ଜାତୀୟ

ମନ୍ତ୍ରୀଙ୍କ ପାଇଁ ଅଢ଼ୁଆରେ ନୂଆ ମୁଖ୍ୟମନ୍ତ୍ରୀ ବୋମାଇ

ବାଙ୍ଗାଲୁରୁ,୧୨।୮ : କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭାରଜ ବୋମାଇଙ୍କ ନେତୃତ୍ୱରେ ଖୁସି ନାହାନ୍ତି ମନ୍ତ୍ରୀ। ମନ୍ତ୍ରିମଣ୍ଡଳର ଜଣେ ମନ୍ତ୍ରୀ ଇଚ୍ଛା ମୁତାବକ ବିଭାଗ ନ ମିଳିବାରୁ ଇସ୍ତଫା ଲାଗି ଧମକ ଦେଇଛନ୍ତି। ପରିବେଶ ଓ ପର୍ଯ୍ୟଟନ ବିଭାଗୀୟ ମନ୍ତ୍ରୀ ଅଛନ୍ତି ଆନନ୍ଦ ସିଂ।…

ଟିକା ନେବା ପରେ ୪୦ ହଜାର ସଂକ୍ରମିତ

ନୂଆଦିଲ୍ଲୀ,୧୧।୮: କେରଳରେ କୋଭିଡ୍‌ ଟିକାର ୨ଟି ଡୋଜ୍‌ ନେଇଥିବା ୪୦ ହଜାରରୁ ଊର୍ଦ୍ଧ୍ୱ ଲୋକ ପୁଣିଥରେ କରୋନାରେ ସଂକ୍ରମିତ ହୋଇଛନ୍ତି। ସମସ୍ତ ମାମଲାର ନମୁନା ଜିନୋମ୍‌ ସିକ୍ୱେନ୍ସିଂ ପାଇଁ ପଠାଇବାକୁ କେନ୍ଦ୍ର ସରକାର କେରଳକୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଭୂତାଣୁ ଅଧିକ…

ମୁସଲିମ ବିରୋଧୀ ସ୍ଲୋଗାନ ଦେଇ ଗିରଫ ହେଲେ ଭାଜପା ନେତା

ନୂଆଦିଲ୍ଲୀ,୧୧।୮ : ଦିଲ୍ଲୀର ଜନ୍ତର ମନ୍ତରଠାରେ ମୁସଲିମ ବିରୋଧୀ ସ୍ଲୋଗାନ ଦେଇ ଭାଜପା ନେତା ଅଶ୍ୱିନୀ ଉପାଧ୍ୟାୟ ଗିରଫ ହୋଇଥିଲେ। ତାଙ୍କ ଜାମିନକୁ କୋର୍ଟ ବୁଧବାର ମଞ୍ଜୁର କରିଛନ୍ତି। ଧାର୍ମିକ ହିଂସାକୁ ପ୍ରୋତ୍ସାହିତ କରିବା ମାମଲାରେ ଅଶ୍ୱିନୀଙ୍କ ସମେତ ୫ ଜଣଙ୍କୁ…

୧୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା, ଫସିଛନ୍ତି ୨୫ରୁ ଊର୍ଦ୍ଧ୍ୱ

ଶିମଲା,୧୧।୮ : ହିମାଚଳ ପ୍ରଦେଶର କିନୋରଠାରେ ବୁଧବାର ଭୂଶ୍ଖଳନ ଘଟିବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଆହୁରି ୩୦ ଜଣ ନିଖୋଜ ଅଛନ୍ତି। ମାଟି ଅତଡ଼ା ତଳେ ବହୁ ଗାଡ଼ି, ବସ୍‌ ଚାପି ହୋଇ ରହିଛି। ରେକଙ୍ଗ୍‌ ପେଓ-ଶିମଲା ହାଇଓ୍ବେରେ ଚଳାଚଳ…

ସପ୍ତାହନ୍ତ କର୍ଫ୍ୟୁରେ ପରିବର୍ତ୍ତନ

ଲକ୍ଷ୍ନୌ,୧୧।୮: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଏବେ ନିୟନ୍ତ୍ରଣକୁ ଆସିଥିବା ବେଳେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। କିନ୍ତୁ ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ରହିଛି। କେରଳରେ, ଯେଉଁଠାରେ କରୋନା ମାମଲା କ୍ରମାଗତ ବୃଦ୍ଧି ପାଉଛି, ସେଠାରେ ଏଭଳି…

ମେକ୍‌ ଇନ୍‌ ଇଣ୍ଡିଆ ସ୍ବପ୍ନର ଦୁଃଖଦ ଅନ୍ତ

ମୁମ୍ବାଇ,୧୧।୮: ମହାରାଷ୍ଟ୍ରର ୟଭତମାଲରେ ଜଣେ ଯୁବକଙ୍କ ‘ମେକ୍‌ ଇନ୍‌ ଇଣ୍ଡିଆ’ ସ୍ବପ୍ନର ଏକ ଦୁଃଖଦ ଅନ୍ତ ଘଟିଛି। ପରୀକ୍ଷଣ ସମୟରେ ‘ମୁନ୍ନା ହେଲିକପ୍ଟର’ ଦୁର୍ଘଟଣାଗ୍ରସ୍ତ ହୋଇଯିବାରୁ ଏହାକୁ ତିଆରି କରିଥିବା ଶେଖ୍‌ ଇସ୍ମାଇଲ ଅରଫ ମୁନ୍ନା ଶେଖଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,…

ଲୋକ ସଭା କାର୍ଯ୍ୟକାଳ ଶେଷ ହେବା ପରେ ମୋଦି-ଶାହା-ସୋନିଆଙ୍କ ସହ ବୈଠକ କଲେ ବାଚସ୍ପତି

ନୂଆଦିଲ୍ଲୀ,୧୧।୮: ଲୋକ ସଭାକୁ ବୁଧବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯିବା ପରେ ବାଚସ୍ପତି ଓମ ବିର୍ଲା ଏକ ବୈଠକ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ କଂଗ୍ରେସ…

ଗାୟତ୍ରୀ ମନ୍ତ୍ର ଜପ କରୁଥିଲେ ରୋଗୀ, ଡାକ୍ତର କରିଦେଲେ ବ୍ରେନ ଟ୍ୟୁମର ଅପରେଶନ

ଜୟପୁର,୧୧।୮: ରାଜସ୍ଥାନର ଜୟପୁରର ଏକ ଘରୋଇ ଡାକ୍ତରଖାନାରେ ଜଣେ ରୋଗୀଙ୍କ ଏକ ନିଆରା ଅପରେଶନ କରିଛନ୍ତି ଡାକ୍ତର। ବିଶେଷ କଥା ହେଉଛି ରୋଗୀକୁ ଚେତାଶୂନ୍ୟ ନ କରି ତାଙ୍କର ବ୍ରେନ୍‌ ଟ୍ୟୁମରର ଅପରେଶନ କରାଯାଇଛି। ଅପରେଶନ ରୋଗୀ ଗାୟତ୍ରୀ ମନ୍ତ୍ର ଜପ…

ପୁଣି ଖୋଲିପାରେ ମଲ୍‌: ଗାଇଡ୍‌ଲାଇନ୍‌କୁ ଅପେକ୍ଷା

ମୁମ୍ବାଇ,୧୧।୮: କରୋନା ଦୈନିକ ସଂକ୍ରମଣ ହ୍ରାସ ପାଇବା ପରେ ଅନେକ ରାଜ୍ୟରେ ଲକ୍‌ଡାଉନ କଟକଣାକୁ କୋହଳ କରାଯାଇଛି। ଇତିମଧ୍ୟରେ ଆର୍ଥିକ ରାଜଧାନୀ ମୁମ୍ବାଇରେ ପୁଣି ଥରେ ମଲ୍‌ ଓ ରେଷ୍ଟୁରାଣ୍ଟ ଖୋଲିବାକୁ ଅନୁମତି ମିଳିପାରେ। ବର୍ତ୍ତମାନ ଧାର୍ମିକସ୍ଥଳକୁ ଖୋଲାଯିବ ନାହିଁ। ଏନେଇ…

ଆଇଏଏସ୍‌ ଟପର୍ସଙ୍କ ଚର୍ଚ୍ଚିତ ପ୍ରେମ କାହାଣୀ ଶେଷ

ଜୟପୁର,୧୧।୮: ଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଅଧିକାରୀ ଟିନା ଡାବି ଏବଂ ତାଙ୍କ ଆଇଏଏସ ସ୍ବାମୀ ଅଥର ଅମିରଙ୍କ ମଧ୍ୟରେ ଛାଡପତ୍ର ହୋଇଛି। ଉଭୟ ପ୍ରାୟ ୬ ମାସ ପୂର୍ବରୁ ଉଭୟ ପାରସ୍ପରିକ ସମ୍ମତି ଦେଇ ଛାଡପତ୍ର ମାଗିଥିଲେ। ଛାଡପତ୍ର ପରେ…

ତିହାର ଜେଲ୍‌ରୁ ଗ୍ୟାଙ୍ଗଷ୍ଟରଙ୍କ ଧମକ, ଜଣଙ୍କ ବଦଳରେ ୪ଙ୍କୁ ହତ୍ୟା କରିବି…

ତିହାର,୧୧।୮: ପଞ୍ଜାବର ମୋହାଲିରେ ଅକାଳୀ ଦଳ ନେତା ବିକ୍ରମଜିତ୍‌ ଓରଫ୍‌ ବିକିଙ୍କ ହତ୍ୟା ପାଇଁ ପ୍ରତିଶୋଧ ନେବାକୁ ଆଉ ଦୁଇଟି ଫେସବୁକ ପୋଷ୍ଟ ଏବେ ସାମ୍ନାକୁ ଆସିଛି। ଗୋଟିଏ ପୋଷ୍ଟ ତିହାରରେ ରହୁଥିବା ସମ୍ପାତ୍‌ ନେହେରାଙ୍କର ରହିଛି। ସେ ଜଣଙ୍କ ବଦଳରେ…

ଭୂସ୍ଖଳନ ଯୋଗୁ ମାଟି ତଳେ ଦବିଗଲା ଯାତ୍ରୀବାହୀ ବସ୍‌-କାର୍‌, ଉଦ୍ଧାର କାର୍ଯ୍ୟରେ ସେନା…

ଚାମୋଲି,୧୧।୮: ହିମାଚଳ ପ୍ରଦେଶରେ ଭୂସ୍ଖଳନ ଯୋଗୁ ବସ ଏବଂ କାର ମାଟି ତଳେ ଦବି ଯାଇଛି। ୪୦ରୁ ଅଧିକ ଲୋକଙ୍କ ସହିତ ସ୍ଥଳଭାବରେ ଯୋଗାଯୋଗା ବିଚ୍ଛିନ୍ନ ହୋଇ ଯାଇଛି। ଉଦ୍ଧାର କାର୍ଯ୍ୟ ପାଇଁ ଭାରତୀୟ ସେନାର ସହାୟତା ଲୋଡା ଯାଇଛି। ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?