ଜାତୀୟ

ପୁରୁଷ ହକି ଦଳର ମନୋବଳ ବଢ଼ାଇଲେ ପ୍ରଧାନମନ୍ତ୍ରୀ, କହିଲେ ଖେଳାଳିଙ୍କ ପ୍ରଦର୍ଶନ ନେଇ ଗର୍ବିତ…

ନୂଆଦିଲ୍ଲୀ,୩।୮: ଅଲିମ୍ପିକ ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଦଳ ବେଲଜିୟମଠାରୁ ପରାଜିତ ହୋଇଛି। ଫଳରେ ଦଳ ଫାଇନାଲରୁ ବାହାର ହେବା ସହିତ ଗୋଲ୍ଡ ଏବଂ ସିଲିଭର୍‌ ପଦକ ଆଶା ଧୁଳିସାତ୍‌ ହୋଇଛି। ହକିରେ ଟିମ ଇଣ୍ଡିଆର ପରାଜୟ ପରେ କୋଟି କୋଟି…

୧୬ କୋଟି ଟଙ୍କା ଇଞ୍ଜେକସନ୍‌ ନେଇ ବି ଜୀବନ ଯୁଦ୍ଧରେ ହାରିଗଲେ ବେଦିକା

ପୁଣେ,୩।୮: ସବୁ ଚେଷ୍ଟା ପରେ ବି ଆଖିବୁଜିଛନ୍ତି କୁନି ଝିଅ ବେଦିକା। ପୁଣେ ଜିଲାର ଏକ ଡାକ୍ତରଖାନାରେ ୧୧ ମାସର ଶିଶୁ ବେଦିକା ସିନ୍ଦେଙ୍କୁ ମୃତ ବୋଲି ଡାକ୍ତରମାନେ ଘୋଷଣା କରିଛନ୍ତି। ଏକ ବିରଳ ରୋଗର ଚିକିତ୍ସା ପାଇଁ ବେଦିକାଙ୍କୁ ୧୬…

ଦୈନିକ ସଂକ୍ରମଣ ୪୦ ହଜାରରୁ କମ୍‌, ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୩।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୬ ଦିନ ଧରି ଦୈନିକ ସଂକ୍ରମଣ ୪୦ରୁ ଅଧିକ ରହିବା ପରେ ଏହା ପୁଣି…

ଏୟାରପୋର୍ଟ ତଳେ ଅତ୍ୟାଧୁନିକ ନିର୍ମାଣ

ନୂଆଦିଲ୍ଳୀ, ୩ା୮: ଜିନଜିଆଙ୍ଗ ପ୍ରାନ୍ତ ନିକଟ ତାଶକୁରଗାନ୍‌ଠାରେ ଚାଇନା ନିର୍ମାଣ କରୁଥିବା ବିମାନବନ୍ଦରକୁ ମଧ୍ୟ ଏସିଆରେ ଆଧିପତ୍ୟ ବିସ୍ତାର ଲକ୍ଷ୍ୟରେ ଅସ୍ତ୍ର ଭାବେ ବ୍ୟବହାର କରିବାକୁ ଯୋଜନା କରିଛି। ନିର୍ମାଣାଧୀନ ଏହି ବିମାନବନ୍ଦର ତଳେ ଚାଇନା ସୁରକ୍ଷିତ ଅତ୍ୟାଧୁନିକ ଅଣ୍ଡରଗ୍ରାଉଣ୍ଡ ବ୍ୟବସ୍ଥା…

ସେନା ପ୍ରତ୍ୟାହାର ଲାଗି ରାଜି ହେଲେ ଭାରତ-ଚାଇନା

ନୂଆଦିଲ୍ଲୀ,୨।୮: ପୂର୍ବ ଲଦାଖର ବିଭିନ୍ନ ସ୍ଥାନରୁ ସେନା ପ୍ରତ୍ୟାହାର ଲାଗି ଭାରତ ଓ ଚାଇନା ରାଜି ହୋଇଛନ୍ତି। ଶନିବାର ଚୁଶୁଲ-ମୋଲ୍‌ଡୋ ସୀମାରେ ଦୁଇଦେଶ ମଧ୍ୟରେ ଅନୁଷ୍ଠିତ ସେନା କମାଣ୍ଡର ସ୍ତରୀୟ ଦ୍ୱାଦଶ ପର୍ଯ୍ୟାୟ ଆଲୋଚନା ଫଳପ୍ରଦ ହୋଇଥିବା କୁହାଯାଇଛି। ବୈଠକରେ ଗୋଗ୍ରା…

ଭାରତରେ ଏପର୍ଯ୍ୟନ୍ତ ୪୭କୋଟିରୁ ଊର୍ଦ୍ଧ୍ୱଙ୍କୁ ଦିଆଗଲାଣି ଟିକା: ୧୧କୋଟି ନେଇଛନ୍ତି ଉଭୟ ଡୋଜ

ନୂଆଦିଲ୍ଲୀ,୨।୮: କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ସବୁଠାରୁ ବଡ଼ ଅସ୍ତ୍ର ଭାବେ ଉଭା ହୋଇଛି ଟିକା। ତେଣୁ କରୋନାକୁ ହରାଇବା ପାଇଁ ସାରା ବିଶ୍ୱରେ ଟିକାକରଣକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଇତିମଧ୍ୟରେ ଭାରତରେ ଟିକାକରଣ ଜାନୁୟାରୀ ୧୬ରୁ ଆରମ୍ଭ ହୋଇଥିବା…

ଇ-ରୁପି ଲଞ୍ଚ୍‌ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨।୮: ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡିଜିଟାଲ ପେମେଣ୍ଟ ପ୍ଲାଟଫର୍ମ ଇ-ରୁପି ଲଞ୍ଚ୍‌ କରିଛନ୍ତି। ଏକ ଭର୍ଚୁଆଲ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଇ-ରୁପି ଶୁଭାରମ୍ଭ କରିଛନ୍ତି। ୟୁପିଆଇ ପ୍ଲାଟଫର୍ମରେ ଆର୍ଥିକ ସେବା ବିଭାଗ, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଜାତୀୟ…

୬ଷ୍ଠ ଥର ବିବାହ କରିବାକୁ ଯାଉଥିଲେ ପୂର୍ବତନ ମନ୍ତ୍ରୀ…

ଲକ୍ଷ୍ନୌ,୨।୮: ଉତ୍ତରପ୍ରଦେଶର ପୂର୍ବତନ ମନ୍ତ୍ରୀ ଚୌଧୁରୀ ବଶୀରଙ୍କ ବିରୋଧରେ ତାଙ୍କ ସ୍ତ୍ରୀ ନଗମା ଏକ ମାମଲା ଦାୟର କରିଛନ୍ତି। ବଶୀର ଷଷ୍ଠ ଥର ବିବାହ କରିବାକୁ ପ୍ରସ୍ତୁତ ହେଉଥିବା ସେ ଅଭିଯୋଗ କରିଛନ୍ତି। ଆଗ୍ରାସ୍ଥିତ ମଣ୍ଟୋଲା ପୋଲିସ ଷ୍ଟେଶନରେ ଏନେଇ ଏକ…

ପଶ୍ଚିମବଙ୍ଗ ସରକାରଙ୍କୁ ଝଟ୍‌କା

କୋଲକାତା,୨ ।୮: କୋଲକାତା ହାଇକୋର୍ଟ ସୋମବାର ପଶ୍ଚିମବଙ୍ଗ ସରକାରଙ୍କୁ ଝଟ୍‌କା ଦେଇଛନ୍ତି । ମିଛ ସରକାରୀ ଚାକିରି ଘୋଟାଲା ମାମଲାରେ ଗିରଫ ହୋଇଥିବା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଶୁଭେନ୍ଦୁ ଅଧିକାରୀଙ୍କ ସମ୍ପର୍କୀୟ ରାଖଲ ବେରାଙ୍କୁ ତୁରନ୍ତ ମୁକ୍ତ କରିବାକୁ କୋର୍ଟ…

କରୋନା ଆକ୍ରାନ୍ତଙ୍କ ଲୁହରୁ ହେବ ସଂକ୍ରମଣ

ନୂଆଦିଲ୍ଲୀ,୨।୮: କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ସାରା ବିଶ୍ୱରେ ବର୍ତ୍ତମାନ ବିଭିନ୍ନ ଗବେଷଣା କରାଯାଉଛି। ଇତିମଧ୍ୟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ, କରୋନା ଭାଇରସ୍‌ ସଂକ୍ରମଣ ପଜିଟିଭ୍‌ ଆକ୍ରାନ୍ତଙ୍କ ଲୁହରୁ ମଧ୍ୟ ବ୍ୟାପିପାରେ। ଏହି ଅଧ୍ୟୟନ ପଞ୍ଜାବ ଅମୃତସରର ଏକ…

ଆସାମ-ମିଜୋରାମ ବିବାଦ: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨।୮: ଆସାମ-ମିଜୋରାମ ସୀମାରେ ଜାରି ରହିଥିବା ହିଂସା ସ୍ଥିତି ସମେତ ବିଭିନ୍ନ ପ୍ରସଙ୍ଗକୁ ନେଇ ଉତ୍ତର-ପୂର୍ବ ରାଜ୍ୟର ଭାଜପା ଏମ୍‌ପିମାନେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ପ୍ରତିନିଧିମଣ୍ଡଳରେ ଉତ୍ତର-ପୂର୍ବ ରାଜ୍ୟର ୧୬ଜଣ ଏମ୍‌ପିଙ୍କ ସମେତ କେନ୍ଦ୍ରମନ୍ତ୍ରୀ କିରନ ରିଜିଜୁ…

ବଳାତ୍କାରୀଙ୍କୁ ବିବାହ ପାଇଁ ପୀଡ଼ିତାଙ୍କ ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ…

ନୂଆଦିଲ୍ଲୀ,୨।୮: ବଳାତ୍କାର କରିଥିବା ପୂର୍ବ ପାଦ୍ରୀଙ୍କୁ ବିବାହ ପାଇଁ ପୀଡ଼ିତାଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ହୋଇଥିବା ଏକ ଆବେଦନ ଖାରଜ ହୋଇଯାଇଛି। କେରଳର କୋଟିୟୁରରେ ବାସ କରୁଥିବା ପୀଡିତା ତାଙ୍କୁ ବଳାତ୍କାର କରିଥିବା ପୂର୍ବତନ ପାଦ୍ରୀଙ୍କୁ ବିବାହ କରିବାକୁ ସୁପ୍ରିମକୋର୍ଟଙ୍କ ଅନୁମତି ଲୋଡିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?