Pahalgam Attackରେ ପାକିସ୍ତାନ ସହ ଏମାନଙ୍କର ଅଛି ବଡ଼ କନେକ୍ସନ, ଭାରତ ହାତରେ ଲାଗିଲା ସାଂଘାତିକ ପ୍ରମାଣ
ଶ୍ରୀନଗର, ୩୦।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ଏହି ଆକ୍ରମର ପଛରେ ଭାରତ ହାତରେ ସାଂଘାତିକ ପ୍ରମାଣ ଲାଗିଛି। ଏହା ପଛରେ ପାକିସ୍ତାନ ଆଧାରିତ…
ଭାରତରେ ଥିବା ପାକ୍ ନାଗରିକଙ୍କୁ ମିଳିଲା ଆଶ୍ୱସ୍ତି, କରିପାରିବେ ପୁନଃ ଭିଜା ଆବେଦନ
ନୂଆଦିଲ୍ଲୀ,୩୦ା୪: ଭାରତରେ ରହିଯାଇଥିବା ପାକ୍ ନାଗରିକଙ୍କ ପାଇଁ ଖୁସି ଖବର। ପାକ୍ ନାଗରିକମାନେ ମେ’ ୧୦ରୁ ଜୁଲାଇ ୧୦ ଭିତରେ ପୁନଃ ଭିଜା ଆବେଦନ କରିପାରିବେ। ଯେଉଁଟା ଦୀର୍ଘକାଳୀନ ଭିଜା (LTV)କୁ ପୁନଃ ଆବେଦନ କରିପାରିବେ। eFRRO ପୋର୍ଟାଲରେ ପାକ୍ ନାଗରିକମାନେ…
ଓ୍ବାର୍ରୁମ୍ରେ ମୋଦି, ପାକିସ୍ତାନ ଛାନିଆ
ନୂଆଦିଲ୍ଲୀ, ୩୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି କ୍ୟାବିନେଟ କମିଟି ଅନ ସିକ୍ୟୁରିଟି (CCS) ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନୂଆଦିଲ୍ଲୀରେ ବସିଛିି। ଜମ୍ମୁ ଓ କଶ୍ମୀରର ପହଲଗାମରେ ଗତ ସପ୍ତାହରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ପରେ ଏହା ଦ୍ୱିତୀୟ…
CISCE ISC ICSE Board Result 2025: ପ୍ରକାଶ ପାଇଲା ICSE ଦଶମ- ISC ଦ୍ୱାଦଶ ଶ୍ରେଣୀ ଫଳାଫଳ: ଜାଣନ୍ତୁ କେମିତି କରିବେ ଚେକ୍
ନୂଆଦିଲ୍ଲୀ,୩୦।୪:ଭାରତୀୟ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ପରିଷଦ (CISCE) ICSE ଦଶମ ଶ୍ରେଣୀ ଏବଂ ISC ଦ୍ୱାଦଶ ଶ୍ରେଣୀର ଫଳାଫଳ ଘୋଷଣା କରିଛି। ଆଜି ବୋର୍ଡ ମୁଖ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଉଭୟ ଶ୍ରେଣୀର ଫଳାଫଳ ପ୍ରକାଶ କରାଯାଇଛି। ଛାତ୍ରଛାତ୍ରୀମାନେ ଏବେ…
India Pakistan: ଟାର୍ଗେଟ ଫିକ୍ସ କଲା ସେନା, ଆଜି ରାତି ଅଧରେ ବଡ଼ ଆଟାକ୍!
ନୂଆଦିଲ୍ଲୀ,୩୦।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନର ଯୋଜନା ପ୍ଲାନିଂ ପ୍ରସ୍ତୁତ କରିଛି। ଏହି ଆକ୍ରମଣରେ ୨୬ରୁ ଅଧିକ ନିରୀହ ଲୋକଙ୍କର ମୃତ୍ୟୁ ଘଟିଥିଲା, ଯେଉଁଥିରେ ଅଧିକାଂଶ ହିନ୍ଦୁ…
ଭାରତ-ପାକିସ୍ତାନ ବିବାଦ ମଧ୍ୟରେ ଏଣ୍ଟ୍ରି କଲା ଆମେରିକା: କହିଲା – ‘ସାରା ବିଶ୍ୱ ଦେଖୁଛି’
ଓ୍ବାଶିଂଟନ୍,୩୦।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଜାରି ରହିଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ଭୟରେ ଅଛି। ସେ ଭାରତର ପରବର୍ତ୍ତୀ ପଦକ୍ଷେପକୁ ଭୟ କରୁଛନ୍ତି। ଏବେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଆମେରିକା ପ୍ରବେଶ କରିଛି।…
ଆଗାମୀ ୨୪ ଘଣ୍ଟା ମଧ୍ୟରେ ହୋଇପାରେ ଆକ୍ରମଣ: ମୋଦିଙ୍କ ନିଷ୍ପତ୍ତି ଦେଖି ଭୟଭୀତ ପାକିସ୍ତାନ
ଇସଲାମାବାଦ୍,୩୦।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାର ବାତାବରଣ ରହିଛି। ପ୍ରଧାନମନ୍ତ୍ରୀ ମୋଦୀ ମଙ୍ଗଳବାର ତିନି ସେନାର ମୁଖ୍ୟଙ୍କ ସହ ଏକ ବୈଠକ କରିଥିଲେ। ଏହାର ସିଧାସଳଖ ପ୍ରଭାବ ପାକିସ୍ତାନରେ ଦେଖିବାକୁ ମିଳିଥିଲା। ପାକିସ୍ତାନର ସୂଚନା…
କଶ୍ମୀରର ୪୮ ପର୍ଯ୍ୟଟନ ସ୍ଥଳ ବନ୍ଦ
ଶ୍ରୀନଗର,୩୦ା୪:ପହଲଗାମ୍ ଆକ୍ରମଣ ପରେ ସୀମାରେ ଉତ୍ତେଜନା ବଢ଼ିଥିବାବେଳେ ସୁରକ୍ଷା ଦୃଷ୍ଟିରୁ କଶ୍ମୀର ଉପତ୍ୟକାର ୪୮ଟି ପର୍ଯ୍ୟଟନ ସ୍ଥଳକୁ ବନ୍ଦ କରିଦିଆଯାଇଛି। ବିପଦ ସମ୍ଭାବନାକୁ ଦୃଷ୍ଟିରେ ଏଭଳି ନିଷ୍ପତ୍ତି ନିଆଯାଇଥିବା କେତେଜଣ ଅଧିକାରୀ କହିଛନ୍ତି। ସୁରକ୍ଷା ସ୍ଥିତିର ସମୀକ୍ଷା କରାଯାଉଥିବାବେଳେ ଆଗାମୀ ଦିନରେ…
ସୁରକ୍ଷା ଦୃଷ୍ଟିରୁ ସ୍ପାଏଓ୍ବେର ବ୍ୟବହାର ଭୁଲ୍ ନୁହେଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩୦ା୪:ଦେଶର ସୁରକ୍ଷା ଉଦ୍ଦେଶ୍ୟରେ ସ୍ପାଏଓ୍ବେର ବ୍ୟବହାର କରାଗଲେ କିଛି ଭୁଲ୍ ନାହିଁ, ତେବେ ସିଭିଲ୍ ସୋସାଇଟି ସଦସ୍ୟମାନଙ୍କର ପ୍ରିଭେସି ଅଧିକାର ରହିଛି, ଯାହା ସମ୍ବିଧାନ ଦ୍ୱାରା ସୁରକ୍ଷିତ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଆତଙ୍କବାଦୀମାନଙ୍କ ବିରୋଧରେ ସ୍ବାଏଓ୍ବେର ବ୍ୟବହାରରେ ଭୁଲ୍ କେଉଁଠି…
ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ଚାଲିଗଲା ୧୪ ଜୀବନ
କୋଲକାତା, ୩୦।୪: କୋଲକାତାର ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୪ ଜଣଙ୍କର ମୃତ୍ୟୁ ହୋଇଛି। ମଙ୍ଗଳବାର ବିଳମ୍ବିତ ରାତିରେ କୋଲକାତାର ବାରା ବଜାର ଅଞ୍ଚଳର ମାଛୁଆ ଫାଲ ମଣ୍ଡି ନିକଟରେ ଥିବା ଋତୁରାଜ ହୋଟେଲରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ…
ଟାଟା ପ୍ଲାଣ୍ଟରେ ଭାରତରେ ଆଇଫୋନ ଉତ୍ପାଦନ ଆରମ୍ଭ, ଟାରିଫ୍ ପ୍ରଭାବିତ ଚାଇନାଠୁ ଦୂରାଉଛି ଆପଲ
ନୂଆଦିଲ୍ଲୀ, ୨୯।୪: ଆପଲ ତାମିଲନାଡୁରେ ଟାଟା ଇଲେକ୍ଟ୍ରୋନିକ୍ସର ଏକ ନୂତନ ପ୍ଲାଣ୍ଟରେ ଆଇଫୋନ ଉତ୍ପାଦନ ଆରମ୍ଭ କରିଛି, ଏବଂ ବେଙ୍ଗାଲୁରୁରେ ଫକ୍ସକନ ଦ୍ୱାରା ପରିଚାଳିତ ଦ୍ୱିତୀୟ ପ୍ଲାଣ୍ଟ ଆସନ୍ତା ମାସରୁ ଶିପମେଣ୍ଟ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛି। ଏହି ଘଟଣା ଆପଲର…
Gold Rate: ଅକ୍ଷୟ ତୃତୀୟା ପୂର୍ବଦିନ ଖସିଲା ସୁନାଦର! କାଲି ଏତେ କମିିଯିବ…
ନୂଆଦିଲ୍ଲୀ, ୨୯।୪: ଆନ୍ତର୍ଜାତୀୟ ବଜାରରେ ସୁନା ଦରରେ ବି ହ୍ରାସ ଦେଖାଦେଇଛି। ଏକ ରିପୋର୍ଟ ଅନୁସାରେ, ଗତ ଦୁଇ ଦିନରେ ସୁନାର ମୂଲ୍ୟ ପ୍ରାୟ ୩,୮୦୦ ଟଙ୍କା ପ୍ରତି ୧୦ ଗ୍ରାମ ହ୍ରାସ ପାଇଛି। ଏହାର ମୁଖ୍ୟ କାରଣ ହେଉଛି ଆମେରିକା…
Archives


