ବୋହୂଙ୍କ ମୁଣ୍ଡରୁ ଓଢଣୀ ଖସିଯିବାରୁ ଶ୍ୱଶୁର ନେଲେ ଏମିତି ନିଷ୍ପତ୍ତି
ଗୁରୁଗାଓଁ,୨୫।୧୨: ଦିଲ୍ଳୀର ଗୁରୁଗାଓଁରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ ଘରେ କାମ କରୁଥିବାବେଳେ ଜଣେ ମହିଳାଙ୍କ ମୁଣ୍ଡରୁ ଓଢଣୀ ଖସିଯିବାରୁ ଶ୍ୱଶୁର ଏବଂ ଦିଅର ମିଶି ତାଙ୍କୁ ପିଟିବା ସହ ଅସଦାଚରଣ କରିଥିଲେ। ପୀଡିତା ଶୌଚାଳୟରେ ଲୁଚି ନିଜ...
ବାଜପେୟୀଙ୍କୁ ମନେପକାଇଲେ ମୋଦି
ନୂଆଦିଲ୍ଲୀ,୨୫।୧୨: ମହାନ ରାଜନେତା ଭାରତ ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ଶୁକ୍ରବାର ଜନ୍ମବାର୍ଷିକୀ ପାଳନ କରାଯାଉଛି। ୩ ଥର ଦେଶର ପ୍ରଧାନମନ୍ତ୍ରୀ ହୋଇଥିବା ବିଂବଗତ ବାଜପେୟୀଙ୍କୁ ଜନ୍ମଦିନରେ ଅନେକ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇ ତାଙ୍କୁ...
ଥରିଲା ଦିଲ୍ଲୀ
ନୂଆଦିଲ୍ଲୀ,୨୫।୧୨: ନୂଆଦିଲ୍ଲୀରେ ଶୁକ୍ରବାର ସକାଳୁ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ମାତ୍ର ୨.୩ ଥିବାରୁ ବିଶେଷ କିଛି କ୍ଷୟକ୍ଷତି ହୋଇନାହିଁ। ଦିଲ୍ଲୀର ନାଙ୍ଗଲୋଇ ଓ ଏହାର ଆଖପାଖ ଅଞ୍ଚଳରେ ସକାଳ ୫.୦୨ ମିନିଟ୍ରେ ଏହି...
୧୩ ଚାଷୀଙ୍କ ନାଁରେ ହତ୍ୟା ଉଦ୍ୟମ ମାମଲା
ନୂଆଦିଲ୍ଲୀ,୨୫ା୧୨:ଗତ ସେପ୍ଟେମ୍ବରରେ ନିଜେ ଆଣିଥିବା ୩ କୃଷି ଆଇନକୁ ପ୍ରତ୍ୟାହାର କରିବା ପାଇଁ କେନ୍ଦ୍ର ସରକାର ରାଜି ହେଉନାହାନ୍ତି । ଏହାକୁ ହଟାଇବା ଦାବିରେ ଚାଲିଥିବା ଆନ୍ଦୋଳନକୁ ମାସେ ପୂରିବାକୁ ଯାଉଥିବାବେଳେ ଚାଷୀଙ୍କ ଭାବାବେଗ ସହ କେନ୍ଦ୍ର ଖେଳୁଥିବା କୃଷକ...
ଟଳିଲେ ୨ ଆତଙ୍କବାଦୀ
ଶ୍ରୀନଗର,୨୪।୧୨-ଜମ୍ମୁ କଶ୍ମୀରର ବାରମୁଲା ଜିଲା ବନିଗାମ ପାଇନ ଅଞ୍ଚଳରେ ଗୁରୁବାର ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ମୃତ ଆତଙ୍କବାଦୀଙ୍କ ପରିଚୟ ମିଳିପାରି ନାହିଁ। ପୋଲିସ ଆତଙ୍କୀଙ୍କ ପରିଚୟ ଖୋଜୁଛି।...
ଇସ୍ରୋ ପ୍ରକାଶ କଲା ମିଶନ୍ ଚନ୍ଦ୍ରାୟାନ-୨’ର ପ୍ରାରମ୍ଭିକ ତଥ୍ୟ
ବେଙ୍ଗାଲୁରୁ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଗୁରୁବାର ‘ଚନ୍ଦ୍ରାୟାନ-୨’ ମିଶନ୍ର ପ୍ରାରମ୍ଭିକ ତଥ୍ୟ ପ୍ରକାଶ କରିଛି। ଦେଶର ଦ୍ୱିତୀୟ ଚନ୍ଦ୍ର ମିଶନ ଗତବର୍ଷ ଜୁଲାଇ ୨୨ ତାରିଖରେ ଲଞ୍ଚ କରାଯାଇଥିଲା। ଅଗଷ୍ଟ ୨୦ରେ ଚନ୍ଦ୍ରର କକ୍ଷ ପଥରେ ପ୍ରଦେଶ...
ଟାର୍ଗେଟରେ ପଶ୍ଚିମ ବଙ୍ଗ ବିଧାନସଭା ନିର୍ବାଚନ: ବାମ ପନ୍ଥୀ ଦଳର ହାତ ଧରିଲା କଂଗ୍ରେସ
କୋଲକାତା,୨୪।୧୨: ୨୦୨୧ରେ ହେବାକୁ ଥିବା ଓ୍ବେଷ୍ଟ ବେଙ୍ଗଲ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛି କଂଗ୍ରେସ। ବାମ ପନ୍ଥୀ ଦଳ( ସିପିଏମ୍ )ର ହାତ ଧରିବ କଂଗ୍ରେସ। ଏଥି ନେଇ ଆବଶ୍ୟକ ମଞ୍ଜୁରୀ ଦେଇସାରିଛନ୍ତି କଂଗ୍ରେସ ଦଳର...
କର୍ନାଟକରୁ ହଟିଲା ରାତ୍ରକାଳିନ କର୍ଫ୍ୟୁ
ବାଙ୍ଗାଲୋର,୨୪।୧୨-କର୍ନାଟକ ସରକାର ରାତ୍ରକାଳିନ କର୍ଫ୍ୟୁକୁ ଗୁରୁବାର ଫେରାଇ ନେଇଛନ୍ତି। ବୈଷୟିକ ଟିମର ପରାମର୍ଶ ପରେ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ସରକାର ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଗତ ବୁଧବାର ରାତି ୧୦ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ନାଇଟ କର୍ଫ୍ୟୁ...
ଉପମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌଟାଲାଙ୍କ କାର୍ଯ୍ୟକ୍ରମକୁ ବିରୋଧ: କୃଷକ ଖୋଳିଦେଲେ ହେଲିପ୍ୟାଡ
ଚଣ୍ଡିଗଡ଼,୨୪ ।୧୨: କେନ୍ଦ୍ରର କୃଷି ଆଇନକୁ ନେଇ କୃଷକଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି । ହରିୟାଣାରେ ମଧ୍ୟ ସରକାରଙ୍କୁ ବିରୋଧ କରାଯାଉଛି । ଅମ୍ବାଲାରେ ମୁଖ୍ୟମନ୍ତ୍ରୀ ମନୋହରଲାଲଙ୍କୁ ଘେରିବା ପରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌଟାଲାଙ୍କ କାର୍ଯ୍ୟକ୍ରମକୁ ମଧ୍ୟ...
ପଞ୍ଜୀକରଣ ଅନୁଯାୟୀ ୫୧ ଲକ୍ଷ ଲୋକଙ୍କୁ ଦିଆଯିବ କରୋନା ଟିକା: କେଜରିୱାଲ
ନୂଆଦିଲ୍ଲୀ,୨୪ ।୧୨: ରାଜଧାନୀ ଦିଲ୍ଲୀରେ କରୋନା ଟିକା କିଭଳି ଦିଆଯିବ ତାହା ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ । ସେ କହିଛନ୍ତି ପ୍ରଥମେ ୫୧ ଲକ୍ଷ ଲୋକଙ୍କୁ କରୋନା ଟିକା ଦିଆଯିବ । ଯଦି ଏଥିରେ କେହି ଅସୁସ୍ଥ...
ଭାଗବତଙ୍କୁ ବି ଆତଙ୍କବାଦୀ କହିବାକୁ ପଛାଇବେ ନାହିଁ ମୋଦି: ରାହୁଲ
ନୂଆଦିଲ୍ଲୀ,୨୪ ।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ କୃଷି ଆଇନକୁ ନେଇ ପୁଣି ଥରେ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି । ଗୁରୁବାର ରାହୁଲ ରାଷ୍ଟ୍ରପତିଙ୍କୁ ସାକ୍ଷାତ୍ କରି କୃଷି ଆଇନ ଉପରେ କଥା ହୋଇଛନ୍ତି । ଏହାପରେ ଗଣମାଧ୍ୟମକୁ ରାହୁଲ...
ବ୍ରିଟେନ ଫେରନ୍ତା ଭାରତୀୟ କରୋନା ପଜିଟିଭ: ନୂଆ ରୂପକୁ ନେଇ ସରକାର ସତର୍କ
ନୂଆଦିଲ୍ଲୀ,୨୪ ।୧୨: ବ୍ରିଟେନରେ ଦେଖାଦେଇଥିବା କରୋନା ଭାଇରସର ନୂଆ ରୂପକୁ ନେଇ ଏବେ ବିଶ୍ୱବାସୀ ଡରି ଯାଇଛନ୍ତି । ଭାଇରସର ନୂଆ ରୂପକୁ ନେଇ ଭାରତ ସମେତ ପାଖାପାଖି ୫୦ଟି ଦେଶ ବ୍ରିଟେନକୁ ଯାତାୟତ ଉପରେ କଟକଣା ଜାରି କରି...
Archives


