ଜାତୀୟ

୧୨ ଘଣ୍ଟା ପରେ କରୋନା ମୃତକଙ୍କଠାରୁ ବ୍ୟାପି ନ ଥାଏ ସଂକ୍ରମଣ: ଏମ୍ସ୍‌ ବିଶେଷଜ୍ଞ…

ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ କରୋନା ମୃତକଙ୍କଠାରୁ ସଂକ୍ରମଣ ହେବ କି ନାହିଁ ସେ ନେଇ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଗତ ଏକ ବର୍ଷ ଧରି ଏହା ଉପରେ ଗବେଷଣା ଜାରି ରହିଥିଲା। ଏନେଇ…

ସାତଫେରା ନେବା ପୂର୍ବରୁ କନ୍ୟାଙ୍କ ମୃତ୍ୟୁ: ଶାଳୀଙ୍କୁ ବିବାହ କଲେ ବର

ଇଟାଓ୍ବା,୨୭।୫: ଉତ୍ତରପ୍ରଦେଶର ଇଟାଓ୍ବାରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ବେଶ୍‌ ଧୁମ୍‌ଧାମ୍‌ରେ ଚାଲୁଥିବା ବିବାହ ସମାରୋହରେ ଏକ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ବିବାହର ସମସ୍ତ ରୀତିନୀତି ସରିବା ପୂର୍ବରୁ ହଠାତ୍‌ କନ୍ୟାଙ୍କ ମୃତ୍ୟୁ ହୋଇଯାଇଥିଲା। କେହି କିଛି ବୁଝିବା ପୂର୍ବରୁ…

ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ: ୧୦ଲକ୍ଷ ଆମ୍ଫୋଟେରିସନ୍‌ ଇଞ୍ଜେକ୍ସନ୍‌ ଯୋଗାଇବ ଆମେରିକାର ଏହି କମ୍ପାନୀ

ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ପ୍ରକୋପ ଜାରି ରହିଛି। ଇତିମଧ୍ୟରେ ବର୍ଦ୍ଧିତ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଏବେ ସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ଦେଶରେ ଏପର୍ଯ୍ୟନ୍ତ ପ୍ରାୟ ୧୧ହଜାରରୁ ଊର୍ଦ୍ଧ୍ୱ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇସାରିଛନ୍ତି। ଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି…

ଭାରତରେ ୬ କମ୍ପାନୀଙ୍କୁ ସ୍ପୁଟନିକ୍‌-ଭି ଉତ୍ପାଦନ ଦାୟିତ୍ୱ…

ନୂଆଦିଲ୍ଲୀ, ୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ଆବଶ୍ୟକ ଟିକା ଅଭାବରୁ ସାର୍ବଜନକୀ ଟିକାକରଣ କାର୍ଯ୍ୟକ୍ରମ ଧିମା ପଡ଼ିଯାଇଛି। ତେବେ ରୁଷିଆର ସ୍ପୁଟନିକ୍‌-ଭି ଟିକା ଦ୍ୱାରା ଟିକା ଅଭାବ ପୂରଣ ହୋଇପାରିବ ବୋଲି ଭାଜପା ପ୍ରବକ୍ତା…

ହାଇସ୍ପିଡ୍‌ ପୁଷ୍ପକ ଏକ୍ସପ୍ରେସ୍‌ର କମ୍ପନରେ ଭୁଶୁଡ଼ି ପଡ଼ିଲା ରେଳ ଷ୍ଟେଶନ…

ଭୋପାଳ,୨୭।୫: ହାଇସ୍ପିଡ୍‌ ପୁଷ୍ପକ ଏକ୍ସପ୍ରେସ୍‌ର ଗତି ଯୋଗୁ ସୃଷ୍ଟି ହୋଇଥିବା କମ୍ପନକୁ ମଧ୍ୟପ୍ରଦେଶର ବୁରହାନ୍‌ପୁରଠାରେ ଥିବା ଚାନ୍ଦନୀ ରେଳ ଷ୍ଟେଶନ ସହି ପାରି ନାହିଁ। କମ୍ପନରେ ରେଳ ଷ୍ଟେଶନ ଭୁଶୁଡ଼ି ପଡ଼ିଛି। ଏବେ ଏହା ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।…

ଜଣେ ଯାତ୍ରୀଙ୍କୁ ନେଇ ମୁମ୍ବାଇରୁ ଦୁବାଇ ଉଡ଼ାଣ କଲା ବିମାନ…

ମୁମ୍ବାଇ,୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ବିଦେଶ ବିମାନ ଉଡ଼ାଣ ଉପରେ କଟକଣା ଜାରି ହୋଇଛି। ସମ୍ପ୍ରତି ମୁମ୍ବାଇରୁ ଜଣେ ଯାତ୍ରୀଙ୍କୁ ନେଇ ଇମିରାତ ବିମାନ ଦୁବାଇ ଯାତ୍ରା କରିଥିବାର ଏକ…

ଡୋମିନିକାରୁ ଧରାହେଲେ ଚୋକ୍‌ସି

ନୂଆଦିଲ୍ଲୀ,୨୭।୫: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ରୁ ୧୪ ହଜାର କୋଟି ଟଙ୍କାର ଋଣ ଠକେଇ ମାମଲାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ପଳାତକ ମେହୁଲ ଚୋକ୍‌ସିଙ୍କୁ ଡୋମିନିକାରୁ ଧରାଯାଇଥିବା ଏକ ମିଡିଆ ରିପୋର୍ଟରେ ପ୍ରକାଶ ପାଇଛି। ସେ ମଙ୍ଗଳବାର ଆଣ୍ଟିଗୁଆରୁ ନିଖୋଜ ହୋଇଯାଇଥିବା…

୧ କୋଟି ପ୍ରଭାବିତ, ୩ ଲକ୍ଷ ଘର ଭାଙ୍ଗିଲା

କୋଲକାତା,୨୭ା୫: ବଙ୍ଗୋପସାଗରରୁ ମାଡ଼ିଆସିଥିବା ସାମୁଦ୍ରିକ ଝଡ଼ ୟାସ୍‌ ଉତ୍ତର ଓଡ଼ିଶାର ଧାମରା ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁଛି। କିନ୍ତୁ ଏହାର ଦୌରାମତ୍‌ୟ ପଡ଼ୋଶୀ ପଶ୍ଚିମବଙ୍ଗରେ ମଧ୍ୟ ଦେଖିବାକୁ ମିଳିଛି। ଏଥିରେ ଅନୂ୍ୟନ ୧ କୋଟି ଲୋକ ପ୍ରଭାବିତ ହୋଇଛନ୍ତି। ବର୍ଷା ଓ…

୫୩ ଦେଶରେ ଭାରତ ଭାରିଆଣ୍ଟ

ନୂଆଦିଲ୍ଲୀ,୨୭ା୫: ଭାରତୀୟ ଭାରିଆଣ୍ଟ କୁହାଯାଉଥିବା କୋଭିଡ୍‌-୧୯ର ବି.୧.୬୧୭ ରୂପ ୫୩ ଦେଶକୁ ବ୍ୟାପିଥିବା ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି। ଏହାସହ ଅନ୍ୟ ୭ ଦେଶରେ ମଧ୍ୟ ଏହି ଭାରିଆଣ୍ଟ ଦେଖାଯାଇଥିବା ନେଇ ବେସରକାରୀ ଭାବେ ସୂଚନା ହସ୍ତଗତ ହୋଇଥିବା ନେଇ…

ଦ୍ୱିତୀୟ ଲହରରେ ୫୭୭ ଶିଶୁ ଅନାଥ

ନୂଆଦିଲ୍ଲୀ,୨୭ା୫: କୋଭିଡ୍‌-୧୯ର ଦ୍ୱିତୀୟ ଲହର ପ୍ରଥମଠାରୁ ଅଧିକ ଘାତକ ହୋଇଛି। ଏହି ଲହର ଆସିବା ପରେ ଦେଶର ବିଭିନ୍ନ ଭାଗରେ ୫୭୭ ଶିଶୁ ସେମାନଙ୍କ ମା’ବାପାଙ୍କୁ ହରାଇ ଅନାଥ ହୋଇଯାଇଛନ୍ତି। ଏହା ସରକାରୀ ତଥ୍ୟଠାରୁ ପ୍ରକୃତ ସଂଖ୍ୟା ଅଧିକ ହୋଇପାରେ ବୋଲି…

ଦକ୍ଷିଣ, ଉତ୍ତରପୂର୍ବରେ ବଡ଼ ଚିନ୍ତା

ନୂଆଦିଲ୍ଲୀ,୨୭ା୫: ଭାରତରେ ମଙ୍ଗଳବାର ୨,୦୮,୯୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ଦେଶର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୧,୫୭,୭୯୫ରେ ପହଞ୍ଚତ୍ଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୪,୧୫୭ ଜଣଙ୍କ ଜୀବନ ଯିବା ପରେ ମୋଟ ମୃତ୍ୟୁସଂଖ୍ୟା ୩,୧୧,୩୮୮ ଡେଇଁଛି। ମୋଟାମୋଟି…

ଦେଶଦ୍ରୋହ ମାମଲା ପାଇଁ ମୋଦିଙ୍କୁ ଆଇଏମ୍‌ଏର ଚିଠି

ନୂଆଦିଲ୍ଲୀ, ୨୭।୫: କୋଭିଡ୍‌ ଟିକାକରଣ ବିରୋଧରେ ବାବା ରାମଦେବ ଚଳାଇଥିବା ଅପପ୍ରଚାର ରୋକିବା ଲାଗି ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍‌ଏ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ଅନୁରୋଧ କରିଛି। ଏଥିସହିତ ଦେଶଦ୍ରୋହ ଆଇନ ଅନୁଯାୟୀ ଯୋଗଗୁରୁଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri