ଜାତୀୟ

ବିମାନ ବନ୍ଦରକୁ ବୋମାରେ ଉଡ଼ାଇବାକୁ ଧମକ ଭରା ଇ-ମେଲ୍‌…

ନୂଆଦିଲ୍ଲୀ, ୮।୮: ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ବୋମାରେ ଉଡ଼ାଉଦେବାକୁ ଏକ ଧମକ ଭରା ଇ-ମେଲ୍‌ ମିଳିଛି। ଦିଲ୍ଲୀ ପୋଲିସ ପାଖକୁ ଆସିଥିବା ଏହି ଇ-ମେଲ୍‌ ଆତଙ୍କବାଦୀ ସଂଗଠନ ଅଲ୍‌ କାଇଦା ନାମରେ ପଠାଯାଇଛି। ଧମକ ଭରା ଇ-ମେଳ…

ସୀମାରେ ଶତ୍ରୁ ଉପରେ କଡ଼ା ନଜର ରଖିବ ଜିସାଟ୍‌-୧…

ନୂଆଦିଲ୍ଲୀ,୮।୮: ସ୍ବାଧୀନତା ଦିବସର ତିନି ଦିନ ପୂର୍ବରୁ ଭାରତ ଅତ୍ୟାଧୁନିକ ଉପଗ୍ରହ ଜିସାଟ୍‌-୧ର ଉତକ୍ଷେପଣ କରିବ। ଏହି ଉପଗ୍ରହ ଦେଶର ସୁରକ୍ଷା ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ। ଏହା ମାଧ୍ୟମରେ ସୀମାରେ ଆକାଶରୁ କଡ଼ା ନଜର ରଖାଯାଇ ପାରିବ। ଏହା ସୀମାର…

ସୋମବାର ୯.୭୫ କୋଟି ଚାଷୀଙ୍କ ଖାତାକୁ ପଠାଯିବ ୧୯,୫୦୦ କୋଟି …

ନୂଆଦିଲ୍ଲୀ,୮।୮: ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷକ ସମ୍ମାନ ନିଧି ଯୋଜନା ଅନ୍ତର୍ଗତ ୯.୭୫ କୋଟି ଚାଷୀଙ୍କୁ ୧୯,୫୦୦କୋଟି ଟଙ୍କା ବାଣ୍ଟିବେ। ଏହି ଯୋଜନା ଅନ୍ତର୍ଗତ ପ୍ରତି ଚାଷୀଙ୍କ ବ୍ୟାଙ୍କ ସଞ୍ଚୟ ଖାତାକୁ ୨ ହଜାର ଟଙ୍କା ପଠାଯିବ। ଅଗଷ୍ଟ ୯ରେ…

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ, ୧୪ ଜିଲାର ୫୦ରୁ ଅଧିକ ଅଞ୍ଚଳରେ ଚଢ଼ାଉ…

ଶ୍ର୍ରୀନଗର,୮।୮: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଏନ୍‌ଆଇଏ ପକ୍ଷରୁ ଜମ୍ମୁ-କଶ୍ମୀରର ୧୪ ଜିଲାର ୫ ୫୦ ରୁ ଅଧିକ ଅଞ୍ଚଳରେ ଚଢ଼ାଉ ଜାରିି ରହିଛି। ଜମାତ୍‌-ଇ-ଇସ୍ଲାମ୍‌ ସଂଗଠନର ବିଭିନ୍ନ ଶାଖାରେ ଚଢ଼ାଉ କରାଯାଇଛି। ୨୦୧୯ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ସଂଗଠନ…

ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର…

ଅକାଳୀ ଦଳର ନେତାଙ୍କୁ ଦିବାଲୋକରେ ହତ୍ୟା

ଚଣ୍ଡିଗଡ଼, ୭।୮: ଅକାଳୀ ଦଳର ଯୁବନେତା ଭିକି ମିଦ୍ଦୁଖେରାଙ୍କୁ ପଞ୍ଜାବର ମୋହାଲିଠାରେ ଶନିବାର ସ୍ପଷ୍ଟ ଦିବାଲୋକରେ ଗୁଳିକରି ହତ୍ୟା କରାଯାଇଛି। ଗ୍ୟାଙ୍ଗଓ୍ବାରରୁ ଏହି ହତ୍ୟାକାଣ୍ଡ ଘଟିଥିବା ସମ୍ଭାବନାକୁ ଅସ୍ବୀକାର କରାଯାଇ ନ ପାରେ ବୋଲି ପୋଲିସ କହିଛି। ୪ ଜଣ ଦୁର୍ବୃତ୍ତ…

ଡେଲ୍ଟା ଭାରିଏଣ୍ଟ ପାଇଁ ଭଲ କାମ କରିବ ସିଙ୍ଗଲ ଡୋଜ୍ ଭ୍ୟାକ୍ସିନ

ନୂଆଦିଲ୍ଲୀ,୭ ।୮: କରୋନା ଭାଇରସର ଡେଲ୍ଟା ଭାରିଏଣ୍ଟ ଗୋଟିଏ ପଟେ ବିଶ୍ୱବାସୀଙ୍କ ଚିନ୍ତା ବଢାଇଥିବା ବେଳେ ଅନ୍ୟପଟେ ଏହାକୁ କଡା ଜବାବ ଦେବାକୁ ଆସି ଯାଇଛି ଜନସନ ଆଣ୍ଡ ଜନସନର ଗୋଟିଏ ଡୋଜ୍ ଭ୍ୟାକ୍ସିନ । ଏହି ଭ୍ୟାକ୍ସିନ ଡେଲ୍ଟା ଭାରିଏଣ୍ଟ…

ଲାଲଚୌକରେ ପୁଣି ହେବ ଇତିହାସର ପୁନରାବୃତ୍ତି! ଅଗଷ୍ଟ ୧୫ ପୂର୍ବରୁ ତ୍ରିରଙ୍ଗା ରଙ୍ଗରେ ହେଲା ସଜେଇ

ଶ୍ରୀନଗର,୭।୮: ସ୍ବାଧୀନତା ଦିବସ ପୂର୍ବରୁ ଶ୍ରୀନଗରର ଲାଲ୍‌ଚୌକ ତ୍ରିରଙ୍ଗା ରଙ୍ଗରେ ସଜେଇ ହୋଇଛି। ଏହି ସ୍ଥାନରେ ତ୍ରିରଙ୍ଗା ଉଡିବାକୁ ନେଇ ଦୀର୍ଘଦିନରୁ ବିବାଦ ଦେଖାଦେଉଥିଲା। ହେଲେ ୨୯ ବର୍ଷ ପରେ ଏଠାରେ ପୁଣିଥରେ ଇତିହାସର ପୁନରାବୃତ୍ତିର ପ୍ରସ୍ତୁତି ଚାଲିଛି। ସୋସିଆଲ ମିଡିଆରେ…

କ୍ଷେପଣାସ୍ତ୍ରଠୁ ବି ଭୟଙ୍କର ଏହି ଡ୍ରୋନ୍‌, ବିମାନଠୁ ଅଧିକ ଉପରେ ଉଡ଼େ

ନୂଆଦିଲ୍ଲୀ,୭ା୮: ଭାରତୀୟ ବାୟୁସେବା ଜମ୍ମୁ ଏୟାରବେସ୍‌ରେ ଜୁନ୍‌ରେ ଡ୍ରୋନ୍‌ ହମଲା ହୋଇଥିଲା। ଏହା ପରେ ଡ୍ରୋନ୍‌ ଆକ୍ରମଣକୁ ନେଇ ଖୁବ୍‌ ଚର୍ଚ୍ଚା ହୋଇଥିଲା। ଏଥିସହିତ ଭାରତ ସରକାର ଦେଶରେ ଡ୍ରୋନ୍‌ ଉଡ଼ାଣକୁ ନେଇ ନିୟମ ଲାଗୁ କରିବାକୁ ଯାଉଛନ୍ତି। ମାତ୍ର ଜାଣନ୍ତି…

ତାମିଲନାଡୁ ପରେ କେରଳରେ ଦିଦିଙ୍କ ପୋଷ୍ଟର

ଥିରୁଭାନନ୍ତପୁରମ,୭ ।୮: ତାମିଲନାଡୁ ପରେ ଏବେ କେରଳରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୋଷ୍ଟର ଦେଖିବାକୁ ମିଳିଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏହି ପୋଷ୍ଟରରେ ଏକ ସ୍ଲୋଗାନ ଲେଖାଯାଇଛି । ‘ଦିଦିଙ୍କୁ ବାଛନ୍ତୁ ଦେଶ ବଞ୍ଚାନ୍ତୁ, ଦିଲ୍ଲୀ ଚଲୋ’…

ଅଗଷ୍ଟ ୧୫ ପୂର୍ବରୁ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡାକଡି: ପୋଲିସ ଜାରି କଲା ୬ ମୋଷ୍ଟୱାଣ୍ଟେଡ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୭ ।୮: ସ୍ୱାଧିନତା ଦିବସକୁ ନେଇ ଦିଲ୍ଲୀରୁ କଶ୍ମୀର ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଦିଲ୍ଲୀର ଲାଲ କିଲା ନିକଟରେ ବହୁ ସଂଖ୍ୟାରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା ଦିଲ୍ଲୀ ପୋଲିସ ଲାଲକିଲା ନିକଟରେ…

ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌କୁ ସିଙ୍ଗଲ ଡୋଜ ଭ୍ୟାକ୍ସିନ୍‌ ପାଇଁ ମିଳିଲା ଅନୁମତି

ନୂଆଦିଲ୍ଲୀ,୭।୮: ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌କୁ ସିଙ୍ଗଲ ଡୋଜ ଟିକାକୁ ଭାରତରେ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମିଳିଛି। ଶନିବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମଣ୍ଡାଭିଆ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭାରତ ଟିକା କ୍ଷେତ୍ରରେ ବିସ୍ତାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?