ଟିକାକରଣ ପାଇଁ କାଉଣ୍ଟ୍ ଡାଉନ୍ ଆରମ୍ଭ: କୋଭିଶିଲ୍ଡକୁ ମିଳିବ ମଞ୍ଜୁରୀ
ନୂଆଦିଲ୍ଲୀ,୨୮।୧୨: କରୋନା ପ୍ରତିଷେଧକ ଟିକାକରଣ ନେଇ ସରକାରଙ୍କ ପକ୍ଷରୁ କାଉଣ୍ଟ୍ ଡାଉନ୍ ଆରମ୍ଭ ହୋଇଛି। ଆସନ୍ତା ୨-୩ ଦିନ ମଧ୍ୟରେ ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟିକା କୋଭିଶିଲ୍ଡ୍କୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି। ଜରୁରୀକାଳୀନ ସ୍ଥିତିରେ...
ଆଜିଠାରୁ ଭାରତରେ କରୋନା ଟିକା ମକ୍ ଡ୍ରିଲ , ଜାଣନ୍ତୁ ପ୍ରଥମେ କେଉଁ ରାଜ୍ୟରେ ହେବ ଆରମ୍ଭ
ନୂଆଦିଲ୍ଲୀ,୨୮ା୧୨: ବ୍ରିଟେନ ଓ ଆମେରିକା ସମେତ ଅନ୍ୟ ଦେଶରେ କରୋନା ଟିକାକରଣ ଆରମ୍ଭ ହୋଇସାରିଲାଣି। ଭାରତକୁ କରୋନା ଟିକା ଆସିବା ନେଇ ସମସ୍ତେ ଉତ୍କଣ୍ଠାର ସହ ଚାହିଁ ରହିଛନ୍ତି । ତେବେ ଭ୍ୟାକ୍ସିନ ଆସିବା ପୂର୍ବରୁ ଭାରତ ବିଶ୍ୱର ସବୁଠୁ...
୪ ରାଜ୍ୟରେ କରୋନା ଟିକାଦାନ ଅଭ୍ୟାସ ପ୍ରକିୟା
ନୂଆଦିଲ୍ଲୀ,୨୮।୧୨: ଦେଶରେ ସାର୍ବଜନୀକ ଭାବେ କରୋନା ଟିକା ଦେବା ଲାଗି ଭାରତ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ମର୍ମରେ ସୋମବାର ପଞ୍ଜାବ, ଆନ୍ଧ୍ରପ୍ରଦେଶ, ଆସାମ ଏବଂ ଗୁଜରାଟରେ ଅଭ୍ୟାସ ପ୍ରକିୟା (ମକ୍ ଡ୍ରିଲ୍) ଆରମ୍ଭ କରାଯିବ। ଏହାପରେ ଦେଶରେ...
ୟୁପି ଛାଡ଼ୁଛନ୍ତି ପ୍ରେମୀଯୁଗଳ
ବରେଲି,୨୮ା୧୨: ଉତ୍ତରପ୍ରଦେଶରେ ଧର୍ମାନ୍ତରୀକରଣ ବା ‘ଲଭ ଜିହାଦ୍’ ଆଇନ ପ୍ରଚଳନ ପରେ ଅଲଗା ଧର୍ମର ପ୍ରେମୀଯୁଗଳଙ୍କୁ ଘାରିଛି ଗିରଫଦାରୀ ଭୟ। ଉଭୟ ଝିଅ ଓ ପୁଅ ସେମାନଙ୍କ ସମ୍ପର୍କ ପାଇଁ ରାଜିଥିଲେ ବି ପରିବାରର ବିରୋଧ ଯୋଗୁ ମାମଲା ଆଶଙ୍କାରେ...
ପାଲାନିସ୍ବାମୀ ହେବେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ
ଚେନ୍ନାଇ, ୨୮।୧୨(ପି.ଟି.): କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଗୋଟିଏ ପରେ ଗୋଟିଏ ଦଳ ଏନ୍ଡିଏ ଛାଡ଼ୁଥିବାବେଳେ ତାମିଲନାଡ଼ୁର ଶାସକ ଦଳ ଏଆଇଏଡିଏମ୍କେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ସହଯୋଗୀ ଦଳ ଭାଜପା ଆଗରେ ସର୍ତ୍ତ ରଖିଛି। ଆସନ୍ତାବର୍ଷ ହେବାକୁ...
ମମତାଙ୍କୁ ଅଙ୍ଗୁଳି ଉଠାଇଲା ସିବିଆଇ
ନୂଆଦିଲ୍ଲୀ, ୨୮।୧୨ (ଆଇଏଏନ୍ଏସ୍): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ଆଉ ଚାରିମାସ ବାକି ଥିବାବେଳେ ସାରଦା ଚିଟ୍ଫଣ୍ଡ ଦୁର୍ନୀତି ମାମଲାରେ ସିବିଆଇର ନୂଆ ଖୁଲାସା ମମତା ବାନାର୍ଜୀ ସରକାରଙ୍କ ପାଇଁ ଅଡୁଆ ସୃଷ୍ଟି କରିଛି। ସାରଦା ଗ୍ରୁପ୍ ଅଫ୍ କମ୍ପାନିଜ୍ର ଅଂଶବିଶେଷ...
‘ମନ୍ କି ବାତ୍’ ବେଳେ ଥାଳି ମାଡ଼
ନୂଆଦିଲ୍ଲୀ, ୨୮।୧୨: କେନ୍ଦ୍ରର ନୂଆ କୃଷି ଆଇନକୁ ବିରୋଧ କରି ମାସେ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍ କୀ ବାତ୍’ ରେଡିଓ କାର୍ଯ୍ୟକ୍ରମ ବେଳେ ଥାଳି ବାଡ଼େଇବା ସହ ସ୍ଲୋଗାନ ଦେଇଥିଲେ। ଦିଲ୍ଲୀର ସିଙ୍ଘୁ...
ମାର୍ଚ୍ଚ ୩୧ ଯାଏ ବଢ଼ିଲା ଗାଡ଼ି କାଗଜପତ୍ର ବୈଧତା
ନୂଆଦିଲ୍ଲୀ, ୨୭।୧୨ -ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍), ଆର୍ସି, ପର୍ମିଟ, ଫିଟ୍ନେସ୍ ସାର୍ଟିଫିକେଟ ଆଦି ଗାଡ଼ି କାଗଜପତ୍ରର ବୈଧତାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯେଉଁମାନଙ୍କର କାଗଜପତ୍ର ବୈଧତା ୨୦୨୦ ଫେବୃୟାରୀରୁ ଶେଷ ହୋଇଥିବ କିମ୍ବା ୨୦୨୧ ମାର୍ଚ୍ଚ ୩୧...
ଚାଷୀଙ୍କ ଦୁଃଖ ଦେଖି ନ ପାରି ଆତ୍ମହତ୍ୟା କଲେ ଓକିଲ
ନୂଆଦିଲ୍ଲୀ,୨୭।୧୨: ନୂଆ କୃଷି ଆଇନ ବିରୋଧରେ ସିଙ୍ଘୁ ସୀମାରେ ଦୀର୍ଘ ଏକ ମାସ ହେଲା ଚାଲିଥିବା ଚାଷୀ ଆନ୍ଦୋଳନ ତିବ୍ରତର ହେବାରେ ଲାଗିଛି। ଚାଷୀ ଆନ୍ଦୋଳନକୁ ସମର୍ଥନ କରି ପୁଣି ଜଣେ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି। ପଞ୍ଜାବର...
ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଭୂସ୍ଖଳନ: ୧୦ ଘଣ୍ଟା ଧରି ଅଟକି ରହିଲା ୧୫୦୦ ଗାଡି
ଶ୍ରୀନଗର,୨୭।୧୨-ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ରବିବାର ସକାଳେ ଭୂସ୍ଖଳନ ହୋଇଛି। ଫଳରେ ଦୀର୍ଘ ୧୦ ଘଣ୍ଟା ଧରି ରାସ୍ତା ଅବରୋଧ ହୋଇଥିଲା। ଏଥିଯୋଗୁ ଜାତୀୟ ରାଜପଥରେ ପ୍ରାୟ ୧୫୦୦ ଗାଡି ଅଟକି ରହିଥିଲା। ଜାତୀୟ ରାଜପଥ ଟ୍ରାଫିକ୍ ବରିଷ୍ଠ ଅଧୀକ୍ଷକ ଜେଏସ...
ପରଲୋକରେ ସୁନୀଲ କୋଠାରୀ
ନୂଆଦିଲ୍ଲୀ,୨୭।୧୨: ପ୍ରସିଦ୍ଧ ଐତିହାସିକ ନୃତ୍ୟ ବିଶାରଦ ତଥା ସମାଲୋଚକ ସୁନୀଲ କୋଠାରୀଙ୍କ ପରଲୋକ ଘଟିଛି। ରବିବାର ଦିଲ୍ଲୀର ଏକ ଡାକ୍ତରଖାନାରେ ହୃଦ୍ଘାତରେ ତାଙ୍କର ଦେହାନ୍ତ ହୋଇଛି। ଏକ ମାସ ପୂର୍ବରୁ ସେ କରୋନା ସଂକ୍ରମିତ ଥିଲେ। ମୃତ୍ୟୁବେଳକୁ ତାଙ୍କୁ ୮୭...
‘ଗୋ କରୋନା ଗୋ’ ପରେ ଏବେ ‘ନୋ କରୋନା ନୋ’
ନୂଆଦିଲ୍ଲୀ,୨୭।୧୨: ଭାରତ ସମେତ ସମଗ୍ର ବିଶ୍ୱରେ ଯେତେବେଳେ କରୋନା ଭୂତାଣୁ ବ୍ୟାପିଥିଲା, ସେତେବେଳେ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ ‘ଗୋ କରୋନା ଗୋ’ ସ୍ଲୋଗାନ ଦେଇ ଚର୍ଚ୍ଚାରେ ରହିଥିଲେ। ଏହି ସ୍ଲୋଗାନ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଥିଲା। ଏବେ...
Archives


