ଜାତୀୟ

୧୧୦୦ରୁ ଅଧିକ ସ୍କୁଲରେ ପ୍ରଦାନ କରାଯିବ ଏନ୍‌ସିସି ତାଲିମ୍‌

ନୂଆଦିଲ୍ଲୀ, ୨୧।୧: ଦେଶର ଉପକୂଳବର୍ତ୍ତୀ ଏବଂ ସୀମାବର୍ତ୍ତୀ ଅଞ୍ଚଳରେ ଥିବା ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ଏନ୍‌ସିସି ତାଲିମ ପ୍ରଦାନ କରାଯିବ। ଏନେଇ ୧୧୦୦ରୁ ଅଧିକ ସ୍କୁଲକୁ ଚିହ୍ନଟ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏସମ୍ପର୍କରେ ଗୁରୁବାର ସୂଚନା ଦେଇଛନ୍ତି। ଦିଲ୍ଲୀର...

ସ୍ବାମୀଙ୍କୁ ହତ୍ୟା କରି ପୁଅ ମୃତ୍ୟୁର ପ୍ରତିଶୋଧ ନେଲେ ମହିଳା

ଲକ୍ଷ୍ନୌ,୨୧।୧: ଉତ୍ତର ପ୍ରଦେଶର ସାମଲି ଜନପଦରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଏଠାରେ ଜଣେ ମହିଳା ମଦୁଆ ସ୍ବାମୀଙ୍କ ମୁଣ୍ଡକୁ ଛୋଚି ହତ୍ୟା କରିଛନ୍ତି। ଏହାପରେ ମୃତଦେହକୁ ଘରେ ୨ ଦିନ ଧରି ଲୁଚାଇ ରଖିଥିଲେ। ପୋଲିସ ମହିଳାଙ୍କୁ ଗିରଫ...

ଟିକା ନେବା ପରେ ଡ୍ରାଇଭରଙ୍କ ମୃତ୍ୟୁ, ଆଶାକର୍ମୀ ଅସୁସ୍ଥ: ପରୀକ୍ଷା ନିରୀକ୍ଷା ଜାରି

ହାଇଦ୍ରାବାଦ୍‌/ଚଣ୍ଡିଗଡ଼, ୨୧।୧: କରୋନା ଟିକା ନେବା ପରେ ତେଲଙ୍ଗାନାର ନିର୍ମଳ ଜିଲାରେ ଆମ୍ବୁଲାନ୍ସ୍‌ ଡ୍ରାଇଭର ବିଠୁଲଙ୍କ ମୃତ୍ୟୁ ଘଟିଥିବା ତାଙ୍କ ପରିବାର ସଦସ୍ୟଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଏଭଳି ହୋଇଥିବା ସେମାନେ କହିଛନ୍ତି। ଟିକାନେବାର କିଛି...

ଭାରତରେ କରୋନା ଟିକାର କମ୍‌ ପାର୍ଶ୍ୱ ପ୍ରତିକ୍ରିୟା: ଅସୁସ୍ଥଙ୍କ ସଂଖ୍ୟା ୬୦୦ ଛୁଇଁଲା

ନୂଆଦିଲ୍ଲୀ, ୨୧।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। କରୋନା ଟିକା ନେବା ପରେ ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଜାନୁୟାରୀ ୧୬ଠାରୁ ଇତିମଧ୍ୟରେ ୬୦୦ ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ସେଥିମଧ୍ୟରୁ ୧୦ ଜଣଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ...

ପିପିଇ କିଟ୍‌ ପିନ୍ଧି ଲୁଟି ନେଇଥିଲେ ୧୩ କୋଟି ଟଙ୍କାର ଅଳଙ୍କାର

ନୂଆଦିଲ୍ଲୀ, ୨୧।୧:ପିପିଇ କିଟ୍‌ ପିନ୍ଧି ଫିଲ୍ମ ଷ୍ଟାଇଲ୍‌ରେ ଜଣେ ଇଲେକ୍ଟ୍ରିସିଆନ୍‌ ଦକ୍ଷିଣ ପୂର୍ବ ଦିଲ୍ଲୀର କାଲକାଜି ସ୍ଥିତ ଅଞ୍ଜଳି ଜୁଏଲରର୍ସରୁ ୧୩ କୋଟି ଟଙ୍କାର ଅଳଙ୍କାର ଲୁଟି ନେଇଥିବା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଦିଲ୍ଲୀ ପୋଲିସ ପକ୍ଷରୁ ୨୪ ଘଣ୍ଟା...

ଗେହଲଟ ହେବେ କଂଗ୍ରେସ ଅଧ୍ୟକ୍ଷ!

ନୂଆଦିଲ୍ଲୀ,୨୧ ।୧: ଗୋଟିଏ ପଟେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ନିଜ ମନ୍ତ୍ରିମଣ୍ଡଳଳ ସମ୍ପ୍ରସାରଣକୁ ନେଇ ସଜବାଜ ହେଉଥିବା ବେଳେ ଅନ୍ୟପଟେ ତାଙ୍କୁ ଦିଲ୍ଲୀରୁ ଡାକରା ଆସିପାରେ ବୋଲି ଆଲୋଚନା କରାଉଛି । ଏହାସହ କଂଗ୍ରେସ ଦଳର ଏକ ଗୁରୁତ୍ୱପୂର୍ଣ୍ଣ...

ପାକିସ୍ତାନ ଉପରେ ପୁଣି ସର୍ଜିକାଲ ଷ୍ଟ୍ରାଇକ୍‌: ରତଲେ ଜଳ ବିଦ୍ୟୁତ୍‌ ପରିଯୋଜନାକୁ ମଞ୍ଜୁରୀ

ନୂଆଦିଲ୍ଲୀ, ୨୧।୧: ଭାରତ ସରକାରଙ୍କ ପକ୍ଷରୁ ପୁଣି ଥରେ ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରାଯାଇଛି। ଜମ୍ମୁ-କଶ୍ମୀରର କିସ୍ତଓ୍ବାଡ ଜିଲାର ଚେନାବ୍‌ ନଦୀ ଉପରେ ରତଲେ ଜଳ ଜଳବିଦ୍ୟୁତ୍‌ ପରିଯୋଜନାକୁ ଭାରତ ସରକାର ମଞ୍ଜୁରୀ ଦେଇଛନ୍ତି। ୮୫୦ ମେଗାଓ୍ବାଟ ଏହି...

ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ଏମ୍‌ପିମାନେ ନେବେ କରୋନା ଟିକା!

ନୂଆଦିଲ୍ଲୀ,୨୧ ।୧: ଦେଶରେ କରୋନା ବିରୋଧରେ ଲଢିବାକୁ ଭ୍ୟାକ୍ସିନେଶନ ପ୍ରୋଗ୍ରାମ ଆରମ୍ଭ ହୋଇସାରିଛି । ଭ୍ୟାକ୍ସିନେଶନର ପ୍ରଥମ ପର୍ଯ୍ୟାୟରେ ହେଲ୍‌ଥ ୱାର୍କର ଓ ଫ୍ରଣ୍ଟ ଲାଇନ୍ ୱାର୍କରଙ୍କୁ ସ୍ଥାନ ଦିଆଯାଇଥିଲା । ଏବେ ଶୁଣିବାକୁ ମିଳିଛି କି ଦ୍ୱିତୀୟ ପର୍ଯ୍ୟାୟରେ...

ରୋବୋ କରିବ ନାଳ ସଫା

ବିଶାଖାପଟ୍ଟନମ୍‌, ୨୧।୧: ନାଳ ସଫା କାର୍ଯ୍ୟରେ ଏବେ ରୋବୋକୁ ନିୟୋଜିତ କରାଯିବ। ବିଶାଖାପଟ୍ଟନମ୍‌ ମ୍ୟୁନିସ୍‌ପାଲ୍‌ କର୍ପୋରେଶନ ପକ୍ଷରୁ ଏଭଳି ରୋବୋ କିଣିବା ଲାଗି ଯୋଜନା କରାଯାଇଛି। ଏହି ମେସିନର ଦାମ୍‌ ବଜାରରେ ୮୦ ଲକ୍ଷ ଟଙ୍କା ରହିଛି। ଏହାର ବ୍ୟବହାର...

ସ୍କୁଲରେ ଲାଗିଲା ପୋଷ୍ଟର: ଫି ନ ଦେଲେ ପରୀକ୍ଷା ପାଇଁ ଅନୁମତି ନାହିଁ

ମୋରାଦାବାଦ,୨୧।୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଥିଲା। ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ସ୍କୁଲ ପକ୍ଷରୁ ଅନ୍‌ଲାଇନ୍‌ରେ ପାଠପଢ଼ା ଜାରି ରଖାଯାଇଥିଲା। ତେବେ କେତେକ ଛାତ୍ରୀଛାତ୍ର ଫି ନ ଦେବାରୁ ଉତ୍ତରପ୍ରଦେଶ ଘରୋଇ ସ୍କୁଲ ସଂଘ ପକ୍ଷରୁ...

୧୫ ବର୍ଷ ଧରି ନିଜକୁ ଜୀବିତ ସାବ୍ୟସ୍ତ କରିବା ଲାଗି ଜାରି ରହିଛି ଲଢ଼େଇ

ମିର୍ଜାପୁର,୨୧।୧: ଉତ୍ତରପ୍ରଦେଶ ମିର୍ଜାପୁରରେ ୫୬ ବର୍ଷ ବୟସ୍କ ଭୋଲା ସିଂ ଗତ ୧୫ ବର୍ଷ ଧରି ନିଜକୁ ଜୀବିତ ସାବ୍ୟସ୍ତ କରିବା ଲାଗି ଲଢ଼େଇ ଜାରି ରଖିଛନ୍ତି। ମୁଁ ଜୀବିତ, ଜଣେ ମଣିଷ,ଭୂତ ନୁହେଁ ଲେଖାଥିବା ପୋଷ୍ଟର ଧରି ସେ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ପାଇଁ ୫୦ ହଜାର ଟପିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଭାବରେ ଜୋ ବାଇଡେନ୍‌ ଶପଥ ନେବା ପରେ ଭାରତୀୟ ଶେୟାର ବଜାରରେ ଏହାର ପ୍ରଭାବ ଦେଖାଯାଇଛି। ଗୁରୁବାର ଶେୟାର ବଜାର ରେକର୍ଡ ସ୍ତରରେ ପହଞ୍ଚିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଅଗ୍ରଣୀ ସୂଚକାଙ୍କ ସେନ୍ସେକ୍ସ ୨୨୩,୧୭ ପଏଣ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri