ଚାଷୀଙ୍କୁ ମନାଇବାକୁ ଉଦ୍ୟମ
ନୂଆଦିଲ୍ଲୀ, ୨୪।୧୨: ଡିସେମ୍ବର ୨୫ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୯ କୋଟି ଚାଷୀଙ୍କ ସହ ଭର୍ଚୁଆଲ ବୈଠକ କରିବେ। କୃଷି ଆଇନର ଲକ୍ଷ୍ୟ ସମ୍ପର୍କରେ ସେ ଚାଷୀମାନଙ୍କୁ...
କୋଟ୍ଲାରେ ଜେଟ୍ଲିଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ବେଦୀଙ୍କ ବିରୋଧ
ନୂଆଦିଲ୍ଲୀ,୨୪।୧୨(ପି.ଟି.): ଦିଲ୍ଲୀର ଫିରୋଜ ଶାହା କୋଟଲା ଗ୍ରାଉଣ୍ଡରେ ପୂର୍ବତନ ସଭାପତି ଅରୁଣ ଜେଟ୍ଲୀଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ବିରୋଧ କରିଛନ୍ତି ସ୍ପିନ୍ କିମ୍ବଦନ୍ତୀ ବିଶନ ସିଂ ବେଦୀ। ଦିଲ୍ଲୀ ଡିଷ୍ଟ୍ରିକ୍ସ କ୍ରିକେଟ ଆସୋସିଏଶନ (ଡିଡିସିଏ)ଏ ନେଇ ନିଷ୍ପତ୍ତି ନେଇଥିବାରୁ ସେ ଏହାର...
ଅଧା ବ୍ରିଟେନ ଫେରନ୍ତାଙ୍କଠାରେ ନୂଆ ଷ୍ଟ୍ରେନ୍ ଆଶଙ୍କା
ନୂଆଦିଲ୍ଲୀ, ୨୪।୧୨: ବ୍ରିଟେନରୁ ଭାରତ ଫେରିଥିବା ଯାତ୍ରୀଙ୍କ ମଧ୍ୟରୁ ୨୨ ଜଣଙ୍କଠାରେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରୁ ଅଧା ଯାତ୍ରୀଙ୍କଠାରେ କୋଭିଡ୍-୧୯ର ନୂଆ ଷ୍ଟ୍ରେନ୍ ଥାଇପାରେ ବୋଲି ବିଶେଷଜ୍ଞମାନେ ବିଶ୍ୱାସ କରୁଛନ୍ତି। କାରଣ ବ୍ରିଟେନରେ ପଜିଟିଭ୍ ଚିହ୍ନଟଙ୍କ...
ପିଏଜିଡି ୧୧୦, ଭାଜପା ୭୪
ଶ୍ରୀନଗର/ଜମ୍ମୁ, ୨୪।୧୨ (ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ଥର ପାଇଁ ଡିଡିସି ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଫଳରେ ଭୋଟ ଦେବା ପାଇଁ ମତଦାତାଙ୍କ ମଧ୍ୟରେ ବେଶ୍ ଆଗ୍ରହ ଦେଖାଯାଇଥିଲା। ସାମ୍ବିଧାନିକ ପରିବର୍ତ୍ତନକୁ ବିରୋଧ କରି...
୧ ଟଙ୍କାରେ ଗରିବଙ୍କୁ ଖାଦ୍ୟ ବାଣ୍ଟିବେ ଗୌତମ ଗମ୍ଭୀର
ନୂଆଦିଲ୍ଲୀ,୨୩ା୧୨-ମାତ୍ର ୧ ଟଙ୍କାରେ ଖାଦ୍ୟ ବାଣ୍ଟିବେ ଭାଜପା ଏମ୍ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର। ଏ ନେଇ ବୁଧବାର ଗମ୍ଭୀରଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ଗମ୍ଭୀର ତାଙ୍କ ଲୋକସଭା ନିର୍ବାଚନ ମଣ୍ଡଳୀ ଗାନ୍ଧୀନଗରଠାରେ...
ନାତିର ନାମକରଣ କଲେ ମୁକେଶ ଅମ୍ବାନୀ
ମୁମ୍ବାଇ,୨୩।୧୨: ଭାରତର ପ୍ରସିଦ୍ଧ ବ୍ୟବସାୟୀ ମୁକେଶ ଅମ୍ବାନୀ ନିକଟରେ ଜେଜେ ହୋଇଛନ୍ତି। ନାତି ଜନ୍ମ ହେବାର ୧୨ଦିନ ପରେ ଏବେ ଅମ୍ବାନୀ ପରିବାର ନବଜାତର ନାମକରଣ କରିଛନ୍ତି। ମୁକେଶଙ୍କ ବଡ ପୁଅ ଆକାଶ ଅମ୍ବାନୀ ଏବଂ ତାଙ୍କ ସ୍ତ୍ରୀ ଶ୍ଲୋକା...
ବିମାନବନ୍ଦରରୁ ଖାଲିସ୍ତାନ ଆତଙ୍କବାଦୀ ଗିରଫ
ନୂଆଦିଲ୍ଲୀ,୨୩।୧୨-ନୂଆଦିଲ୍ଲୀସ୍ଥିତ ଇନ୍ଦିରା ଗାନ୍ଧୀ ବିମାନବନ୍ଦରରୁ ବୁଧବାର ଏନଆଇଏ ଜଣେ ଖାଲିସ୍ତାନ ଆତଙ୍କବାଦୀକୁ ଗିରଫ କରିଛି। ସେ ହେଲା ଗୁରଜିତ ସିଂହ ନିଜ୍ଜର। ପୁଣେ ଖଲିସ୍ତାନୀ ମାମଲାରେ ଏନଆଇଏ ଗୁରଜିତକୁ ଗିରଫ କରିଛି। ଏହାପୂର୍ବରୁ ସେ ସାଇପ୍ରସରେ ଲୁଚିଥିଲା। ପଞ୍ଜାବରେ ଖଲିସ୍ତାନୀ...
ଗତ ମାସେ ଭିତରେ ବ୍ରିଟେନରୁ ଭାରତ ଆସିଛନ୍ତି ୫୦ ହଜାରରୁ ଅଧିକ ଲୋକ: ଚାଲିଛି ଠିକଣା ଖୋଜା
ନୂଆଦିଲ୍ଲୀ,୨୩।୧୨: ସମଗ୍ର ବିଶ୍ୱରେ କରୋନା ମାମଲା ହ୍ରାସ ହେବା ପରେ ଲୋକଙ୍କ ସାଧାରଣ ଜୀବନଯାପନ ସ୍ବାଭାବିକ୍ ହେବାକୁ ଲାଗିଥିଲା। କିନ୍ତୁ ହଠାତ୍ ବ୍ରିଟେନରେ କରୋନା ଭୂତାଣୁର ଏକ ନୂଆ ରୂପ ଦେଖାଯାଇଛି। ଫଳରେ ପୁଣି ଥରେ ବିଶ୍ୱରେ ଭୟର ବାତାବରଣ...
କୃଷକ ସଂଗଠନର ଚେତାବନୀ: ନିଆଁ ସହ ନ ଖେଳନ୍ତୁ ସରକାର
ନୂଆଦିଲ୍ଲୀ,୨୩।୧୨: କୃଷକ ଆଇନ ବିରୋଧରେ କୃଷକଙ୍କ ଆନ୍ଦୋଳନ ୨୮ତମ ଦିନରେ ପହଞ୍ଚିଛି। ଏହି ଆନ୍ଦୋଳନକୁ ଶେଷ କରିବା ପାଇଁ ସରକାର ପୁଣି ଥରେ ବୁଝାମଣା ପାଇଁ ଏକ ପ୍ରସ୍ତାବ ପଠାଯାଇଥିଲେ ଯାହାକୁ କୃଷକମାନେ ପ୍ରତ୍ୟାଖ୍ୟାନ କରିଛନ୍ତି। କୃଷକ ସଂଗଠନ ପକ୍ଷରୁ...
ବାଜିମାରିଲା ଭାଜପା
ଶ୍ରୀନଗର,୨୯।୧୨: ଜମ୍ମୁ କଶ୍ମୀରରେ ଧାରା ୩୭୦ ହଟାଯିବା ପରେ ପ୍ରଥମ ଜିଲ୍ଲା ବିକାଶ ପରିଷଦ (ଡିଡିସି) ନିର୍ବାଚନରେ ଫାରୁକ ଅବଦୁଲ୍ଲାଙ୍କ ନେତୃତ୍ୱାଧୀନ ଗୁପକାର ମେଣ୍ଟ ଏବଂ ଭାଜପା ମଧ୍ୟରେ କଡା ଟକ୍କର ହୋଇଥିଲା। ତେବେ ଡିଡିସି ନିର୍ବାଚନରେ ୭୪ଟି ସିଟ...
ରାଜନୈତିକ ହିଂସା: ମମତା ସରକାର କାଠଗଡ଼ାରେ
ନୂଆଦିଲ୍ଲୀ,୨୩।୧୨: ପଶ୍ଚିମବଙ୍ଗରେ ଜାରି ରହିଥିବା ରାଜନୈତିକ ହିଂସାକୁ ନେଇ ସୁପ୍ରିମ୍କୋର୍ଟରେ ଏକ ମାମଲା ଦାଖଲ କରାଯାଇଛି। ଏହାକୁ ଆଇନଜୀବୀ ବିନିତ ଢଣ୍ଡା ଦାଖଲ କରିଛନ୍ତି। ରାଜ୍ୟରେ ଜାରି ରହିଥିବା ରାଜନୈତିକ ହିଂସା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ଜବାବ...
ପୋଙ୍ଗଲରେ ଜାଲିକାଟ୍ଟୁ: ସରକାର ଦେଲେ ଅନୁମତି, ଖେଳାଳିଙ୍କୁ ଦାଖଲ କରିବାକୁ ପଡ଼ିବ କରୋନା ନେଗେଟିଭ୍ ପ୍ରମାଣପତ୍ର
ଚେନ୍ନାଇ,୨୩।୧୨: ପୋଙ୍ଗଲ ଅବସରରେ ତାମିଲନାଡୁରେ ଅନୁଷ୍ଠିତ ହେଉଥିବା ଜାଲିକାଟ୍ଟୁ ଖେଳ ପାଇଁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। କରୋନା ମହାମାରୀ ସଂକ୍ରମଣ ଯୋଗୁ ଜାଲିକାଟ୍ଟୁ ଅନୁଷ୍ଠିତ ହେବା ନେଇ ଅନିଶ୍ଚିତତା ସୃଷ୍ଟି ହୋଇଥିଲା। ଖେଳ ପାଇଁ ମୁଖ୍ୟମନ୍ତ୍ରୀ ଇଡ଼ାପ୍ପାଡି କେ....
Archives


