ମଝି ରାସ୍ତାରେ ଧାରଣାରେ ବସିଲେ ଦିଦି: କଲେ ପେଣ୍ଟିଂ
କୋଲକାତା,୧୩।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ରାସ୍ତା ମଝିରେ ଧାରଣାରେ ବସିଛନ୍ତି। କୋଲକାତାର ମୋୟା ସଡକ ପରିସରରେ ଥିବା ଗାନ୍ଧିମୂର୍ତ୍ତି ତଳେ ହ୍ବିଲ ଚେୟାରରେ ବସି ଦିଦି ଧାରଣା ଦେଇଛନ୍ତି। ଏହି ସମୟରେ ସେ ମୁହଁରେ କଳା ରଙ୍ଗର ମାସ୍କ…
ଜାତୀୟ ପୁରସ୍କାର ବିଜେତା ଅଭିନେତାଙ୍କ ପରଲୋକ: କରୋନାରେ ଥିଲେ ଆକ୍ରାନ୍ତ
ଜାତୀୟ ପୁରସ୍କାର ପାଇଥିବା ଫିଲ୍ମ ‘କୋର୍ଟ’ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଲେଖକ, ଗାୟକ ତଥା ଅଭିନେତା ଭୀରା ସାଥିଦାରଙ୍କର ୬୧ ବର୍ଷରେ ପରଲୋକ ଘଟିଛି। ସୋମବାର ରାତିରେ ନାଗପୁରର ଏମ୍ସ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଭୀରା…
୨୪ତମ ସିଇସି ହେଲେ ସୁଶୀଲ ଚନ୍ଦ୍ରା: ୫ ରାଜ୍ୟରେ କରିବେ ନିର୍ବାଚନ
ନୂଆଦିଲ୍ଲୀ,୧୩।୪: ଦେଶର ୨୪ତମ ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଭାବେ ସୁଶୀଲ ଚନ୍ଦ୍ରା ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ୨୦୨୨ ମେ ୧୪ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଗୋଆ, ମଣିପୁର, ଉତ୍ତରାଖଣ୍ଡ, ପଞ୍ଜାବ ଏବଂ ଉତ୍ତରପ୍ରଦେଶ ଆଦି…
ଅକ୍ସିଜେନ ଅଭାବରୁ ୭କରୋନା ଆକ୍ରାନ୍ତ ମୃତ
ମୁମ୍ବାଇ,୧୩।୪: ମହାରାଷ୍ଟ୍ରରେ କରୋନା କରୋନା ସ୍ଥିତି ଦିନକୁ ଦିନ ବେକାବୁ ହେବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ହସ୍ପିଟାଲରୁ ଏକ ଅବହେଳାରେ ଚିତ୍ର ସାମ୍ନାକୁ ଆସିଛି। ଯେଉଁଥିପାଇଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ…
ଲକ୍ଡାଉନ ଭୟରେ ଘରମୁହାଁ ପ୍ରବାସୀ ଶ୍ରମିକ
ନୂଆଦିଲ୍ଲୀ,୧୩।୪: ଦେଶରେ କରୋନା ସ୍ଥିତି ଧିରେ ଧିରେ ଅଣାୟତ୍ତ ହେବାରେ ଲାଗିଛି। ଦିନକୁ ଦିନରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନାର ନୂଆ ମାମଲା ସମସ୍ତ ପୁରୁଣା ରେକର୍ଡ ଭାଙ୍ଗୁଥିବା ବେଳେ ପ୍ରତିଦିନ ୧ଲକ୍ଷରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।…
ଭାଜପା ନେତାଙ୍କ ବିବାଦୀୟ ମନ୍ତବ୍ୟ: କହିଲେ, ୪ ନୁହେଁ, ୮ ଜଣଙ୍କୁ ଗୁଳି ମାରିବାର ଥିଲା
କୋଲକାତା,୧୪।୪: ପଶ୍ଚିମବଙ୍ଗର କୁଚବିହାର ଗୁଳିକାଣ୍ଡରେ ୪ ଜଣଙ୍କ ମୃତ୍ୟୁପରେ ପଶ୍ଚିମବଙ୍ଗର ରାଜନୀତି ସରକଗରମ ହୋଇପଡିଛି। ଏହି ଘଟଣାକୁ ନେଇ ଭାଜପା ଏବଂ ତ୍ରୁଣମୂଳ କଂଗ୍ରେସ ମଧ୍ୟ ଆରୋପ-ପ୍ରତ୍ୟାରୋପ ଚାଲିଛି। ଏବେ ନେତା ରାହୁଲ ସିହ୍ନା ଏହି ପ୍ରସଙ୍ଗରେ ଏକ ବିବାଦୀୟ ମନ୍ତବ୍ୟ…
ସିବିଏସ୍ଇ ପରୀକ୍ଷା ବାତିଲ କରିବାକୁ ଦାବି କଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୩।୪: ଦେଶରେ କରୋନା ଦ୍ୱିତୀୟ ଲହର ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହି ମହାମାରୀ ଯୋଗୁ ପୁଣି ଥରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ଏହିକ୍ରମରେ ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ କରୋନା ଅଣାୟତ ହେଉଥିବା ବେଳେ ସମସ୍ତ ପୁରୁଣା ରେକର୍ଡ ଭାଙ୍ଗିବାରେ ଲାଗିଛି।…
ଏହି ସହରରେ ଅମାନିଆଙ୍କୁ ୨ ଘଣ୍ଟା ଜେଲଦଣ୍ଡ: ଜିଲାପାଳଙ୍କ ନିର୍ଦ୍ଦେଶ ଜାରି…
ଇନ୍ଦୋର,୧୩।୪: କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଥିବାରୁ ମଧ୍ୟପ୍ରଦେଶର କେତେକ ସହରରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ତେବେ କେତେକ ଅମାନିଆ ଆଇନର ଉଲ୍ଲଂଘନ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଇନ୍ଦୋରର ଅତିରିକ୍ତ ଜିଲାପାଳ ପଓ୍ବନ ଜୈନ୍ ଅମାନିଆଙ୍କୁ ଧରି ୨…
ସ୍ତ୍ରୀ ସମେତ ୪ ଜଣଙ୍କୁ ହତ୍ୟା କରି ବକ୍ସଖଟରେ କଲେ ଭର୍ତ୍ତି: ଘର ତାଲା ପକାଇ ବୁଲେଟ ଧରି ଛୁ’
ଜାମସେଦପୁର,୧୩।୪: ଝାଡଖଣ୍ଡର ଜାମସେଦପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀ ସମେତ ୪ ଜଣଙ୍କୁ ହତ୍ୟା କରି ଖଟବକ୍ସରେ ଭର୍ତ୍ତି କରି ବୁଲେଟ୍ ଧରି ଫେରାର ହୋଇଯାଇଛନ୍ତି। ଏପର୍ଯ୍ୟନ୍ତ ଅଭିଯୁକ୍ତ ଦୀପକଙ୍କୁ ଗିରଫ କରାଯାଇନାହିଁ। କଦମା ତିସ୍ତା ରୋଡ କ୍ୱାର୍ଟର ନଂ…
ପିପିଇ କିଟ୍ ପିନ୍ଧି ଅଭିଯୁକ୍ତଙ୍କୁ ବାନ୍ଧି ନେଲେ ପୋଲିସ ବାବୁ…
ଜବଲପୁର,୧୩।୪: ଏବେ ସୋସିଆଲ୍ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। କରୋନା ପଜିଟିିଭ୍ ଏବଂ କରୋନା ନେଗେଟିଭ୍ ଦୁଇ ଅଭିଯୁକ୍ତଙ୍କୁ ଜଣେ ପୋଲିସ ବାବୁ ପିପିଇ କିଟ୍ ପିନ୍ଧି ବାନ୍ଧି ନେଉଥିବାର ଦୃଶ୍ୟ ଭିଡ଼ିଓରେ ରହିଛି। ସେମାନଙ୍କ ବିରୋଧରେ ଚୋରି…
ହସ୍ପିଟାଲରେ ବେଡ୍ ଫୁଲ୍: ବାହାରେ ଆମ୍ବୁଲାନ୍ସ୍ରେ ଆକ୍ରାନ୍ତ…
ଅହମଦାବାଦ୍,୧୩।୪: ଗୁଜରାଟ ଅହମଦାବାଦରେ ପ୍ରତିଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଥିତି ବେକାବୁ ହେବାରେ ଲାଗିଛି। ସହରର ବଡ଼ ହସ୍ପିଟାଲ କୁହାଯାଉଥିବା ସ୍ଥାନୀୟ ସିଭିଲ୍ ହସ୍ପିଟାଲରେ ଥିବା ୧୨୦୦ ବେଡ୍ ଏବେ ଫୁଲ୍ ହୋଇ ଯାଇଛି। ବେଡ୍ ଖାଲି…
ନଈକୁ ଖସିଲା ମିନି ବସ୍: ଭାସିଗଲେ ଯାତ୍ରୀ…
ଶ୍ରୀନଗର,୧୩।୪: ଜମ୍ମୁ-କଶ୍ମୀରର ଡୋଡା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ିଆ ରାସ୍ତାରେ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ମିନି ବସ୍ ନିୟନ୍ତ୍ରଣ ହରାଇ ନଈକୁ ଖସିପଡ଼ିଛି। ଏଥିରେ ୬ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।…
Archives


