‘ନେତାଜୀ ପରାକ୍ରମର ପ୍ରତିମୂର୍ତ୍ତି’
କୋଲକାତା,୨୩।୧: ନେତାଜୀ ସୁଭାଷ ପରାକ୍ରମର ପ୍ରତିମୂର୍ତ୍ତି। ଏହି କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ପାଳନ ଅବସରରେ ଭିକ୍ଟୋରିଆ ମେମୋରିଆଲ ପରିସରରେ ଶନିବାର ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ଉଦ୍ବୋଧନ ଦେଇ କଠିନ...
ଅତିଥି ଭାବେ ଆମନ୍ତ୍ରିତ କରି ଅପମାନିତ କରିବା କେନ୍ଦ୍ର ସରକାରଙ୍କୁ ଶୋଭା ଦେଉନାହିଁ: ମମତା
କୋଲକାତା,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ଅବସରରେ ଏଠାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ପୂର୍ବରୁ ରାଜନୈତିକ ଉଷ୍ମତା ଜାରି ରହିଥିବା ବେଳେ ଭିକ୍ଟୋରିଆଲ ମେମୋରିଆଲରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି...
ଭିକ୍ଟୋରିଆ ମେମୋରିଆଲରେ ବିରଳ ଦୃଶ୍ୟ: ଏକାଠି ହେଲେ ଦିଦି-ମୋଦି
କୋଲକାତା,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜନ୍ମ ବାର୍ଷିିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ବିମାନରେ ଆସି କୋଲକାତାରେ ଓହ୍ଳାଇ ଥିଲେ। ସେଠାରୁ ସେ ନେତାଜୀ ସୁଭାଷ ଚନ୍ଦ୍ର...
ଅଟୋରେ ଯାଉଥିଲେ ମହିଳା, ହଠାତ୍ ରାସ୍ତାରେ ସୃଷ୍ଟି ହେଲା ୨୫ ଫୁଟର ଗର୍ତ୍ତ, ଆଉ ତା’ ପରେ…
ଜୟପୁର,୨୩।୧: ରାଜସ୍ଥାନର ଜୟପୁରରେ ବିକାଶ ଏବଂ ସରକାରୀ ବ୍ୟବସ୍ଥାରେ ଅନିୟମିତତା ପଦାରେ ପଡ଼ିଛି। ସଚିବାଳୟଠାରୁ ଗୋଟିଏ କିଲୋମିଟର ଦୂର ଚୋମ୍ପୁ ସର୍କଲରେ ଶନିବାର ସକାଳେ ହଠାତ୍ ରାସ୍ତାରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଥିଲା। ଏହି ଭିଡିଓ ଏବେ ସୋସିଆଲ...
ରାଗିଲେ ଦିଦି, ଭାଷଣ ଦେବାକୁ ମନା କଲେ
କୋଲକାତା,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ପାଳନ ଅବସରରେ ଭିକ୍ଟୋରିଆ ମେମୋରିଆଲ ପରିସରରେ ଶନିବାର ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେବାକୁ ପଞ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମନା କରିଦେଇଛନ୍ତି। ସମାରୋହରେ ଉପସ୍ଥିତ କିଛି ଲୋକ ନାରାବଜି କରିବାରୁ...
ଗ୍ରାହକ ସାଲାଡକୁ ବାସି କହିବାରୁ ରେଷ୍ଟୁରାଣ୍ଟ ମାଲିକ କଲେ ଏମିତି
ଜୟପୁର,୨୩।୧: ରାଜସ୍ଥାନର ଯୋଧପୁରସ୍ଥିତ ଏକ ରେଷ୍ଟୁରାଣ୍ଟରେ ଜଣେ ଗ୍ରାହକ ସାଲାଡକୁ ବାସି କହିବାରୁ ତାଙ୍କୁ ଭାରି ପଡ଼ିଛି। ଗ୍ରାହକଙ୍କୁ ରେଷ୍ଟୁରାଣ୍ଟର ମାଲିକ ଏବଂ ତାଙ୍କ କର୍ମଚାରୀମାନେ ଠେଙ୍ଗାରେ ପିଟି ମୁଣ୍ଡ ଫଟାଇ ଦେଇଛନ୍ତି। ମହେନ୍ଦ୍ର ସିଂହ ନାମକ ଜଣେ ବ୍ୟକ୍ତି...
ଆତଙ୍କବାଦୀ ଶିବିରରୁ ଚାଇନା ପିସ୍ତଲ ଜବତ
ଶ୍ରୀନଗର, ୨୩।୧: ଜମ୍ମୁ-କଶ୍ମୀରର ପୁଞ୍ଚ୍ ଜିଲାରେ ଥିବା ଏକ ଆତଙ୍କବାଦୀ ଶିବିରକୁ ବିଏସ୍ଏଫ୍ ଏବଂ ସେନାର ମିଳିତ ଅପରେଶନରେ ଧ୍ୱଂସ ହୋଇଛି। ଏଠାରୁ ବିପୁଳ ପରିମାଣର ଗୋଳା ବାରୁଦ ଜବତ କରାଯାଇଛି। ଏହା ସହିତ ଗୋଟିଏ ଏକେ-୪୭ ଏବଂ ଏହାର...
ଘର ବାହାରେ ବସିପଡ଼ିଲା ବାଘ, ଆଉ ତା’ ପରେ…
ଲକ୍ଷ୍ନୌ,୨୩।୧: ଉତ୍ତରପ୍ରଦେଶର ପିଲିଭିତ୍ରେ ଏକ ବାଘ ଆସି ଘର ବାହାରେ ବସିଯିବାରୁ ପରିବାର ଲୋକେ ଭୟରେ ଥରି ଉଠିଛନ୍ତି। ପରେ ବନବିିଭାଗକୁ ଖବର ଦେବାର କମର୍ଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଘର ଚାରିପଟ ଜାଲ ଘେରାଇଛନ୍ତି। ବାଘଟି ଦୀର୍ଘ ୨ ମାସ...
କିନ୍ନରଙ୍କ ସୁରକ୍ଷା-ଥଇଥାନ ପ୍ରତି ଦୃଷ୍ଟି ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ
ନୂଆଦିଲ୍ଲୀ, ୨୩।୧: ବିଭିନ୍ନ ରାଜ୍ୟରେ ଥିବା କିନ୍ନରଙ୍କ ସୁରକ୍ଷା ଏବଂ ଥଇଥାନ ପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଜାରି ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରଣାଳୟ ପକ୍ଷରୁ ଏନେଇ ରାଜ୍ୟ ସରକାର ଏବଂ କେନ୍ଦ୍ରଶାସିତ ଅଞ୍ଚଳ ପ୍ରଶାସନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ୨୦୧୯ କିନ୍ନର ସୁରକ୍ଷା...
ମମତାଙ୍କ ଦାବି ଦେଶରେ ହେଉ ୪ ରାଜଧାନୀ
କୋଲକାତା,୨୩ ।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର ଦାବି କରିଛନ୍ତି କି ଦେଶରେ ୪ଟି ରାଜଧାନୀ ହେଉ । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତି ଅବସରରେ ରାଜଧାନୀ କୋଲକାତାରେ ଏକ ରାଲିକୁ ସମ୍ବୋଧିତ କରିବା...
ଏଲ୍ଓସିର ପାନସରରେ ୧୫୦ ମିଟର ଲମ୍ବ ସୁଡ଼ଙ୍ଗ ଠାବ
ଶ୍ରୀନଗର, ୨୩।୧: ଜମ୍ମୁ-କଶ୍ମୀର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା (ଏଲ୍ଓସି)ରେ ପୁଣି ଏକସୁଡ଼ଙ୍ଗ ଠାବ କରାଯାଇଛି। କଠୁଆ ଜିଲାର ହୀରନଗରର ପାନସରଠାରେ ୧୫୦ ମିଟର ଲମ୍ବ ସୁଡ଼ଙ୍ଗକୁ ବିଏସ୍ଏଫ୍ ଯବାନମାନେ ଠାବ କରିଛନ୍ତି। ଗତ ୧୦ ଦିନ ମଧ୍ୟରେ ଏଲ୍ଓସିରେ...
ମାରପିଟ ଅଭିଯୋଗରେ ଏଏପି ନେତା ସୋମନାଥଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ
ନୂଆଦିଲ୍ଲୀ, ୨୩।୧: ମାରପିଟ ଅଭିଯୋଗରେ ଆମ୍ ଆଦ୍ମୀ ପାର୍ଟି(ଏଏପି) ନେତା ସୋମନାଥ ଭାରତୀଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ କରାଯାଇଛି। ରାଉଜ୍ ଆଭେନ୍ୟୁ କୋର୍ଟଙ୍କ ପକ୍ଷରୁ ସୋମନାଥ ଦୋଷୀ ସାବ୍ୟସ୍ତ ହୋଇଥିବା ଦର୍ଶାଇ ଶନିବାର ଏଭଳି ଦଣ୍ଡାଦେଶ କରାଯାଇଛି। ୨୦୧୬ରେ...
Archives


