ଜାତୀୟ

ଦିଲ୍ଲୀରେ ଟିକାକରଣ ବନ୍ଦ

ନୂଆଦିଲ୍ଲୀ, ୨୩।୫: ଦିଲ୍ଲୀରେ ଭାକ୍ସିନ ଅଭାବରୁ ୧୮ରୁ ୪୪ ବର୍ଷ ବୟସ ବର୍ଗର ହିତାଧିକାରୀମାନଙ୍କ ନିମନ୍ତେ ଟିକାକରଣ କାର୍ଯ୍ୟକ୍ରମକୁ ଶନିବାରଠାରୁ ବନ୍ଦ ରଖାଯାଇଛି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ଖବରଦାତା ସମ୍ମିଳନୀରେ ଘୋଷଣା କରିଛନ୍ତି। ଦିଲ୍ଲୀରେ ସମସ୍ତଙ୍କୁ ଟିକା…

ବ୍ଲାକ୍‌ ଫଙ୍ଗସ୍‌ ଔଷଧ ଯୋଗାଅ

ନୂଆଦିଲ୍ଲୀ, ୨୩।୫(ପି.ଟି.): ବିଭିନ୍ନ ରାଜ୍ୟରେ କରୋନାରୁ ଆରୋଗ୍ୟ ହୋଇଥିବା ଅନେକଙ୍କଠାରେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଚିନ୍ତାର କାରଣ ପାଲଟିଛି। ଏହି ରୋଗର ଚିକିତ୍ସା ପାଇଁ ଆବଶ୍ୟକ ଔଷଧ ନ ମିଳିବା ସ୍ଥିତିକୁ ଆହୁରି ସଙ୍ଗିନ କରିଛି। ତେଣୁ ବ୍ଲାକ୍‌ ଫଙ୍ଗସ୍‌ ଚିକିତ୍ସା…

୬ ରାଜ୍ୟରେ ମୃତ୍ୟୁ ସଂଖ୍ୟା ଅଧିକ

ନୂଆଦିଲ୍ଲୀ, ୨୩।୫(ପି.ଟି.): ଭାରତରେ ଦୈନିକ ସଂକ୍ରମଣ କ୍ରମାଗତ ୬ ଦିନ ହେଲା ୩ ଲକ୍ଷ ତଳେ ରହିଛି। ଶନିବାର ସକାଳ ୮ଟା ସୁଦ୍ଧା ଗତ ୨୪ ଘଣ୍ଟା ମଧ୍ୟରେ ୨.୫୭ ଲକ୍ଷ କରୋନା ଆକ୍ରାନ୍ତ ହୋଇଥିବାବେଳ ୪,୧୯୪ ଜଣଙ୍କର ମୃତ୍ୟୁ ଘଟିଛି।…

ଲକ୍‌ଡାଉନ୍‌ରେ ପୋଲିସ ହିଂସ୍ର

ଉନ୍ନାଓ, ୨୩।୫: ଲକ୍‌ଡାଉନ୍‌ ସମୟରେ ଜୀବନ ଜୀବିକା ବିପଦରେ ପଡ଼ିଥିବାବେଳେ ପୋଲିସ ବର୍ବରତା ସୀମା ଟପୁଛି। ଭାଜପା ଶାସିତ ଉତ୍ତରପ୍ରଦେଶର ଉନ୍ନାଓରେ ଜଣେ ୧୮ ବର୍ଷୀୟ ପରିବା ବିକାଳିଙ୍କୁ ପୋଲିସ ପିଟି ହତ୍ୟା କରିଛି। ପୋଲିସ ତା’ର ବ୍ରିଟିଶ୍‌ ଅମଳର ଅତ୍ୟାଚାର…

ପୋଲିସ ମାଡ଼ରେ ପରିବା ବିକାଳିଙ୍କ ଜୀବନ ଗଲା

ଉନ୍ନାଓ, ୨୨।୫: ଉତ୍ତରପ୍ରଦେଶର ଉନ୍ନାଓ ଜିଲାରେ କୋଭିଡ୍‌-୧୯ କର୍ଫ୍ୟୁ ନିୟମ ଉଲ୍ଲଂଘନ ଅଭିଯୋଗରେ ଜଣେ ୧୭ ବର୍ଷୀୟ ପରିବା ବ୍ୟବସାୟୀଙ୍କୁ ପୋଲିସ ନିର୍ମମ ଭାବେ ପିଟିବାରୁ ତାଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ୨ଜଣ କନ୍‌ଷ୍ଟେବଲଙ୍କୁ ନିଲମ୍ବନ କରାଯିବା ସହ…

କାମଧନ୍ଦା ନ ପାଇ ଦିଲ୍ଲୀ ଛାଡ଼ିଲେଣି ୮ ଲକ୍ଷ ପ୍ରବାସୀ ଶ୍ରମିକ

ନୂଆଦିଲ୍ଲୀ, ୨୨।୫: କରୋନା ସଂକ୍ରମଣ ରୋକିବା ପାଇଁ ଦିଲ୍ଲୀ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। ଫଳରେ କାମଧନ୍ଦା ନ ପାଇ ୪ ସପ୍ତାହ ମଧ୍ୟରେ ୮ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ ରାଜଧାନୀ ଦିଲ୍ଲୀ ଛାଡ଼ିଲେଣି। ଦିଲ୍ଲୀ ପରିବହନ ବିଭାଗ ରିପୋର୍ଟରୁ…

ଦିଲ୍ଲୀରେ ଦ୍ୱିତୀୟ ଲହର ନେଲାଣି ୧୦୦ ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ,୨୨।୫: କରୋନାର ଦ୍ୱିତୀୟ ଲହର ସାରା ଦେଶରେ ଜାରି ରହିଛି । ହେଲେ ସଂକ୍ରମଣ ବିରୋଧରେ ଲଢୁଥିବା ଡାକ୍ତରଙ୍କ ଜୀବନ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ହୋଇଛି। ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ) ପକ୍ଷରୁ ଶନିବାର ଦିଆଯାଇଥିବା ସୂଚନା ଦେଶବାସୀଙ୍କ ଚିନ୍ତା ବଢାଇ ଦେଇଛି। କରୋନା…

ନନ୍ଦିଗ୍ରାମ ବିଧାୟକଙ୍କ ବାପା, ଭାଇଙ୍କୁ ମିଳିବ ଓ୍ବାଇ ପ୍ଲସ୍‌ ସୁରକ୍ଷା

ନୂଆଦିଲ୍ଲୀ,୨୨।୫: ପଶ୍ଚିମବଙ୍ଗର ସମସ୍ତ ୭୭ ନୂତନ ନିର୍ବାଚିତ ଭାଜପା ବିଧାୟକଙ୍କୁ କେନ୍ଦ୍ରୀୟ ସୁରକ୍ଷା ଯୋଗାଇ ଦେବାର କିଛି ଦିନ ପରେ ନନ୍ଦିଗ୍ରାମ ବିଧାୟକ ଶୁଭେନ୍ଦୁ ଅଧିକାରୀଙ୍କ ବାପା ଏବଂ ଭାଇଙ୍କୁ ଓ୍ବାଇ ପ୍ଲସ ସୁରକ୍ଷା ଯୋଗାଇ ଦିଆଯିବ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

ମେ’ ଶେଷ ସୁଦ୍ଧା ଭାରତକୁ ମିଳିବ ୩୦ ଲକ୍ଷ ସ୍ପୁଟନିକ୍‌-ଭି ଡୋଜ୍‌: ଅଗଷ୍ଟରେ ଉତ୍ପାଦନ ହେବ ଆରମ୍ଭ…

ନୂଆଦିଲ୍ଲୀ,୨୨।୫: ଭାରତରେ କରୋନା ମହାମାରୀ ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ଦେଶରେ କୋଭାକ୍ସିନ୍‌ ଏବଂ କୋଭିଶିଲ୍ଡର ସାର୍ବଜନୀକ ଟିକାକରଣ ଜାରି ରହିଛି। ଦେଶରେ ରୁଷିଆ ଟିକା ସ୍ପୁଟନିକ୍‌-ଭି ଟିକାକୁ ମଧ୍ୟ ବ୍ୟବହାର ପାଇଁ ଅନୁମତି ମିଳିସାରିଛି। ମେ’ ଶେଷ ସୁଦ୍ଧା ଭାରତକୂ…

ମେ’ ମାସରେ ତାଣ୍ଡବ ରଚିଛି କରୋନା: ୨୧ ଦିନରେ ୮୩ ହଜାରରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ…

ନୂଆଦିଲ୍ଲୀ,୨୨।୫: ଭାରତରେ କରୋନା ମହାମାରୀ ଅଣାୟତ୍ତ ହେବାରେ ଲାଗିଛି। ମେ’ ମାସରେ ଦେଶରେ କରୋନା ତାଣ୍ଡବ ରଚି ରେକର୍ଡ କରିଛି। ମେ’ ୧ରୁ ୨୧ ମଧ୍ୟରେ ଦେଶରେ ୮୩ ହଜାର ୧୩୫ ଜଣଙ୍କ ମୃତ୍ୟୁ କରୋନା ମହାମାରୀ ଯୋଗୁ ଘଟିଛି। ଏହି…

ବିପଦ ଉପରେ ବିପଦ: ୧୫ ରାଜ୍ୟରେ ୯,୩୨୦ ବ୍ଲାକ୍‌ ଫଙ୍ଗସ୍‌ ଆକ୍ରାନ୍ତ, ସର୍ବାଧିକ ଗୁଜରାଟରେ…

ନୂଆଦିଲ୍ଲୀ,୨୨।୫: ଭାରତ ଉପରେ ଗୋଟିଏ ପରେ ଗୋଟିଏ ବିପଦ ମାଡ଼ି ଆସୁଛି। ଦେଶରେ କରୋନା ମହାମାରୀ ଅଣାୟତ୍ତ ସ୍ଥିତିରେ ରହିଥିବାବେଳେ ବ୍ଲାକ୍‌ ଫଙ୍ଗସ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଜୀବନ ବଞ୍ଚାଇବା ପାଇଁ କେତେକ କ୍ଷେତ୍ରରେ ଅପରେଶନ୍‌ କରି ଆକ୍ରାନ୍ତଙ୍କ ଆଖି…

ଭାରତୀୟ ଭାରିଆଣ୍ଟ୍‌ ଶବ୍ଦ ବ୍ୟବହାର ନ କରିବାକୁ ସୋସିଆଲ ମିଡ଼ିଆ ପ୍ଲାଟଫର୍ମକୁ କଡ଼ା ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଏପରିସ୍ଥଳେ ସୋସିଆଲ୍‌ ମିଡ଼ିଆରେ ଭାରତୀୟ ଭାରିଆଣ୍ଟ୍‌ ଶବ୍ଦର ବ୍ୟବହାର ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri