ଜାତୀୟ

ହଟ୍ଟଗୋଳ ଯୋଗୁ ଉଭୟ ଗୃହ ଅଚଳ…

ନୂଆଦିଲ୍ଲୀ,୨୬।୭: ସଂସଦର ମୌସୁମୀ ଅଧିବେଶନ ଏପର୍ଯ୍ୟନ୍ତ ଅଶାନ୍ତ ହୋଇପଡିଛି। ଅଧିବେଶନର ପ୍ରଥମ ସପ୍ତାହରେ ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ଗୋଟିଏ ଦିନ ପାଇଁ ସ୍ବାଭାବିକ ଭାବରେ କାର୍ଯ୍ୟ ହୋଇ ପାରିନାହିଁ। ହଟ୍ଟଗୋଳ ଯୋଗୁ ଉଭୟ ଗୃହ ଅଚଳ ହୋଇ…

ୟେଦୁରପ୍ପା ଦେଲେ ଇସ୍ତଫା…

ବେଙ୍ଗାଲୁରୁ,୨୬।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ଇସ୍ତଫା ଦେଇଛନ୍ତି। ସୋମବାର ରାଜ୍ୟରେ ଭାଜପା ସରକାର ୨ ବର୍ଷ ପୂରଣ କରିଥିବାବେଳେ ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ଘୋଷଣା କରିଛନ୍ତି। ତାଙ୍କ ଇସ୍ତଫାକୁ ନେଇ ରାଜ୍ୟର ରାଜନୀତି ସରଗରମ ହେବାରେ ଲାଗିଥିଲା।…

ସୁର୍ଜେଓ୍ବାଲା-ଶ୍ରୀନିବାସ ଅଟକ…

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ସୋମବାର ପୂର୍ବାହ୍ନରେ ଟ୍ରାକ୍ଟର ଚଳାଇ ମୌସୁମୀ ଅଧିବେଶନରେ ଯୋଗଦେବା ଲାଗି ସଂସଦ ଭବନରେ ପହଞ୍ଚିଛନ୍ତି। ରାହୁଲଙ୍କ ସହିତ ଟ୍ରାକ୍ଟରରେ କଂଗ୍ରେସ ଜେନେରାଲ ସେକ୍ରେଟାରୀ ରଣଦୀପ୍‌ ସୁର୍ଜେଓ୍ବାଲା,…

ଟ୍ରାକ୍ଟର ଚଳାଇ ସଂସଦ ଭବନ ପହଞ୍ଚିଲେ ରାହୁଲ…

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ସୋମବାର ପୂର୍ବାହ୍ନରେ ଟ୍ରାକ୍ଟର ଚଳାଇ ମୌସୁମୀ ଅଧିବେଶନରେ ଯୋଗଦେବା ଲାଗି ସଂସଦ ଭବନରେ ପହଞ୍ଚିଛନ୍ତି। ରାହୁଲଙ୍କ ସହିତ ଟ୍ରାକ୍ଟରରେ ରଣଦୀପ୍‌ ସୁର୍ଜେ ଓ୍ବାଲା, ଶ୍ରୀନିବାସ ବି.ଭିି.…

ଲାଲ୍‌ କିଲ୍ଲାରେ ହେବ ଫୁଲବର୍ଷା…

ନୂଆଦିଲ୍ଲୀ,୨୬।୭: ଚଳିତ ବର୍ଷ ଅଗଷ୍ଟ ୧୫ଠାରୁ ଦେଶରେ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଅମୃତ ମହୋତ୍ସବ ପାଳନ କରାଯିବାର କାର୍ଯ୍ୟକ୍ରମ ରହିଛି। ସ୍ବାଧୀନତା ଦିବସର ଏହି ଐତିହାସିକ ମୁହୂର୍ତ୍ତକୁ ସ୍ମରଣୀୟ କରିବା ଲାଗି ଲାଲ୍‌ କିଲ୍ଲାରେ ହେଲିକପ୍ଟରରୁ ଫୁଲବର୍ଷା କରାଯିବାର…

ଶହୀଦ୍‌ଙ୍କ ବଳିଦାନ ଦେବ ପ୍ରେରଣା…

ନୂଆଦିଲ୍ଲୀ,୨୬।୭: ଦେଶ ମାତୃକାର ସୁରକ୍ଷା ପାଇଁ ବଳିଦାନ ଦେଇଥିବା ବୀର୍‌ ଶହୀଦ୍‌ଙ୍କ ଅମର ଗାଥା ସବୁବେଳେ ଦେଶବାସୀଙ୍କୁ ଦେଶସେବା ଲାଗି ପ୍ରେରଣା ପ୍ରଦାନ କରୁଥିବ। କାରଗୀଲ୍‌ ବିଜୟ ଦିବସର ୨୨ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହି…

ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରତିରକ୍ଷାମନ୍ତ୍ରୀ…

ନୂଆଦିଲ୍ଲୀ,୨୬।୭: କାରଗୀଲ୍‌ ବିଜୟ ଦିବସର ୨୨ ତମ ବର୍ଷ ପୂରଣ ଅବସରରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଦିଲ୍ଲୀ ସ୍ଥିତ ଜାତୀୟ ଯୁଦ୍ଧ ସ୍ମାରକୀଠାରେ ସୋମବାର ପୂର୍ବାହ୍ନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଅଜୟ ଭଟ୍ଟ ମଧ୍ୟ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ…

ପ୍ରେମିକାଙ୍କ ଘର ଆଗରେ ଜଳିଲା ପ୍ରେମିକଙ୍କ ଜୁଇ

ମୁଜାଫରପୁର,୨୬।୭: ଦିନେ ପ୍ରେମିକାଙ୍କୁ କହିଥିଲେ, ତୁମ ଘର ଆଗରେ ଗୋଟିଏ ଘର କରିବି, କିନ୍ତୁ ଭାଗ୍ୟର ବିଡମ୍ବନା ସେହି ପ୍ରେମିକାଙ୍କ ଘର ଆଗରେ ତାଙ୍କ ଚିତା ଜଳିଛି। କିନ୍ତୁ ପ୍ରେମିକଙ୍କୁ ଦେଖିବା ପାଇଁ ଆସି ନାହାନ୍ତି ପ୍ରେମିକା। ମୁଜାଫରପୁରରେ ଘଟିଛି ଏଭଳି…

ଖରାପ ପାଗ ଯୋଗୁ ଯୁଦ୍ଧ ସ୍ମାରକୀ ଗଲେନି ରାଷ୍ଟ୍ରପତି…

ଶ୍ରୀନଗର,୨୬।୭: ଖରାପ ପାଗ ଯୋଗୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଡ୍ରାସ୍‌ସ୍ଥିତ କାରଗୀଲ ଯୁଦ୍ଧ ସ୍ମାରକୀରେ ପହଞ୍ଚିପାରି ନାହାନ୍ତି। ରାଷ୍ଟ୍ରପତିଙ୍କ ଗସ୍ତକୁ ବାତିଲ କରାଯାଇଛି। କାରଗୀଲ୍‌ ବିଜୟ ଦିବସର ୨୨ ବର୍ଷ ପୂରଣ ଅବସରରେ ରାଷ୍ଟ୍ରପତି ଯୁଦ୍ଧ ସ୍ମାରକୀରେ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ…

ଥରିଲା ହାଇଦ୍ରାବାଦ

ହାଇଦ୍ରାବାଦ,୨୬।୭: ହାଇଦ୍ରାବାଦରେ ସୋମବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ହାଇଦ୍ରାବାଦର ଦକ୍ଷିଣରେ ସକାଳ ପ୍ରାୟ ୫ଟା ବେଳେ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ହାଇଦ୍ରାବାଦଠାରୁ…

ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୨୬।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୩ ଦିନ ଧରି…

ରାମାପ୍ପା ମନ୍ଦିରକୁ ବିଶ୍ୱ ଐତିହ୍ୟ ମାନ୍ୟତା

ହାଇଦ୍ରାବାଦ/ବେଜିଂ, ୨୬ା୭: ତେଲଙ୍ଗାନାର ମୁଗୁଲୁ ଜିଲାରେ ଥିବା ଐତିହାସିକ ତଥା ଦ୍ୱାଦଶ ଶତାବ୍ଦୀର କାକତିଆନ ସ୍ଥାପତ୍ୟ ରାମାପ୍ପା ମନ୍ଦିରକୁ ରବିବାର ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳ ମାନ୍ୟତା ଦେଇଛି। ବିଶ୍ୱ ଐତିହ୍ୟ କମିଟିର ୪୪ତମ ଅଧିବେଶନରେ ଏହି ନିଷ୍ପତ୍ତି ନିଆଯାଇଛି। ତେଲଙ୍ଗାନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?