତ କରିଥିବା ଛବିଟି ନେତାଜୀଙ୍କ ନୁହେଁ

ନୂଆଦିଲ୍ଲୀ,୨୫ା୧- ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋସଙ୍କ ଛବିକୁ ନେଇ ଦେଖାଦେଇଛି ବିବାଦ। ଫଟୋଟି ନେତାଜୀ ସୁଭାଷଙ୍କର ନୁହେଁ, ବରଂ ବେଙ୍ଗଲ ଆକ୍ଟର ପ୍ରସନଜିତ୍‌ ଚାଟାର୍ଜୀଙ୍କ ଛବି ବୋଲି ପଶ୍ଚିମବଙ୍ଗର...

ବିସ୍ତାରବାଦୀ ଉଦ୍ୟମକୁ ପଣ୍ଡ କରିଛନ୍ତି ଆମ ବୀର ଯବାନ- ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୧: ଭାରତ ସବୁବେଳେ ଶାନ୍ତି ପାଇଁ ପ୍ରତିଶ୍ରୁତିବଦ୍ଧ ରହିଆସିଛି। ଏହା ସତ୍ତ୍ୱେ ବିସ୍ତାରବାଦୀ ଶକ୍ତି ସୀମାନ୍ତ ଅଞ୍ଚଳ କବ୍‌ଜା କରିବା ଲାଗି ଉଦ୍ୟମ ଚଳାଇଛନ୍ତି। ସେମାନଙ୍କର ଏହି ଉଦ୍ୟମକୁ ଆମ ବୀର ଯବାନମାନେ ପଣ୍ଡ କରିଦେଇଛନ୍ତି। ଗତବର୍ଷ ଲଦାଖରେ ଚାଇନାର...

ଘରେ ମଦ ରଖିବା ପାଇଁ ଦରକାର ଲାଇସେନ୍ସ

ଲକ୍ଷ୍ନୌ,୨୫ା୧- ଘରେ ଧାର୍ଯ୍ୟ ପରିିମାଣ ଠାରୁ ଆଉ ଅଧିକ ମଦ ରଖିପାରିବେ ନାହିଁ। ନିଜ ବାସଭବନରେ ଅଧିକ ମଦ ଷ୍ଟୋର କରିବା ପାଇଁ ଏବେ ଲାଇସେନ୍ସ ରଖିବା ବାଧ୍ୟତାମୂଳକ। ଏ ନେଇ ସୋମବାର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଘୋଷଣା...

‘କଙ୍ଗନାଙ୍କୁ ଭେଟିବାକୁ ଗଭର୍ନରଙ୍କ ପାଖରେ ସମୟ ଅଛି, କୃଷକଙ୍କ ପାଇଁ ନାହିଁ’

ମୁମ୍ବାଇ,୨୫।୧: ଆମେ ଗଭର୍ନରଙ୍କ ନିକଟକୁ ଯାଉଛେ। କିନ୍ତୁ ମହାରାଷ୍ଟ୍ର ଏଭଳି ଗଭର୍ନର ପୂର୍ବରୁ କେବେ ଦେଖିନାହାନ୍ତି। କଙ୍ଗନା ରାଣାଓ୍ବତ୍‌ଙ୍କୁ ଭେଟିବା ପାଇଁ ତାଙ୍କ ପାଖରେ ସମୟ ଅଛି। କିନ୍ତୁ କୃଷକଙ୍କ ଲାଗି ସମୟ ନାହିଁ ବୋଲି ଆଜାଦ ହିନ୍ଦ ମଇଦାନଠାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri