ଜାତୀୟ

ଟିକାକରଣ ପ୍ରମାଣପତ୍ରରୁ ହଟିବ ପ୍ରଧାନମନ୍ତ୍ରୀଙ୍କ ଫଟୋ

ନୂଆଦିଲ୍ଲୀ,୧୧।୩: ୪ ରାଜ୍ୟ ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ, କେରଳ ସମେତ କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରିରେ ବିଧାନସଭା ର୍ନିବାଚନକୁ ଦୃଷ୍ଟିରେ ରଖି କୋଭିଡ-୧୯ ଟିକାକରଣ ପ୍ରମାଣପତ୍ରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଉଠାଇ ଦିଆଯିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଗୁରୁବାର ଘୋଷଣା…

ଖୁବ୍‌ଶୀଘ୍ର ଘୋଷଣା ହୋଇପାରେ ଲକଡାଉନ୍‌: ଠାକରେ

ମୁମ୍ବାଇ,୧୧ ।୩: ମହାରାଷ୍ଟ୍ରରେ ବେଳକୁ ବେଳ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଥିବା ବେଳେ କେତେକ ଅଞ୍ଚଳରେ ଖୁବ୍‌ଶୀଘ୍ର ଲକଡାଉନ୍ ଲାଗିପାରେ ବୋଲି ସୂଚନା ଦେଇଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । ନାଗପୁରରେ ଏକ ସପ୍ତାହ ପାଇଁ ଲକଡାଉନ୍ ଘୋଷଣା…

ଆମ ଦେଶର ଏହି ରାଜ୍ୟରେ ସବୁଠୁ ଅଧିକ ଭିକାରି, ସବୁଠୁ କମ୍‌ ରହିଛି …

ନୂଆଦିଲ୍ଲୀ,୧୧।୩: ଆମ ଦେଶର ଅଧିକାଂଶ ରାଜ୍ୟରେ ଲୋକେ ଭିକ୍ଷାବୃତ୍ତି କରି ପେଟ ପୋଷୁଛନ୍ତି। ଏହି ଭିକାରିଙ୍କ ସଂଖ୍ୟା ପ୍ରାୟ ୪ ଲକ୍ଷ। ତେବେ ସବୁଠୁ ଅଧିକ ଭିକାରି ରହିଛନ୍ତି ପଶ୍ଚିମବଙ୍ଗରେ। ଭିକାରିଙ୍କ ସଂଖ୍ୟାକୁ ନେଇ ସାମାଜିକ ନ୍ୟାୟ ଏବଂ ଅଧିକାର ମନ୍ତ୍ରଣାଳୟ…

ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଭଙ୍ଗା, ମାଙ୍କଡ଼ ନାମରେ ମାମଲା

ଭୋପାଳ,୧୧।୩: ମଧ୍ୟପ୍ରଦେଶର ଗୁରୁଜରବର୍ଡିଆ ଗ୍ରାମରେ ଥିବା ଏକ ବିଦ୍ୟାଳୟ ପରିସରରେ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଭାଙ୍ଗି ପଡ଼ିଥିବା ଦେଖିବାକୁ ମିଳିଛି। ଅନୁସନ୍ଧାନ ପରେ ପୋଲିସ କହିଛି, ଏହି ପ୍ରତିମୂର୍ତ୍ତିକୁ ମାଙ୍କଡ଼ ଭାଙ୍ଗି ନଷ୍ଟ କରିଛି। ମାଣ୍ଡସୋରର ଏସ୍‌ପି ସିଦ୍ଧାର୍ଥ ଚୌଧୁରୀ…

ରାଜଯୋଗିନୀ ହୃଦୟମୋହିନୀଙ୍କ ପରଲୋକ

ମାଉଣ୍ଟଆବୁ,୧୧।୩: ରାଜସ୍ଥାନର ମାଉଣ୍ଟଆବୁଠାରେ ଥିବା ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ ପ୍ରଶାସିକା ରାଜଯୋଗିନୀ ହୃଦୟମୋହିନୀଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା। ସେ ଧୀର୍ଘଦିନ ଦିନ ଅସୁସ୍ଥ ଥିଲେ। ମୁମ୍ବାଇର ହସ୍ପିଟାଲରେ ତାଙ୍କର…

ହ୍ବିଲଚେୟାରରେ କରିବି ପ୍ରଚାର: ମମତା

କୋଲକାତା,୧୧।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ଜନସାଧାରଣଙ୍କ ଉଦ୍ଦେଶ୍ୟରେ ହସ୍ପିଟାଲରୁ ଏକ ଭିଡ଼ିଓ ଜାରି କରିଛନ୍ତି। ଏଥିରେ ମମତା କହିଛନ୍ତି ଯେ, ସେ ହ୍ବିଲ୍‌ଚେୟାରରେ ପ୍ରଚାର କରିବେ। କିନ୍ତୁ ବିରୋଧୀଙ୍କୁ ଭୟ କରିବେ ନାହିଁ। କାଲି ହୋଇଥିବା ଆକ୍ରମଣରେ ତାଙ୍କର…

ବଡ଼ ପେଟ ଥିବା କନଷ୍ଟେବଳଙ୍କୁ ସକାଳେ-ସନ୍ଧ୍ୟାରେ ୪-୪ ଘଣ୍ଟା ଡ୍ୟୁଟି

ଗୋରଖପୁର,୧୧।୩: ବଡ଼ ପେଟ ଥିବା କନେଷ୍ଟବଳଙ୍କୁ ନେଇ ଉତ୍ତରପ୍ରଦେଶ ଗୋରଖପୁର ଜୋନ୍‌ ଏଡିଜି ଅଖିଳ କୁମାରଙ୍କର ଚିନ୍ତା ବଢ଼ିବାରେ ଲାଗିଛି। ସେମାନଙ୍କ ସ୍ବାସ୍ଥ୍ୟରେ ସୁଧାର ଆଣିବା ପାଇଁ ଡ୍ୟୁଟିରେ ପରିବର୍ତ୍ତନ କରାଯାଇଛି। ଏଣିକି ବଡ଼ ପେଟ ଥିବା କନେଷ୍ଟବଳଙ୍କୁ ସକାଳେ ୪…

କମୁଛି ଆନ୍ଦୋଳନକାରୀ କୃଷକଙ୍କ ସଂଖ୍ୟା: ଚିନ୍ତାରେ ସଂଯୁକ୍ତ କୃଷକ ମୋର୍ଚ୍ଚା!

ନୂଆଦିଲ୍ଲୀ,୧୧ ।୩: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ଦୀର୍ଘ ୩ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଦିଲ୍ଲୀର ଗାଜିପୁର, ଶାହାଜାହାଁପୁର, ଟିକରି ଓ ସିନ୍ଧୁ ସୀମାରେ କୃଷକମାନେ ଆନ୍ଦୋଳନରେ ବସିଛନ୍ତି । ହେଲେ ଏବେ ଦେଖାଯାଇଛି କି…

ଜାଣନ୍ତି ମମତା ବାନାର୍ଜୀ କାହିଁକି ପିନ୍ଧନ୍ତି ଧଳା ଶାଢ଼ି ଆଉ ରବର ଚପଲ

କୋଲକାତା,୧୧।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଜୀବନଶୈଳୀକୁ ନେଇ ବେଳେ ବେଳେ ଚର୍ଚ୍ଚା ହୋଇଥାଏ। ଏବେ ତାଙ୍କ ଧଳା ଶାଢ଼ିକୁ ନେଇ ଚର୍ଚ୍ଚା ହେଉଛି। ମମତାଙ୍କୁ ସବୁବେଳେ ଧଳା ଶାଢ଼ି ଆଉ ରବର ଚପଲରେ ଦେଖିବାକୁ ମିଳିଥାଏ। ମମତାଙ୍କ ପାଖରେ ଶାଢ଼ିର…

ପ୍ରଧାନମନ୍ତ୍ରୀଙ୍କ ମା’ ନେଲେ କରୋନା ଡୋଜ୍‌

ନୂଆଦିଲ୍ଲୀ,୧୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରା ବେନ୍‌ ମୋଦି ଗୁରୁବାର କରୋନା ଟିକାର ପ୍ରଥମ ଡୋଜ୍‌ ନେଇଛନ୍ତି। ଏସମ୍ପର୍କରେ ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ମା’ କରୋନା ଟିକା ନେଇଥିବାରୁ ମୁଁ ବେଶ୍‌ ଖୁସି।…

ମାର୍ଚ୍ଚ ୧୫ରୁ ୨୧ ସମ୍ପୂର୍ଣ୍ଣ ଲକଡାଉନ୍‌

ମୁମ୍ବାଇ,୧୧ ।୩: ମହାରାଷ୍ଟ୍ରରେ ଲଗାତାର ଭାବେ ବଢି ଚାଲିଛି କରୋନା ସଂକ୍ରମଣ । ଏହି କରୋନା ସଂକ୍ରମଣକୁ ଦେଖି ମହାରାଷ୍ଟ୍ର ସରକାର ନାଗପୁରରେ ଏକ ସପ୍ତାହ ପାଇଁ ସମ୍ପୂର୍ଣ୍ଣ ଲକଡାଉନ ଘୋଷଣା କରିଛନ୍ତି । ଗୁରୁବାର ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ନୀତୀନ…

ଭାରତରେ ୪ ଲକ୍ଷରୁ ଅଧିକ ଭିକାରି

ନୂଆଦିଲ୍ଲୀ,୧୧।୩: ଦେଶରେ ଭିକାରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମ୍ପ୍ରତି ଦେଶରେ ୪ ଲକ୍ଷରୁ ଅଧିକ ଭିକାରି ରହିଛନ୍ତି। ସେମାନଙ୍କ ମଧ୍ୟରୁ ପଶ୍ଚିମବଙ୍ଗରେ ସର୍ବାଧିକ ୮୧ ହଜାର ୨୪୪ ଜଣ ଭିକାର ରହିଛନ୍ତି। ଲାକ୍ଷାଦ୍ୱୀପରେ ସର୍ବନିମ୍ନ ୨ ଜଣ ଭିକାରି ଅଛନ୍ତି। କେନ୍ଦ୍ରୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri