ଜାତୀୟ

ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍‌ ଡୋଜ୍‌…

ନୂଆଦିଲ୍ଲୀ ,୨୬।୬: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଦ୍ରୁତବେଗରେ କରାଯାଉଛି। ଭାରତ ଟିକାକରଣରେ ନିଜର ପୂର୍ବ ରେକର୍ଡ ଭାଙ୍ଗିଛି। ଗତ ଏକ ସପ୍ତାହ ମଧ୍ୟରେ ଦେଶରେ ରେକର୍ଡ…

ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରାଆଣ୍ଟ ରୋଗୀ ଚିହ୍ନଟ

ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି। ଏହିକମ୍ରରେ ଏବେ ରାଜସ୍ଥାନ ମଧ୍ୟ ସାମିଲ ହୋଇଯାଇଛି। ରାଜସ୍ଥାନରେ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ…

ଆମେରିକା ସୈନ୍ୟ ଆଫଗାନିସ୍ତାନରୁ ହଟିଲେ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବା ଆଶଙ୍କା…

ଶ୍ରୀନଗର,୨୬।୬: ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ପ୍ରତ୍ୟାହାର ଜାରି ରହିଛି। ତେବେ ଏହା ଦ୍ୱାରା ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏସମ୍ପର୍କରେ ଶ୍ରୀନଗର ୧୫ କୋର୍‌ର ଜେସିଓ ଲ୍ୟୁଟନାଟ୍‌ ଜେନେରାଲ ଦେବେନ୍ଦ୍ର ପ୍ରତାପ ପାଣ୍ଡେ ଜେକେଏଲଆଇ ରେଜିମେଣ୍ଟାଲ ସେଣ୍ଟରରେ ପାଶିଂ…

ମନି ଲଣ୍ଡରିଂ ମାମଲା: ସମନ ସତ୍ତ୍ୱେ ଇଡି କାର୍ଯ୍ୟାଳୟରେ ପହଞ୍ଚିଲେନି ଅନୀଲ

ମୁମ୍ବାଇ,୨୬।୬: ମନି ଲଣ୍ଡରିଂ ମାମଲାରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀଙ୍କ ମୁମ୍ବାଇ ଓ ନାଗପୁର ସ୍ଥିତ ବାସଭବନରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଥିଲା। ଏହି ଚଢ଼ାଉ ସମୟରେ ତାଙ୍କ ଘରୁ କେତେକ ଜରୁରୀ କାଗଜପତ୍ର ଜବତ କରାଯାଇଥିଲା। ଏସମ୍ବନ୍ଧରେ ପଚରାଉଚରା ପାଇଁ…

୨ ପ୍ରକାର ଭାକ୍ସିନ୍‌ ନେଲେ ବଢ଼ିବ ପ୍ରତିରୋଧକ ଶକ୍ତି, ଅଧିକ ପରୀକ୍ଷା ନିରୀକ୍ଷା ଆବଶ୍ୟକ…

ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ କରାଯାଉଛି। ଏପରିସ୍ଥଳେ ଏମ୍ସ୍‌ ପକ୍ଷରୁ କୁହାଯାଇଛି ଯେ, ୨ ପ୍ରକାର ଭାକ୍ସିନ୍‌ ନେଲେ ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ପାଇବ।…

ସରକାରୀ ବାବୁ ଗରିବଙ୍କ ପାଖରେ ପହଞ୍ଚନ୍ତୁ, କହିଲେ ମନ୍ତ୍ରୀ…

ନୂଆଦିଲ୍ଲୀ,୨୬।୬: ସରକାରୀ ବାବୁମାନେ କେବଳ ବନ୍ଦ କୋଠରୀରେ ନ ବସି ଗରିବଙ୍କ ପାଖରେ ପହଞ୍ଚି ସେମାନଙ୍କର ସମସ୍ୟା ସମାଧାନ କରନ୍ତୁ ବୋଲି କେନ୍ଦ୍ରୀୟ ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି। ବନ୍ଦ କୋଠରୀରେ ବସି ରହିବା ସଂସ୍କୃତିଠାରୁ ପ୍ରଶାସନିକ ଅଧିକାରୀମାନେ ଦୂରେଇ ରହିବା…

ଖୁସି ଖବର, ହ୍ରାସ ପାଇବ ତୃତୀୟ ଲହରର ତାଣ୍ଡବ , ଏମ୍ସ୍‌ ପକ୍ଷରୁ ସୂଚନା…

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ଭୂତାଣୁ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। କରୋନାର ଦ୍ୱିତୀୟ ଲହର ଦ୍ୱାରା ଦେଶରେ ଦେଖାଦେଇଥିବା ସଙ୍କଟ ଜନକ ସ୍ଥିତି ସମ୍ଭାବ୍ୟ ତୃତୀୟ ଲହରରେ ହ୍ରାସ ପାଇବ ବୋଲି ଏମ୍ସ୍‌…

ପୁଣି ବିପଦ, ବ୍ୟାପିଲା ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌, ସ୍ବତନ୍ତ୍ର ନିର୍ଦ୍ଦେଶ ଜାରି କଲେ ମୁଖ୍ୟମନ୍ତ୍ରୀ…

ଲକ୍ଷ୍ନୌ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଯୋଗୁ ପୁଣି ବିପଦ ମାଡ଼ି ଆସୁଛି। ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଉତ୍ତରପ୍ରଦେଶର…

ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍‌ ସହ ଆଧାର ଲିଙ୍କ୍‌ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ ପାନ୍‌ ସହ ଆଧାର ସଂଯୋଗ କରାଇବା ଲାଗି ଆଶ୍ୱସ୍ତି ପାଇଛନ୍ତି। ଏହାବାଦ ଲୋକଙ୍କ ସୁବିଧା…

ଦୈନିକ ସଂକ୍ରମଣ ୫୦ ହଜାର ତଳେ…

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ୫ ଦିନ ପରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ୫୦ ହଜାର ତଳେ ରହିଛି।…

ରବିଶଙ୍କରଙ୍କ ଟୁଇଟର ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୨୬ା୬: କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଳାଟ୍‌ଫର୍ମ ମଧ୍ୟରେ ଚାଲିଥିବା ଶୀତଳଯୁଦ୍ଧର ଏକ ବିଚିତ୍ର ପରିଣାମ ଶୁକ୍ରବାର ଦେଖିବାକୁ ମିଳିଛି। ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଆଇଟି) ମନ୍ତ୍ରୀ ରବିଶଙ୍କରଙ୍କ ଟୁଇଟର ହ୍ୟାଣ୍ଡେଲକୁ ଏହି ମାଇକ୍ରୋବ୍ଲଗିଂ ସାଇଟ୍‌ ପକ୍ଷରୁ ପ୍ରାୟ ଘଣ୍ଟାଏ…

ଦିଲ୍ଲୀ ଲୋକଙ୍କ ଜୀବନ ପାଇଁ ଲଢ଼ିବା ମୋ ଅପରାଧ

ନୂଆଦିଲ୍ଲୀ,୨୫।୬: ଦିଲ୍ଲୀର ୨ କୋଟି ଲୋକଙ୍କ ଜୀବନ ପାଇଁ ସଂଗ୍ରାମ କରିବା ମୋ ଅପରାଧ। ତୁମେ ଯେତେବେଳେ ନିର୍ବାଚନ ରାଲିରେ ମାତିଥିଲ, ମୁଁ ସେତେବେଳେ ଅକ୍ସିଜେନ ଯୋଗାଡ଼ ପାଇଁ ରାତି ରାତି ଶୋଇନାହିଁ। ଅକ୍ସିଜେନ ପାଇଁ ମୁଁ ନେହୁରା ହୋଇଛି। ଅକ୍ସିଜେନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri