ନିର୍ବାଚନ ଲଢ଼ିବାକୁ ମନା କଲେ କିନ୍ନର: ଆଣିଲେ ନିର୍ଯାତନା ଅଭିଯୋଗ
ଥିରୁଭାନନ୍ତପୁରମ୍,୪।୪: କେରଳ ବିଧାନସଭା ନିର୍ବାଚନ ପାଇଁ କୋଲ୍ଲମ୍ ଆସନରୁ ପ୍ରାର୍ଥୀ ପତ୍ର ଦାଖଲ କରିଥିବା ୨୮ ବୟସ୍କା କିନ୍ନର ଅନନ୍ୟା କୁମାରୀ ଏଲେକ୍ସ୍ ତାଙ୍କ ଦଳ ଡେମୋକ୍ରାର୍ଟିକ୍ ସୋସିଆଲ୍ ଜଷ୍ଟିସ୍ ପାର୍ଟି ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହା ସହିତ ସେ…
ତିହାର ଜେଲରେ କ୍ଷମତାଠାରୁ ୨ ଗୁଣା ଅଧିକ କଏଦୀ: କରୋନା କାଳରେ ସୁରକ୍ଷା ଉପରେ ପ୍ରଶ୍ନ ଚିହ୍ନ
ନୂଆଦିଲ୍ଲୀ,୪।୪: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ତିହାର ଜେଲରେ ବୃଦ୍ଧି ପାଉଥିବା କଏଦୀଙ୍କ ସଂଖ୍ୟା ନେଇ ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ଜେଲର କ୍ଷମତା ୧୦ ହଜାର ୨୬ ଥିବାବେଳେ ଏଠାରେ ୨୦ ହଜାର ୪୧ ଜଣ କଏଦୀ…
ମାଡ଼ି ଆସୁଛି ବିପଦ: ନୂଆ ଷ୍ଟ୍ରେନ୍ ୩ ଗୁଣା ଭୟଙ୍କର
ନୂଆଦିଲ୍ଲୀ,୪।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ନୂଆ ଷ୍ଟ୍ରେନ୍ ଯୋଗୁ ଆଗାମୀ ଦିନରେ ଭାରତ ଉପରେ ବିପଦ ମାଡ଼ି ଆସୁଛି। ନୂଆ ଷ୍ଟ୍ରେନ୍ ୩ ଗୁଣା ଭୟଙ୍କର। ଏହା ଅତି କମ୍ ସମୟରେ ଅଧିକ ଲୋକଙ୍କୁ କରୋନାରେ…
୨୧ ଯବାନ ନିଖୋଜ: ଜଙ୍ଗଲରେ ଲୁଚି ରହିଛନ୍ତି ୩୦୦ ମାଓବାଦୀ
ବିଜାପୁର,୪।୪: ଛତିଶଗଡ଼ର ବିଜାପୁରରେ ଶନିବାର ମିଳିତ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଏଥିରେ ୮ ଯବାନ ଶହୀଦ୍ ହୋଇଥିବାବେଳେ ୧୫ରୁ ଅଧିକ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ଡିଜି ଅଶୋକ ଜୁନେଜା ରବିବାର ସୂଚନା ଦେଇଛନ୍ତି। ୫ ଜଣ ଯବାନ ଶହୀଦ୍…
କରୋନା ଟିକା ନେଲେ ମିଳୁଛି ନାକଫୁଲ-ହ୍ୟାଣ୍ଡ୍ ବ୍ଲେଣ୍ଡର ଉପହାର
ରାଜକୋଟ,୪।୪: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନଜାରି ରହିଛି। ଏପରିସ୍ଥଳେ ଲୋକଙ୍କୁ ଟିକା ନେବା ପାଇଁ ସଚେତନ କରାଇବା ନିମନ୍ତେ ଗୁଜରାଟର ରାଜକୋଟରେ ଲୋକଙ୍କୁ ଉପହାର ପ୍ରଦାନ କରାଯାଉଛି। ରାଜକୋଟ ସ୍ବର୍ଣ୍ଣକାର ସମ୍ପ୍ରଦାୟ ପକ୍ଷରୁ ଏଭଳି ନିଆର ପଦକ୍ଷେପ ଗ୍ରହଣ କରାଯାଇଛି।…
କରୋନା ଲକ୍ଷେ ମୁହାଁ : ୨୪ ଘଣ୍ଟାରେ ୯୩ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୪।୪: ଦେଶରେ କରୋନାର ସଂକ୍ରମଣ ଥମିବାର ନା ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ି ଚାଲିିଛି। ଦେଶରେ ଲଗାତାର ଗତ ୩ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ହଜାରରୁ ଅଧିକ ରହିଛି। କରୋନା ଲକ୍ଷେ ମୁହାଁ ହେବାରେ ଲାଗିଛି। ଗତ…
୧.୨୩ କୋଟି ଟପିଲା ସଂକ୍ରମଣ
ନୂଆଦିଲ୍ଲୀ, ୪।୪: ଭାରତରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଉଦ୍ବେଗଜନକ ସ୍ଥିତିରେ ପହଞ୍ଚତ୍ଛି। କ୍ରମାଗତ ୨୪ ଦିନ ହେଲା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୮୯,୧୨୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ…
ଗଣବଳାତ୍କାର ପରେ ଛାତ୍ରୀଙ୍କ ମୃତ୍ୟୁ: ଖସି ପଳାଉଥିବା ଅଭିଯୁକ୍ତଙ୍କୁ ପୋଲିସର ଗୁଳି
ମିରଟ, ୩।୪: ଉତ୍ତପ୍ରଦେଶର ମିରଟରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରି ଜବରଦସ୍ତ ବିଷ ପିଆଇ ଦିଆଯିବାରୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପୋଲିସ ଶନିବାର ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟକୁ ନେଉଥିବା ବେଳେ ସେମାନେ ଜଣେ…
ମମତାଙ୍କୁ ପୁଣି ସମାଲୋଚନା କଲେ ପ୍ରଧାନମନ୍ତ୍ରୀ
କୋଲକାତା,୩।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଚାଲିଥିବା ବେଳେ ଭାଜପା ଏବଂ ତୃଣମୂଳ କଂଗ୍ରେସ (ଟିଏମ୍ସି) ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଛି। ୨ଟି ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ଆଗାମୀ ପର୍ଯ୍ୟାୟ ପ୍ରଚାରକୁ ଜୋରଦାର କରାଯାଉଛି। ଶନିବାର ହୁଗୁଳିରେ ନିର୍ବାଚନ…
ଛତିଶଗଡ଼ରେ ୫ ଯବାନ ସହିଦ
ରାୟପୁର,୩।୪: ଛତିଶଗଡ଼ରେ ଶନିବାର ଅପରାହ୍ନରେ ମାଓବାଦୀମାନଙ୍କ ସହ ହୋଇଥିବା ଏନ୍କାଉଣ୍ଟରରେ ୫ ଯବାନ ସହିଦ ହୋଇଥିବା ବେଳେ ପ୍ରାୟ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ସିଲଗେର ଗ୍ରାମ ନିକଟ…
କୋଲକାତାରେ ବିକ୍ରି ହେଉଛି ଦିଦି ସନ୍ଦେଶ, ମୋଦି ମିଠାଇ
କୋଲକାତା,୩।୪: ପଶ୍ଚିମବଙ୍ଗ ନିର୍ବାଚନରେ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ନାନା ବାଦବିବାଦ ଦେଖାଦେଇଛି। ଏହି ନିର୍ବାଚନରେ ଜିତିବା ପାଇଁ ଟିଏମ୍ସି ଏବଂ ଭାଜପା କଠିନ ପରିଶ୍ରମ କରୁଛନ୍ତି। ମମତା ବାନାର୍ଜୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରସ୍ପର ପ୍ରତି ଆକ୍ଷେପ ପ୍ରତି ଆକ୍ଷେପ…
ଶୋପିଆନ୍ରେ ସର୍ଚ୍ଚ ଅପରେଶନ୍
ଶ୍ରୀନଗର,୩।୪: ଜମ୍ମୁ-କଶ୍ମୀର ଶୋପିଆନ୍ର ହେରାପୋରା ଅଞ୍ଚଳର ଜଙ୍ଗଲ ମଧ୍ୟରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍ ଜାରି ରହିଛି। ଏଠାରେ ଥିବା ଏକ ଘରେ ୪-୫ ଜଣ ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ…
Archives


