୨୯ରୁ ବଜେଟ ଅଧିବେଶନ ଆରମ୍ଭ, ଏପ୍ରିଲ ୮ରେ ଶେଷ
ନୂଆଦିଲ୍ଲୀ,୫।୧: ଚଳିତ ଜାନୁୟାରୀ ୨୯ରୁ ସଂସଦରେ ବଜେଟ ଅଧିବେଶନ ଆରମ୍ଭ ହେବ। ଏନେଇ ସଂସଦୀୟ ବ୍ୟାପାର କମିଟି(ସିସିପିଏ) ପକ୍ଷରୁ ସୁପାରିଶ କରାଯାଇଛି। ସଂସଦର ବଜେଟ ଅଧିବେଶନ ୨ଟି ଭାଗରେ ହେବ। ପ୍ରଥମ ଭାଗ ୨୯ ଜାନୁୟାରୀରୁ ଆରମ୍ଭ ହୋଇ ୧୫...
ଭାରତ ଗସ୍ତ ବାତିଲ କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୫।୧: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ନିଜର ଭାରତ ଗସ୍ତକୁ ବାତିଲ କରିଦେଇଛନ୍ତି। ଚଳିତ ବର୍ଷ ଜାନୁୟାରୀ ୨୬ ଗଣତନ୍ତ୍ର ଦିବସରେ ସେ ମୁଖ୍ୟ ଅତିଥି ଥିଲେ। ହେଲେ ବ୍ରିଟେନରେ କରୋନାର ନୂଆ ସଂକ୍ରମଣକୁ ଦୃଷ୍ଟିରେ ରଖି ସେ ନିଜର...
ଶୁକ୍ଳାଙ୍କୁ କ୍ରୀଡ଼ା ଉପରେ ଧ୍ୟାନ ଦେବାକୁ କହିଲେ ମମତା
କୋଲକତା,୫।୧: ପଶ୍ଚିମବଙ୍ଗ ରାଜ୍ୟ କ୍ରୀଡ଼ାମନ୍ତ୍ରୀ ଲକ୍ଷ୍ମୀ ରତନ ଶୁକ୍ଳା ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ମନ୍ତ୍ରୀ ଶୁକ୍ଳାଙ୍କ ଇସ୍ତଫା ଗ୍ରହଣ କରିବାକୁ ରାଜ୍ୟପାଳଙ୍କୁ ସୁପାରିଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଶୁକ୍ଳାଙ୍କ ଇସ୍ତଫାକୁ ନେଇ ମୁଖ୍ୟମନ୍ତ୍ରୀ ମମତା କହିଛନ୍ତି...
ବାର୍ଡ ଫ୍ଲୁ ଆତଙ୍କ: କେରଳରେ ବିପର୍ଯ୍ୟୟ ଘୋଷଣା, ଚିକେନ୍-ଅଣ୍ଡା ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୫।୧: ମହାମାରୀ କରୋନା ପରେ ଏବେ ଦେଶରେ ନୂଆ ସଙ୍କଟ ଦେଖାଦେଇଛି। ଦେଶର ଅନେକ ରାଜ୍ୟରେ ବାର୍ଡ ଫ୍ଲୁ ଆତଙ୍କ ସୃଷ୍ଟି ହୋଇଛି। ରାଜସ୍ଥାନ, ମଧ୍ୟପ୍ରଦେଶ ପରେ ହିମାଚଳ ପ୍ରଦେଶ ଏବଂ କେରଳରେ ବାର୍ଡ ଫ୍ଲୁ ସଂକ୍ରମଣ ବଢ଼ିବାରେ ଲାଗିଛି।...
କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଆସନ୍ତା ୧୦ ଦିନ ମଧ୍ୟରେ ଟିକାକରଣ
ନୂଆଦିଲ୍ଲୀ,୫।୧: ଆଗାମୀ ୧୦ ଦିନ ମଧ୍ୟରେ ଟିକାକରଣ ଆରମ୍ଭ ହୋଇପାରେ। ଏନେଇ ଖବରଦାତା ସମ୍ମିଳନୀରେ କେନ୍ଦ୍ର ସ୍ବାସ୍ଥ୍ୟ ସଚିତ ରାଜେଶ ଭୂଷଣ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, କରୋନା ଟିକାକୁ ମଞ୍ଜୁରୀ ମିଳିବାର ୧୦ ଦିନ ପରେ ରୋଲ୍ଆଉଟ୍...
ଘଡଘଡି ମାରିବା ସମୟରେ କାନରେ ଲଗାଇଥିଲେ ଇୟରଫୋନ୍, ଘଟିଲା ଏମିତି
ନୋଏଡା,୫।୧: ଗ୍ରେଟର ନୋଏଡାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ କାନରେ ଇୟରଫୋନ୍ ଲଗାଇବା ମହଙ୍ଗା ପଡିଛନ୍ତି। ବଜ୍ରପାତ ସମୟରେ କାନରେ ଇୟରଫୋନ ବିସ୍ଫୋରଣ ହେତୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗୌତମ ନାମକ ଜଣେ ଯୁବକ...
ମମତାଙ୍କ ସରକାରକୁ ପୁଣି ଝଟ୍କା: ଲକ୍ଷ୍ମୀ ରତନ ମନ୍ତ୍ରୀ ପଦରୁ ଦେଲେ ଇସ୍ତଫା
କୋଲକାତା,୫।୧: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ମଙ୍ଗଳବାର ପୁଣି ଏକ ଝଟ୍କା ଲାଗିଛି। ମନ୍ତ୍ରୀ ପଦରୁ ତୃଣମୂଳ କଂଗ୍ରେସ ନେତା ଲକ୍ଷ୍ମୀ ରତନ ଶୁକ୍ଳା ଇସ୍ତଫା ଦେଇଛନ୍ତି। ପୂର୍ବତନ କ୍ରିକେଟର ଲକ୍ଷ୍ମୀ ରତନ ମମତାଙ୍କୁ ସରକାରରେ କ୍ରୀଡ଼ା ମନ୍ତ୍ରୀ...
ଗୋଟିଏ ଦିନ ପରେ ଡାକ୍ତରଖାନାରୁ ଡିସ୍ଚାର୍ଜ ହେବେ ଗାଙ୍ଗୁଲି
କୋଲକତା,୫।୧: ହୃଦଘାତରେ ପୀଡିତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଆସନ୍ତା ବୁଧବାର ଡାକ୍ତରଖାନାରୁ ଡିସଚାର୍ଜ ହେବେ। ଗାଙ୍ଗୁଲି ଉଡ୍ଲାଣ୍ଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତାଙ୍କୁ ଚିକିତ୍ସା କରୁଥିବା ଡକ୍ଟର ରୁପାଲି ବସୁ ଆଜି ମଧ୍ୟାହ୍ନ...
ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବାକୁ ରାହୁଲ ପ୍ରସ୍ତୁତ !
ନୂଆଦିଲ୍ଲୀ,୫।୧: କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷଭାବେ ଦାୟିତ୍ୱ ଗ୍ରହଣ କରିବାକୁ ରାହୁଲ ଗାନ୍ଧୀ ପ୍ରସ୍ତୁତି ଆରମ୍ଭ କରିଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଦଳରେ ଦୀର୍ଘ ଦିନ ଧରି ଦେଖାଦେଇଥିବା କନ୍ଦଳକୁ ସମ୍ଭାଳିବାରେ ରାହୁଲ ସକ୍ଷମ ହେବେ ବୋଲି କୁହାଯାଉଛି। ଗତ...
ପୁଣିଥରେ ମାନବିକତା ଦେଖାଇଲେ ରତନ ଟାଟା
ନୂଆଦିଲ୍ଲୀ,୫।୧: ଭାରତର ବିଶିଷ୍ଟ ଶିଳ୍ପପତି ରତନ ଟାଟା ମାନବିକତାର ଏକ ଉଦାହରଣ ଉପସ୍ଥାପନ କରିଛନ୍ତି। ୮୩ ବର୍ଷୀୟ ରତନ ଟାଟା ତାଙ୍କ କର୍ମଚାରୀଙ୍କ ପାଇଁ ଅନେକ କଲ୍ୟାଣ କାର୍ଯ୍ୟ କରନ୍ତି। ତାଙ୍କର ଦୟାଳୁ ପକ୍ଷ ପାଇଁ ଜଣାଶୁଣା ରତନ ଟାଟା...
ମୋଦିଙ୍କୁ ପ୍ରଶଂସା କଲେ ଗେଟସ୍
ନୂଆଦିଲ୍ଲୀ,୫ ।୧: କରୋନା ଭାଇରସର ୨ଟି ଭ୍ୟାକ୍ସିନକୁ ଜରୁରୀକାଳିନ ସ୍ଥିତିରେ ବ୍ୟବହାର କରିବାକୁ ମଞ୍ଜୁରୀ ମିଳିବା ପରେ ସବୁଠି ଭାରତର ଶୀର୍ଘ ନେତୃତ୍ୱକୁ ପ୍ରଶଂସା କରାଯାଉଛି । ଇତିମଧ୍ୟରେ ମାଇକ୍ରୋସପ୍ଟର କୋ ଫାଉଣ୍ଡର ବିଲ୍ ଗେଟସ୍ ବି ଟୁଇଟ୍ କରି...
୯ ମାସ ପରେ ଖୋଲିଲା ସ୍କୁଲ: ୬୨ ଶିକ୍ଷକ କରୋନା ପଜିଟିଭ୍
ମୁମ୍ବାଇ,୫।୧: ମହାରାଷ୍ଟ୍ରରେ ୯ ମାସ ପରେ ସ୍କୁଲ ଖୋଲିବା ପାଇଁ ସରକାର ଅନୁମତି ଦେଇଛନ୍ତି। ସୋମବାରଠାରୁ ସ୍କୁଲ ଖୋଲିଥିବାବେଳେ ଏବେ ୬୨ ଶିକ୍ଷକଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏହାକୁ ନେଇ ରାଜ୍ୟରେ ଆତଙ୍କ ଦେଖାଦେଇଛି। ଅଭିଭାବକମାନଙ୍କ...
Archives


