ବ୍ରିଟେନ ଫେରନ୍ତା ଭାରତୀୟ କରୋନା ପଜିଟିଭ: ନୂଆ ରୂପକୁ ନେଇ ସରକାର ସତର୍କ
ନୂଆଦିଲ୍ଲୀ,୨୪ ।୧୨: ବ୍ରିଟେନରେ ଦେଖାଦେଇଥିବା କରୋନା ଭାଇରସର ନୂଆ ରୂପକୁ ନେଇ ଏବେ ବିଶ୍ୱବାସୀ ଡରି ଯାଇଛନ୍ତି । ଭାଇରସର ନୂଆ ରୂପକୁ ନେଇ ଭାରତ ସମେତ ପାଖାପାଖି ୫୦ଟି ଦେଶ ବ୍ରିଟେନକୁ ଯାତାୟତ ଉପରେ କଟକଣା ଜାରି କରି...
ପୋଲିସ ହେପାଜତରେ ପ୍ରିୟଙ୍କା: ରାଷ୍ଟ୍ରପତିଙ୍କୁ ଭେଟିଲେ ରାହୁଲଙ୍କ ସମେତ ୩ ନେତା
ନୂଆଦିଲ୍ଲୀ,୨୪।୧୨: କୃଷି ଆଇନ ନେଇ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଲଗାତାର ଘେରିବା ଉଦ୍ୟମ ଜାରି ରହିଛି। ଅନ୍ନଦାତାଙ୍କୁ ସମର୍ଥନ କରି କଂଗ୍ରେସ ପକ୍ଷରୁ ଗୁରୁବାର ରାଲିର ଆୟୋଜନ କରାଯାଇଥିଲା। ତେବେ ଦିଲ୍ଲୀ ପୋଲିସ ପକ୍ଷରୁ ସୁରକ୍ଷା...
ମିଶନ ଯୁବଶକ୍ତି: ୩ ମାସରେ ୬ ବିଶ୍ୱବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୋଦି
ନୂଆଦିଲ୍ଲୀ,୨୪।୧୨: ଭାରତରେ ଯୁବବର୍ଗଙ୍କ ସଂଖ୍ୟା ଅଧିକ ରହିଛି। ଦେଶର ବିକାଶ ସମେତ ରାଜନୈତିକ କ୍ଷମତା ଦଖଲ ପାଇଁ ଦେଶର ଯୁବବର୍ଗଙ୍କୁ ହାତେଇଲେ ସୁଫଳ ସହଜରେ ମିଳିପାରିବ ବୋଲି ଭାଜପା ଜାଣିପାରିଛି। ସମ୍ପ୍ରତି ଦେଶରେ ୬୫ ପ୍ରତିଶତ ଜନସଂଖ୍ୟା ହେଉଛନ୍ତି ଯୁବବର୍ଗ।...
ସ୍ତ୍ରୀ ଜିନ୍ସ ନ ପିନ୍ଧିବାରୁ ଏମିତି ପଦକ୍ଷେପ ନେଲେ ସ୍ବାମୀ
ମିରୁଟ, ୨୪।୧୨: ଉତ୍ତରପ୍ରଦେଶର ମିରୁଟରେ ଏକ ଅଭାବନୀୟ ଘଟଣା ଘଯିଛି। ସ୍ତ୍ରୀ ଜିନ୍ସ ପିନ୍ଧି ଡ୍ୟାନ୍ସ ନ କରିବାରୁ ତାଙ୍କୁ ତଲାକ ଦେଇଛନ୍ତି ସ୍ବାମୀ। କେବଳ ଏତିକି ନୁହେଁ ସ୍ତ୍ରୀଙ୍କ ବାପଘରେ ପହଞ୍ଚି ତାଙ୍କୁ ଶରୀରରେ କିରୋସିନି ଢାଳି ମାରିଦେବାକୁ...
ପଶ୍ଚିମବଙ୍ଗ ରାଜନୀତିରେ ମୋଦିଙ୍କ ପ୍ରବେଶ: ବିଶ୍ୱଭାରତୀର ଶତାବ୍ଦୀ କାର୍ଯ୍ୟକ୍ରମରେ ଯୋଗଦେଲେ
କୋଲକାତା,୨୪।୧୨: ଆଗକୁ ୨୦୨୧ରେ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ଯୋଜନାବଦ୍ଧ ଭାବେ ମିଶନ ପଶ୍ଚିମବଙ୍ଗ ଆରମ୍ଭ କରାଯାଇଛି। ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା...
ବାରମୁଳାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ
ଶ୍ରୀନଗର,୨୪।୧୨: ଜମ୍ମୁ-କଶ୍ମୀରରେ ଆତଙ୍କ ସୃଷ୍ଟି କରିବା ଲାଗି ଆତଙ୍କବାଦୀ ସଂଗଠନ ପକ୍ଷରୁ ଲଗାତାର ଉଦ୍ୟମ ଜାରି ରହିଛି। ବାରମୁଳାରେ ଗୁରୁବାର ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ବାରମୁଳା ସେକ୍ଟରରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ନେଇ ଗୋଇନ୍ଦା...
ରାଲି ପାଇଁ ରାହୁଲଙ୍କୁ ମିଳିଲାନି ଅନୁମତି: କଂଗ୍ରେସ କାର୍ଯ୍ୟାଳୟ ନିକଟରେ ୧୪୪ ଧାରା
ନୂଆଦିଲ୍ଲୀ,୨୪।୧୨: କୃଷି ଆଇନ ବିରୋଧରେ ଗୁରୁବାର ରାଲି କରିବା ପାଇଁ ରାହୁଲ ଗାନ୍ଧୀ ଘୋଷଣା କରିଥିଲେ। ତେବେ ତାଙ୍କୁ ଏନେଇ ଅନୁମତି ମିଳି ନାହିଁ। ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ପକ୍ଷରୁ କଂଗ୍ରେସ କାର୍ଯ୍ୟାଳୟ ନିକଟରେ ୧୪୪...
କାନ୍ଦାହାର ବିମାନ ଅପହରଣ ଘଟଣାକୁ ୨୧ ବର୍ଷ: ମାସୁଦ -ଓମର-ଅହମ୍ମଦ ଏବେ ବି ଅପହଞ୍ଚ
ନୂଆଦିଲ୍ଲୀ,୨୪।୧୨: କାନ୍ଦାହାର ବିମାନ ଅପହରଣ ଘଟଣାକୁ ଇତିମଧ୍ୟରେ ୨୧ ବର୍ଷ ପୂରଣ ହୋଇଛି। ୧୯୯୯ ଡିସେମ୍ବର ୨୪ରେ କାଠମାଣ୍ଡୁରୁ ଦିଲ୍ଲୀ ଉଡ଼ାଣ କରୁଥିବା ଇଣ୍ଡିଆନ୍ ଏୟାରଲାଇନ୍ସ୍ର ଆଇସି-୮୧୪ ବିମାନକୁ ଆତଙ୍କବାଦୀମାନେ ଅପହରଣ କରିନେଇଥିଲେ। ବିମାନକୁ ଅମୃତସର, ଲାହୋର, ଦୁବାଇ ବାଟ...
ଏସ୍ସି ଛାତ୍ରୀଛାତ୍ରଙ୍କ ମେଧାବୃତ୍ତି ଲାଗି ୫୯,୦୦୦ କୋଟି
ନୂଆଦିଲ୍ଲୀ, ୨୪।୧୨: ଆଗାମୀ ୫ ବର୍ଷ ନିମନ୍ତେ ଦେଶର ୪ କୋଟିରୁ ଊର୍ଦ୍ଧ୍ୱ ଅନୁସୂଚିତ ଜାତି (ଏସ୍ସି) ଛାତ୍ରୀଛାତ୍ରଙ୍କୁ ମାଟ୍ରିକ୍ ପରବର୍ତ୍ତୀ ମେଧାବୃତ୍ତି ପ୍ରଦାନ ଲାଗି ବୁଧବାର କେନ୍ଦ୍ର କ୍ୟାବିନେଟ ୫୯,୦୪୮ କୋଟି ଟଙ୍କା ମଞ୍ଜୁର କରିଛି। ଏହି କାର୍ଯ୍ୟକ୍ରମର...
ଚାଷୀଙ୍କୁ ମନାଇବାକୁ ଉଦ୍ୟମ
ନୂଆଦିଲ୍ଲୀ, ୨୪।୧୨: ଡିସେମ୍ବର ୨୫ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୯ କୋଟି ଚାଷୀଙ୍କ ସହ ଭର୍ଚୁଆଲ ବୈଠକ କରିବେ। କୃଷି ଆଇନର ଲକ୍ଷ୍ୟ ସମ୍ପର୍କରେ ସେ ଚାଷୀମାନଙ୍କୁ...
କୋଟ୍ଲାରେ ଜେଟ୍ଲିଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ବେଦୀଙ୍କ ବିରୋଧ
ନୂଆଦିଲ୍ଲୀ,୨୪।୧୨(ପି.ଟି.): ଦିଲ୍ଲୀର ଫିରୋଜ ଶାହା କୋଟଲା ଗ୍ରାଉଣ୍ଡରେ ପୂର୍ବତନ ସଭାପତି ଅରୁଣ ଜେଟ୍ଲୀଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ବିରୋଧ କରିଛନ୍ତି ସ୍ପିନ୍ କିମ୍ବଦନ୍ତୀ ବିଶନ ସିଂ ବେଦୀ। ଦିଲ୍ଲୀ ଡିଷ୍ଟ୍ରିକ୍ସ କ୍ରିକେଟ ଆସୋସିଏଶନ (ଡିଡିସିଏ)ଏ ନେଇ ନିଷ୍ପତ୍ତି ନେଇଥିବାରୁ ସେ ଏହାର...
ଅଧା ବ୍ରିଟେନ ଫେରନ୍ତାଙ୍କଠାରେ ନୂଆ ଷ୍ଟ୍ରେନ୍ ଆଶଙ୍କା
ନୂଆଦିଲ୍ଲୀ, ୨୪।୧୨: ବ୍ରିଟେନରୁ ଭାରତ ଫେରିଥିବା ଯାତ୍ରୀଙ୍କ ମଧ୍ୟରୁ ୨୨ ଜଣଙ୍କଠାରେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରୁ ଅଧା ଯାତ୍ରୀଙ୍କଠାରେ କୋଭିଡ୍-୧୯ର ନୂଆ ଷ୍ଟ୍ରେନ୍ ଥାଇପାରେ ବୋଲି ବିଶେଷଜ୍ଞମାନେ ବିଶ୍ୱାସ କରୁଛନ୍ତି। କାରଣ ବ୍ରିଟେନରେ ପଜିଟିଭ୍ ଚିହ୍ନଟଙ୍କ...
Archives


