ଜାତୀୟ

ବିଚାରପତିଙ୍କ ସୁରକ୍ଷା ନେଇ ଟାସ୍କ୍‌ ଫୋର୍ସ ଗଠନ ଦାବି ପ୍ରତି କେନ୍ଦ୍ର ସରକାରଙ୍କ ଅସହମତି…

ନୂଆଦିଲ୍ଲୀ,୧୭।୮: ବିଚାରପତିମାନଙ୍କୁ ସୁରକ୍ଷା ଦେବା ପାଇଁ ଏକ ଟାସ୍କ୍‌ ଫୋର୍ସ ଗଠନ ଦାବିକୁ କେନ୍ଦ୍ର ସରକାର ଅଯୌକ୍ତିକ କହିଛନ୍ତି। ଏଥିରେ ଅସହମତି ପ୍ରକାଶ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ, ରାଜ୍ୟମାନଙ୍କ ଦ୍ୱାରା ଏଭଳି ସ୍ବତନ୍ତ୍ର ଟାସ୍କ୍‌ ଫୋର୍ସ ଗଠନ କରାଯିବା…

ବ୍ଲାକ ଫଙ୍ଗସକୁ ଡରି ଆତ୍ମହତ୍ୟା କଲେ ଦମ୍ପତି!

ମେଙ୍ଗାଲୁରୁ,୧୭ ।୮: କର୍ନାଟକର ମେଙ୍ଗାଲୁରୁରେ ଏକ ଦମ୍ପତି ବ୍ଲାକ ଫଙ୍ଗସକୁ ଡରି ଆତ୍ମହତ୍ୟା କରିଥିବା ଜଣାପଡିଛି । ଉଭୟ କରୋନାରେ ସଂକ୍ରମିତ ଥିଲେ । ସୁଇସାଇଟ ନୋଟରେ ସ୍ୱାମୀ ଲେଖିଛନ୍ତି ମୋ ପତ୍ନୀ ମଧୁମେହରେ ପୀଡ଼ିତ, ସମାଚାର ଚ୍ୟାନେଲରେ ଦେଖାଯାଉଛି କି…

୨ ଟ୍ରଲର ମୁହାଁମୁହିଁ, ୪ ଜୀବନ୍ତ ଦଗ୍ଧ …

ଆଜମେର,୧୭।୮: ଦୁଇ ଟ୍ରଲର ମଧ୍ୟରେ ମୁହାଁମୁହିଁ ଧକ୍କା ଯୋଗୁ ୪ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ରାଜସ୍ଥାନ ଆଜମେରର ଜାତୀୟ ରାଜପଥ-୮ରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ମଙ୍ଗଳବାର ସକାଳର ୬ଟାରେ ଘଟିଛି। ଟ୍ରଲର ଦୁଇଟି ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁ ପ୍ରଚଣ୍ଡ…

ଏନ୍‌ଏସ୍‌ଏ ଅଜିତ ଡୋଭାଲଙ୍କ ସହ ଆଲୋଚନା କଲେ ଆମେରିକାର ଏନ୍‌ଏସ୍‌ଏ

ନୂଆଦିଳ୍ଲୀ,୧୭ ।୮: ଆଫଗାନିସ୍ତାନରେ ତାଲିବାନ କବଜା କରିବା ପରେ ସେଠାରେ ସ୍ଥିତି ସମ୍ପୂର୍ଣ୍ଣ ବିଗିଡି ଯାଇଛି । ଆଫଗାନିସ୍ତାନର ଲୋକେ ଏବେ ଦେଶ ଛାଡିବାକୁ ବାଧ୍ୟ ହେଉଛନ୍ତି । ହେଲେ ଏହା ଏତେ ସହଜ ନ ଥିବାରୁ ଲୋକେ ପ୍ରାଣପଣେ ଉଦ୍ୟମ…

ଜାମନଗରରେ ଭାରତ ମାତା କି ଜୟ ସ୍ବର …

ଜାମନଗର,୧୭।୮: ଭାରତୀୟ ଦୂତାବାସ ଅଧିକାରୀଙ୍କୁ ନେଇ ଭାରତ ଅଭିମୁଖେ ଯାତ୍ରା କରିଥିବା ବାୟୁସେନା ବିମାନ ସି-୧୭ ଗୁଜରାଟର ଜାମନଗର ବିମାନ ବନ୍ଦରରେ ଅବତରଣ କରିଛି। ୧୫୦ ଜଣ ଦୂତାବାସ କର୍ମଚାରୀଙ୍କୁ ଧରି ବିମାନଟି ଅବତରଣ କରିବା ମାତ୍ରେ ଉପସ୍ଥିତ ଲୋକେ ଭାରତ…

ଜାମନଗର ପହଞ୍ଚିଲା ବାୟୁସେନା ସି-୧୭ ବିମାନ…

ଜାମନଗର,୧୭।୮: ଭାରତୀୟ ଦୂତାବାସ ଅଧିକାରୀଙ୍କୁ ନେଇ ଭାରତ ଅଭିମୁଖେ ଯାତ୍ରା କରିଥିବା ବାୟୁସେନା ବିମାନ ସି-୧୭ ଗୁଜରାଟର ଜାମନଗର ବିମାନ ବନ୍ଦରରେ ଅବତରଣ କରିଛି। ବିମାନରେ ୧୫୦ ଜଣ ଦୂତାବାସ କର୍ମଚାରୀ ଅଶାନ୍ତ ଆଫଗାନିସ୍ତାନରୁ ସ୍ବଦେଶ ଫେରିଛନ୍ତି। ୨ ଜଣ ଯାତ୍ରୀଙ୍କ…

ଜେଲରେ ଜୀବନ ପ୍ରତି ବିପଦ ଥିବା କହିଲେ ମୁଖତାର ଅଂସାରୀ

ଲକ୍ଷ୍ନୌ,୧୭ ।୮: ଜେଲରେ ବନ୍ଦଥିବା ବହୁଜନ ସମାଜ ପାର୍ଟି(ବିଏସ୍‌ପି) ବିଧାୟକ ମୁଖତାର ଅଂସାରୀ କୋର୍ଟଙ୍କୁ କହିଛନ୍ତି କି ଜେଲ ଭିତରେ ତାଙ୍କ ଜୀବନ ପ୍ରତି ବିପଦ ରହିଛି । ଜେଲରେ ତାଙ୍କୁ ହତ୍ୟା କରିବା ଲାଗି ୫ କୋଟି ଟଙ୍କା ଠିକା…

କିଷାନ ସମ୍ମାନ ନିଧି ହେବ ୨ ଗୁଣା, ଚାଷୀଙ୍କ ଖାତାକୁ ୨ ହଜାର ବଦଳରେ ଯିବ ୪ ହଜାର…

ନୂଆଦିଲ୍ଲୀ,୧୭।୮: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ହିତାଧିକାରୀଙ୍କ ପାଇଁ ଖୁବ୍‌ ଶୀଘ୍ର ଦିଲ୍ଲୀରୁ ଖୁସି ଖବର ଆସିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏହା ଅନ୍ତର୍ଗତ ହିତାଧିକାରୀଙ୍କୁ ୨ ଗୁଣା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଯୋଜନା କରୁଛନ୍ତି। ଖୁବ…

ଅଲୀଗଡ଼ ହେବ ହରିଗଡ଼…

ଲକ୍ଷ୍ନୌ,୧୭।୮: ଉତ୍ତରପ୍ରଦେଶରେ ଜିଲା ପଞ୍ଚାୟତରେ କ୍ଷମତା ବଦଳିବା ପରେ ବିଭିନ୍ନ ଅଞ୍ଚଳର ନାମ ବଦଳାଇବା ଅଭିଯାନ ପୁଣି ଆରମ୍ଭ ହୋଇଛି। ଅଲୀଗଡ଼ ଜିଲାର ନା ପରିବର୍ତ୍ତନ କରାଯାଇ ହରିଗଡ଼ ରଖାଯିବାକୁ ଦାବି ହୋଇଛି। ସେହିପରି ମୈନପୁରୀର ନାମକୁ ମୟନ ଋଷିଙ୍କ ନାମରେ…

୫ ମାସ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ…

ନୂଆଦିଲ୍ଲୀ,୧୭।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ୫ ମାସ ପରେ ସର୍ବନିମ୍ନ ହୋଇ ୩୦ ହଜାର ତଳେ ରହିଛି। ଗତ…

ଦୂତାବାସ କର୍ମଚାରୀଙ୍କୁ ଧରି କାବୁଲ ଛାଡ଼ିଲା ଭାରତୀୟ ବାୟୁସେନା ବିମାନ…

କାବୁଲ/ନୂଆଦିଲ୍ଲୀ,୧୭।୮: ଆଫଗାନିସ୍ତାନରେ ତାଲିବାନ ଦଖଲ ପରେ ଭାରତୀୟ ବାୟୁସେନାର ସି -୧୭ ବିମାନ କାବୁଲ ବିମାନବନ୍ଦରରେ ଜାରି ରହିଥିବା ବିଶୃଙ୍ଖଳା ମଧ୍ୟରେ ଭାରତୀୟ ଦୂତାବାସ ଅଧିକାରୀଙ୍କ ସହ ଭାରତ ଅଭିମୁଖେ ଯାତ୍ରା କରିଛି। କାବୁଲ ବିମାନବନ୍ଦରରେ ଆମେରିକାର ସୈନିକଙ୍କ ସୁରକ୍ଷା ମଧ୍ୟରେ…

କାବୁଲ ଦୂତାବାସରେ ଫସିଛନ୍ତି ୨୦୦ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଆଫାଗନିସ୍ତାନ ରାଜଧାନୀ କାବୁଲସ୍ଥିତ ଭାରତୀୟ ଦୂତାବାସରେ ଏବେ ବି ୨୦୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଓ ଅର୍ଦ୍ଧସାମରିକ ଯବାନ ରହିଛନ୍ତି। କାବୁଲ ବିମାନବନ୍ଦରରେ ଭାରତୀୟ ବାୟୁସେନାର ଏକ ବିମାନ ଛିଡ଼ାହୋଇଥିଲେ ହେଁ ଦୂତାବାସରୁ କର୍ମଚାରୀମାନଙ୍କୁ କିପରି ନିରାପଦରେ ଆଣିବ ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?