ଜାତୀୟ

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୬।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି । ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ହଜାର ୧୬୪ ରେ…

ଦେଶକୁ ମିଳିବେ ପ୍ରଥମ ମହିଳା ପ୍ରଧାନ ବିଚାରପତି, ସୁପ୍ରିମ୍‌କୋର୍ଟଙ୍କ ସୁପାରିଶକୁ କେନ୍ଦ୍ରର ସ୍ବୀକୃତି…

ନୂଆଦିଲ୍ଲୀ,୨୬।୮: ଦେଶକୁ ୨୦୨୭ରେ ଜଣେ ମହିଳା ପ୍ରଧାନବିଚାରପତି ମିଳିବା ନିଶ୍ଚିତ ହୋଇଛି। ସୁପ୍ରିମକୋର୍ଟରେ ବିଚାରପତିଙ୍କ ୯ ଟି ଖାଲି ପଦବୀରେ ନିଯୁକ୍ତି ପାଇଁ ୯ ଜଣଙ୍କ ନାମ ଅଗଷ୍ଟ ୧୮ରେ ସୁପାରିଶ ଲାଗି ପଠାଯାଇଥିଲା। ଏହାକୁ କେନ୍ଦ୍ର ସରକାର ସ୍ବୀକୃତି ଦେଇଛନ୍ତି।…

ଦୁର୍ଘଟଣାଗ୍ରସ୍ତ ହେଲା ଲଢ଼ୁଆ ବିମାନ

ନୂଆଦିଲ୍ଲୀ,୨୫।୮: ଭାରତୀୟ ବାୟୁସେନାର ଏକ ମିଗ୍‌-୨୧ ଲଢ଼ୁଆ ବିମାନ ରାଜସ୍ଥାନର ବାର୍‌ମେରଠାରେ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରଶିକ୍ଷଣ ଉଡ଼ାଣ ବେଳେ ବିମାନରେ ଯାନ୍ତ୍ରୀକ ତ୍ରୁଟି ଦେଖାଦେବାରୁ ଦୁର୍ଘଟଣା ଘଟିଥିଲା। ତେବେ ପାଇଲଟ ସୁରକ୍ଷିତ ଅଛନ୍ତି। ଦୁର୍ଘଟଣାର କାରଣ ଜାଣିବା ପାଇଁ କୋର୍ଟ…

ଡ୍ରଗ୍ସ ମାମଲାରେ ବଲିଉଡ୍‌ ସୁନ୍ଦରୀଙ୍କୁ ଡାକରା

ନୂଆଦିଲ୍ଲୀ,୨୫।୮ : ବଲିଉଡ୍‌ ଅଭିନେତ୍ରୀ ରାକୁଲ ପ୍ରୀତ ସିଂ, ରାଣା ଡଗୁବତିଙ୍କ ବ୍ୟତୀତ ୧୦ ଜଣଙ୍କୁ ୪ ବର୍ଷ ପୁରୁଣା ଡ୍ରଗ୍ସ ମାମଲାରେ ପଚରାଉଚୁରା ପାଇଁ ଡକାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ରାକୁଲଙ୍କୁ ସେପ୍ଟେମ୍ବର ୬ରେ, ବାହୁବଳି ଆକ୍ଟର ଡଗୁବତିଙ୍କୁ ୮ରେ,…

ଛାତ୍ରୀଙ୍କୁ ଗଣବଳାତ୍କାର, ବୟଫ୍ରେଣ୍ଡଙ୍କୁ ଆକ୍ରମଣ

ମାହୀଶୂର,୨୫।୮ : ମଙ୍ଗଳବାର ସନ୍ଧ୍ୟା ୭ଟା ୩୦ରେ କର୍ନାଟକର ମାହୀଶୂରସ୍ଥିତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଚାମୁଣ୍ଡି ପାହାଡ଼ରେ ବୁଲିବାକୁ ପହଞ୍ଚିଥିଲେ ଜଣେ ଛାତ୍ରୀ ଓ ତାଙ୍କ ବୟଫ୍ରେଣ୍ଡ୍‌। ଜଙ୍ଗଲରେ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ସହ ତାଙ୍କ ପୁରୁଷ ବନ୍ଧୁ ମାଡ଼ ମରାଯାଇଛି।…

ଅକ୍ଟୋବରରୁ ପିଲାଙ୍କୁ ଟିକା

ନୂଆଦିଲ୍ଲୀ,୨୫।୮: ଅକ୍ଟୋବର ପ୍ରଥମ ସପ୍ତାହରୁ ୧୨ ବର୍ଷରୁ ଊର୍ଦ୍ଧ୍ୱ ପିଲାମାନଙ୍କୁ କୋଭିଡ୍‌ ଟିକା ଦିଆଯାଇପାରେ। ଟିକାଦାନରେ ଗୁରୁତର ରୋଗାକ୍ରାନ୍ତ ପିଲାଙ୍କୁ ପ୍ରାଥମିକତା ଦିଆଯିବ। ଦେଶରେ ୧୨ରୁ ୧୭ ବର୍ଷ ବୟସ ବର୍ଗରେ ୧୨ କୋଟି ପିଲା ଅଛନ୍ତି। ପିଲାଙ୍କ ମାନସିକ ଓ…

‘ଅଯଥାରେ କେନ୍ଦ୍ର ମନ୍ତ୍ରୀଙ୍କୁ ଗିରଫ କରାଯାଇ ନ ଥିଲା’

ମୁମ୍ବାଇ,୨୫।୮ : ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଚାପୁଡ଼ା ମାରିବା ମନ୍ତବ୍ୟ ଦେଇ ଗତକାଲି ଗିରଫ ହୋଇଥିଲେ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ। ଗିରଫ ହେବାର ୮ ଘଣ୍ଟା ପରେ ତାଙ୍କୁ ଜାମିନ ମିଳିଥିଲା। ତାଙ୍କୁ ଆସନ୍ତା ୨ ତାରିଖରେ ନାଶିକ ପୋଲିସ…

ରାହୁଲଙ୍କୁ ଅର୍ଥମନ୍ତ୍ରୀଙ୍କ ପ୍ରଶ୍ନ: ଏବେ ରେଳ ଷ୍ଟେଶନର ମାଲିକ କିଏ?

ନୂଆଦିଲ୍ଲୀ,୨୫।୮: ଜାତୀୟ ମୋନେଟାଇଜେସନ ପ୍ରୋଗ୍ରାମ (ଏନଏମପି) ଉପରେ ମୋଦି ସରକାରଙ୍କ ଉପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆକ୍ରମଣ ଜାରି ରହିଛି। ବୁଧବାର ସେ #IndiaOnSale ସହିତ ଟୁଇଟ୍‌ରରେ ଲେଖିଛନ୍ତି, ପ୍ରଥମେ ମୁଁ ବିଶ୍ୱାସ ବିକ୍ରି କରିଥିଲେ ଏବଂ ଏବେ ..।…

ଆଖୁ ଚାଷୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାର ଆଖୁ ଚାଷୀଙ୍କ ସପକ୍ଷରେ ବୁଧବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାର କୁଇଣ୍ଟାଲ ଏଫ୍‌ଆର୍‌ପି ମୂଲ୍ୟକୁ ୨୯୦ ଟଙ୍କାକୁ ବୃଦ୍ଧି କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଆଜି…

ଜନ ପ୍ରତିନିଧିଙ୍କ ବିରୋଧରେ ମାମଲା ପ୍ରତ୍ୟାହୃତ ପାଇଁ ହାଇକୋର୍ଟଙ୍କ ମଞ୍ଜୁରୀ ଜରୁରୀ: ଏସ୍‌ସି…

ନୂଆଦିଲ୍ଲୀ,୨୫।୮: ଏମ୍‌ପି ଏବଂ ବିଧାୟକଙ୍କ ଭଳି ଜନ ପ୍ରତିନିଧିଙ୍କ ବିରୋଧରେ ଅପରାଧିକ ମାମଲା ପ୍ରତ୍ୟାହାର ଉପରେ ସମ୍ପୂର୍ଣ୍ଣ କଟକଣା ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଯଦି ଦୁର୍ଭାଗ୍ୟ ବଶତଃ କୌଣସି ମାମଲା ପଞ୍ଜିକୃତ ହୋଇଛି, ତେବେ ରାଜ୍ୟ ସରକାର ଏହାକୁ ପ୍ରତ୍ୟାହାର…

୧୬ ଆଫଗାନିସ୍ତାନ ଫେରନ୍ତା କରୋନା ପଜିଟିଭ୍‌…

ନୂଆଦିଲ୍ଲୀ,୨୫।୮: ଆଫଗାନିସ୍ତାନରୁ ମଙ୍ଗଳବାର ଭାରତ ଫେରିଥିବା ୭୮ ଜଣଙ୍କ ମଧ୍ୟରୁ ୧୬ ଜଣଙ୍କର ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେମାନଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ ପାଇ ନ ଥିଲା। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ପଜିଟିଭ୍‌ ଆସିଥିବା ଲୋକଙ୍କ ମଧ୍ୟରେ…

ଶିକ୍ଷା ବିଭାଗ ସମ୍ମୁଖରେ ଜହର ପିଇଲେ ୫ ଶିକ୍ଷୟିତ୍ରୀ, ୩ ବେହୋସ …

କୋଲକାତା,୨୫।୮: ପଶ୍ଚିମବଙ୍ଗରେ ଶିକ୍ଷା ବିଭାଗ ସମ୍ମୁଖରେ ଏକ ଶିଶୁ ଶିକ୍ଷା କେନ୍ଦ୍ରର ୫ ଜଣ କଣ୍ଟ୍ରାକ୍ଟଚୁଆଲ ଶିକ୍ଷୟିତ୍ରୀ ଜହର ପିଇଛନ୍ତି। ଜହର ପିଇବା ପରେ ଘଟଣାସ୍ଥଳରେ ୩ ଜଣ ବେହୋସ ହୋଇଯାଇଥିଲେ। ସେମାନଙ୍କୁ ଚିକିତ୍ସା ଲାଗି ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?