କୋଭିଡ ହସ୍ପିଟାଲରେ ନିଆଁ: ଚାଲିଗଲା ୯ ଜୀବନ, ୭୦ ଉଦ୍ଧାର
ମୁମ୍ବାଇ,୨୬।୩: ମୁମ୍ବାଇର ଏକ ମଲ୍ରେ ଥିବା କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୯ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏଥିସହିତ ଅନ୍ୟ ୭୦ ରୋଗୀଙ୍କୁ ନିରାପଦରେ ସ୍ଥାନାନ୍ତର କରାଯାଇଥିଲା। ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ, ଗୁରୁବାର ମଧ୍ୟରାତ୍ରୀରେ କିଛି…
ଆସନ୍ତା ୩ ବର୍ଷ ମଧ୍ୟରେ ୟୁରୋପୀୟ ଦେଶ ଭଳି ଭାରତର ରାସ୍ତା ହେବ ଚକାଚକ୍
ନୂଆଦିଲ୍ଲୀ,୨୬।୩: ଆଗାମୀ ୩ ବର୍ଷ ମଧ୍ୟରେ ଦେଶର ସବୁ ରାସ୍ତା ୟୁରୋପୀୟ ଦେଶ ଭଳି ଚକାଚକ ହେବ ବୋଲି କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀ ପ୍ରତିଶ୍ରୁତି ଦେଇଛନ୍ତି। ଦିଲ୍ଲୀରେ ସିଆଇଆଇ ଦ୍ୱାରା ଆୟୋଜିତ ଇଣ୍ଡିଆ ଇକୋନୋମିକ କନକ୍ଲେଭ ୨୦୨୧ରେ ଗଡକରୀ କହିଛନ୍ତି…
ଦୋସା ପ୍ରସ୍ତୁତ କରି ଲୋକଙ୍କୁ ଖାଇବାକୁ ଦେଉଛନ୍ତି ପ୍ରାର୍ଥୀ
ଚେନ୍ନାଇ,୨୬।୩: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। ଭୋଟରଙ୍କୁ ନିଜ ଆଡକୁ ଆଣିବା ପାଇଁ ପ୍ରାର୍ଥୀମାନେ ପ୍ରତିଦିନ ପ୍ରଚାର କରିବାର ନୂତନ ପଦ୍ଧତି ଅବଲମ୍ବନ କରୁଛନ୍ତି। କେହି କେହି ଭୋଟରଙ୍କ ପୋଷାକ ଧୋଉଛନ୍ତି ତ…
୧୨ ଘଣ୍ଟିଆ ଭାରତ ବନ୍ଦ ଆରମ୍ଭ: ଗାଜିପୁର ବର୍ଡରରେ ନାଚୁଛନ୍ତି କୃଷକ
ନୂଆଦିଲ୍ଲୀ,୨୬।୩: ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର ସରକାର ଆଣିଥିବା ୩ କୃଷି ଆଇନ ବିରୋଧରେ ମୋର୍ଚ୍ଚା ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାକୁ ବିଭିନ୍ନ ରାଜନୀତିକ ଦଳ ସମର୍ଥନ କରୁଛନ୍ତି। ବନ୍ଦ…
ପୁଣି ଛାନିଆ କଲାଣି କରୋନା: ଦିନକରେ ୫୯,୧୧୮ ସଂକ୍ରମିତ,୨୫୭ ମୃତ
ନୂଆଦିଲ୍ଲୀ,୨୬।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନଟକ, ଛତିଶଗଡ ଏବଂ…
୨ ଦିନିଆ ବାଂଲାଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୬।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଇ ଦିନିଆ ବାଂଲାଦେଶ ଗସ୍ତ ଆଜିଠାରୁ ଆରମ୍ଭ ହୋଇଛି। ଶୁକ୍ରବାର ସକାଳେ ନୂଆଦିଲ୍ଲୀରୁ ଢାକା ଅଭିମୁଖେ ଯାତ୍ରା କରିଛନ୍ତି ପ୍ରଧାନମନ୍ତ୍ରୀ। ବାଂଲାଦେଶ ଗଠନର ୫୦ ବର୍ଷ ପୂରଣ କାର୍ଯ୍ୟକ୍ରମରେ ସେ ଅଂଶଗ୍ରହଣ କରିବେ। ଢାକା ବିମାନବନ୍ଦରରେ…
ପ୍ରଥମ ପର୍ଯ୍ୟାୟ ପ୍ରଚାର ଶେଷ
କୋଲକାତା/ଗୁଆହାଟୀ,୨୬ା୩:ପଶ୍ଚିମବଙ୍ଗ ଓ ଆସାମରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ହାଇଭୋଲ୍ଟେଜ ପ୍ରଚାର ଥମିଛି। ଏହି ପର୍ଯ୍ୟାୟରେ ଶନିବାର ସକାଳ ୮ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଆସାମର ୪୭ ଓ ପଶ୍ଚିମବଙ୍ଗର ୩୦ ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ କରାଯିବ। ପ୍ରଥମ…
କୋଭିଶିଲ୍ଡ ରପ୍ତାନି ସ୍ଥଗିତ
ନୂଆଦିଲ୍ଲୀ,୨୬।୩:ଭାରତରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ୁଥିବାରୁ ସରକାରଙ୍କ କୋଭିଡ୍ ଟିକା କୂଟନୀତି ପ୍ରଭାବିତ ହେବା ଆଶଙ୍କା ସୃଷ୍ଟି ହୋଇଛି। ତେଣୁ ଭାରତ ଗରିବ ଦେଶକୁ କୋଭିଡ୍ ଟିକା ଯୋଗାଣ ନିଷ୍ପତ୍ତିର ପୁନର୍ବିଚାର କରିପାରେ। ଭାରତର ଟିକା ଚାହିଦା ପୂରଣ…
ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ଜମି ବିକ୍ରି ମାମଲା
ନୂଆଦିଲ୍ଲୀ, ୨୬ା୩: ଶ୍ରୀମନ୍ଦିର ଜମି ବିକ୍ରି କରିବାକୁ ନେଇ ରାଜ୍ୟ ସରକାର ଯେଉଁ ନିଷ୍ପତ୍ତି ନେଇଛନ୍ତି, ତାକୁ ବିରୋଧ କରି ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଜନ ସ୍ବାଭିମାନ ଓ୍ବେଲ୍ଫେୟାର ସୋସାଇଟି ପକ୍ଷରୁ ଦାଖଲ କରାଯାଇଥିବା ମାମଲାରେ କେନ୍ଦ୍ର,…
ପତ୍ନୀ, ଶାଶୁ ଦେଇଥିବା ଅପମାନର ପ୍ରତିଶୋଧ ନେବାକୁ ଯାଇ ମାଛ ତରକାରୀରେ ମିଶାଇ ଦେଲେ ବିଷ
ନୂଆଦିଲ୍ଲୀ, ୨୫ା୩ : ଜଣେ ବ୍ୟକ୍ତି ଶାଶୁ ଘରର ଲୋକଙ୍କୁ ମାଛ ତରକାରୀରେ ବିଷ ଦେଇ ହତ୍ୟା କରିଛନ୍ତି। ଗୁରୁତର ଥିବା ପତ୍ନୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଏ ଘଟଣାରେ ୩୭ ବର୍ଷୀୟ ବରୁନ ଆରୋରାଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ। ସେ…
ପରିବାରର ୫ଜଣଙ୍କ ଜୀବନ ନେଲା ହିମସ୍ଖଳନ
ଇସ୍ଲାମାବାଦ,୨୬ା୩: ପାକିସ୍ତାନ ଅଧିକୃତ କଶ୍ମୀରରେ ହିମସ୍ଖଳନ ଯୋଗୁ ଗୁରୁବାର ଗୋଟିଏ ପରିବାରର ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଏବଂ ୪ ଶିଶୁ ରହିଥିବା ଜଣାପଡିଛି। ବରଫ ଖଣ୍ଡ ଧସେଇ ପଶିବା ଯୋଗୁ ନିଲମ ଭ୍ୟାଲିର ସାରଗାନ୍…
କଙ୍ଗନାଙ୍କୁ ମିଳିଲା ଜାମିନ
ମୁମ୍ବାଇ,୨୫।୩ : ଜଣାଶୁଣା ଲେଖକ ତଥା ଲିରିସିଷ୍ଟ ଜାଭେଦ ଆଖତରଙ୍କ ପକ୍ଷରୁ ଦାୟର କରାଯାଇଥିବା ମାନହାନୀ ମକଦ୍ଦମାରେ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କୁ ଗୁରୁବାର ଜାମିନ ମିଳିଛି। କୋର୍ଟରେ ହାଜର ହୋଇ ତାଙ୍କ ବିରୋଧରେ ଆସିଥିବା ଜାମିନଯୋଗ୍ୟ ଓ୍ବାରେଣ୍ଟକୁ ଖାରଜ କରିବାକୁ ଅନୁରୋଧ…
Archives


