ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଜମ୍ମୁ-କଶ୍ମୀରରେ ପାଟ୍ରୋଲିଂ-ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଶ୍ରୀନଗର,୨୫।୧: ଜାନୁୟାରୀ ୨୬ରେ ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ନେଇ ଗୋଇନ୍ଦା ବିଭାଗ ପକ୍ଷରୁ ଗୁପ୍ତ ସୂଚନା ମିଳିବା ପରେ ନିୟନ୍ତ୍ରଣ ରେଖା ନିକଟବର୍ତ୍ତୀ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସେହିପରି ସନ୍ଦିଗ୍ଧ ଅଞ୍ଚଳରେ ବିଏସ୍ଏଫ୍...
୩୨ ପିଲାଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର
ନୂଆଦିଲ୍ଲୀ, ୨୫।୧(ପି.ଟି.): ଶିକ୍ଷା, କ୍ରୀଡା, କଳା, ସଂସ୍କୃତି, ସାମାଜିକ ସେବା ଓ ସାହସିକତା ଆଦି ବିଭିନ୍ନ କ୍ଷେତ୍ରରେ ଅସାଧାରଣ ଦକ୍ଷତା ପ୍ରଦର୍ଶନ କରିଥିବା ୩୨ ଜଣ ପିଲାଙ୍କୁ ଚଳିତ ବର୍ଷର ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର’ ପ୍ରଦାନ କରାଯାଇଛି। ୨୧...
ଏମ୍ସ ଉପନିର୍ଦ୍ଦେଶକ ନେଲେ ଟିକା
ନୂଆଦିଲ୍ଲୀ, ୨୫।୧: କରୋନା ଟିକା ନେବାକୁ ନେଇ ଏବେ ଲୋକଙ୍କ ମନରେ ଉତ୍ସାହଠାରୁ ଅଧିକ ଆଶଙ୍କା ଓ ଭୟ ଦେଖାଦେଉଛି। ଏହାକୁ ପ୍ରତିହତ କରିବା ପାଇଁ ସରକାରୀ ସ୍ତରରେ ସଚେତନତା ସୃଷ୍ଟି କରାଯାଉଛି। ପ୍ରଥମ ପର୍ଯ୍ୟାୟରେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ...
ପରେଡ୍ରେ ସାମିଲ ହେବେ ବାଂଲାଦେଶ ସୈନ୍ୟ
ନୂଆଦିଲ୍ଲୀ, ୨୫।୧ : ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ ରାଜପଥରେ ହେବାକୁ ଥିବା ପରେଡ୍ରେ ଭାରତୀୟ ଯବାନଙ୍କ ସହ ପ୍ରଥମ ଥର ପାଇଁ ୧୨୨ ବାଂଲାଦେଶୀ ସୈନ୍ୟ ସାମିଲ ହେବେ। ସେମାନଙ୍କ ଦେଶକୁ ସ୍ବାଧୀନ କରାଇବାରେ ଭାରତୀୟ ସେନା ଯବାନମାନଙ୍କ...
ଟ୍ରାକ୍ଟର ରାଲିକୁ ପୋଲିସ ଅନୁମତି
ନୂଆଦିଲ୍ଲୀ, ୨୫।୧(ପି.ଟି.): ସାଧାରଣତନ୍ତ୍ର ଦିବସରେ ଆନ୍ଦୋଳନରତ ଚାଷୀମାନଙ୍କ ପ୍ରସ୍ତାବିତ ଟ୍ରାକ୍ଟର ରାଲିକୁ ଦିଲ୍ଲୀ ପୋଲିସ ଅନୁମତି ପ୍ରଦାନ କରିଛି। ରବିବାର ଏ ସମ୍ପର୍କରେ ପୋଲିସ ଏକ ସାମ୍ବାଦିକ ସମ୍ମିଳନୀରେ ସ୍ପଷ୍ଟ କରିଛି। ଜାନୁୟାରୀ ୨୬ରେ ଶାନ୍ତିପୂର୍ଣ୍ଣ ଭାବେ ରାଲି ବାହାର...
ଟିକସ ବଢ଼ାଇ ୨୦ ଲକ୍ଷ କୋଟି ଆୟ
ନୂଆଦିଲ୍ଲୀ, ୨୫।୧: ପେଟ୍ରୋଲ, ଡିଜେଲର କ୍ରମାଗତ ଦରବୃଦ୍ଧିକୁ ନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସରକାର ଟିକସ ସଂଗ୍ରହରେ ବ୍ୟସ୍ତ ଥିବାବେଳେ ଦେଶରେ ହୁ ହୁ ହୋଇ ଦରଦାମ୍ ବଢ଼ି ଚାଲିଥିବାରୁ...
ଭାଜପା ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ: କହିଲେ, ମମତା ବାନାର୍ଜୀଙ୍କ ଡିଏନ୍ଏରେ ଦୋଷ ଅଛି
ଲକ୍ଷ୍ନୌ,୨୪।୧: ଉତ୍ତର ପ୍ରଦେଶର ବାଲିଆ ଜିଲାର ଭାଜପା ବିଧାୟକ ସୁରେନ୍ଦ୍ର ସିଂ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଷୟରେ ବିବାଦୀୟ ବିବୃତ୍ତି ଦେଇ ତାଙ୍କୁ ଇସଲାମ ଧର୍ମର ପୋଷକ ବୋଲି ବର୍ଣ୍ଣନା...
ଫେସ୍ବୁକ୍, ହ୍ବାଟ୍ସଆପ୍ ଛାଡି ନୂଆ ଆପ୍ ବ୍ୟବହାର କରୁଛନ୍ତି ଆତଙ୍କବାଦୀ
ଶ୍ରୀନଗର,୨୪।୧: ହ୍ବାଟସଆପ୍ ଏବଂ ଫେସ୍ବୁକ୍ ଭଳି ସୋସିଆଲ ମିଡିଆ ଆପ୍ ଦ୍ୱାରା ଗୋପନୀୟ ତଥ୍ୟ ଲିକ୍ ହେଉଥିବା ଜଣାପଡିବା ପରେ ଏବେ ବିଭିନ୍ନ ଆତଙ୍କବାଦୀ ସଂଗଠନ ସତର୍କ ହୋଇ ପଡିଛନ୍ତି। ବିଭିନ୍ନ ପାକିସ୍ତାନ ଆତଙ୍କବାଦୀ ସଂଗଠନ ଏବେ ନୂତନ ଆପ...
ମୋଦିଙ୍କୁ ଉପହାର ଦେଇ ଚର୍ଚ୍ଚାରେ ଛାତ୍ର
ନୂଆଦିଲ୍ଲୀ,୨୪।୧: ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଦୁବାଇରେ ପଢୁଥିବା ଜଣେ ଭାରତୀୟ ଛାତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ବିଶେଷ ପ୍ରତିକୃତି ତିଆରି କରିଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରୀ ଭି ମୁରଲୀଧରନ ସେହି ପ୍ରତିକୃତିକୁ ଟୁଇଟ କରି ସୂଚନା ଦେଇଛନ୍ତି। ଶରଣ...
କରୋନା ଟିକା ନେଇ ଆଶାକର୍ମୀଙ୍କ ମୃତ୍ୟୁ ଅଭିଯୋଗ
ହାଇଦ୍ରାବାଦ,୨୪।୧: ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଜିଲାର ଏକ ସରକାରୀ ଡାକ୍ତରଖାନାରେ ରବିାର ଜଣେ ଆଶା କର୍ମୀଙ୍କ ମୃତ୍ୟୁ ଘଟିଛି। କୋଭିଡ-୧୯ ଟୀକାକରଣ ପରେ ତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ସହକର୍ମୀମାନେ ଅଭିଯୋଗ କରିଛନ୍ତି। ଗୁଣ୍ଟୁର ଜିଲାପାଳ ସାମୁଏଲ ଆନନ୍ଦ କହିଛନ୍ତି ଯେ...
ମହାରାଷ୍ଟ୍ରରୁ ଦିଲ୍ଲୀ ଅଭିମୁଖେ କୃଷକଙ୍କ ପଦଯାତ୍ରା
ମୁମ୍ବାଇ,୨୪।୧: କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଚାଷୀ ସଂଗଠନର ଆନ୍ଦୋଳନ ଜାରି ରହିଛି। ସାଧାରଣତନ୍ତ୍ର ଦିବସରେ କୃଷକମାନେ ଏକ ଟ୍ରାକ୍ଟର ପରେଡ କରିବା ନେଇ ସୂଚନା ଦେଇଛନ୍ତି। ତେବେ ମହାରାଷ୍ଟ୍ରର ନାସିକରୁ ମୁମ୍ବାଇ ଅଭିମୁଖେ କୃଷକମାନେ ପଦଯାତ୍ରା ଆରମ୍ଭ...
ଟ୍ରାକ୍ଟର ରାଲିକୁ ସର୍ତ୍ତମୂଳକ ମଞ୍ଜୁରୀ
ନୂଆଦିଲ୍ଲୀ,୨୪।୧: ଦିଲ୍ଳୀ-ଏନ୍ସିଆର୍ରେ ଚାଲିଥିବା କୃଷକ ଆନ୍ଦୋଳନ ଦୁଇ ମାସ ପୂରଣ ହେବାକୁ ଯାଉଛି। ଏହି ଅବସରରେ ଆଗାମୀ ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସ ପରେଡ୍ରେ ଦିଲ୍ଲୀର ରିଙ୍ଗ୍ ରୋଡ୍ରେ କୃଷକମାନେ ବିଶାଳ ଟ୍ରାକ୍ଟର ରାଲି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି...
Archives


