ରତନ ଟାଟାଙ୍କ କାର୍କୁ ଜରିମାନା
ମୁମ୍ବାଇ, ୭ା୧: ଟ୍ରାଫିକ୍ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ମୁମ୍ବାଇ ପୋଲିସ ଟାଟା ସନ୍ସ ଚେୟାରମ୍ୟାନ ରତନ ଟାଟାଙ୍କ ନିକଟକୁ ଇ-ଚାଲାଣ ପଠାଇଛି। ରତନ ଟାଟା ଏଭଳି ନିୟମ ଭାଙ୍ଗିବା ଚର୍ଚ୍ଚାର ବିଷୟ ପାଲଟିଥିବାବେଳେ ଯାଞ୍ଚ ପରେ ପ୍ରକୃତ ଘଟଣା...
୪ ମତ୍ସ୍ୟଜୀବୀଙ୍କୁ ବଞ୍ଚାଇଲେ ଛାତ୍ର
ଥିରୁଭାନନ୍ତପୁରମ୍, ୭ା୧: ଆରବ ସାଗରରେ ବୁଡ଼ି ଯାଉଥିବା ୪ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରି ହିରୋ ପାଲଟିଛନ୍ତି କେରଳର ଜଣେ ଇଞ୍ଜିନିୟରିଂ ଛାତ୍ର, ଦେବଙ୍ଗ ସୁବିଲ। ଏଥିପାଇଁ ତାଙ୍କୁ ଚାରିଆଡ଼ୁ ପ୍ରଶଂସାର ସୁଅ ଛୁଟିଛି। ଥ୍ରିଶୁରର ନାଟିକା ଉପକୂଳରେ ବୁଧବାର ଏକ...
ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଣବଳାତ୍କାର ପରେ ହତ୍ୟା
ଲକ୍ଷ୍ନୌ, ୭।୧(ପି.ଟି.): ଉତ୍ତରପ୍ରଦେଶର ବୁଦାଉଁ ଜିଲାରେ ଜଣେ ୫୦ ବର୍ଷୀୟ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ଗଣବଳାତ୍କାର କରାଯିବା ସହ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଏହି ଘଟଣାରେ ମନ୍ଦିରର ଜଣେ ମହନ୍ତ ଓ ତାଙ୍କର ଦୁଇ ସହଯୋଗୀ ସମ୍ପୃକ୍ତ ଥିବା ପୋଲିସ...
ପୂର୍ବତନ ଟିଡିପି ମନ୍ତ୍ରୀ ଗିରଫ
ହାଇଦ୍ରାବାଦ, ୭।୧: ଜମି ବିବାଦକୁ ନେଇ ୩ ଭାଇଙ୍କୁ ଅପହରଣ କରିଥିବା ଅଭିଯୋଗରେ ବୁଧବାର ଆନ୍ଧ୍ରପ୍ରଦେଶର ଜଣେ ପୂର୍ବତନ ଟିଡିପି ମନ୍ତ୍ରୀଙ୍କୁ ଗିରଫ କରାଯାଇଛି। ୨୦୦ କୋଟି ଟଙ୍କାର ଏକ ଜମି ବାବଦକୁ ନେଇ ପୂର୍ବତନ ମନ୍ତ୍ରୀ ଭୂମା ଅଖିଳ...
କୃଷି ଆଇନ ବିରୋଧରେ ଆବେଦନର ଶୁଣାଣି ୧୧ରେ
ନୂଆଦିଲ୍ଲୀ, ୭।୧(ପି.ଟି.): ନୂଆ କୃଷି ଆଇନକୁ ଚ୍ୟାଲେଞ୍ଜ କରି ଦାଏର ଏକାଧିକ ପିଟିଶନର ଶୁଣାଣି ୧୧ ତାରିଖରେ କରିବାକୁ ସୁପ୍ରିମକୋର୍ଟ ବୁଧବାର କହିଛନ୍ତି। ଏଥିସହିତ ଦିଲ୍ଲୀ ସୀମାରେ ଚାଷୀ ଆନ୍ଦୋଳନକୁ ନେଇ ଦେଖାଦେଇଥିବା ସମସ୍ୟା ଉପରେ ଆବେଦନର ମଧ୍ୟ ସେହିଦିନ...
‘ସର୍ଜିକାଲ ଷ୍ଟ୍ରାଇକ୍ର ଅତ୍ୟଧିକ ପ୍ରଚାର କରିଥିଲେ ମୋଦି’
ନୂଆଦିଲ୍ଲୀ, ୭ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନ ଉପରେ ୨୦୧୬ରେ ଭାରତୀୟ ସେନାର ସର୍ଜିକାଲ ଷ୍ଟ୍ରାଇକ୍ର ବହୁଳ ପ୍ରଚାର କରିଥିଲେ ବୋଲି ‘ଦି ପ୍ରେସିଡେନ୍ସିଆଲ ଇୟର୍ସ’ ପୁସ୍ତକରେ ଉଲ୍ଲେଖ କରିଛନ୍ତି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ। ଏଭଳି ପ୍ରଚାରର କୌଣସି...
ଅନୁପ୍ରବେଶ ଅପେକ୍ଷାରେ ୪୦୦ ଆତଙ୍କବାଦୀ
ଜମ୍ମୁ,୭।୧: ଶୀତଋତୁରେ ଜମ୍ମୁ-କଶ୍ମୀରେ ପ୍ରବେଶ କରିବା ଲାଗି ନିୟନ୍ତ୍ରଣ ରେଖା (ଏଲ୍ଓସି) ଆରପଟେ ଥିବା ଲଞ୍ଚ୍ପ୍ୟାଡ୍ଗୁଡ଼ିକରେ ପ୍ରାୟ ୪୦୦ ଆତଙ୍କବାଦୀ ପ୍ରସ୍ତୁତ ହୋଇ ରହିଛନ୍ତି। ଆତଙ୍କବାଦୀଙ୍କୁ ଭାରତ ଭିତରକୁ ପଠାଇବା ଲାଗି ପାକିସ୍ତାନର ଏକ ଉଦ୍ୟମ ବିଫଳ ହେବା ପରେ...
ବଳାତ୍କାର ଉଦ୍ୟମବେଳେ ହତ୍ୟା କଲେ ଯୁବତି
ଚେନ୍ନାଇ,୬।୧- ତାମିଲନାଡୁର ତିରୁଭାଲୁର ଜିଲାର ଶୋଲାଭରମ ଥାନା ଅଞ୍ଚଳରେ ଜଣେ ଯୁବତି ଆତ୍ମରକ୍ଷା ପାଇଁ ୨୬ ବର୍ଷୀୟ ବ୍ୟକ୍ତିଙ୍କୁ ହତ୍ୟା କରିଥିବା ଅଭିଯୋଗ ଆସିଛି। ତିରୁଭାଲୁରରେ ବାସ କରୁଥିବା ୧୯ ବର୍ଷୀୟା ଯୁବତି ଶୋଲାଭରମସ୍ଥିତ ମାଉସୀଙ୍କ ଘରକୁ ଆସିଥିଲେ। ସନ୍ଧ୍ୟା...
ଟିଆରପି ଠକେଇ ମାମଲା: ଅର୍ଣ୍ଣବଙ୍କ ବିରୋଧରେ ପୋଲିସ ନିକଟରେ ରହିଛି ପ୍ରମାଣ
ମୁମ୍ବାଇ,୬।୧- ଟେଲିଭିଜନ ରେଟିଂ ପଏଣ୍ଟସ (ଟିଆରପି) ଠକେଇ ମାମଲା ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପଦାକୁ ଆସିଛି। ରିପବ୍ଲିକ ଟିଭି ଓ ଏହାର ଏଡିଟର ଇନ୍ ଚିଫ ଅର୍ଣ୍ଣବ ଗୋସ୍ବାମୀଙ୍କ ବିରୋଧରେ କିଛି ପ୍ରମାଣ ମିଳିଥିବା ମୁମ୍ବାଇ ପୋଲିସ ବୁଧବାର...
ବଦାଉନ ଗଣମଳାତ୍କାର, ହତ୍ୟା ମାମଲା : ୨ ଗିରଫ
ଲକ୍ଷ୍ନୌ,୬।୧- ଉତ୍ତର ପ୍ରଦେଶର ବଦାଉନ ଜିଲାରେ ଘଟିଥିବା ଗଣାବଳାତ୍କାର ଓ ହତ୍ୟା ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ। ଅନ୍ୟ ଜଣେ ଅପରାଧିକୁ ଧରିବା ପାଇଁ ବଦାଉନ ସିନିୟର ଏସ୍ପି ସଙ୍କଳ୍ପ ଶର୍ମା ୨୫ ହଜାର ଟଙ୍କାର ପୁରସ୍କାର...
ହାଇଦ୍ରାବାଦ୍: ଅପହରଣ ମାମଲାରେ ପୂର୍ବତନ ମନ୍ତ୍ରୀଙ୍କୁ ପଚରାଉଚୁରା
ହାଇଦ୍ରାବାଦ୍,୬।୧- ପୂର୍ବତନ ବ୍ୟାଡ୍ମିଣ୍ଟନ ଖେଳାଳି ପ୍ରବୀଣ ରାଓ ଓ ତାଙ୍କ ଦୁଇ ଭାଇଙ୍କୁ ଅପହରଣ ପରେ ଉଦ୍ଧାର କରିଛି ହାଇଦ୍ରାବାଦ୍ ପୋଲିସ। ଏହାର ଘଣ୍ଟାକ ପରେ ପୋଲିସ ଟିଡିପି (ତେଲୁଗୁ ଦେଶମ ପାର୍ଟି) ନେତା ତଥା ପୂର୍ବତନ ମନ୍ତ୍ରୀ ଭୁମା...
ଦେଶରେ ନୂଆ କୋଭିଡ୍ ଷ୍ଟ୍ରେନର ମାମଲା ୭୩କୁ ବୃଦ୍ଧି
ନୂଆଦିଲ୍ଲୀ,୬।୧: ଦେଶରେ ୨୪ ଘଣ୍ଟା ମଧ୍ୟରେ କୋଭିଡ୍-୧୯ ନୂତନ ଷ୍ଟ୍ରେନର ୨ଟି ମାମଲା ସାମ୍ନାକୁ ଆସିଛି। ଏହାକୁ ମିଶାଇ ବୁଧବାର ନୂତନ ଷ୍ଟ୍ରେନ ସଂକ୍ରମିତ ଲୋକଙ୍କ ସଂଖ୍ୟା ୭୩ରେ ପହଞ୍ଚିବା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୭୩ଟି...
Archives


